Home

ପାକ୍‌ର ଓଆଇସି ଗୋଷ୍ଠୀ ଗଠନ ଉଦ୍ୟମ ପଣ୍ଡ

ଜାତିସଂଘ,୩୦ା୫: ଜାତିସଂଘରେ ଇସ୍‌ଲାମିକ ସହଯୋଗ ସଂଗଠନ (ଓଆଇସି) ପ୍ରତିନିଧିମାନଙ୍କୁ ନେଇ ଇସ୍‌ଲାମଫୋବିଆ ଉପରେ ଏକ ଅନୌପଚାରିକ ଗୋଷ୍ଠୀ ଗଠନ ଲାଗି ପାକିସ୍ତାନ ଚଳାଇଥିବା ଉଦ୍ୟମକୁ ପଣ୍ଡ କରିଦେଇଛନ୍ତି ମାଳଦ୍ୱୀପ ଏବଂ ୟୁଏଇ। ଇସ୍‌ଲାମଫୋବିଆ ନାମରେ ଏହି ପ୍ରତିନିଧିମାନେ ଭାରତକୁ ଏକ ଘରକିଆ…

ହଂକଂ ସୁରକ୍ଷା ଆଇନକୁ କଡ଼ା ବିରୋଧ

ବେଜିଂ,୩୦ା୫: ଚାଇନା ପାର୍ଲାମେଣ୍ଟରେ ବେଜିଂ ସୁରକ୍ଷା ବିଲ୍‌ ପାସ୍‌ ହେବାର ଦିନକ ପରେ ଏହାକୁ କଡ଼ା ବିରୋଧ କରାଯାଇଛି। ଆମେରିକା, ବ୍ରିଟେନ, ଅଷ୍ଟ୍ରେଲିଆ ଓ କାନାଡା ଏହି ପ୍ରସ୍ତାବିତ ଆଇନ ପ୍ରତିବାଦରେ ଶୁକ୍ରବାର ଏକ ମିଳିତ ବିବୃତି ଜାରି କରିଛନ୍ତି। ହଂକଂ…

ଟ୍ରମ୍ପ୍‌ଙ୍କ ଟୁଇଟ୍‌କୁ ଉଡ଼ାଇଦେଲା ଟୁଇଟର

ଓ୍ବାଶିଂଟନ,୩୦ା୫(ପି.ଟି.): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସଦ୍ୟ ଟୁଇଟ୍‌କୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟର ଉଡ଼ାଇଦେବା ସହ ଏହା ହିଂସା ବଢ଼ାଇବା ବିରୋଧୀ ନିୟମର ଉଲ୍ଲଂଘନ କରୁଥିବା ନେଇ ସତର୍କ କରାଇଦେଇଛି। ତୃତୀୟ ପକ୍ଷ ୟୁଜର ପୋଷ୍ଟ କରୁଥିବା ବିଷୟର…

ଇଣ୍ଡିଆ ବଦଳରେ ଭାରତ

ନୂଆଦିଲ୍ଲୀ,୩୦ା୫(ପି.ଟି.): ସମ୍ବିଧାନ ସଂଶୋଧନ କରି ଦେଶର ନଁ। ଇଣ୍ଡିଆ ବଦଳରେ ‘ଭାରତ’ କିମ୍ବା ‘ହିନ୍ଦୁସ୍ଥାନ’ ରଖିବା ଲାଗି କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ସୁପ୍ରିମକୋର୍ଟରେ ପିଟିଶନ ଦାଏର ହୋଇଥିଲା। ଜୁନ୍‌ ୨ରେ ଏହାର ଶୁଣାଣି କରିବାକୁ ଅଦାଲତ ନିଷ୍ପତ୍ତି ନେଇଛନ୍ତି।…

ହିଜ୍‌ବୁଲ ମୁଖ୍ୟଙ୍କୁ ପାକ୍‌ରେ ଆକ୍ରମଣ

ଇସ୍‌ଲାମାବାଦ,୩୦।୫: ପାକିସ୍ତାନରେ ହିଜ୍‌ବୁଲ ମୁଜାହିଦ୍ଦିନ ମୁଖ୍ୟ ସୟଦ ସଲାହୁଦ୍ଦିନଙ୍କ ଉପରେ ଆକ୍ରମଣ କରାଯାଇଛି। ଏଥିରେ ସେ ଗୁରୁତର ଆହତ ହୋଇଛନ୍ତି। ପାକିସ୍ତାନ ଆଇଏସ୍‌ଆଇର ଯୋଜନା କ୍ରମେ ୨୫ ତାରିଖରେ ସଲାହୁଦ୍ଦିନଙ୍କ ଉପରେ ଆକ୍ରମଣ କରାଯାଇଛି। ସଲାହୁଦ୍ଦିନଙ୍କୁ ଜୀବନରେ ମାରିବା ଲାଗି ନୁହେଁ…

ସିଭିଲ ହସ୍ପିଟାଲକୁ କାଳକୋଠରି କହିଥିବା ବିଚାରପତିଙ୍କୁ ବେଞ୍ଚ୍‌ରୁ ହଟାଗଲା

ନୂଆଦିଲ୍ଲୀ,୩୦ା୫: କରୋନା ସଂକ୍ରମିତଙ୍କ ଚିକିତ୍ସା କରୁଥିବା ଅହମଦାବାଦର ସିଭିଲ ହସ୍ପିଟାଲ କାଳକୋଠରିଠାରୁ ନିକୃଷ୍ଟ ବୋଲି କହିଥିବା ବିଚାରପତି ଇଲେଶ ଭୋରାଙ୍କୁ କୋଭିଡ୍‌ ମାମଲା ବିଚାର କରୁଥିବା ଗୁଜରାଟ ହାଇକୋର୍ଟ ବେଞ୍ଚ୍‌ରୁ ଗୁରୁବାର ହଟାଇଦିଆଯାଇଛି। ଗତ ୨୨ ତାରିଖରେ ଉକ୍ତ ଖଣ୍ଡପୀଠ ଦେଇଥିବା…

କାମାଥ ହୋଇପାରନ୍ତି ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୩୦ା୫: ଜଣାଶୁଣା ବ୍ୟାଙ୍କର୍‌ କୁନ୍ଦପୁର ବାମନ କାମାଥ ଭାରତର ପରବର୍ତ୍ତୀ ଅର୍ଥମନ୍ତ୍ରୀ ହେବେ ବୋଲି ଚର୍ଚ୍ଚା ଜୋର୍‌ ଧରିଛି। ତଥ୍ୟାଭିଜ୍ଞ ମହଲରେ ଚାଲିଥିବା ଆଲୋଚନାକୁ ସତ ବୋଲି ମାନିଲେ ୫ ସଦସ୍ୟ ବିଶିଷ୍ଟ ବ୍ରିକ୍ସ ରାଷ୍ଟ୍ର ନେତୃତ୍ୱାଧୀନ ନ୍ୟୁ ଡେଭେଲପମେଣ୍ଟ ବ୍ୟାଙ୍କ…

ବିଦ୍ୟୁତ୍‌ ବିଲ୍‌କୁ ନେଇ ଚିନ୍ତାରେ ଉପଭୋକ୍ତା

ଚିତ୍ରଡା,୩୦ା୫(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲାର ମୋରଡ଼ା ବ୍ଲକ ଅଞ୍ଚଳରେ ନେସ୍କୋ ପକ୍ଷରୁ ଚଳିତ ମାସରେ ପ୍ରଦାନ କରାଯାଇଥିବା ବିଦ୍ୟୁତ୍‌ ବିଲ୍‌କୁ ନେଇ ଉପଭୋକ୍ତାମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଲକ୍‌ଡାଉନ ଯୋଗୁ ସରକାରଙ୍କ ଘୋଷଣା କ୍ରମେ ବିଲ୍‌ ପ୍ରଦାନ କରାଯାଇ ନ ଥିଲା ବେଳେ ଦୀର୍ଘ…

କ୍ୱାରାଣ୍ଟାଇନ୍‌ରେ ସରିଯାଉଛି କର୍ତ୍ତବ୍ୟ

ଛେଣ୍ଡିପଦା,୩୦।୫(ସ୍ବ.ପ୍ର.) ମଜୁରି ନ ଦେଇ ଖାଲି ହାତରେ ମାଲିକ ବିଦା କରିଦେବା ପରେ ଓଡ଼ିଶା ସରକାରଙ୍କ ଭରସାରେ ସେମାନେ ତେଲଙ୍ଗାନାରୁ ଚାଲିବା ଆରମ୍ଭ କରିଥିଲେ। ବହୁ କଷ୍ଟରେ ଶହ ଶହ କିଲୋମିଟର ଅତିକ୍ରମ କରି ବୌଦ୍ଧ ଓ ଆଠମଲ୍ଲିକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ…

ଦିଲ୍ଲୀରେ ଭୂକମ୍ପ: ୟୁପି, ପଞ୍ଜାବରେ ଝଟକା

ନୂଆଦିଲ୍ଲୀ,୨୯ା୫-ଦିଲ୍ଲୀରେ ଶୁକ୍ରବାର ରାତିରେ ମଧ୍ୟମ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୪.୬ ଥିବାବେଳେ କେନ୍ଦ୍ରସ୍ଥଳ ଦିଲ୍ଲୀଠାରୁ ୬୫ କିଲୋମିଟର ଦୂର ହରିୟାଣାର ରୋହତକ ନିକଟରେ ବୋଲି ଭାରତର ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।…

ଛତୁଆ ବିଲ୍‌ ପାସ୍‌ କରିବା ନେଇ ମହିଳାଙ୍କୁ ଅସଦାଚରଣ : ଯୋଡା ବିଡିଓଙ୍କ ନାମରେ ଏତଲ।

ଯୋଡା, ୨୯ା୫(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ବିଡିଓ ଛତୁଆ ବିଲ୍‌ ପାସ୍‌ କରିବା ଆଳରେ ମହିଳାଙ୍କୁ ଅସଦାଚରଣ କରିଥିବା ନେଇ ଶୁକ୍ରବାର ଯୋଡ଼ା ଥାନାରେ ଲିଖିତ ଅଭିଯୋଗ ହୋଇଛି। ଏହି ବ୍ଲକରେ ବିଭିନ୍ନ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଛତୁଆ ଯୋଗାଣ କରୁଥିବା ଗାୟତ୍ରୀ…

ଜ୍ୟୋତିର୍ବିଦ୍‌ ବେଜାନ ଦାରୁଓ୍ବାଲାଙ୍କ ପରଲୋକ

ନୂଆଦିଲ୍ଲୀ,୨୯ା୫- ଖ୍ୟାତନାମା ଜ୍ୟୋତିର୍ବିଦ୍‌ ବେଜାନ ଦାରୁଓ୍ବାଲାଙ୍କର ଶୁକ୍ରବାର ପରଲୋକ ହୋଇଛି। ତାଙ୍କୁ ୮୯ ବର୍ଷ ହୋଇଥିଲା। ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ ଗତ ସପ୍ତାହରେ ତାଙ୍କୁ ଅହମଦାବାଦର ଏକ ଘରୋଇ ହସ୍ପିଟାଲରେ ଭେଣ୍ଟିଲେଟରରେ ରଖାଯାଇଥିଲା। ତାଙ୍କଠାରେ କରୋନା ପଜିଟିଭ୍‌ ଥିବା ପରୀକ୍ଷାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?