Home

୫ଶହ ପରିବାରକୁ ଖାଦ୍ୟ, ମାସ୍କ ବଣ୍ଟନ

ରୂପ୍‌ସା, ୨।୫(ଡି.ଏନ.ଏ.): କରୋନା ମୁକାବିଲା ପାଇଁ ସମଗ୍ର ଦେଶ ଜଟିଳ ପରିସ୍ଥିତି ଦେଇ ଗତି କରୁଛି। ଜନସାଧାରଣଙ୍କୁ ସୁରକ୍ଷା ଦେବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି। ଏଥିପାଇଁ ବିଭିନ୍ନ ବର୍ଗର ଲୋକଙ୍କ ସମେତ ବହୁ…

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ମହିଳା, ଶିଶୁଙ୍କ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା ଦାବି

ବାଲେଶ୍ୱର ଅଫିସ,୨।୫: ଅନ୍ୟ ରାଜ୍ୟରୁ ବାଲେଶ୍ୱର ଜିଲାକୁ ଆସୁଥିବା ବହିରାଗତଙ୍କ ପାଇଁ କ୍ୱାରଣ୍ଟାଇନ୍‌ ବ୍ୟବସ୍ଥା କରାଯାଇଛି। ଏହି କେନ୍ଦ୍ରରେ ମହିଳା ଓ ଶିଶୁମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବାକୁ ଭାଜପା ମହିଳାମୋର୍ଚ୍ଚା ଜିଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରିଛି। ଏହି…

ତେଲଙ୍ଗାନାରେ ଫସିଛନ୍ତି ୧୫ରୁ ଊର୍ଦ୍ଧ୍ୱ ଶ୍ରମିକ

ବାଲେଶ୍ୱର ଅଫିସ,୨।୫: ବାଲେଶ୍ୱର ଜିଲା ଗୋପାଳପୁର ଅଞ୍ଚଳର ୧୫ରୁ ଊର୍ଦ୍ଧ୍ୱ ଶ୍ରମିକ ଦୁଇବର୍ଷ ଧରି ତେଲଙ୍ଗାନା ରାଜ୍ୟର ମେଡ଼ିଚାଲ ଜିଲା ଅଲାମ୍ପେଟ ପଞ୍ଚାୟତରେ ଥିବା ଶ୍ରୀରାମ ସ୍ପିନିଂ ମିଲ୍‌ରେ କାମ କରିବା ସହ ନିଜର ପରିବାର ସହ ରହୁଥିଲେ। କରୋନା ଯୋଗୁ…

କ୍ୱାରାଣ୍ଟାଇନ୍‌ ସେଣ୍ଟର ଅନୁଧ୍ୟାନ କଲେ ଜିଲାପାଳ

ଆର.ଉଦୟଗିରି,୨ା୫(ଡି.ଏନ.ଏ.): ଗଜପତି ଜିଲାପାଳ ଅନୁପମ ଶାହା ନୂଆଗଡ ବ୍ଲକର କରୋନା ପାଇଁ ଖୋଲାଯାଇଥିବା ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟର ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଜିଲାପାଳ ଖଜୁରିପଦା ପଞ୍ଚାୟତର ଦୋଘରିଆ ଆଦିବାସୀ ହାଇସ୍କୁଲ କ୍ବାରେଣ୍ଟାଇନ୍‌ ସେଣ୍ଟର ସମେତ ବଡପଦା ଓ କେ.ଝାଲରସିଂ ଆଦି…

ପ୍ରବାସୀ ଓଡ଼ିଆଙ୍କୁ ନେଇ ପହଞ୍ଚିବ ସ୍ବତନ୍ତ୍ର ଟ୍ରେନ: ଜଗନ୍ନାଥପୁର ଷ୍ଟେଶନରେ ଗଞ୍ଜାମ ଜିଲାପାଳ, ଏସ୍‌ପିଙ୍କ ଅନୁଧ୍ୟାନ

ଛତ୍ରପୁର,୨ା୫(ଡି.ଏନ୍‌.ଏ.): କେରଳ, ସୁରଟ ଓ ବାଙ୍ଗାଲୁରରୁ ୩ଟି ସ୍ବତନ୍ତ୍ର ଟ୍ରେନରେ ପ୍ରବାସୀ ଓଡ଼ିଆମାନେ ଫେରୁଛନ୍ତି। କେରଳରୁ ବାହାରିଥିବା ଏର୍ନାକୁଲମ ଜଙ୍କଶନ- ଭୁବନେଶ୍ୱର ଶ୍ରମିକ ସ୍ପେସିଆଲ ଟ୍ରେନ ରବିବାର ସକାଳ ୫ଟାରୁ ୬ ଟା ମଧ୍ୟରେ ଗଞ୍ଜାମ ଜିଲା ଜଗନ୍ନାଥପୁର ଷ୍ଟେଶନ ଠାରେ…

କରୋନା ସମ୍ପର୍କରେ ତାଲିମ ଦେଲେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ସଂଯୋଜକ

ଟିଟିଲାଗଡ଼, ୨।୫ (ଡି.ଏନ.ଏ): ବଲାଙ୍ଗୀର ଜିଲା ଲିଖରିଆରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛି। ଏନେଇ ପ୍ରଶାସନିକ ତପତ୍ରତା ଆରମ୍ଭ ହୋଇଛି। ଶନିବାର ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ଜୋନାଲ ସଂଯୋଜକ ଡା. ନିଶିନ୍ତ ରଞ୍ଜନ ଦାଶ ଟିଟିଲାଗଡରେ ପହଞ୍ଚି ପ୍ରଶାସନିକ…

କରୋନା ପ୍ରତିରୋଧ ପ୍ରସ୍ତୁତିର ସମୀକ୍ଷା କଲେ ଆରଡିସି

ସୋନପୁର,୨।୫(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ମାନ ନିଆଯାଇଛି। ଶନିବାର ସମ୍ବଲପୁର ଆରଡିସି ତଥା କୋଭିଡ-୧୯ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୁବର୍ଣ୍ଣପୁର ଜିଲା ପାଇଁ ନିଯୁକ୍ତ ପର୍ଯ୍ୟବେକ୍ଷକ ନିରଞ୍ଜନ ସାହୁ…

କୋଭିଡ୍‌ ହସ୍‌ପିଟାଲ ପରିଦର୍ଶନ କଲେ ଜିଲା ଦୌରାଜଜ୍‌

ରାୟଗଡ଼ା ଅଫିସ,୨ା୫: ରାୟଗଡ଼ା ଜିଲା ଦୌରାଜଜ୍‌ ତଥା ଡିଏଲ୍‌ଏସ୍‌ଏ ଅଧ୍ୟକ୍ଷ ଚିତ୍ତରଞ୍ଜନ ଦାସ ଶନିବାର ଜେକେପୁରସ୍ଥିତ କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କରିଛନ୍ତି। ଜଜ୍‌ଙ୍କ ସହ ମୁଖ୍ୟ ଦଣ୍ଡାଧିକାରୀ ମନୋରଞ୍ଜନ ଦାସ, ଜିଲାପାଳ ପ୍ରମୋଦ କୁମାର ବେହେରା, ଉପଜିଲାପାଳ ପ୍ରତାପ ଚନ୍ଦ୍ର ପ୍ରଧାନ,…

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲେ ଏସ୍‌ଏଚ୍‌ଜି ମହିଳା

ରାୟଗଡା ଅଫିସ,୨ା୫: ରାୟଗଡା ସହରରେ ଏଯାବତ୍‌ କରୋନା ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ତେବେ ଆନ୍ଧ୍ର ସୀମାନ୍ତ ଜିଲା ହୋଇଥିବାରୁ ପୋଲିସ ଏବଂ ପ୍ରଶାସନ ପକ୍ଷରୁ ସତର୍କ ଦୃଷ୍ଟି ରଖାଯାଇଛି। ପୋଲିସ ପକ୍ଷରୁ ରାତ୍ରି ପାଟ୍ରୋଲିଂକୁ ମଧ୍ୟ କଡ଼ାକଡ଼ି କରାଯାଇଛି। କରୋନା ଭଳି…

କୋଟାରୁ ଫେରୁଛନ୍ତି ସୁବର୍ଣ୍ଣପୁରର ୩୭ଛାତ୍ରୀଛାତ୍ର

ସୋନପୁର,୨।୫(ନି.ପ୍ର.): ଲକ୍‌ଡାଉନ୍‌ ଯୋଗୁଁ ରାଜସ୍ଥାନର କୋଟାରେ ଫସି ରହିଥିବା ସୁବର୍ଣ୍ଣପୁର ଜିଲାର ୩୭ଜଣ ଛାତ୍ରୀଛାତ୍ର ଘରକୁ ପେରୁଛନ୍ତି। ସ୍ବାସ୍ଥ୍ୟ ପରୀକ୍ଷା ପରେ ଶନିବାର ମଧ୍ୟାହ୍ନ ୧୨ଟାରେ ୧୨ ଛାତ୍ରୀ ଓ ୨୫ ଛାତ୍ର ୨ଟି ବସ୍‌ ଯୋଗେ କୋଟାରୁ ବାହାରିଛନ୍ତି। ୨୫ଘଣ୍ଟାର…

ରାଜଧାନୀକୁ ଟପିଲା ଯାଜପୁର: ଆକ୍ରାନ୍ତଙ୍କ ସଂଖ୍ୟା ୪୮ ଛୁଇଁଲା, ଆଜି ଗୋଟିଏ ଦିନରେ ୮ ଚିହ୍ନଟ

ଭୁବନେଶ୍ୱର,୨ା୫(ବ୍ୟୁରୋ) : ଶନିବାର ସକାଳେ ଯାଜପୁର ଜିଲାରେ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ଘର ବରୀ ବ୍ଲକ ଅଞ୍ଚଳରେ। ସେ ଜଣେ ପୁରୁଷ ଏବଂ ତାଙ୍କ ବୟସ…

୨ ଚନ୍ଦନ ବୋଡ଼ା ଉଦ୍ଧାର

ଯୋଡ଼ା, ୨।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ଭୂୟଁ। ବସ୍ତି ତଥା ଗଣେଶ ଭବନ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ବନ ବିଭାଗ ପକ୍ଷରୁ ୨ଟି ବିଷଧର ସାପ ଉଦ୍ଧାର କରାଯାଇଛି। ଶୁକ୍ରବାର ସକାଳ ପ୍ରାୟ ୯ ଟା ସମୟରେ ଉକ୍ତ ଅଂଚଳର ସଞ୍ଜୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri