ଘରଘର ବୁଲି ପିଡିଏସ୍ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ
ବନ୍ତ,୮ା୪(ନି.ପ୍ର.): କରୋନା ଲକ୍ଡାଉନ୍ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପିଡିଏସ୍ ହିତାଧିକାରୀଙ୍କୁ ୧ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି। ବୁଧବାର ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ପଞ୍ଚାୟତ ଅଧୀନ ୧୧ଟି ୱାର୍ଡର…
ଗଞ୍ଜାମ ମାଛ ମାର୍କେଟରେ ସାମାଜିକ ଦୂରତ୍ୱକୁ ମାନୁନାହାନ୍ତି ଲୋକେ: କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ବିଡିଓ
ଗଞ୍ଜାମ,୮।୪(ଡି.ଏନ୍.ଏ.): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି l ଏଥିପାଇଁ ସରକାର ଓ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ପ୍ରଥମେ ଲକ୍ଡାଉନ ତା’ ପରେ ଗଞ୍ଜାମ ଜିଲାପାଳ ୧୯ ଘଣ୍ଟିଆ ସଟ୍ଡାଉନ ମଧ୍ୟ…
୩୭ ବର୍ଷରେ ସାଉଥ୍ ଫିଲ୍ଟ ଷ୍ଟାର୍ ଆଲୁ ଅର୍ଜୁନ: ଆକ୍ସନ୍ ସିନ୍ ଭାରି ପସନ୍ଦ
ଚେନ୍ନାଇ: ସାଉଥ୍ ଫିଲ୍ଟ ଷ୍ଟାର୍ ଆଲୁ ଅର୍ଜୁନ ବୁଧବାର ୩୭ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୮୩ ଏପ୍ରିଲ ୮ରେ ଚେନ୍ନାଇଠାରେ ଜନ୍ମଗ୍ରହଣ କରିଥିଲେ। ଛୋଟ ପିଲା ଥିବାବେଳେ ସେ ଫିଲ୍ମରେ ଅଭିନୟ କରିବା ଆରମ୍ଭ କରିଥିଲେ। ଦାମୀ କାର୍ ଚଳାଇବା…
କରୋନା ସହାୟତା: ସତ୍ୟବାଦୀ ବ୍ଲକର ୨୬ ହଜାର ୭ଶହ ହିତାଧିକାରୀଙ୍କୁ ୧ ହଜାର ଲେଖାଏ ପ୍ରଦାନ
ସାକ୍ଷୀଗୋପାଳ, ୮।୪(ଡି.ଏନ୍.ଏ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ମୋଟ ୨୪ଟି ପଞ୍ଚାୟତରେ କରୋନା ସହାୟତା ରାଶି ୧ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯାଇଛି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା, ରାଜ୍ୟ ସରକାରଙ୍କ ଖାଉଟି କଲ୍ୟାଣ ଯୋଜନା ସହିତ ଅନ୍ତଦ୍ବୟ ଅନ୍ନ…
ମୃତ୍ୟୁ ସଂଖ୍ୟା ୮୨ ହଜାର ଟପିଲା: ୨୪ ଘଣ୍ଟାରେ ଫ୍ରାନ୍ସ୍ରେ ୧,୪୧୭ ଜଣଙ୍କ ଜୀବନ ଗଲା
ଓ୍ବାଶିଂଟନ/ରୋମ୍/ବେଜିଂ,୮।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଇତିମଧ୍ୟରେ ୮୨ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଏଥିରେ ୧୪ ଲକ୍ଷ ସଂକ୍ରମିତ ହୋଇଛନ୍ତି। ସେହିପରି ୩ ଲକ୍ଷରୁ ଅଧିକ ଲୋକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଗତ ୨୪…
ପ୍ରତି ପଞ୍ଚାୟତ, ୱାର୍ଡ ସ୍ତରରେ ଗଠନ ହେବ ଆର୍ଆର୍ଟି
ଖୋର୍ଦ୍ଧା ଅଫିସ,୮।୪: ରାଜ୍ୟରେ କରୋନା ଭୂତାଣୁ ସଂକ୍ରମଣ ସଖ୍ୟା ୪୨ରେ ପହଞ୍ଚିଛି। ଏ ନେଇ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କୋଭିଡ-୧୯ ସଂକ୍ରମଣ ନିୟନ୍ତ୍ରଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ସତର୍କତା ଅବଲମ୍ବନ କରାଯାଇଛି। ଏହାର କାର୍ଯ୍ୟକୁ…
ସତ୍ୟନଗରକୁ କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କଲା ବିଏମ୍ସି
ଭୁବନେଶ୍ୱର, ୮।୪(ବ୍ୟୁରୋ): ଭୁବନେଶ୍ୱର ସତ୍ୟନଗରକୁ ବୁଧବାର ବିଏମ୍ସି କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କରିଛି । ଜଣେ କରୋନା ସଂକ୍ରମିତ ସେହି ଅଞ୍ଚଳରୁ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ତେବେ ଏହି ସଂକ୍ରମିତଙ୍କର କୌଣସି ଟ୍ରାଭେଲ ହିଷ୍ଟ୍ରି…
ଦେଶଦ୍ରୋହ ମାମଲାରେ ବିଧାୟକ ଗିରଫ
ଗୁଆହାଟୀ,୮ା୪: କ୍ୱାରାଣ୍ଟାଇନ ସେଣ୍ଟରକୁ ନେଇ ସାମ୍ପ୍ରଦାୟିକ ମନ୍ତବ୍ୟ ଦେଇଥିବା ଆସାମର ବିଧାୟକ ଅମିନୁଲ ଇସ୍ଲାମଙ୍କୁ ମଙ୍ଗଳବାର ଗିରଫ କରାଯିବା ସହ ତାଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ ହୋଇଛି। ଆସାମରେ କ୍ୱାରାଣ୍ଟାଇନ ସେଣ୍ଟରଗୁଡ଼ିକ ବିପଜ୍ଜନକ ଓ ଏହାର ଅବସ୍ଥା ଅଟକ କେନ୍ଦ୍ରଠାରୁ…
ତଦନ୍ତ ପାଇଁ ମୌଲାନା ପ୍ରସ୍ତୁତ
ନୂଆଦିଲ୍ଲୀ,୮ା୪: ସାରା ଦେଶରେ କରୋନା ଭୂତାଣୁର ବିଷମଞ୍ଜି ବୁଣିଥିବା ତବଲିଘି ଜମାତ୍ ମରକଜ୍ ମୁଖ୍ୟ ମହମ୍ମଦ ସାଦ୍ କାନ୍ଧଲଭିଙ୍କ ବିରୋଧରେ ମାମଲା ଦାଏର ହେବା ପରଠୁ ସେ ଫେରାର ଅଛନ୍ତି। ସେ କ୍ୱାରାଣ୍ଟାଇନ୍ରେ ଅଛନ୍ତି ଏବଂ ଆସନ୍ତା ୮-୯ ଦିନରେ ସାମ୍ନାକୁ…
ହଟିଲା ହାଇଡ୍ରୋକ୍ସିକ୍ଲୋରୋକୁଇନ ରପ୍ତାନି କଟକଣା
ନୂଆଦିଲ୍ଲୀ,୮ା୪: ଆମେରିକା ସମେତ କରୋନା ଭୂତାଣୁ ଦ୍ୱାରା ସର୍ବାଧିକ କ୍ଷତିଗ୍ରସ୍ତ ରାଷ୍ଟ୍ରଗୁଡ଼ିକୁ ଭାରତ ଔଷଧ ଯୋଗାଇଦେବ। ଏବେ ମ୍ୟାଲେରିଆ ନିରାକରଣ ଔଷଧ ହାଇଡ୍ରୋକ୍ସିକ୍ଲୋରୋକୁଇନ୍ ଏବଂ ପାରାସିଟାମଲ ଉପରୁ କଟକଣା ଆଂଶିକ ଉଠାଇଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଔଷଧ ଯୋଗାଇଦେବା ଲାଗି…
କଳାବଜାରକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ
ନୂଆଦିଲ୍ଲୀ,୮।୪: ଭାରତରେ ୨୧ ଦିନିଆ ଲକ୍ଡାଉନ୍ ଘୋଷଣା କରାଯାଇଥିବା ବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଦର ବଢ଼ିବାରେ ଲାଗିଛି। କେତେକ ସ୍ଥାନରେ ଜିନିଷ ମିଳୁ ନ ଥିବା ନଜରକୁ ଆସିଛି। ଏଭଳି ସ୍ଥିତିରେ ବ୍ୟବସାୟୀମାନେ ଜିନିଷ ହୋର୍ଡିଂକରି ରଖୁଥିବା ବେଳେ କେତେକେ ଚଢ଼ା…
୯ରେ ଜାତିସଂଘରେ ଆଲୋଚନା
ଜାତିସଂଘ,୮ା୪: ସାରା ବିଶ୍ୱ ଏବେ ମାରାତ୍ମକ କରୋନା ମହାମାରୀ କବଳିତ ହୋଇଥିବାବେଳେ ସ୍ଥିତି ସମ୍ପର୍କରେ ଆଲୋଚନା ଲାଗି ଗୁରୁବାର ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍ଏସ୍ସି)ର ଏକ ବୈଠକ ବସୁଛି। ବିଶ୍ୱବ୍ୟାପୀ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩ ଲକ୍ଷ ୬୩ ହଜାରରେ ପହଞ୍ଚତ୍ଥିବାବେଳେ…
Archives


