Home

ଗରିବଙ୍କୁ ଶୁଖିଲା ଖାଦ୍ୟ, ମାସ୍କ ବଣ୍ଟନ

କୋଣାର୍କ,୪।୫(ଡି.ଏନ.ଏ.): କୋଣାର୍କ ଏନଏଏସି ଅଧିନସ୍ଥ ୧୧ନଂ ୱାର୍ଡ ନଳକଣ କେଳା ସାହିଠାରେ କୋଣାର୍କ ସାମ୍ବାଦିକ ସଂଘ ଓ ଗୋପ ମହିଳା ମହାସଂଘ ମିଳିତ ଆନୁକୂଲ୍ୟରେ ଗରିବଙ୍କୁ ମାସ୍କ ସହ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ଲକଡାଉନ ଯୋଗୁ ଖାଦ୍ୟ ପାଉ ନ…

ପିପିଲିରେ ଖୋଲିଲା କୋଭିଡ୍‌ ଶେଡ, ସମୀକ୍ଷା କଲେ ମନ୍ତ୍ରୀ

ପିପିଲି,୪।୫(ସ୍ବ.ପ୍ର.): ପିପିଲିର ସ୍ଥାନୀୟ ଏକ ଇଞ୍ଜିନିୟରିଂ କଲେଜରେ ପ୍ରବାସୀମାନଙ୍କ ପାଇଁ ପୁରୀ ଜିଲା ଅଭ୍ୟର୍ଥନା କକ୍ଷ(କୋଭିଡ ଶେଡ) ଖୋଲାଯାଇଛି। ପୁରୀକୁ ପ୍ରବାସୀଙ୍କୁ ନେଇ ଆସୁଥିବା ପ୍ରତ୍ୟେକ ବସକୁ ଏଠାରେ ଅଟକା ଯାଇ ଚେକିଠ କରାଯିବ। ଜିଲା ପ୍ରଶାସନର ନିଷ୍ପତ୍ତି ଅନୁଯାୟୀ ଏଠାରେ…

ସବୁଠି ସାମାଜିକ ଦୂରତାକୁ ବେଖାତିର

  ଟିକିରି,୪ା୫: ସରକାର ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଯେତେ ସଚେତନ କରାଗଲେ ମଧ୍ୟ ଲୋକେ ବୁଝିବାକୁ ନାରାଜ। ରାଜ୍ୟରେ ଗୋଟିଏ ପରେ ଗୋଟିଏ ଜିଲାକୁ ମାଡ଼ି ଚାଲିଛି କରୋନା। ତଥାପି ଲୋକେ ସାମାଜିକ ଦୂରତାକୁ ବେଖାତିର କରୁଛନ୍ତି। ରାୟଗଡ଼ା ଜିଲା…

କରୋନା ଯୋଦ୍ଧାଙ୍କୁ ସମ୍ମାନ: ଯୁଦ୍ଧ ଜାହାଜରେ ଜଳିଲା ଲାଇଟ୍‌

ପାରଦୀପ,୪ା୫(ସ୍ବ.ପ୍ର.): କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ନିମନ୍ତେ ଭାରତୀୟ ତଟରକ୍ଷୀ ବାହିନୀ(କୋଷ୍ଟଗାର୍ଡ) ପକ୍ଷରୁ ଅଭିନବ ଉପାୟରେ ସମ୍ମାନ ଜଣାଯାଇଛି। ପୂର୍ବ ଉପକୂଳ ସୀମାର ସାଗରଦୀପ, ପୁରୀ ଓ ପାରୀଦୀପ ସମୁଦ୍ରରେ ଥିବା ପାଟ୍ରୋଲିଂ ଯୁଦ୍ଧ ଜାହଜଗୁଡିକରେ ସବୁଜ, କମଳା ରଙ୍ଗର ଲାଇଟ୍‌…

ଫେରନ୍ତା ପ୍ରବାସୀଙ୍କ ପାଇଁ ବରୀରେ ପ୍ରସ୍ତୁତି

ବରୀ, ୪।୫ (ସ୍ବ.ପ୍ର.): ବାହାର ରାଜ୍ୟରୁ ଆସୁଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ ବରୀ ବ୍ଲକ ପ୍ରଶାସନ ପକ୍ଷରୁ ସମସ୍ତ ସୁବିଧା କରାଯାଇଛି। ୨୯ ପଞ୍ଚାୟତକୁ ନେଇ ଗଠିତ ବରୀ ବ୍ଲକ ପକ୍ଷରୁ ସୋମବାର ସୁଦ୍ଧା ୧୮୮୦ଲୋକଙ୍କ ନିମନ୍ତେ ଭିତ୍ତିଭୂମି ପ୍ରସ୍ତୁତ ସରିଛି।…

୭୬୧ ଜଣଙ୍କ ସ୍ବାବ୍‌ ନମୁନା ସଂଗୃହୀତ

ରତ୍ନଗିରି, ୪।୫ (ଡି.ଏନ.ଏ.): ବରୀ ବ୍ଲକରୁ ୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଳାମାଟିଆ ପଞ୍ଚାୟତ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ୬୦ ଜଣଙ୍କ ସ୍ବାବ ନମୁନା ରବିବାର ସଂଗ୍ରହ କରାଯାଇଥିଲା। ସୋମବାର ସମ୍ପୃକ୍ତ ୬୦ ଜଣଙ୍କ ସଂସ୍ବର୍ଶରେ ଆସିଥିବା ୨୧୯…

ରଟିଣାରେ ୩୫ ଜଣଙ୍କ ସ୍ବାବ ଟେଷ୍ଟ

ଖଇରା, ୪।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ଗ୍ରାମରୁ ରବିବାର ଜଣେ ୩୪ ବର୍ଷୀୟ କଲିକତା ଫେରନ୍ତା କରୋନା ସଂକ୍ରମିତ ଥିବା ଚିହ୍ନଟ ହେବା ପରେ ଏହି ଅଞ୍ଚଳରୁ ସ୍ବାବ ପରୀକ୍ଷା କାର୍ଯ୍ୟ ଆରମ୍ଭ ହୋଇଛି। ବାଲେଶ୍ୱରରୁ ଆସିଥିବା…

ଖଇରାରେ ଘରବାହୁଡା ପ୍ରକ୍ରିୟା ଆରମ୍ଭ

ଖଇରା, ୪।୫(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମ ପରେ ଖଇରା ଅଞ୍ଚଳରୁ ଓଡିଶା ବାହରେ ରହୁଥିବା ବ୍ୟକ୍ତିମାନଙ୍କର ଘର ବାହୁଡା କାର୍ଯ୍ୟ ଆରମ୍ଭ ହୋଇଛି । ସୋମବାର ସକାଳେ ସୁରଟରୁ ୨ଟି ବସ ଯୋଗେ ଏହି ଲୋକମାନେ ଖଇରା…

ସୁରଟରୁ ଫେରିଲେ ୧୨୦ ପ୍ରବାସୀ ଓଡ଼ିଆ: କୋଲକାତାରୁ ଜଣେ ଚାଲି ଚାଲି ଆସିଲେ

ଔପଦା, ୪।୫(ଡି.ଏନ୍‌.ଏ.): ସୁରଟରୁ ୧୨୦ଜଣ ପ୍ରବାସୀ ଓଡ଼ିଆ ବସ୍‌ ଯୋଗେ ସୋମବାର ପହଞ୍ଚିଛନ୍ତି। ଆସିବା ବାଟରେ ଭଦ୍ରକରେ ଜଣେ, ସୋରରେ ୨, ଖଇରା ବ୍ଲକ ତୁଡ଼ିଗଡ଼ିଆରେ ୪ ଓ ଗଣ୍ଡିବେଡ଼ରେ ୨ଜଣ ଓହ୍ଲାଇଥିବା ବେଳେ ବାକି ୧୧୧ଜଣ ଅପରାହ୍ନ ୨ଟା ବେଳେ…

‘ଜିଲାରେ ହେଉ କୋଭିଡ୍‌ ପରୀକ୍ଷଣ କେନ୍ଦ୍ର’

ବାଲେଶ୍ୱର ଅଫିସ, ୪।୫: ରାଜ୍ୟର ୩ ଜିଲା ବାଲେଶ୍ୱର, ଭଦ୍ରକ ଓ ଯାଜପୁରକୁ କରୋନା ହଟ୍‌ସ୍ପଟ ଘୋଷଣା କରାଯାଇଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢୁ ଥିବା ବେଳେ ପ୍ରବାସୀ ଓଡ଼ିଆଙ୍କ ଆଗମନ ସ୍ଥିତିକୁ ଆହୁରି ସଙ୍ଗୀନ କରିପାରେ ବୋଲି ଆଶଙ୍କା…

ବଣିକ ସଂଘ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ଜୁନାଗଡ, ୪ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ଜୁନାଗଡ ବଣିକ ସଂଘ ପକ୍ଷରୁ ସୋମବାର ଦିନରାତି ପରିଶ୍ରମ କରି କରୋନା ମହାମାରୀରୁ ରକ୍ଷା କରିବା ପାଇଁ ଲୋକଙ୍କୁ ସଚେତନ କରୁଥିବା ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ସ୍ଥାନୀୟ ଥାନାର ଅଧିକାରୀ ଉତ୍ତମ କୁମାର ସାହୁ…

ସିଆରପିଏଫ୍‌ ପାଟ୍ରୋଲିଂ ଟିମ୍‌ ଉପରେ ଆତଙ୍କବାଦୀ ଆକ୍ରମଣ: ୩ ଯବାନ ଶହୀଦ

ଶ୍ରୀନଗର,୪।୫: ଜମ୍ମୁ-କଶ୍ମୀରର ହନ୍ଦଓ୍ବାରାରେ ସୋମବାର ପୁଣି ଏକ ଆତଙ୍କବାଦୀମାନେ ଆକ୍ରମଣ କରନdନ୍ତି।ହୋଇଛି। କଶ୍ମୀର ଘାଟିର କୁପଓ୍ବାରା ଜିଲା ହନ୍ଦଓ୍ବାରାରେ ସିଆରପିଏଫ୍‌ର ପାଟ୍ରୋଲିଂ ଟିମ୍‌ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଏହି ଏନ୍‌କାଉଣ୍ଟରରେ ୩ ଜଣ ଯବାନ ଶହୀଦ ହୋଇଥିବା ବେଳେ ସୁରକ୍ଷାକର୍ମୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri