ଅସ୍ତରଙ୍ଗ ବେଳାଭୂମିରେ ଲାଗିଛି ୪୮ ଫୁଟ ତିମିର ମୃତଦେହ, ଦେଖିବାକୁ ଲୋକଙ୍କ ଭିଡ
ଅସ୍ତରଙ୍ଗ,୬।୩(ଡି.ଏନ୍.ଏ.): ପୁରୀ ଜିଲା ଅସ୍ତରଙ୍ଗ ବେଳାଭୂମି ଗୁଣ୍ଡଳବା ନିକଟରୁ ପ୍ରାୟ ୪୮ ଫୁଟର ଏକ ମୃତ ତିମି ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ବନବିଭାଗ ଟିମ୍, ପ୍ରାଣୀ ଓ ମତ୍ସ୍ୟ ବିଭାଗ ଟିମ୍ ପହଞ୍ଚି ମୃତ ତିମି ସମ୍ପର୍କରେ ଅନୁସନ୍ଧାନ ଜାରି ରଖିଛନ୍ତି।…
ୟେସ୍ ବ୍ୟାଙ୍କରେ ଟଙ୍କା ରଖିବା ନିଷ୍ପତ୍ତି ଭୁଲ୍ ଥିଲା: ମହେଶ୍ୱର
ପୁରୀ ଅଫିସ,୬।୩: ୟେସ୍ ବ୍ୟାଙ୍କରେ ମହାପ୍ରଭୁ ଜଗନ୍ନାଥଙ୍କ ଟଙ୍କା ଜମା ରଖିବା ପ୍ରସଙ୍ଗକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି ପୂର୍ବତନ ମନ୍ତ୍ରୀ ମହେଶ୍ୱର ମହାନ୍ତି। ଏଭଳି ନିଷ୍ପତ୍ତି ଭୁଲ୍ ଥିଲା। ଅଧିକ ସୁଧ ଲୋଭରେ ତତ୍କାଳୀନ ଶ୍ରୀମନ୍ଦିର ପ୍ରଶାସକ ଟଙ୍କା ରଖିଛନ୍ତି।…
ରାମ ମନ୍ଦିରକୁ ନେଇ ମୋଦିଙ୍କୁ ଚିଠି ଲେଖିଲା ଶିବସେନା
ମୁମ୍ବାଇ,୬।୩: ରାମ ମନ୍ଦିରକୁ ନେଇ ଶୁକ୍ରବାର ଶିବସେନା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏକ ଚିଠି ଲେଖିଛି। ଏହି ଚିଠି ମାଧ୍ୟମରେ ଶିବସେନାର ଜଣେ ସଦସ୍ୟଙ୍କୁ ରାମ ମନ୍ଦିର ଟ୍ରଷ୍ଟରେ ସାମିଲ କରିବାକୁ ମୋଦିଙ୍କୁ ଅନୁରୋଧ କରାଯାଇଛି। ଏଥିରେ ଦର୍ଶାଯାଇଛି କି ବାଲ ଠାକରେଙ୍କ…
ଟ୍ରମ୍ପଙ୍କ ପରି ଅଭେଦ୍ୟ ହେବ ମୋଦିଙ୍କ ସୁରକ୍ଷା!
ନୂଆଦିଲ୍ଲୀ,୬।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ଏବେ କେବଳ ସ୍ଥଳପଥ ନୁହେଁ ଆକାଶ ପଥରେ ବି ଅଭଦ୍ୟ ହେବାକୁ ଯାଉଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆକାଶ ପଥର ସୁରକ୍ଷାକୁ ବଢାଇବାକୁ ପ୍ରୟାସ କରାଯାଉଛି। ଏଥିପାଇଁ ଭାରତ…
ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଶେଷ
ପୁରୁଷୋତ୍ତମପୁର,୬।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଲାଗି ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଶେଷ ହୋଇଛି । ବିଭିନ୍ନ ପଦବୀ ଲାଗି ସମୁଦାୟ ୯ ଜଣ ନିଜ ନିଜର ସମର୍ଥକ ଓ ପ୍ରସ୍ତାବକଙ୍କୁ ନେଇ ନିର୍ବାଚନ ଅଧିକାରୀ ରଞ୍ଜନା…
୪ଦିନରେ ଶୁଟିଂ ହୋଇଥିଲା ଏହି ହୋଲି ଗୀତ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନ ଓ ରଣବୀର କପୁରଙ୍କ ଫିଲ୍ମ ‘ୟେ ଜଓ୍ବାନୀ ହେ ଦିଓ୍ବାନୀ’ର ଗୀତ ‘ବଲମ ପିଚ୍କାରୀ’ ସବୁଠାରୁ ଚର୍ଚ୍ଚିତ ଓ ଲୋକପ୍ରିୟ ହୋଲି ଗୀତ ମଧ୍ୟରୁ ଅନ୍ୟତମ। ଉକ୍ତ ଫିଲ୍ମ ବକ୍ସ ଅଫିସ୍ରେ ଭଲ ବ୍ୟବସାୟ…
ସମୁଦ୍ରକୂଳ ଆର୍ବଜନାରୁ ଯୁବକଙ୍କୁ ମିଳିଲା ୩୦୫ ବର୍ଷ ତଳର ଗୁପ୍ତଧନ
ରାତାରାତି ଧନୀ ହେବାକୁ କିଏ ବା ନ ଚାହେଁ। କେବଳ ଏକ ସୁଯୋଗକୁ ସମସ୍ତେ ଅପେକ୍ଷା କରି ରହିଥାନ୍ତି। ହେଲେ ଏଭଳି ସୁଯୋଗ କେବଳ ଭାଗ୍ୟବାନଙ୍କୁ ମିଳିଥାଏ। କିଛି ଏଭଳି ଘଟଣା ଘଟିଛି ଫ୍ଲୋରିଡାରେ। ଯେଉଁଠାରେ ସମୁଦ୍ର କୂଳ ନିକଟରେ ଥିବା…
ୟସ୍ ବ୍ୟାଙ୍କରେ ସୁରକ୍ଷିତ ଅଛି ଜମାକାରୀଙ୍କ ଟଙ୍କା: ଅର୍ଥମନ୍ତ୍ରୀ
ନୂଆଦିଲ୍ଲୀ,୬।୩: ୟସ୍ ବ୍ୟାଙ୍କରେ ସୃଷ୍ଟି ହୋଇଥିବା ଆର୍ଥିକ ସଙ୍କଟକୁ ଦେଖି ଏବେ ଚିନ୍ତାରେ ଗ୍ରାହକ। ବ୍ୟାଙ୍କର ଆର୍ଥିକ ସ୍ଥିତି ବିଗିଡିବା ଯୋଗୁ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଆର୍ବିଆଇ) ୟେସ୍ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛନ୍ତି। ଏଠାରେ ଏବେ ଟଙ୍କା…
ବିହାର ବିଧାନସଭାରେ ମୂଷାଧରି ପହଞ୍ଚିଲେ ବିଧାୟକ
ପାଟନା,୬।୩: ବିହାର ବିଧାନସଭାର ବଜେଟ ଅଧିବେଶନ ସମୟରେ ଶୁକ୍ରବାର ଏକ ଅଦ୍ଭୁଦ ଘଟଣା ଦେଖିବାକୁ ମିଳିଛି। ରାଷ୍ଟ୍ରୀୟ ଜନତା ଦଳ(ଆର୍ଜେଡି)ର ଜଣେ ବିଧାୟକ ଶୁକ୍ରବାର ଏକ ମୂଷାକୁ ଯନ୍ତାରେ ଧରି ବିଧାନସଭାରେ ପହଞ୍ଚିଥିବା ଦେଖାଯାଇଥିଲା। ଏହାକୁ ନେଇ ବିବାହରର ପୂର୍ବତନ ମୁଖ୍ୟମନ୍ତ୍ରୀ…
୨ କିମି ଚାଲି ଅଙ୍ଗନଓ୍ବାଡି କେନ୍ଦ୍ରକୁ ଯାଉଛନ୍ତି ଶିଶୁ
ଜମନକିରା, ୬।୩(ଡି.ଏନ୍.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍ କଟଙ୍ଗପାଣି ପଞ୍ଚାୟତ ଫୁଲକୁସମ ପାଇଁ ଆସିଥିବା ଅଙ୍ଗନଓ୍ବାଡି କେନ୍ଦ୍ରଟି ଅନ୍ୟ ସ୍ଥାନରେ ନିର୍ମାଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ଶିଶୁମାନଙ୍କୁ ୨ କିଲୋମିଟର ରାସ୍ତା ଯିବାକୁ ପଡ଼ୁଥିବା ବେଳେ ସେମାନେ ନାହିଁ…
ପ୍ରଶାନ୍ତ କୁମାରଙ୍କ ଉପରେ ନ୍ୟସ୍ତ କରାଗଲା ୟସ୍ ବ୍ୟାଙ୍କର ଦାୟିତ୍ୱ
ନୂଆଦିଲ୍ଲୀ,୬।୩: ୟସ୍ ବ୍ୟାଙ୍କର ଆର୍ଥିକ ସ୍ଥିତି ବିଗିଡିବା ଯୋଗୁ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଆର୍ବିଆଇ) ୟେସ୍ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛନ୍ତି। ଫଳରେ ଗ୍ରାହକ ଏପ୍ରିଲ ୩ ତାରିଖ ପର୍ଯ୍ୟନ୍ତ ମାତ୍ର ୫୦ ହଜାର ଟଙ୍କା ଉଠାଇ ପାରିବେ…
ବିଗୁଡ଼ୁଛି ୟେସ୍ ବ୍ୟାଙ୍କର ଆର୍ଥିକ ସ୍ଥିତି: ସଙ୍କଟରେ ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କା; ଉଦ୍ବେଗ ପ୍ରକାଶ କଲେ ବୁଦ୍ଧିଜୀବୀ
ପୁରୀ ଅଫିସ,୬।୩: ୟେସ୍ ବ୍ୟାଙ୍କ ଏବେ ଦେବାଳିଆ ପରିସ୍ଥିତିରେ ପହଞ୍ଚିଛି। ଏହି ବ୍ୟାଙ୍କରେ ଜଗନ୍ନାଥ ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କାର ଜମାପାଣ୍ଠି ରହିଥିବାରୁ ଏହି ଟଙ୍କାର ଭାଗ୍ୟକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପରିଚାଳନା କମିଟି ବିନା ଅନୁମୋଦନରେ କିଭଳି ଏତେ…
Archives


