Home

୧୮ ଜିଲାରୁ ୧୪୧ ପଜିଟିଭ୍‌: ୧୧୦ କ୍ୱାରାଣ୍ଟାଇନ ସେଣ୍ଟରରୁ, ୩୧ ଲୋକାଲ କେସ୍‌; ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଚିହ୍ନଟ ହୋଇଥିବା ୧୪୧ ନୂଆ କରୋନା ପଜିଟିଭ୍‌ ୧୮ ଜିଲାର। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାର ସର୍ବାଧିକ ୨୭ ଆକ୍ରାନ୍ତ ରହିଛନ୍ତି। ସେହିପରି ଖୋର୍ଦ୍ଧରୁ ୨୨ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ା ୧୯, କେନ୍ଦ୍ରାପଡ଼ା ୧୩,…

ବୈଷ୍ଣୋଦେବୀ ଯାତ୍ରା: କଟ୍ରାରେ ୫୦ ଘୋଡ଼ା ସହିତ ଚାଳକଙ୍କ କରୋନା ପରୀକ୍ଷା

କଟ୍ରା, ୨।୬: ଜୁନ୍‌ ୮ରୁ ମାତା ବୈଷ୍ଣୋଦେବୀ ଯାତ୍ରା ଆରମ୍ଭ ହେବ ବୋଲି ଘୋଷଣା କରାଯାଇଛି। ଏହାକୁ ନେଇ ମନ୍ଦିର କର୍ତ୍ତୃପକ୍ଷ ବେଶ୍‌ ସକ୍ରିୟ ହେବାରେ ଲାଗିଛନ୍ତି। ଇତିମଧ୍ୟରେ ସୋମବାର କଟ୍ରାଠାରେ ୫୦ ଘୋଡ଼ା ସହିତ ସେମାନଙ୍କ ଚାଳକଙ୍କର ନମୁନା ସଂଗ୍ରହ…

CORONAVIRUS UPDATE: ରାଜ୍ୟରେ ପୁଣି ୧୪୧ କରୋନା ପଜିଟିଭ ଚିହ୍ନଟ; ୨୨ଶହ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୪୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨ଶହ ଟପିଛି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…

ଆଡଭାନୀଙ୍କ ସହ ଫଟୋ ଶେୟାର କଲେ ‘ରାମାୟଣ’ର ସୀତା

ରମାନନ୍ଦ ସାଗରଙ୍କ ବହୁଚର୍ଚ୍ଚିତ ଧାରାବାହିକ ରାମାୟଣରେ ଦେବୀ ସୀତାଙ୍କ ଭୂମିକାରେ ଅବତୀର୍ଣ୍ଣ ହୋଇଥିବା ଦୀପିକା ଚିଖଲିଆଙ୍କୁ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ଥାନ୍ତି। ନିଜ ବିଷୟରେ କିଛି ନା କିଛି ତଥ୍ୟ ସେ ନିଶ୍ଚୟ ଶେୟାର୍‌ କରିଥାନ୍ତି। ନିକଟରେ ସେ ଭାଜପାର…

ସୋନାକ୍ଷୀ ୩୩ ବର୍ଷରେ ପାଦ ଦେଲେ

ମୁମ୍ବାଇ, ୨।୬: ବଲିଉଡ୍‌ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ମଙ୍ଗଳବାର ୩୩ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୮୭ ଜୁନ୍‌ ୨ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ପ୍ରଥମେ ସେ ଫେଶନ ଡିଜାଇନିଂ ପ୍ରତି ଆକର୍ଷିତ ହୋଇଥିଲେ। ତେବେ ପରେ ବଲିଉଡ୍‌ରେ ୨୦୧୦ରେ ଦବଙ୍ଗ…

କରୋନା ସଂକ୍ରମଣ: ସପ୍ତମ ସ୍ଥାନରେ ଭାରତ

ନୂଆଦିଲ୍ଲୀ,୨।୬: ଭାରତ ବିଶ୍ୱର ସର୍ବାଧିକ କରୋନା ରୋଗୀଥିବା ଦେଶ ତାଲିକାର ସପ୍ତମ ସ୍ଥାନରେ ପହଞ୍ଚିଛି। ଫ୍ରାନ୍ସ, ଜର୍ମାନୀ ଭଳି ଦେଶକୁ ପଛକୁ ଠେଲି ଭାରତ ଉପରକୁ ଉଠିଛି। ଏବେ ଭାରତରେ ୧ ଲକ୍ଷ ୯୩ ହଜାର ୪୭୩ ସଂକ୍ରମିତ ବ୍ୟକ୍ତି ଥିବାବେଳେ…

୧୩ ପାକ୍‌ ଆତଙ୍କବାଦୀ ନିହତ

ଜମ୍ମୁ,୨।୬: ଭାରତକୁ ଅନୁପ୍ରବେଶ ଲାଗି ଉଦ୍ୟମ କରୁଥିବା ୧୩ ପାକିସ୍ତାନୀ ଆତଙ୍କବାଦୀ ଭାରତୀୟ ସେନାର ଗୁଳିମାଡ଼ରେ ନିହତ ହୋଇଛନ୍ତି। ଏଥିସହ ଏକ ଟେରର୍‌ ଲଞ୍ଚ୍‌ପ୍ୟାଡ୍‌କୁ ମଧ୍ୟ ଧ୍ୱଂସ କରାଯାଇଛି। ଜମ୍ମୁ-କଶ୍ମୀରର ପୁଞ୍ଚ୍‌ ଜିଲା ଅନ୍ତର୍ଗତ ମେନ୍ଧାର ସେକ୍ଟରରେ ଏହି ଲଞ୍ଚ୍‌ପ୍ୟାଡ୍‌ ଧ୍ୱଂସ…

‘ସ୍ବାସ୍ଥ୍ୟ କର୍ମଚାରୀଙ୍କ ପ୍ରତି ହିଂସା ଗ୍ରହଣୀୟ ନୁହେଁ’

ନୂଆଦିଲ୍ଲୀ,୨ା୬(ପି.ଟି.): ସ୍ବାସ୍ଥ୍ୟ କର୍ମଚାରୀଙ୍କ ପ୍ରତି ହିଂସା ଏବଂ ରୁକ୍ଷ ବ୍ୟବହାର ଗ୍ରହଣୀୟ ନୁହେଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କହିଛନ୍ତି। ଏଗୁଡ଼ିକ ଭିଡ଼ ମାନସିକତାର ପରିଣାମ ବୋଲି ରାଜୀବ ଗାନ୍ଧୀ ୟୁନିଭର୍ସିଟି ଅଫ୍‌ ହେଲ୍ଥ ସାଇନ୍ସେସ୍‌ର ୨୫ତମ ପ୍ରତିଷ୍ଠା ଦିବସ…

ଭାରତରେ ପ୍ରଥମ ରଙ୍ଗ ବଦଳାଉଥିବା ବିରଳ ମାଛର ସନ୍ଧା

କୋଚି,୨।୬: ସେଣ୍ଟ୍ରାଲ ମେରାଇନ ମତ୍ସ୍ୟ ପ୍ରତିଷ୍ଠାନ (ସିଏମ୍‌ଏଫ୍‌ଆର୍‌ଆଇ) ର ବୈଜ୍ଞାନିକମାନେ ଏକ ବିରଳ ମାଛର ସନ୍ଧାନ କରିଛନ୍ତି। ଏହି ମାଛ ନିଜର ରଙ୍ଗ ପରିବର୍ତ୍ତନ କରିବା ସହ ବିଷାକ୍ତ ମଧ୍ୟ ଅଟେ। ପ୍ରଥମ ଥର ପାଇଁ ଏପରି ଏକ ମାଛ ଭାରତୀୟ…

ବ୍ରିଟେନକୁ ବ୍ୟାପିଲା ବର୍ଣ୍ଣବୈଷମ୍ୟ ବିକ୍ଷୋଭ: ଆମେରିକାର ୪୦ ସହରରେ କର୍ଫ୍ୟୁ,ବଙ୍କରରେ ଲୁଚିଲେ ଟ୍ରମ୍ପ୍‌

ଲଣ୍ଡନ,୨ା୬: ଆମେରିକାରେ ଜର୍ଜ ଫ୍ଲୋୟଡ୍‌ ନାମକ ଜଣେ କୃଷ୍ଣକାୟଙ୍କର ପୋଲିସ ନିର୍ଯାତନାରେ ମୃତ୍ୟୁ ପରେ ଦେଶରେ ବର୍ଣ୍ଣବୈଷମ୍ୟ ବିରୋଧୀ ଆନ୍ଦୋଳନ ତେଜିବାରେ ଲାଗିଛି। ପୋଲିସ ବର୍ବରତା ବିରୋଧରେ ଆମେରିକାର ମିନିଆପଲିସ ସହରରେ ଆରମ୍ଭ ହୋଇଥିତ୍ବା ଆନ୍ଦୋଳନର ନିଆଁ ସାରା ଆମେରିକାକୁ ବ୍ୟାପିବା…

ଧାନ ଏମ୍‌ଏସ୍‌ପି ୧୮୬୮ ଟଙ୍କାକୁ ବୃଦ୍ଧି

ନୂଆଦିଲ୍ଲୀ,୨ା୬(ପି.ଟି.): କେନ୍ଦ୍ର ସରକାର ୨୦୨୦-୨୧ ବର୍ଷ ଲାଗି ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) କୁଇଣ୍ଟାଲ ପ୍ରତି ୫୩ ଟଙ୍କା ବୃଦ୍ଧି କରିଛନ୍ତି। ଫଳରେ ଧାନ ଏମ୍‌ଏସ୍‌ପି ୧,୮୬୮ ଟଙ୍କାକୁ ବୃଦ୍ଧି ପାଇଛି। ଏଥିସହିତ ଖାଦ୍ୟଶସ୍ୟ, ଡାଲି ଓ ତୈଳବୀଜ ଆଦି…

ଓ୍ବାଜିଦ୍‌‌ଙ୍କ ମା’ଙ୍କୁ କରୋନା

ବଲିଉଡ୍‌ର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଓ୍ବାଜିଦ୍‌ ଖାନ୍‌ଙ୍କ ପରଲୋକରେ ସ୍ତବ୍ଧ ହୋଇଯାଇଛି ବଲିଉଡ୍‌ ସଙ୍ଗୀତ ଜଗତ। ମାତ୍ର ୪୨ ବର୍ଷ ବୟସରେ ଓ୍ବାଜିଦ୍‌ଙ୍କ ମୃତ୍ୟୁକୁ ସହଜରେ ଗ୍ରହଣ କରିପାରିନାହିଁ ବଲିଉଡ୍‌। ଅନେକ ଷ୍ଟାର ତାଙ୍କ ମୃତ୍ୟୁ ଶୋକ ପ୍ରକାଶ କରିଛନ୍ତି। ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?