Home

ଦେଶରେ କରୋନା ସ୍ଥିତି ଜଟିଳ: ୨୪ ଘଣ୍ଟାରେ ୭ ହଜାର ୪୬୬ ଜଣ ସଂକ୍ରମିତ, ୧୭୫ ମୃତ

ନୂଆଦିଲ୍ଲୀ,୨୯।୫:ଭାରତରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମିତ ୭ ହଜାର ୪୬୬ଟି ମାମଲା ସାମ୍ନାକୁ ଆସିଛି। ଏହାସହ ୧୭୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ ହଜାର ରୋଗୀ ସୁସ୍ଥ ହୋଇଛନ୍ତି।…

ଏସିରୁ ଲାଗିଲା ନିଆଁ: ଶ୍ୱାସରୁଦ୍ଧ ହୋଇ ବିଜେଡି ନେତାଙ୍କ ସହ ଚାଲିଗଲା ଆଉ ଦୁଇ ଜୀବନ

ବ୍ରହ୍ମପୁର ଅଫିସ,୨୯ା୫: ବ୍ରହ୍ମପୁର ଗୋଷାଣୀ ନୂଆଗାଁ ପାଣିଗ୍ରାହୀ ପେଣ୍ଠସାହିରେ ଗୁରୁବାର ବିଳମ୍ବିତ ରାତିରେ ନିଆଁ ଲାଗି ୩ ଜଣଙ୍କ ଜୀବନ ଚାଲିଯାଇଛି। ଘରେ ଲାଗିଥିବା ଏସିରେ ନିଆଁ ଲାଗିଯିବାରୁ ଶ୍ୱାସରୁଦ୍ଧ ହୋଇ ଏପରି ଦୁଃଖଦ ଘଟଣା ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବ୍ରହ୍ମପୁର…

ଭାରତ-ଚାଇନା ସୀମା ବିବାଦ ନେଇ ଭଲ ମୁଡ୍‌ରେ ନାହାନ୍ତି ମୋଦି: ଟ୍ରମ୍ପ୍‌

ୱାଶିଂଟନ,୨୯।୫: ଭାରତ ଓ ଚାଇନା ସୀମା ବିବାଦ ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନରେ କଥା ହୋଇଛନ୍ତି। ଦୁଇ ଦେଶ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦକୁ ନେଇ ମୋଦିଙ୍କ ମୁଡ ଆଦୌ ଭଲ ନାହିଁ…

ଜୁନ୍‌ ପହିଲାରୁ ସମୁଦ୍ରରେ ମାଛଧରା

ଭୁବନେଶ୍ୱର,୨୯।୫ (ବ୍ୟୁରୋ): ଜୁନ୍‌ ପହିଲାରୁ ପୂର୍ବ ଉପକୂଳ ସାମୁଦ୍ରିକ ଜଳସୀମାରେ ମାଛ ଧରିପାରିବେ ମତ୍ସ୍ୟଜୀବୀ। ଏନେଇ ଅନୁମତି ଦେଇଛି ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ। ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ମତ୍ସ୍ୟ ସମ୍ପଦର ସୁପରିଚାଳନା ସହ…

ଟିକା ଆସିଲେ ବି ଯିବନି କରୋନା

ନୂଆଦିଲ୍ଲୀ,୨୯ା୫: କୋଭିଡ୍‌-୧୯ ମହାମାରୀର ପ୍ରତିକାର ଲାଗି ଟିକା ପ୍ରସ୍ତୁତିରେ ଲାଗିଛନ୍ତି ବିଭିନ୍ନ ଦେଶର ଅନେକ ସଂସ୍ଥା। ତେବେ ଟିକା ଆବିଷ୍କାର ହୋଇ ଏହାକୁ ପ୍ରୟୋଗ କରାଗଲେ ମଧ୍ୟ କରୋନା ଭୂତାଣୁ ଏତେଶୀଘ୍ର ଚାଲିଯିବାର ସମ୍ଭାବନା ନାହିଁ। ଏହା ଦୀର୍ଘ ଦଶନ୍ଧି ଧରି…

‘କରୋନା ମୁକାବିଲାରେ ଓଡ଼ିଶା ଅଗ୍ରଣୀ’

ଭୁବନେଶ୍ୱର, ୨୯।୫(ବ୍ୟୁରୋ): କରୋନା ମୁକାବିଲାରେ ଓଡ଼ିଶା ଅଗ୍ରଣୀ ରାଜ୍ୟ ବୋଲି ଗୁରୁବାର କେନ୍ଦ୍ର କ୍ୟାବିନେଟ୍‌ ସଚିବ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆଲୋଚନା ହୋଇଛି। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏବଂ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବ…

ଲୋକଙ୍କ ସରକାର

ଭୁବନେଶ୍ୱର,୨୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପ୍ରତିନ୍ଦ୍ୱନ୍ଦୀ ନେତା । ଦୀର୍ଘ ୨୧ବର୍ଷ ଶାସନ ପରେ ମଧ୍ୟ ତାଙ୍କର ନିର୍ମଳ ଭାବମୂର୍ତ୍ତୀ ଏବେ ବି ଅମଳୀନ ରହିଛି। ବହୁ ବାଧା ବିଘ୍ନ ସତ୍ତ୍ୱେ ନବୀନ ଓ ବିଜୁ ଜନତା ଦଳ ରାଜ୍ୟବାସୀଙ୍କ ହୃଦୟ…

ନବମ ସ୍ଥାନକୁ ଉଠିଲା ଭାରତ

ଓ୍ବାଶିଂଟନ/ବ୍ରାଜିଲିଆ/ନୂଆଦିଲ୍ଲୀ,୨୯ା୫: ଦିନ ଗଡ଼ୁଛି, ସଂଖ୍ୟା ବଢ଼ୁଛି। ଅସମ୍ଭାଳ ହେଲାଣି କରୋନା ସ୍ଥିତି। ବିଶ୍ୱର ୨୧୩ ଦେଶରେ ଏବେ ରାଜୁତି କରୁଛି କରୋନା ଭୂତାଣୁ। ଗୋଟାଏ ପରେ ଗୋଟାଏ ମୁଣ୍ଡ ଗଡ଼ିବା ସହ ସଂକ୍ରମିତଙ୍କ ସଂଖ୍ୟା ଅହେତୁକ ଭାବେ ବଢ଼ିଚାଲିଛି। ବିଶ୍ୱରେ ଏବେ…

ନବୀନଙ୍କ ପଞ୍ଚମ ପାଳିକୁ ପୂରିଲା ବର୍ଷେ: ବିପତ୍ତି ସତ୍ତ୍ୱେ ବିକାଶ ତ୍ୱରାନ୍ବିତ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ୨୦୧୯ ମେ ୨୯ରେ ଲଗାତର ପଞ୍ଚମ ଥର ପାଇଁ ରାଜ୍ୟ ଶାସନ ଡୋରି ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରେକର୍ଡ ସୃଷ୍ଟି କରିଛନ୍ତି। ଅସାଧାରଣ ଲୋକପ୍ରିୟତା ତାଙ୍କୁୁ ଜନପ୍ରିୟ ମୁଖ୍ୟମନ୍ତ୍ରୀରେ ପରିଣତ କରିପାରିଛି। ଶୁକ୍ରବାର ନବୀନଙ୍କ ପଞ୍ଚମ ପାଳି ସରକାରକୁ…

କ୍ୱାରାଣ୍ଟାଇନରେ ୨୩ ଲକ୍ଷ

ନୂଆଦିଲ୍ଲୀ,୨୯ା୫(ପି.ଟି.): କୋଭିଡ୍‌-୧୯ ଯୋଗୁ ସାରା ଦେଶ ଲକ୍‌ଡାଉନରେ ଥିବାବେଳେ ବିଭିନ୍ନ ସ୍ଥାନକୁ ଗସ୍ତ କରିଥିବା କିମ୍ବା ବିଦେଶରୁ ଫେରିଥିବା ପାଖାପାଖି ୨୩ ଲକ୍ଷ ଲୋକଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି। ଅନ୍ୟ ରାଜ୍ୟରୁ ଫେରୁଥିବା ଲୋକଙ୍କ ପାଇଁ ଅଧିକାଂଶ ରାଜ୍ୟ ସରକାର ଓ କେନ୍ଦ୍ରଶାସିତ…

ଆସିବ ନୂଆ ପର୍ଯ୍ୟଟନ ନୀତି: କରୋନାଜନିତ ସମସ୍ୟା ଦୂର ଉପରେ ଫୋକସ୍‌

ଭୁବନେଶ୍ୱର,୨୯।୫(ବ୍ୟୁରୋ): କରୋନା ପରବର୍ତ୍ତୀ ସମୟରେ ପର୍ଯ୍ୟଟନ ଶିଳ୍ପର ବିକାଶ ପାଇଁ ଓଡ଼ିଶା ଆଣିବ ନୂଆ ପର୍ଯ୍ୟଟନ ନୀତି। କରୋନା ସଂକ୍ରମଣ ଓ ଲକ୍‌ଡାଉନ୍‌ ଲାଗି ପର୍ଯ୍ୟଟନ କ୍ଷେତ୍ରରେ ଉପୁଜୁଥିବା ସମସ୍ୟାକୁ ଦୃଷ୍ଟିରେ ରଖି ବର୍ତ୍ତମାନର ଟୁରିଜମ୍‌ ପଲିସି ବା ପର୍ଯ୍ୟଟନ ନୀତିରେ…

୧୬ ବିମାନ ଯାତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ,୨୯ା୫: ଦୁଇ ମାସ ବନ୍ଦ ରହିବା ପରେ ଗତ ସୋମବାରଠାରୁ ଦେଶ ଭିତରେ ବିମାନ ସେବା ଆରମ୍ଭ ହୋଇଛି। ଇତିମଧ୍ୟରେ ୩ ଏୟାରଲାଇନ୍ସରେ ଯାତ୍ରା କରିଥିବା ୧୬ ଜଣ ଯାତ୍ରୀଙ୍କଠାରେ କରୋନା ପଜିଟିଭ୍‌ ଥିବା ଜଣାପଡିଛି। ସେମାନଙ୍କ ମଧ୍ୟରୁ ଇଣ୍ଡିଗୋର ସର୍ବାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?