Home

୧୨ ବର୍ଷ ତଳେ ଗୋଟିଏ ରୁମ୍‌ ଥିବା ଘରେ ବାସ କରୁଥିଲେ ନେହା କକ୍କର: ଫଟୋ ଶେୟାର କରି ହେଲେ ଭାବୁକ

ମୁମ୍ବାଇ: ବଲିଉଡ୍‌ର ଗାୟିକା ନେହା କକ୍କର ୧୨ ବର୍ଷ ତଳେ ଥିବା ତାଙ୍କ ଅବସ୍ଥାର ଏକ ଫଟୋ ଇନଷ୍ଟାଗ୍ରାମ୍‌ରେ ଶେୟାର କରିଛନ୍ତି। ସେତେବେଳେ ସେ ଋଷିକେଶରେ ଗୋଟିଏ ରୁମ୍‌ ଥିବା ଘରେ ବାସ କରୁଥିଲେ। ଏଠାରେ ତାଙ୍କର ଜନ୍ମ ହୋଇଥିଲା। ଏହିଘରେ…

ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ଜେରା କରିବ ଇଡି

ଭୁବନେଶ୍ୱର, ୭ା୩ (ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଭବାନୀପାଟଣାର ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ମନି ଲଣ୍ଡରିଂ ମାମଲାରେ ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଜେରା କରିବ। ଅନାମଙ୍କ ନାମରେ ସମୁଦାୟ କେତେ ଟଙ୍କାର…

ଏପ୍ରିଲ ୩ରେ ସମସ୍ତ ଛାତ୍ରୀଛାତ୍ରଙ୍କୁ ପାଠ୍ୟପୁସ୍ତକ ବଣ୍ଟାଯିବ

ଭୁବନେଶ୍ୱର, ୭ା୩ (ବ୍ୟୁରୋ): ପାଠ୍ୟପୁସ୍ତକ ମୁଦ୍ରଣ ଓ ବିତରଣ ସମ୍ବନ୍ଧୀୟ ବୈଠକ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଆବଶ୍ୟକ ଥିବା ୨,୪୯,୫୪,୧୨୭ ପାଠ୍ୟପୁସ୍ତକ ମଧ୍ୟରୁ…

ସ୍ମାର୍ଟ ବାଡ଼ି: ବୟସ୍କଙ୍କୁ ଦେବ ସାହାରା

ନୂଆଦିଲ୍ଲୀ,୭।୩: ବୟସ ବଢ଼ିବା ସହିତ ଲୋକେ ଚାଲିବା ସମୟରେ ତଳେ ପଡ଼ିଯିବାର ଆଶଙ୍କା ରହିଥାଏ। ସେମାନେ ସାହାରା ଲୋଡ଼ିଥାନ୍ତିି। ତେବେ ଏଣିକି ଆଉ ଅନ୍ୟ କାହାର ସାହାରର ଆବଶ୍ୟକତା ରହିବନି। ଦିଲ୍ଲୀ ଆଇଆଇଟିର ୨ ଜଣ ଛାତ୍ର ଏକ ସ୍ମାର୍ଟ ବାଡ଼ି…

ନାଁକୁ ନିଯୁକ୍ତି

ଶିଳ୍ପ କରିଡର ଭାବେ ପରିଚିତ ଅନୁଗୋଳ ଜିଲାରେ ବଢ଼ୁଛି ବେକାରି ସମସ୍ୟା। ୨୦୧୫ରୁ ୨୦୧୯ ଡିସେମ୍ବର ୩୧ ମଧ୍ୟରେ ଜିଲାରେ ୨୪ ହଜାର ୮୯୫ ଜଣ କର୍ମ ନିୟୋଜନ କାର୍ଯ୍ୟାଳୟରେ ନାମ ପଞ୍ଜୀକୃତ କରିଛନ୍ତି। ସେମାନଙ୍କ ମଧ୍ୟରୁ କେତେଜଣ ନିଯୁକ୍ତି ପାଇଛନ୍ତି,…

ଜୟାପ୍ରଦାଙ୍କ ନାଁରେ ଜାମିନ ବିହିନ ଓ୍ବାରେଣ୍ଟ ଜାରି

ରାମପୁର,୭।୩: ଆଚାର ସଂହିତା ଉଲ୍ଲଂଘନ ମାମଲାରେ ପୂର୍ବତନ ଏମ୍‌ପି ଜୟାପ୍ରଦା ହାଜର ନ ହେବାରୁ କୋର୍ଟ ତାଙ୍କ ନାଁରେ ଜାମିନ ବିହିନ ଓ୍ବାରେଣ୍ଟ ଜାରି କରିଛନ୍ତି। ଏହି ମାମଲାର ପରବର୍ତ୍ତି ଶୁଣାଣି ଏପ୍ରିଲ ୨୦ରେ ହେବ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ଜୟାପ୍ରଦା…

କାଦୁଅରେ ଫସିଗଲା ଆମ୍ବୁଲାନ୍ସ

ନୟାଗଡ ଅଫିସ/ ଦଶପଲ୍ଲା, ୭ା୩ (ଡି.ଏନ୍‌.ଏ.): ଜଣେ ଗର୍ଭବତୀଙ୍କୁ ନେଇ ନୟାଗଡ ଜିଲାର ଦଶପଲ୍ଲା ସ୍ବାସ୍ଥ୍ୟକେନ୍ଦ୍ରକୁ ଗୁରୁବାର ଅପରାହ୍ନରେ ଆସୁଥିଲା ୧୦୮ ଆମ୍ବୁଲାନ୍ସ । ବାଟରେ ବର୍ଷା ହେବାରୁ ଆଦିବାସୀ ଅଧ୍ୟୁଷିତ ଦୁଢ଼ା ପଞ୍ଚାୟତର ଜୁଡାଗଣ୍ଡା ଗଁ। ନିକଟ ବାଲିଝରୀ ଘାଟିରେ…

ଛୋଟ ପିଲାଙ୍କ ମୋବାଇଲ୍‌ ଅଭ୍ୟାସ ଛଡ଼ାଇବା ପାଇଁ ଷ୍ଟାର୍ଟ-ଅପ୍‌ ଆରମ୍ଭ କଲେ ୧୧ବର୍ଷ ବୟସ୍କା ବାଳିକା

ସୁରଟ,୭।୩ : ସମ୍ପ୍ରତି ଛୋଟପିଲାଙ୍କ ମଧ୍ୟରେ ମୋବାଇଲ୍‌ ଅଭ୍ୟାସ ବଢ଼ିବାରେ ଲାଗିଛି। ଭବିଷ୍ୟତରେ ଏହାର ଖରାପ ପ୍ରଭାବ ସେମାନଙ୍କ ପଡ଼ିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଗୁଜରାଟର ଜଣେ ୧୧ ବର୍ଷ ବୟସ୍କା ବାଳିକା ଭାବିକା ମାହେଶ୍ୱରୀ ଏକ ଷ୍ଟାର୍ଟ-ଅପ୍‌…

ଟାଓ୍ବାର ଉପରେ ୩ ଘଣ୍ଟା

କାମାକ୍ଷାନଗର,୭ା୩(ଡି.ଏନ.ଏ.):ଘରେ ଗଣ୍ଡଗୋଳ କରି ଜୀବନ ହାରିବାକୁ ୪୪୦ କେଭି ବିଦ୍ୟୁତ୍‌ ଟାଓ୍ବାର ଉପରକୁ ଚଢ଼ିଯାଇଥିଲେ ପୁତୁରା। ତାଙ୍କୁ ବଞ୍ଚାଇବାକୁ ନିଜ ଜୀବନକୁ ବିପନ୍ନ କରି ଦାଦା ବି ଚଢ଼ିଗଲେ ଗ୍ରୀଡ୍‌ରେ। ଉଚ୍ଚ କ୍ଷମତାସମ୍ପନ୍ନ ବିଦ୍ୟୁତ୍‌ ତାର ଭିତରୁ ଯୁବକଙ୍କୁ ଉଦ୍ଧାର କରିବାକୁ…

ଏଡିଜେଙ୍କ କୋର୍ଟରେ ହାଜର ହେଲେ ପୁଞ୍ଜିଲାଲ

ବଲାଙ୍ଗୀର ଅଫିସ/ ପାଟଣାଗଡ଼, ୭ା୩ (ଡି.ଏନ.ଏ.): ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ପୁଞ୍ଜିଲାଲ ମେହେରଙ୍କୁ ଶୁକ୍ରବାର ପାଟଣାଗଡ଼ ଏଡିଜେଙ୍କ କୋର୍ଟରେ ଚାର୍ଜଫ୍ରେମ ପାଇଁ ହାଜର କରାଯାଇଥିଲା। ତେବେ ପୁଞ୍ଜିଲାଲଙ୍କ ଆଡଭୋକେଟ୍‌ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ…

କହୁଣୀରେ ଲେଖି ପରୀକ୍ଷା ଦେଇ ରଖିଥିଲେ ୮୧ ପ୍ରତିଶତ ନମ୍ବର

ବଡ଼ୋଦରା,୭।୩: ଇଛାଶକ୍ତି ଆଗରେ ସମସ୍ତ ବାଧାବିଘ୍ନ ହାର ମାନିଥାଏ। ଏଭଳି ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି ଗୁଜରାଟ ବଡ଼ୋଦରାରେ ବାସ କରୁଥିବା ଦ୍ୱାଦଶ ଶ୍ରେଣୀ ଛାତ୍ର ଶିବମ୍‌ ସୋଲାଙ୍କି। ୧୩ ବର୍ଷ ହୋଇଥିବା ସମୟରେ ଏକ ଦୁର୍ଘଟଣାରେ ତାଙ୍କର ଡାହାଣ…

କର୍କଟ ପୀଡ଼ିତଙ୍କ ପାଇଁ କେଶ ଦାନ କଲେ ୮୦ ଛାତ୍ରୀ

କୋଏମ୍ବାଟୁର,୭।୩ : କର୍କଟ ପୀଡ଼ିତଙ୍କ ପାଇଁ କେତେକ ଆର୍ଥିକ ସହାୟତା ପ୍ରଦାନ କରିଥାନ୍ତି। ତେବେ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଅସମର୍ଥ ଥିବା ତାମିଲନାଡୁର କୋଏମ୍ବାଟୁରର ଏକ ଘରୋଇ କଲେଜର ୮୦ ଜଣ ଛାତ୍ରୀ ନିଜ କେଶ ଦାନ କରିଛନ୍ତି। କେମୋଥେରାପି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri