Home

ଖେଲୋ ଇଣ୍ଡିଆ ଇ- ପାଠଶାଳା ଲଞ୍ଚ୍‌ କରିବ ସାଇ

ନୂଆଦିଲ୍ଲୀ, ୩୧।୫ (ପି.ଟି.): ତୃଣମୂଳସ୍ତରରେ କ୍ରୀଡ଼ାର ବିକାଶ ପାଇଁ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ଏକ ଅଭିନବ ପ୍ରୟାସ ଆରମ୍ଭ କରିବାକୁ ଯାଉଛି। ଜୁନ୍‌ ୧ ତାରିଖରୁ ଜାତୀୟ ସ୍ପୋଟର୍‌ସ ଫେଡେରେଶନ (ଏସ୍‌ଏସ୍‌ଏଫ୍‌)ଗୁଡିକ ସହିତ ମିଳିତ ଭାବେ ସାଇ ଅନ୍‌ଲାଇନ୍‌ରେ…

୩ ଥର ଅଲିମ୍ପିକ୍‌ ଚାମ୍ପିୟନ ମୋରୋଙ୍କ ପରଲୋକ

ସାନ ବେନିଟୋ,୩୧।୫(ଏପି): ୩ଥର ଅଲିମ୍ପିକ୍‌ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଥିବା ପୂର୍ବତନ ଆମେରିକୀୟ ଧାବକ ବବି ଜୋଏ ମୋରୋଙ୍କ ପରଲୋକ ହୋଇଛି। ୧୯୫୬ ମେଲବୋର୍ନ ଅଲିମ୍ପିକ୍ସରେ ଟେକ୍ସାସର ଏହି ସ୍ପ୍ରିଣ୍ଟର ୩ଟି ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଥିଲେ।…

ଆଜିଠାରୁ ଟ୍ରେନିଂ ଆରମ୍ଭ କରିବେ ଶ୍ରୀଲଙ୍କା କ୍ରିକେଟର

କଲମ୍ବୋ,୩୧।୫ (ପି.ଟି.): କୋଭିଡ୍‌-୧୯ ମହାମାରୀ ଜାରି ରହିଥିବା ବେଳେ ୧୩ ଶ୍ରୀଲଙ୍କା କ୍ରିକେଟରଙ୍କୁ ନେଇ ଏକ ଗ୍ରୁପ୍‌ ସୋମବାରଠାରୁ ଟ୍ରେନିଂ ଆରମ୍ଭ କରିବାକୁ ଯାଉଛନ୍ତି। ଏମାନଙ୍କ ମଧ୍ୟରେ ଅଧିକାଂଶ ଖେଳାଳି ବୋଲର ବୋଲି ଶ୍ରୀଲଙ୍କା କ୍ରିକେଟ ବୋର୍ଡ (ଏସ୍‌ଏଲ୍‌ସି) ତରଫରୁ କୁହାଯାଇଛି।…

ଆକମଲଙ୍କ ଅପିଲର ଶୁଣାଣି କରିବେ ପୂର୍ବତନ ସୁପ୍ରିମକୋର୍ଟ ଜଜ୍‌

କରାଚି,୩୧।୫ (ପି.ଟି.): ପାକିସ୍ତାନ ବ୍ୟାଟ୍ସମ୍ୟାନ ଉମର ଆକମଲଙ୍କ ମାମଲାର ଶୁଣାଣି କରିବେ ପୂର୍ବତନ ସୁପ୍ରିମକୋର୍ଟ ଜଜ୍‌ ଫକିର ମହମ୍ମଦ ଖୋଖାର। ଦୁର୍ନୀତି କରିବାକୁ ଆକମଲଙ୍କୁ ପ୍ରସ୍ତାବ ଦିଆଯାଇ ନ ଥିଲେ ମଧ୍ୟ ସେ ଏ ସଂକ୍ରାନ୍ତରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)କୁ…

ଅଧିନାୟକ ହେବାରେ ଧୋନୀଙ୍କୁ ଶ୍ରେୟ ଦେଲେ କୋହଲି

ନୂଆଦିଲ୍ଲୀ, ୩୧।୫: ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଶ୍ରେୟ ଦେଇଛନ୍ତି କ୍ରିକେଟ ସୁପରଷ୍ଟାର ବିରାଟ କୋହଲି। ଭାରତୀୟ ଦଳର ଅଧିନାୟକ ହେବା ପଛରେ ଧୋନୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା ବୋଲି କୋହଲି କହିଛନ୍ତି। ଦଳରେ ସ୍ଥାନ ପକ୍କା କରିବା ପରେ…

ଭିଟ୍ଟୋରୀଙ୍କ ବଦାନ୍ୟତା: ନିଜ ପାଉଣାର କିଛି ଅଂଶ ଦାନ ଦେବାକୁ ବିସିବିକୁ ପ୍ରସ୍ତାବ ଦେଲେ

ଢାକା,୩୧।୫ (ପି.ଟି.): କୋଭିଡ-୧୯ ପରିସ୍ଥିତିକୁ ଦୃଷ୍ଟିରେ ରଖି ପୂର୍ବତନ ନ୍ୟୁଜିଲାଣ୍ଡ ଅଧିନାୟକ ତଥା ବାଂଲାଦେଶ ସ୍ପିନ୍‌ ବୋଲିଂ କୋଚ୍‌ ଡାନିଏଲ ଭିଟ୍ଟୋରୀ ଏକ ଦୃଷ୍ଠାନ୍ତମୂଲକ ପଦକ୍ଷେପ ଗ୍ରହଣ କରିଛନ୍ତି। ସେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି)କୁ ଏକ ନିଆରା ପ୍ରସ୍ତାବ ଦେଇଛନ୍ତି।…

ବାଲେଶ୍ୱର ସହରରେ ଲାଗିଛି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ନିଖୋଜ ପୋଷ୍ଟର

ବାଲେଶ୍ୱର ଅଫିସ,୩୧ା୫: ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ନିଖୋଜ ହୋଇଥିବା ପୋଷ୍ଟର ରବିବାର ପୂର୍ବାହ୍ନରେ ସହରର ବିଭିନ୍ନ ସ୍ଥାନରେ ଲଗାଯାଇଥିବା ଦେଖିବାକୁ ମିଳିଛି। ପୋଷ୍ଟରଟି ଇଂରାଜୀ ଭାଷାରେ ଲିଖିତ। ‘ ଆମର ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ନିଖୋଜ’…

ସୀତାନଦୀରେ ଭାସୁଛି ଅଜଣା ମୃତଦେହ

ପାଟଣା,୩୧ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାବାଳି ପଶି ପଞ୍ଚାୟତ ନୂଆପଡ଼ା ଚିନାବାଳିପଶି ଆର୍‌ଡି ରାସ୍ତାର ନୂଆପଡ଼ା ନିକଟରେ ଥିବା ସୀତାନଦୀ ପୋଲଠାରୁ ୨୦୦ ମିଟର ତଳକୁ ନଦୀ ଭିତରେ ଜଣେ ବୃଦ୍ଧଙ୍କ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ରବିବାର ଅପରାହ୍ନରେ…

ନମସ୍ତେ ଟ୍ରମ୍ପ୍‌ କାର୍ଯ୍ୟକ୍ରମ ଯୋଗୁ ଗୁଜରାଟ ପରେ ମୁମ୍ବାଇ-ଦିଲ୍ଲୀରେ ବଢ଼ିଲା କରୋନା ସଂକ୍ରମଣ: ସଞ୍ଜୟ ରାଉତ

ମୁମ୍ବାଇ,୩୧।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ଶିବସେନା ସଦସ୍ୟ ସଞ୍ଜୟ ରାଉତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ନମସ୍ତେ ଟ୍ରମ୍ପ୍‌ କାର୍ଯ୍ୟକ୍ରମ ଯୋଗୁ ଗୁଜରାଟ ପରେ ମୁମ୍ବାଇ ଏବଂ ଦିଲ୍ଲୀରେ କରୋନା ସଂକ୍ରମଣ ବଢ଼ିଥିବା ସେ ଅଭିଯୋଗ…

ସାମାଜିକ ଦୂରତା ନିୟମ ଉଲ୍ଲଂଘନ: ରୋମାନିଆ ପ୍ରଧାନମନ୍ତ୍ରୀ ଦେଲେ ୬୦୦ ଡଲାର ଜରିମାନା

ବୁକାରେଷ୍ଟ୍‌,୩୧।୫: କରୋନା ମହାମାରୀ ସଂକ୍ରମଣ ସଙ୍କଟ ସମୟରେ ସାମାଜିକ ଦୂରତା ବଜାୟ ରଖିବା ପାଇଁ ପୃଥିବୀର ବିଭିନ୍ନ ଦେଶରେ ନିୟମ ଜାରି ହୋଇଛି। ଏହାର ଉଲ୍ଲଂଘନ କରି ରୋମାନିଆ ପ୍ରଧାନମନ୍ତ୍ରୀ ଲୁଡୋଭିକ୍‌ ଓର୍ବାନ୍‌ଙ୍କୁ ୬୦୦ ଡଲାର ଜରିମାନା ଦେବାକୁ ପଡ଼ିଛି। ସ୍ଥାନୀୟ…

କର୍ମଚାରୀଙ୍କୁ ଦରମା ଦେବାକୁ କେନ୍ଦ୍ରକୁ ୫ ହଜାର କୋଟି ମାଗିଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୩୧।୫: ଦିଲ୍ଲୀ ସରକାରଙ୍କ ପାଖରେ କର୍ମଚାରୀଙ୍କୁ ଦରମା ଦେବାକୁ ଟଙ୍କା ନାହିଁ। ଏନେଇ ରାଜ୍ୟ ସରକାର କେନ୍ଦ୍ରକୁ ୫ ହଜାର କୋଟିର ସହାୟତା ମାଗିଛନ୍ତି। ଏସମ୍ପର୍କରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ଅର୍ଥମନ୍ତ୍ରୀ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ଦୁଇ ଛାତ୍ର

ବୌଦ୍ଧ,୩୧ା୫(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ମହାନଦୀର କୁଶାସିଙ୍ଗା ଘାଟରେ ଗାଧୋଇବା ବେଳେ ଦୁଇ ଛାତ୍ରଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ହରଭଙ୍ଗା ବ୍ଲକ ଅରଖପଦର ଗ୍ରାମର ୫ ଜଣ ପିଲା ଗାଧୋଇବା ପାଇଁ କୁଶାସିଙ୍ଗା ଘାଟକୁ ରବିବାର ପୂର୍ବାହ୍ନରେ ଯାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?