ଲକଡାଉନ୍ ଅମାନିଆଙ୍କୁ ଛାଟ
ବାରିପଦା ଅଫିସ, ୨ା୪- ମୟୂରଭଞ୍ଜ ଜିଲାରେ ଲକ୍ଡ଼ାଉନ ଅମାନ୍ୟ କରୁଥିବା ଲୋକଙ୍କୁ ବାଜିଛି ଛାଟ। ୭ ଦିନ ମଧ୍ୟରେ ଜିଲାର ବିଭିନ୍ନ ଥାନାରେ କୋଭିଡ଼-୧୯ ଆଇନ ଅମାନ୍ୟ କରାଯାଇଥିବା ନେଇ ୧୦୬ଟି ମାମଲା ରୁଜୁ ହୋଇଛି। ୧୪୨ ଜଣଙ୍କୁ ଗିରଫ କରାଯାଇ…
ପ୍ରଶାସନ ପକ୍ଷରୁ ମାଗଣା ରନ୍ଧା ଖାଦ୍ୟ
ଭଦ୍ରକ ଅଫିସ, ୨ା୪-ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ନିରାଶ୍ରୟ, ବହିରାଗତ, ଦିନମଜୁରିଆ, ବାହାରୁ ଆସି ଆଶ୍ରୟ ନେଇଥିବା ଲୋକଙ୍କୁ ମାଗଣାରେ ରନ୍ଧାଖାଦ୍ୟ ପ୍ରଦାନ କରାଯାଇଛି। ବାହାର ଜିଲା ତଥା ବାହାର ରାଜ୍ୟରୁ ଆସି ଭଦ୍ରକରେ ଫସି ରହିଥିବା ଲୋକଙ୍କ ମଧ୍ୟରେ ଜିଲାର…
ପ୍ରଫୁଲ୍ଲଙ୍କ ନିଆରା ପ୍ରୟାସ : ସୁପରହିରୋଙ୍କୁ ସଂକ୍ରମଣରୁ ବଞ୍ଚାଇବା ଲକ୍ଷ୍ୟ
ଭୁବନେଶ୍ୱର,୨ା୪(ବ୍ୟୁରୋ)-କରୋନାର କରାଳ ରୂପ ସମଗ୍ର ବିଶ୍ୱକୁ ଗ୍ରାସ କରିଥିବା ବେଳେ ଚାରିଆଡେ ହାହାକାର ପରିସ୍ଥିତି ସୃଷ୍ଟି ହୋଇଛି। ରାସ୍ତାରେ ବୁଲୁଥିବା ଗାଇଗୋରୁ, କୁକୁର, ବିଲେଇ ବଞ୍ଚତ୍ବାକୁ ସଂଘର୍ଷ କରୁଛନ୍ତି। ଏଭଳିସ୍ଥଳେ ମାନବିକତା ଦେଖାଇ ସମାଜ ପାଇଁ କିଛି କରିବାକୁ ଆଗେଇ ଆସିଛନ୍ତି…
ଲକ୍ଡାଉନ୍ରେ ଶିଶୁ, କିଶୋରଙ୍କୁ ସୃଜନଶୀଳ କରିବାକୁ ନିଆରା ପ୍ରୟାସ: ଆରମ୍ଭ ହେବ ‘ମୋ ପ୍ରତିଭା’ କାର୍ଯ୍ୟକ୍ରମ
ଭୁବନେଶ୍ୱର,୨ା୪(ବ୍ୟୁରୋ)- କରୋନା ସଂକ୍ରମଣ ବ୍ୟାପିବାକୁ ରୋକିବା ଲାଗି ଦେଶରେ ୨୧ଦିନିଆ ଲକ୍ଡାଉନ୍ ଘୋଷଣା ହୋଇଛି। ଏହାଦ୍ୱାରା ସବୁବର୍ଗର ଲୋକେ ପ୍ରଭାବିତ ହୋଇଛନ୍ତି। ଏପରି କି କୋମଳମତି ଶିଶୁ, ଛୋଟ ପିଲା ଏବଂ ଛାତ୍ରୀଛାତ୍ର ଏଥିରୁ ବାଦ୍ ପଡ଼ି ନାହାନ୍ତି। ସ୍କୁଲ ବନ୍ଦ…
ସାନିଟାଇଜ୍ ହେଲା ସୂର୍ଯ୍ୟନଗର ଅଞ୍ଚଳ
ଭୁବନେଶ୍ୱର, ୨ା୪ (ବ୍ୟୁରୋ) – ମଙ୍ଗଳବାରଠାରୁ ଭୁବନେଶ୍ୱର ମହାନଗର ନିଗମ ସହାୟତାରେ ଅଗ୍ନିଶମ ବିଭାଗ ପକ୍ଷରୁ ସହରକୁ ସାନିଟାଇଜ୍ କାର୍ଯ୍ୟ ଜାରି ରହିଛି। ବୁଧବାର ୟୁନିଟ୍-୭ ଅନ୍ତର୍ଗତ ସୂର୍ଯ୍ୟନଗର ଅଞ୍ଚଳରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଗୁରୁବାର ସେହି ଅଞ୍ଚଳକୁ…
କରୋନା ମୁକାବିଲା: ପ୍ରସ୍ତୁତ ହେଲା ୬୫୦ ଶଯ୍ୟା ବିଶିଷ୍ଟ ୨ ହସ୍ପିଟାଲ
ଭୁବନେଶ୍ୱର,୨।୪(ବ୍ୟୁରୋ)- ରାଜ୍ୟରେ କରୋନା ସଂକ୍ରମିତଙ୍କ ସ୍ବତନ୍ତ୍ର ଚିକିତ୍ସା ପାଇଁ ୬୫୦ ଶଯ୍ୟା ବିଶିଷ୍ଟ ୨ଟି ହସ୍ପିଟାଲ ପ୍ରସ୍ତୁତ ହୋଇଛି। ଏହା ମଧ୍ୟରେ ରାଜଧାନୀ ଭୁବନେଶ୍ୱରର କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ(କିମ୍ସ) ପରିସରରେ ୫୦୦ ଶଯ୍ୟା ରହିଛି। ଏହା ବ୍ୟତୀତ କଟକସ୍ଥିତ…
ଆଇଏସ୍ଏଲ ଦର୍ଶକ ସଂଖ୍ୟା ୫୧ ପ୍ରତିଶତ ବୃଦ୍ଧି
ନୂଆଦିଲ୍ଲୀ, ୨ା୪ (ପି.ଟି.)- ହିରୋ ଇଣ୍ଡିଆ ସୁପର ଲିଗ୍ (ଆଇଏସ୍ଏଲ) ୨୦୧୯-୨୦ରେ ଦର୍ଶକ ସଂଖ୍ୟା ୫୧ ପ୍ରତିଶତ ବୃଦ୍ଧି ପାଇଛି। ଅକ୍ଟୋବର ୨୦ରେ ଟୁର୍ନାମେଣ୍ଟର ଓପନିଂ ମ୍ୟାଚ କେରଳ ବ୍ଲାଷ୍ଟର୍ସ ଏଫ୍ସି ଏବଂ ଏଟିକେ ମଧ୍ୟରେ ହୋଇଥିଲା। ଗତ ସଂସ୍କରଣ ତୁଳନାରେ…
ଚାପରେ ନ୍ୟାଶନାଲ ରାଇଫଲ ଆସୋସିଏଶନ
ନୂଆଦିଲ୍ଲୀ, ୨ା୪ (ପି.ଟି.)-କୋଭିଡ୍-୧୯ ଯୋଗୁ ନୂଆଦିଲ୍ଲୀରେ ହେବାକୁଥିବା ଶୁଟିଂ ବିଶ୍ୱକପ୍କୁ ବାତିଲ କରିବା ଲାଗି ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍ ଇଣ୍ଡିଆ (ଏନ୍ଆର୍ଏଆଇ) ଉପରେ ଦିନକୁ ଦିନ ଚାପ ବୃଦ୍ଧି ପାଇବାରେ ଲାଗିଛି। କରୋନା ଭାଇରସ୍ ସଂକ୍ରମଣ ଆଶଙ୍କା ପାଇଁ ପୂର୍ବରୁ…
ନିଜାମୁଦ୍ଦିନ ଧର୍ମସଭା ଖୋଳତାଡ଼: ପୁରୀ ଜିଲାର ଯୋଗଦେଇଥିଲେ ୩
ପୁରୀ ଅଫିସ,୨ା୪: କରୋନାକୁ ନେଇ ବିଶ୍ୱ ଥରହର। ଦିନକୁ ଦିନ ଅଧିକ ଉଗ୍ରରୂପ ଧାରଣ କରି ନୂଆ ନୂଆ ଦେଶକୁ ମାଡ଼ୁଛି ଏହି ପ୍ରାଣଘାତୀ ଭୂତାଣୁ । କରୋନା କବଳରୁ ରକ୍ଷା ପାଇବା ବିଶ୍ୱବାସୀ ତ୍ରାହି ତ୍ରାହି ଡାକୁଛନ୍ତି। ଭାରତରେ ବି…
କରୋନା ମୁକାବିଲା ଲାଗି ସଚେତନତା ସୃଷ୍ଟି କରନ୍ତୁ ସ୍ବେଚ୍ଛାସେବୀ : ଜିଲାପାଳ
ବୌଦ୍ଧ, ୨ା୪(ସ୍ବ.ପ୍ର): କରୋନା ମହାମାରୀର ମୁକାବିଲା ପାଇଁ ବୌଦ୍ଧ ଜିଲାର ସ୍ବେଚ୍ଛାସେବୀ ସଂଗଠନମାନଙ୍କ ସହିତ ଜିଲାପାଳ ଆଲୋଚନା କରିଛନ୍ତି। ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ଲଲାଟେନ୍ଦୁ ମିଶ୍ର ସାମାଜିକ ଦୂରତା ହିଁ…
ଅସହାୟଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କଲା ଡାକବିଭାଗ
ଭବାନୀପାଟଣା,୨।୪(ସ୍ବ.ପ୍ର)-କଳାହାଣ୍ଡି ଜିଲା ଡାକ ମଣ୍ଡଳ ପକ୍ଷରୁ ଗୁରୁବାର ଭବାନୀପାଟଣା ବ୍ଲକର ବିଭିନ୍ନ ଗ୍ରାମରେ ଥିବା ୫ଶହ ଅସହାୟ ଗରୀବ ଲୋକଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ଓଡିଶା ଡାକ ପରିମଣ୍ଡଳର ମହା ଡାକପାଳଙ୍କ ନିର୍ଦ୍ଦେଶକ୍ରମେ ଭବାନୀପାଟଣା ବ୍ଲକର କୁଟ୍ରାଗୁଡା, କୁଟେନପଦର, ଯମୁନାସାଗର,…
କାମ କରିବାକୁ ଯାଇ ଶ୍ରମିକ ନିଖୋଜ: ଉତ୍ତେଜନା, ପୋଲିସ ଫୋର୍ସ ମୁତୟନ
ବିନିକା,୨ା୪(ଡି.ଏନ୍.ଏ.): ସୁବଣ୍ଣର୍ର୍ପୁର ଜିଲା ବିନିକା ବ୍ଲକ ଅନ୍ତର୍ଗତ କୁଇବାହାଲ ଗ୍ରାମରେ ବୁଧବାର ଜଣେ ଶ୍ରମିକ କ୍ଷେତକୁ କାମ କରିବାକୁ ଯାଇ ନିଖୋଜ ହୋଇ ଯାଇଛନ୍ତି। ସେ ହେଲେ ତପନ ମହାନନ୍ଦ ଓରଫ କାଳିଆ(୪୩)। ବହୁ ଖୋଜାଖୋଜି ପରେ ମଧ୍ୟ ତାଙ୍କ ପତ୍ତା…
Archives


