Home

କରୋନାକୁ ନେଇ ଅନ୍ଧବିଶ୍ୱାସ: ଭୂତାଣୁ ହଟାଇବା ପାଇଁ ମହିଳାଙ୍କ ପୂଜାର୍ଚ୍ଚନା

ପାଟନା,୩।୬: ସମଗ୍ର ବିଶ୍ୱ କରୋନା ସହ ଲଢୁଛି। ୧୦୦ରୁ ଅଧିକ ଦେଶ ଏହି ମହାମାରୀ ପାଇଁ ଟୀକା ଖୋଜିବାକୁ ଚେଷ୍ଟା କରୁଛନ୍ତି। କିନ୍ତୁ କରୋନାକୁ ନେଇ କେତେକ ଅନ୍ଧବିଶ୍ୱାସ ଲୋକଙ୍କ ମଧ୍ୟରେ ବ୍ୟାପିବାରେ ଲାଗିଛି। ବିହାରର ରୋହତସ ଜିଲାର ନୋଖା ଗାଁରେ…

କତା କାରଖାନାରେ ଅଗ୍ନିକାଣ୍ଡ: ଜଳିଗଲା ୫୦ ଲକ୍ଷ ଟଙ୍କାର ସମ୍ପତ୍ତି

ସାକ୍ଷୀଗୋପାଳ/ପିପିଲି, ୩।୬(ଡି.ଏନ.ଏ): ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ପାଶର୍‌ବ ସାତଶଂଖ ନିକଟ ଶିରିଆପୁର ନାସନାଲ କୟର ଏକ କତା କାରଖାନାରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ତିନି ମହଲା କୋଠା ବିଶିଷ୍ଟ ମାଲିକଙ୍କ ବାସଗୃହ ସହିତ କାରଖାନା, ଗୋଦାମ ଏବଂ ଏକ…

ଆମେରିକାରେ ହିଂସା ଜାରି: ୨୩ ରାଜ୍ୟରେ ୧୭ ହଜାର ସୈନ୍ୟ ମୁତୟନ

ୱାଶିଂଟନ,୩।୬: ଆମେରିକାର ମିନେପୋଲିସ୍‌ ସହରରେ ପୋଲିସ ହେପାଜତରେ ଥିବା ଜଣେ କୃଷ୍ଣକାୟଙ୍କ ମୃତ୍ୟୁ ହେବା ପରେ ସାରା ଦେଶରେ ପ୍ରତିବାଦ ନିଆଁ ଜଳୁଛି। ଜର୍ଜ ଫ୍ଲୋୟଡ୍‌ ନାମକ କୃଷ୍ଣକାୟ ବ୍ୟକ୍ତିଙ୍କୁ ଜଣେ ପୋଲିସ ଅଧିକାରୀ ଆଣ୍ଠୁରେ ଚାପି ରଖି ମାରିଦେବାର ଭିଡିଓ…

ପରିବାର ସଦସ୍ୟଙ୍କ ମୃତ୍ୟୁ ପରେ ଅନ୍ୟ ୫ ସଦସ୍ୟଙ୍କ ଆତ୍ମହତ୍ୟା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ଜୀବନଗଲା

ଝାରସୁଗୁଡା ଅଫିସ,୩।୬: ଝାରସୁଗୁଡା ଥାନା ବିଟିଏମ୍‌ ଫାଣ୍ଡି ଅଧୀନ ଲହଣ୍ଡାବୁଡ଼ ଅଞ୍ଚଳରେ ପରିବାରର ଜଣେ ସଦସ୍ୟଙ୍କ ମୃତ୍ୟୁ ସହି ନ ପାରି ଅନ୍ୟ ୫ ଜଣ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏହି ଘଟଣାରେ ବୁଧବାର ସକାଳୁ ଜଣଙ୍କ ମୃତ୍ୟୁ…

୨୪ ଘଣ୍ଟାରେ ୮ ହଜାର ୯୦୯ ନୂଆ ଆକ୍ରାନ୍ତ ଚିହ୍ନଟ: କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ଟପିଲା

ନୂଆଦିଲ୍ଲୀ,୩।୬ : ମହାମାରୀ କରୋନା ଭାରତରେ କାୟା ବିସ୍ତାର କରିଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ୮ ହଜାର ୯୦୯ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଟପିଛି। ସେହପରି ୨୪ ଘଣ୍ଟାରେ ଦେଶରେ…

ବାପାଙ୍କ କଥାମାନି ଜୟାଙ୍କୁ ବିବାହ କରିଥିଲେ ଅମିତାଭ

ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହୁଥିବା ବିଗ୍‌ବି ଅମିତାଭ ବଚ୍ଚନଙ୍କର ଜୁନ୍‌ ୩ ଅର୍ଥାତ୍‌ ଆଜି ହେଉଛି ବିବାହ ବାର୍ଷିକୀ। ନିଜ ଜୀବନର ସମସ୍ତ ଛୋଟ ବଡ଼ କଥା ଲୋକଙ୍କ ସହ ଶେୟାର କରୁଥିବା ବିଗ୍‌ବି ଏହି ସ୍ବତନ୍ତ ଦିନରେ ବିବାହ…

ମୁମ୍ବାଇଠାରୁ ମାତ୍ର ୧୫୦ କିମି ଦୂରରେ ବାତ୍ୟା ‘ନିସର୍ଗ’: ହାଇଆଲର୍ଟ ଜାରି

ମୁମ୍ବାଇ,୩।୬: ଦେଶରେ କରୋନା ପରିସ୍ଥିତି ଜଟିଳ ରୂପ ଧାରଣ କରିଥିବାବେଳେ ଗୋଟିଏ ପରେ ଗୋଟିଏ ବାତ୍ୟା ଲୋକଙ୍କୁ ଆହୁରି ଭୟଭୀତ କରିଛି। ବାତ୍ୟା ଅମ୍ଫନ୍‌ ପରେ ଏବେ ‘ନିସର୍ଗ’କୁ ନେଇ ଚିନ୍ତା ବଢିଯାଇଛି। ଏହି ବାତ୍ୟାର ପ୍ରଭାବ ମହାରାଷ୍ଟ୍ର ଏବଂ ଗୁଜରାଟ…

ରୁକ୍ମିଣୀଙ୍କୁ ବିବାହ କଲେ ମହାପ୍ରଭୁ

ପୁରୀ ଅଫିସ,୩ା୬: ବିଦର୍ଭ ରାଜା ଭୀଷ୍ମକଙ୍କ କନ୍ୟା ରୁକ୍ମିଣୀ ମା’ ବିମଳାଙ୍କ ଦର୍ଶନ ସାରି ଫେରୁଥିବା ବେଳେ ମହାପ୍ରଭୁ ତାଙ୍କୁ ହରଣ କରି ନେଉଥିଲେ। ଏହି ସମୟରେ ବାଟ ଓଗାଳିଥିଲେ ଶିଶୁପାଳ। ଦୁହିଁଙ୍କ ମଧ୍ୟରେ ଯୁଦ୍ଧ ହେଲା। ଶେଷରେ ଶିଶୁପାଳଙ୍କୁ ପରାସ୍ତ…

ପୁରୀରେ ପହଞ୍ଚିଲା ବଉଳକାଠ

ପୁରୀ ଅଫିସ/ସାକ୍ଷୀଗୋପାଳ, ୩ା୬(ଡି.ଏନ୍‌.ଏ): ଚଳିତବର୍ଷ ସ୍ନାନ ଓ ରଥଯାତ୍ରାରେ ଶ୍ରୀଜଗନ୍ନାଥ ଓ ବଡଠାକୁରଙ୍କ ପହଣ୍ଡି ବିଜେ ନିମନ୍ତେ ବାହୁଟ ସେବାଲାଗି ଆବଶ୍ୟକ ବଉଳ କାଠ ଶଗଡ଼ି ମଙ୍ଗଳବାର ଏକାଦଶୀ ତିଥିରେ ସାକ୍ଷୀଗୋପାଳରୁ ବାହାରି ଶ୍ରୀକ୍ଷେତ୍ରରେ ପହଞ୍ଚତ୍ଛି। ଶ୍ରୀମନ୍ଦିର ଭୋଇ ସେବକ ଶ୍ରୀରାମଚନ୍ଦ୍ରପୁର…

୫ ଜିଲାରେ ଉଜାଡ଼ିବ ଜଙ୍ଗଲ, ଚାଷ

କଟକ ଅଫିସ,୩ା୬: ପାକିସ୍ତାନୀ ପଙ୍ଗପାଳ ଏବେ ଛତିଶଗଡ଼ରେ ଉପଦ୍ରବ ଚଳାଇଛି। କିନ୍ତୁ ଓଡ଼ିଶାରେ ସେମାନଙ୍କ ଆଗମନ ସୂଚନା ପାଇବା ପରେ ଫସଲ ବଞ୍ଚାଇବା ଚିନ୍ତାରେ ଚାଷୀଙ୍କ ଭିତରେ ଭାଳେଣି ପଡ଼ିଲାଣି। କିଛି ଦିନ ଭିତରେ ପଙ୍ଗପାଳ ଦଳ ଛତିଶଗଡ଼ ସୀମାବର୍ତ୍ତୀ ଜିଲାଗୁଡ଼ିକରେ…

ଓଡ଼ିଶା ଫେରିବାକୁ ମଙ୍ଗଳସୂତ୍ର ବିକିଲେ: ବିକା ଟଙ୍କାରେ ସାଇକେଲ କିଣି ବେଙ୍ଗାଲୁରୁରୁ ଭଦ୍ରକ ଫେରିଲେ ଦମ୍ପତି

କଟକ ଅଫିସ,୩ା୬: ଜଣେ ସଧବା ନାରୀର ଅସ୍ମିତା ହେଉଛି ତା’ର ମଙ୍ଗଳସୂତ୍ର। କିନ୍ତୁ ଲକ୍‌ଡାଉନ୍‌ ଜନିତ ବେରୋଜଗାରି ଶ୍ରମିକମାନଙ୍କ ଦାରିଦ୍ର୍ୟ ଓ ଅଭାବକୁ ତେଜି ସେମାନଙ୍କୁ ଏଭଳି ସ୍ଥିତିରେ ଆଣି ଛିଡ଼ା କରେଇଛି ଯେ, ଓଡ଼ିଶା ଫେରିବା ପାଇଁ ଜଣେ ପ୍ରବାସୀ…

ରଥଯାତ୍ରା ସମ୍ପର୍କିତ ଜନସ୍ବାର୍ଥ ମାମଲା: ଷ୍ଟାଟସ ରିପୋର୍ଟ ମାଗିଲେ ହାଇକୋର୍ଟ

କଟକ ଅଫିସ,୩ା୬: କରୋନା ପାଇଁ ଚଳିତ ବର୍ଷ ରଥଯାତ୍ରା ବାତିଲ କରିବା ପାଇଁ ହାଇକୋର୍ଟରେ ଯେଉଁ ଜନସ୍ବାଥର୍ର୍ ମାମଲା ରୁଜୁ ହୋଇଥିଲା, ସେଥିରେ ମଙ୍ଗଳବାର ରାଜ୍ୟ ସରକାର ନିଜ ପକ୍ଷ ରଖିଛନ୍ତି। କେବଳ ‘ବିଧି ଓ ବିଧାନ’ ପାଇଁ ରଥଯାତ୍ରା ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?