କଂଗ୍ରେସ ପ୍ରତିନିଧିମଣ୍ଡଳଙ୍କ ସହ ହିଂସା ପ୍ରଭାବିତ ଅଞ୍ଚଳକୁ ଗସ୍ତ କଲେ ରାହୁଲ
ନୂଆଦିଲ୍ଲୀ, ୪।୩: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ଦିଲ୍ଲୀରେ ସୃଷ୍ଟି ହୋଇଥିବା ହିଂସାକାଣ୍ଡ ଏବେ ଶାନ୍ତ ପଡ଼ିଛି। ହିଂସା ପ୍ରଭାବିତ ଅଞ୍ଚଳଗୁଡ଼ିକରେ ଏବେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଧିରେ ଧିରେ ସ୍ବାଭାବିକ ଅବସ୍ଥାକୁ ଫେରୁଛି। ଏହି ପରିପ୍ରେକ୍ଷୀରେ…
ଆଖିରେ ଟାଟୁ କରି ଦୃଷ୍ଟିଶକ୍ତି ହରାଇଲେ ମଡେଲ
ଓ୍ବାର୍ସା,୪।୩: ଶରୀରରେ ଟାଟୁ କରିବା ବର୍ତ୍ତମାନ ଟ୍ରେଣ୍ଡ ପାଲଟିଥିବା ବେଳେ ଏବେ ଏହାକୁ ନେଇ ଯୁବପିଢ଼ିଙ୍କ ମଧ୍ୟରେ କ୍ରେଜ୍ କାହିଁରେ କେତେ। ସୌନ୍ଦର୍ଯ୍ୟ ବଢ଼ାଇବା ପାଇଁ କରାଯାଉଥିବା ଟାଟୁ ବେଳେବେଳେ କ୍ଷତିକାରକ ମଧ୍ୟ ସାବ୍ୟସ୍ତ ହୋଇଥାଏ। କିଏ ହାତରେ ଟାଟୁ କରିଥାଏ…
ଉତ୍ତମ ସ୍ବାସ୍ଥ୍ୟ, ସୁନ୍ଦର ତ୍ୱଚା ପାଇଁ ଲାଭଦାୟକ ହଳଦିଆ ପରିବା
ସବୁଜ ପରିବା ଏବଂ ଫଳମୁଳ ସ୍ବାସ୍ଥ୍ୟ ପାଇଁ ହିତକର। ଏହା ବିଭିନ୍ନ ପ୍ରକାର ରୋଗକୁ ଆମକୁ ରକ୍ଷା କରିଥାଏ। ସେଥିପାଇଁ ଡାକ୍ତରମାନେ ସବୁଜ ପରିବା ଖାଇବାକୁ ପରାମର୍ଶ ଦେଇଥାନ୍ତି। ତେବେ ସବୁଜ ରଙ୍ଗର ପରିବା ପରି ହଳଦିଆ ପରିବା ମଧ୍ୟ ଆମ…
କେବିକେ ଯୁଗ୍ମ ପ୍ରଶାସକ ଭାବେ ନିଯୁକ୍ତ ହେଲେ ଡ. ନୃପରାଜ ସାହୁ
ଭବାନୀପାଟଣା,୪।୩(ଡି.ଏନ୍.ଏ.): କଳାହାଣ୍ଡି ଜିଲାର ବରିଷ୍ଠ ଓଏଏସ୍ ଅଧିକାରୀ ଡ. ନୃପରାଜ ସାହୁଙ୍କୁ ରାଜ୍ୟ ସରକାର କେବିକେ ଯୁଗ୍ମ ପ୍ରଶାସକ ଭାବେ ନିଯୁକ୍ତି ଦେଇଛନ୍ତି। କୋରାପୁଟଠାରେ ଥିବା କେବିକେ ପ୍ରଶାସକଙ୍କ କାର୍ଯ୍ୟାଳୟରେ ଯୋଗଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେ ପୂର୍ବରୁ ଭୁବନେଶ୍ୱରଠାରେ ରାଜ୍ୟ…
ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିଲେ ସୁଦ୍ଧା ହେଉନି ବିଲ୍: କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପାତ୍ର
ଗଞ୍ଜାମ,୪।୩(ଡି.ଏନ୍.ଏ.): ଗଞ୍ଜାମ ଏନ୍ଏସି ଅଧୀନ ବିଭିନ୍ନ ଓ୍ବାର୍ଡରେ ପ୍ରକଳ୍ପ ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ବିଲ୍ ପ୍ରଦାନ କରାଯାଇନାହିଁ। ଏ ନେଇ ଠିକାଦାରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିବା ବେଳେ ବୁଧବାର ତୁରନ୍ତ ବିଲ୍ ପ୍ରଦାନ ଲାଗି ଠିକାଦାର ସଂଘ…
ଯେଉଁଠି ଚାକିରି ସେଇଠି ଅବସର: ଜୋର୍ ଧରିଲା ବଦଳି ଦାବି
ବାଲିଗୁଡ଼ା,୪।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ଥିବା ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ କର୍ମଚାରୀମାନେ ଦୀର୍ଘଦିନ ଧରି ଗୋଟିଏ ସ୍ଥାନରେ ରହି ଆସୁଥିଲେ ମଧ୍ୟ ସେମାନଙ୍କର ଅନ୍ୟତ୍ର ବଦଳି ହେଉ ନ ଥିବା ଅଭିଯୋଗ ହେଉଛି। ସରକାରୀ ଚାକିରିଆମାନେ ଗୋଟିଏ ସ୍ଥାନରେ…
ଭିମ୍ସାରରେ କରୋନା ସନ୍ଦିଗ୍ଧ
ସମ୍ବଲପୁର,୪।୩(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଭିମ୍ସାରରେ ବୁଧବାର ଜଣେ କରୋନା ସନ୍ଦିଗ୍ଧ ରୋଗୀ ଭର୍ତ୍ତି ହୋଇଛନ୍ତି। କରୋନା ଚିକିତ୍ସା ପାଇଁ ତିଆରି କରାଯାଇଥିବା ସ୍ବତନ୍ତ୍ର କୋଠରିରେ ତାଙ୍କର ଚିକିତ୍ସା କରାଯାଉଛି । ସେ ସୋନପୁର ଜିଲାର ବୋଲି ଜଣାପଡ଼ିଛି। କିଛିଦିନ ପୂର୍ବରୁ…
ବାଲିମେଳାରେ ଅବକାରୀ ଚଢ଼ାଉ: ବିପୁଳ ପରିମାଣର ଚୋରା ବିଦେଶୀ ମଦ ଜବତ, ଜଣେ ଗିରଫ
କୋରୁକୋଣ୍ଡା,୪।୩(ଡି.ଏନ୍.ଏ.): ମାଲକାନଗିରି ଜିଲା ବାଲିମେଳା ଅବକାରୀ ବିଭାଗକୁ ମିଳିଛି ଏକ ବଡ଼ ସଫଳତା। ଅବକାରୀ ବିଭାଗ ସୁପରିଟେଣ୍ଡେଣ୍ଟ ଅଶୋକ ସେଠ୍ଙ୍କ ନିର୍ଦ୍ଦେଶକ୍ରମେ ଚିତ୍ରକୋଣ୍ଡା ଠାରେ ବୁଧବାର ସକାଳୁ ଏହି ଚୋରା ବିଦେଶୀ ମଦ କାରବାରକୁ ଅବକାରୀ ବିଭାଗ ଚଢ଼ାଉ କରିବାରେ ସକ୍ଷମ…
ଡରାଇଲାଣି ଘାତକ କରୋନା: ଆଡ୍ଭାଇଜରି ଜାରି କଲେ ଏସ୍ଆର୍ସି, ଜାଣନ୍ତୁ କ’ଣ କରିବେ/ନ କରିବେ
ଭୁବନେଶ୍ୱର,୪।୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏସ୍ଆର୍ସିଙ୍କ ପକ୍ଷରୁ ଆଡ୍ଭାଇଜରି ଜାରି କରାଯାଇଛି। ତଦନୁଯାୟୀ -କାର୍ଯ୍ୟକ୍ଷେତ୍ରକୁ ସ୍ବଚ୍ଛ, ପରିଷ୍କାର ରଖନ୍ତୁ। -ଡେସ୍କ, ଟେବୁଲ, ଟେଲିଫୋନ, କମ୍ପ୍ୟୁଟର, କି-ବୋର୍ଡଗୁଡ଼ିକୁ ନିୟମିତ ସଫା କରନ୍ତୁ। -ହାତକୁ ବାରମ୍ବାର ଭଲଭାବେ ଧୁଅନ୍ତୁ। -ଓ୍ବାଶିଂ ମେଶିନ ନିକଟରେ…
୩ ଦଫା ଦାବି ନେଇ ଜିଲା ଶ୍ରମଆୟୁକ୍ତଙ୍କ କାର୍ଯ୍ୟାଳୟ ଘେରାଉ
ରାୟଗଡ଼ା ଅଫିସ,୪।୩: ଭାରତୀୟ ମଜଦୁର ସଂଘ ପକ୍ଷରୁ ଶ୍ରମଆୟୁକ୍ତଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଭାରତୀୟ ମଜଦୁର ସଂଘର ରାଜ୍ୟ ନିଷ୍ପତ୍ତି କ୍ରମେ ଏହି ଜିଲାସ୍ତରୀୟ ଆନ୍ଦୋଳନ ହୋଇଯାଇଛି। ଏନେଇ ପୂର୍ବରୁ ସ୍ଥାନୀୟ ଗାନ୍ଧୀ ପାର୍କରୁ ଏକ ଶୋଭାଯାତ୍ରା…
ପବନଙ୍କ ରାଜକ୍ଷମା ଆବେଦନ ଖାରଜ: ଜାରି ହେବ ନୂଆ ଡେଥ୍ ଓ୍ବାରେଣ୍ଟ
ନୂଆଦିଲ୍ଲୀ,୪।୩: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ପବନ ଗୁପ୍ତାଙ୍କ ରାଜକ୍ଷମା ଆବେଦନ ବୁଧବାର ରାଷ୍ଟ୍ରପତି ରାମନାଥ ଖାରଜ କରିଛନ୍ତି। ରାଷ୍ଟ୍ରପତି ରାଜକ୍ଷମା ଆବେଦନକୁ ଖାରଜ କରିବା ପରେ ୪ ଦୋଷୀ ଫାଶୀ ଖୁଣ୍ଟରେ ଝୁଲିବା ବା ନୂଆ ଡେଥ୍ ଓ୍ବାରେଣ୍ଟ…
କରୋନାକୁ ନାହିଁ ଭୟ, ସତର୍କ ରହିବା ଜରୁରୀ: ଶରୀରରେ ୧୦ ମିନିଟ୍-ପୋଷାକରେ ୯ ଘଣ୍ଟା-ଧାତୁରେ ୧୨ ଘଣ୍ଟା ଭୂତାଣୁ ରୁହେ ଜୀବିତ
ନୂଆଦିଲ୍ଲୀ,୪।୩: ଭାରତରେ କରୋନା ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବୃଦ୍ଧି ପାଇବାରେ ଲାଗିଛି। ତେବେ ଏହାକୁ ଭୟ ନ କରି ବୁଝି ବିଚାରି ସତର୍କ ରହିଲେ କରୋନାଠାରୁ ଦୂରେଇ ରହିହେବ। କରୋନା ଭୂତାଣୁ, କାଶ, ଛିଙ୍କ, ନିଶ୍ୱାସ ପ୍ରଶ୍ୱାସ ଏବଂ…
Archives


