Home

ଶୌଚ ପାଇଁ ଯାଉଥିବା ବେଳେ ବୃଦ୍ଧଙ୍କୁ ଦଳିଦେଲା ଦନ୍ତା

ବନ୍ତ,୩୦ା୫(ସ୍ବ.ପ୍ର.): ଭଦ୍ରକ ଜିଲା ଆଗରପଡ଼ା ଥାନା ଅଧୀନ ମହାନ୍ତିପଡ଼ା ଗ୍ରାମର ପାଗୁଳୁ ବେହେରା(୬୫) ଶନିବାର ଭୋର୍‌ ସମୟରେ ଶୌଚ ହେବା ପାଇଁ ଯାଇଥିବା ବେଳେ ଏକ ଦନ୍ତାହାତୀ ଦଳି ମାରିଦେଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଭଦ୍ରକ ରେଞ୍ଜର ରଞ୍ଜିତ୍‌ ମହାନ୍ତି, ଆଗରପଡ଼ା ଥାନାଧିକାରୀ…

ଅହମ୍ମଦାବାଦରୁ ଫେରି ନାମ ପଞ୍ଜୀକରଣ ନ କରି ଲୁଚିଥିଲେ ଡିପିଏସ୍‌ ଅଧ୍ୟକ୍ଷଙ୍କ ପୁଅ: ଥାନାରେ ଅଭିଯୋଗ ପରେ ହସ୍ପିଟାଲରେ କଲେ ସ୍ବାସ୍ଥ୍ୟ ପରୀକ୍ଷା

ବଅଁରପାଳ,୩୦ା୫(ଡି.ଏନ୍‌.ଏ.): ନାଲ୍‌କୋ ଡିପିଏସ୍‌ ଅଧ୍ୟକ୍ଷ ଓ ତାଙ୍କ ପୁଅ କୋଭିଡ୍‌-୧୯ ପାଇଁ ଜାରି ନିୟମକୁ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଥିଲା। ଅଧ୍ୟକ୍ଷ ବିକେ ମିଶ୍ରଙ୍କ ପୁଅ ଗତ ୨୫ ତାରିଖରୁ ଅହମ୍ମଦାବାଦରୁ ଅନୁଗୋଳ ଆସି ନାମ ପଞ୍ଜୀକରଣ କରି ନ ଥିବା…

ଶ୍ରୀକ୍ଷେତ୍ରରେ ରଥର ଚକ ଅଖ ଡେରା ନୀତି ସମ୍ପନ୍ନ

ପୁରୀ ଅଫିସ, ୩୦।୫: ରଥଖଳାରେ ତିନିରଥର ସମସ୍ତ ଚକ ଅଖ ଡେରା ସରିଛି। ବିଧି ଅନୁଯାୟୀ ଭଉଁରୀରେ ତିନିରଥର ୬ଟି ଚକ ଏବଂ ୩ଟି ଅଖ ଡେରା ହୋଇଥିଲା। ଏହାପରେ ପରମ୍ପରା ଅନୁଯାୟୀ ଶୀତଳ ଷଷ୍ଠୀ ପରଦିନ ପଞ୍ଚମହାଦେବ ରଥଖଳାରେ ପନ୍ତି…

ଖୁସି ଖବର: ୨୪ଘଣ୍ଟାରେ ନୂଆ ସଂକ୍ରମିତଙ୍କ ସଂଖ୍ୟାର ଦେଢ଼ଗୁଣା ସୁସ୍ଥ ହୋଇ ଫେରିଲେ ଘରକୁ

ନୂଆଦିଲ୍ଲୀ,୩୦।୫: ଭାରତରେ ପ୍ରତି ଦିନ ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିବାରେ ଏକ ଖୁସି ଖବର ମିଳିଛି। ପ୍ରଥମ ଥର ପାଇଁ ଗତ ୨୪ ଘଣ୍ଟାରେ ନୂଆ ସଂକ୍ରମିତଙ୍କ ସଂଖ୍ୟାର ଦେଢ଼ଗୁଣା…

ଆଉ ସପ୍ତାହକ ମଧ୍ୟରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ଛୁଇଁବା ଆଶଙ୍କା

ନୂଆଦିଲ୍ଲୀ,୩୦।୫: ଭାରତରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ପ୍ରତିଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ପ୍ରତି ୨୪ ଘଣ୍ଟାରେ ଏବେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୮ ହଜାରରୁ ଅଧିକ ହେବାରେ ଲାଗିଛି। ଶନିବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା…

ରାଜ୍ୟରେ ୧୮ ଶହ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ୧୮ ଜିଲାରୁ ୯୬ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ରାଜ୍ୟରେ ଶନିବାର ଚିହ୍ନଟ ହୋଇଥିବା ୯୬ କରୋନା ସଂକ୍ରମିତ ୧୮ ଜିଲାର। ସେମାନଙ୍କ ମଧ୍ୟରୁ ସର୍ବାଧିକ ୧୦ ଜଣ ଲେଖାଏ କେନ୍ଦ୍ରାପଡ଼ା ଓ ଗଜପତି ଜିଲାର ରହି ରହିଛନ୍ତି। ସେହିପରି ଖୋର୍ଦ୍ଧା ଜିଲାର ୯ ଜଣ ରହିଥିବା ବେଳେ…

କୁଲଗାମରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା

ଓ୍ବାନପୋରା,୩୦।୫: ଜମ୍ମୁ-କଶ୍ମୀର ଓ୍ବାନପୁରା ଅଞ୍ଚଳର କୁଲଗାମରେ ଶନିବାର ସୁରକ୍ଷାର୍କମୀଙ୍କୁ ବଡ ସଫଳତା ମିଳିଛି। ଜମ୍ମୁ-କଶ୍ମୀର ପୋଲିସ, ସେନା ଓ ସିଆର୍‌ପିଏଫ୍‌ର ମିଳିତ ସହଯୋଗରେ ହୋଇଥିବା ଅପରେଶନରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଆତଙ୍କବାଦୀଙ୍କ ସମ୍ପର୍କରେ ସୂଚନା ମିଳିବା ପରେ ସୁରକ୍ଷାକର୍ମୀଙ୍କ ଦ୍ୱାରା…

ଅଧିକ ସମୟ ମାସ୍କ ପିନ୍ଧିଲେ ହାଇପରକେପନିଆ ହେବାର ରହିଥାଏ ଆଶଙ୍କା

ଡେରାଡୁନ୍‌,୩୦।୫: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱାରୋପ କରାଯାଉଛି। ତେବେ ଅଧିକ ସମୟ ଧରି ମାସ୍କ୍‌ ପିନ୍ଧିବା ଦ୍ୱାରା ହାଇପରକେପନିଆ ହେବାର ଆଶଙ୍କା ରହିଥିବା ଉତ୍ତରଖଣ୍ଡ ଡୁନ୍‌ ହସ୍ପିଟାଲରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ…

CORONAVIRUS UPDATE: ରାଜ୍ୟରେ ପୁଣି ୯୬ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଲା

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୯୬ କରୋନା ପଜିଟିଭ ଚିହ୍ନଟ ହୋିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଛି। ତେବେ ସମସ୍ତ ନୂଆ ଆକ୍ରାନ୍ତ କ୍ୱାରାଣ୍ଟାଇନ କେନ୍ଦ୍ରର। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

କରୋନା ସଂକ୍ରମିତଙ୍କର ଅପରେଶନ ହେଲେ ବଢ଼ିଥାଏ ମୃତ୍ୟୁ ଆଶଙ୍କା

ବର୍ମିଂହାମ୍‌,୩୦।୫: କରୋନା ମହାମାରୀ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। କରୋନା ସଂକ୍ରମିତଙ୍କର ଯଦି କୌଣସି ଅପରେଶନ କରାଯାଏ ତେବେ ମୃତ୍ୟୁ ଆଶଙ୍କା ବଢ଼ିଥାଏ ବୋଲି ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଇଂଲଣ୍ଡର ବର୍ମିଂହାମ୍‌ ବିଶ୍ୱ ବିଦ୍ୟାଳୟର ନ୍ୟାଶନାଲ୍‌ ଇନଷ୍ଟିଚ୍ୟୁଟ୍‌ ଫର୍‌…

ମୋଦି ସରକାରଙ୍କ ୨.୦କୁ ଗୋଟିଏ ବର୍ଷ: ଜାତି ଉଦ୍ଦେଶ୍ୟରେ ଚିଠି ଲେଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳି ସରକାରଙ୍କୁ ଏକ ବର୍ଷ ପୂରଣ ହୋଇଛି। ଏହି ବର୍ଷପୂର୍ତ୍ତି ଅବସରରେ ମୋଦି ଜାତି ଉଦ୍ଦେଶ୍ୟରେ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ସରକାରଙ୍କ ଉପଲବ୍ଧି ଓ ଆଗକୁ ଥିବା ଆକାଂକ୍ଷା ବିଷୟରେ…

ଲ୍ୟାବ୍‌ରେ କରୋନା ଭୂତାଣୁ କଲ୍‌ଚର କଲେ ଭାରତୀୟ ବୈଜ୍ଞାନିକ

ହାଇଦ୍ରାବାଦ୍‌,୩୦।୫: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏପରିସ୍ଥଳେ ଭାରତୀୟ ବୈଜ୍ଞାନିକ ଲ୍ୟାବ୍‌ରେ କରୋନା ଭୂତାଣୁ କଲ୍‌ଚର କରି ସଫଳତା ହାସଲ କରିଛନ୍ତି। ସିଏସ୍‌ଆଇଆର୍‌ ଏବଂ ହାଇଦ୍ରାବାଦ୍‌ର ସିସିଏମ୍‌ବି ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?