Home

୩ ପଞ୍ଚାୟତରେ ରନ୍ଧା ଖାଦ୍ୟ ବଣ୍ଟନ

ଆର.ଉଦୟଗିରି,୫ା୪(ଡି.ଏନ.ଏ.)-ସାରା ରାଜ୍ୟରେ କରୋନା ଭଳି ମହାମାରୀକୁ ରୋକିବା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ୨୧ ଦିନର ଲକ୍‌ଡାଉନ ଘୋଷଣା କରାଯାଇଛି। ରବିବାର ଲକ୍‌ଡାଉନ ୧୨ ଦିନରେ ପହଞ୍ଚିଛି। ଏହାର ପ୍ରଭାବରେ ଅତ୍ୟାବଶ୍ୟକ ଦୋକାନ ଖୋଲା ରହୁଥିବା ବେଳେ…

ନିମାପଡ଼ାରେ ୫ ଦିନ ପାଇଁ ହାଟ, ବଜାର ବନ୍ଦ

ନିମାପଡ଼ା,୫।୪(ଡି.ଏନ.ଏ)- ମହାମାରୀ କରୋନା ସଂକ୍ରମଣର ବିଭୀଷିକା ପାଇଁ ସାରା ଦେଶରେ ଲକଡାଉନ ସହ କେତେକ ସହରରେ ଶଟ୍‌ଡାଉନ ମଧ୍ୟ କରାଯାଇଛି। ଓଡ଼ିଶାରେ ସଂକ୍ରମଣ ସଂଖ୍ୟା ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ସୁରକ୍ଷା ପାଇଁ ନିମାପଡ଼ାରେ ଆସନ୍ତା ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ…

ହିତାଧିକାରୀଙ୍କୁ ରାଶନ, ୧ ହଜାର ଟଙ୍କା ବଣ୍ଟନ

କାକଟପୁର,୫।୪(ଡି.ଏନ.ଏ)- କାକଟପୁର ବ୍ଲକ ଅଧୀନସ୍ଥ କାକଟପୁର ପଞ୍ଚାୟତର ନଂ୧, ୨, ୩, ୪, ୫, ୬, ୧୨, ୧୩ ଆଦିି ଓାର୍ଡରେ ୩ ମାସର ଅଗ୍ରୀମ ରାଶନ ସାମଗ୍ରୀ ସହ ପ୍ରତି କାର୍ଡ ପିଛା ହିତାଧିକାରୀମାନଙ୍କୁ ୧ ହଜାର ଟଙ୍କା ଲେଖାଁଏ…

ସଂକ୍ରମଣ ଭୟ ନ କରି କାମରେ ବ୍ୟସ୍ତ ପୌର କର୍ମଚାରୀ

ଖୋର୍ଦ୍ଧା ଅଫିସ,୫ା୪ : ସାରା ବିଶ୍ୱ ଏବେ କରୋନା ଆତଙ୍କରେ କବଳିତ। କୋଭିଡ-୧୯ ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶରେ ଲକଡାଉନ ବଳବତ୍ତର ରହିଛି। ରାଜ୍ୟରେ ସଂକ୍ରମିତ ସଂଖ୍ୟା ବଢ଼ୁଥିବା ଦେଖି ସରକାରଙ୍କ ପକ୍ଷରୁ ସତର୍କତମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଅତ୍ୟାବଶ୍ୟକ…

ଗରିବ, ବୁଲା ଗୋରୁଙ୍କୁ ଖାଦ୍ୟ ଯୋଗଉଛନ୍ତି ସ୍ବେଚ୍ଛାସେବୀ

ଖୋର୍ଦ୍ଧା ଅଫିସ,୪ା୪ : ବିଶ୍ୱରେ କରୋନା ଭୂତାଣୁ ଆତଙ୍କ ବୃଦ୍ଧି ପାଇବାରେ ଲାଗିଛି। ଏଥିଯୋଗୁ ସାରା ଦେଶରେ ଲକଡାଉନ ଚାଲିଥିବାବେଳେ ଅନେକ ଗରିବ, ନିରାଶ୍ରୟ, ଦିନମଜୁରିଆମାନେ ଖାଦ୍ୟ ନ ପାଇ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ସମୟରେ ଅସହାୟ, ବୃଦ୍ଧାବୃଦ୍ଧ…

କରୋନା ବିରୋଧରେ ଲଢ଼େଇ: ଏକଜୁଟ ହୋଇ ଦୀପ ଜାଳିଲେ ଦେଶବାସୀ

ନୂଆଦିଲ୍ଲୀ,୫ ।୪: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଥିବାବେଳେ ଏହାକୁ ରୋକିବା ଲାଗି ଦେଶବାସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅନୁରୋଧ କ୍ରମେ ରବିବାର ରାତ୍ର ୯ଠାରୁ ୯ ମିନିଟ୍ ପାଇଁ ଦୀପ ଜାଳିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କ୍ୟାବିନେଟର ବହୁ ମନ୍ତ୍ରୀ,…

ଆସନ୍ତାକାଲିଠାରୁ ଭୋପାଳରେ ଲକ୍‌ଡାଉନ୍‌ କଡ଼ାକଡ଼ି: ଖୋଲାରହିବ କ୍ଷୀର, ଔଷଧ ଦୋକାନ

ଭୋପାଳ,୫।୪: ମଧ୍ୟପ୍ରଦେଶରେ କରୋନା ଭାଇରସ୍‌ ଦିନକୁ ଦିନ ବ୍ୟାପିବାରେ ଲାଗିଛି। ସେଠାରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୧୮୨ ହୋଇଥିବା ବେଳେ ସେଥିରୁ ୧୩ ଜଣଙ୍କର ମୃତ୍ୟୁ ଘଟିସାରିଛି। ତୀବ୍ରଗତିରେ ବୃଦ୍ଧି ପାଉଥିବା କରୋନାକୁ ରୋକିବା ପାଇଁ ଭୋପାଳର…

ଲକଡାଉନ୍ ପରେ ହଟସ୍ପଟ୍ ଉପରେ କଡ଼ା ନଜର ରଖିବା ପାଇଁ ହେବ ସର୍ଭେଲାନ୍ସ

ନୂଆଦିଲ୍ଲୀ,୫ ।୪: ଭାରତରେ ଦେଖାଦେଇଥିବା କରୋନା ସଂକ୍ରମଣକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ ଦିନିଆ ଲକଡାଉନ୍ ଘୋଷଣା କରିଛନ୍ତି ।  ଏହା ଏପ୍ରିଲ୍ ୧୪ରେ ଶେଷ ହେବ । ଅଧିକ କରୋନା ସଂକ୍ରମଣ ହୋଇଥିବା ଅଞ୍ଚଳରେ ଲକଡାଉନ୍ ପରେ…

ବାନ୍ଦିପୋରାର ୬ଟି ଗାଁ ‘ରେଡ୍‌ ଜୋନ’ ଘୋଷିତ

ଶ୍ରୀନଗର,୫।୪: ସାରା ଦେଶରେ କରୋନା ଭାଇରସ୍‌ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌କୁ କଡ଼ାକଡି କରାଯିିବା ସହ କେତେକ କଟକଣା ମଧ୍ୟ ଜାରି କରାଯାଇଛି। ଯେଉଁ ଅଞ୍ଚଳରେ କରୋନା ବ୍ୟାପିବାର ଅଧିକ ଭୟ ରହୁଛି ସେହି…

ମାସ୍କ ନ ପିନ୍ଧିଲେ ୧ ହଜାର ଟଙ୍କା ଜରିମାନା

ଛତ୍ରପୁର,୫ା୪(ଡି.ଏନ୍‌.ଏ.)-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି। ଏପରି ସ୍ଥିତିରେ ଗଞ୍ଜାମ ଜିଲାରେ ଶନିବାରଠାରୁ ଆଶିଂକ ଶଟଡାଉନ୍‌ ଲାଗୁ କରାଯାଇଛି। ଅର୍ଥାତ୍‌ ପ୍ରତ୍ୟେହ ମଧ୍ୟାହ୍ନ ୧୨ଟାରୁ ପରଦିନ ସକାଳ ୭ଟା ପର୍ଯ୍ୟନ୍ତ ଜିଲା ଶର୍ଟଡାଉନ୍‌ରେ ରହିବ। ଏହି ସମୟ ମଧ୍ୟରେ ବାହାରେ…

୩୭୭ ଧର୍ମଗୁରୁଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ କଥା ହେଲେ ଯୋଗୀ

ଲକ୍ଷ୍ନୌ,୫।୪: ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ ଧର୍ମଗୁରୁଙ୍କ ସହାୟତା ଲୋଡ଼ିଛନ୍ତି। ଏଥିପାଇଁ ରବିବାର ଯୋଗୀ ଆଦିତ୍ୟନାଥ ରାଜ୍ୟର ୩୭୭ ଧର୍ମଗୁରୁଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କଥାବାର୍ତ୍ତା ହୋଇଛନ୍ତି। ଉତ୍ତରପ୍ରଦେଶର ଇତିହାସରେ ଏହା ପ୍ରଥମଥର…

କରୋନା ପାଇଁ ରାସନ ସାମଗ୍ରୀ କଳାବଜ଼ାରି: ଖାଉଟି ମୁଣ୍ଡରେ ଚଡକ

ଗଞ୍ଜାମ, ୫।୪(ଡି.ଏନ୍‌.ଏ.): ସାରା ଦେଶରେ କରୋନା ଭୂତାଣୁ ବ୍ୟାପିବା ପରେ ଗତ ଦେଢ଼ ମାସରୁ ଊର୍ଦ୍ଧ୍ୱ ହେବ ଏହାକୁ ନେଇ ସମସ୍ତେ ଚିନ୍ତିତ ହୋଇପଡ଼ିଛନ୍ତି। କରୋନା ଭୂତାଣୁ ସରକାର ଓ ପ୍ରଶାସନର ନିଦ ହଜାଇ ସାରିଲାଣି। ବିଭିନ୍ନ ସ୍ତରରେ ଲୋକଙ୍କୁ ସଚେତନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri