୩୮ ୟୁନିଟ୍ ରକ୍ତ ସଂଗୃହୀତ
ପାଟଣା,୧।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡା ପଞ୍ଚାୟତ ରାଜୀବ ଗାନ୍ଧୀ ସେବା କେନ୍ଦ୍ରରେ ଶୁକ୍ରବାର ବ୍ଲକ ବିଜେଡି ତରଫରୁ ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ଜରିଆରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। କରୋନା ଭୂତାଣୁ ସଂକ୍ରମଣ ସକାଶେ ଏବେ ଲକ ଡାଉନ ସମୟ…
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା
ପାଟଣା,୧।୫(ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ସହ ଦେଶ ଓ ରାଜ୍ୟ ଲଢେଇ କରୁଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପାଟଣା ସ୍ଥିତ ବୈତରଣୀ ମହିଳା ମିଶନ ଶକ୍ତିର ସଦସ୍ୟାମାନେ ଆର୍ଥିକ ସହାୟତା ଦେଇଛନ୍ତି। ବ୍ୟାଙ୍କ ଅଫ ଇଣ୍ଡିଆ ସ୍ବାମପାଟଣା ବ୍ରାଞ୍ଚ ଜରିଆରେ ମୁଖ୍ୟମନ୍ତ୍ରୀ…
କରୋନା ସଙ୍କଟ: ସ୍ବଦେଶକୁ ଫେରିବା ପାଇଁ ୩୨ହଜାର ଭାରତୀୟ ୟୁଏଇରେ କଲେ ରେଜିଷ୍ଟ୍ରେଶନ
ଆବୁଧାବି,୧।୫: କରୋନା ଭାଇରସ୍ ମହାସଙ୍କଟ କେବଳ ଭାରତ ନୁହେଁ ବରଂ ବିଶ୍ୱର ବିଭିନ୍ନ ଦେଶରେ ଦେଖିବାକୁ ମିଳିଛି। ଅନ୍ୟ ଦେଶକୁ ରୋଜଗାର ବା ଅନ୍ୟ କାର୍ଯ୍ୟ ପାଇଁ ଯାଇଥିବା ଲୋକମାନେ ଏହି ସଙ୍କଟ ଯୋଗୁ ସେଠାରେ ଫସିରହିଛନ୍ତି। ସେମାନଙ୍କୁ ଫେରାଇବା ଆଣିବା…
ସ୍ମିଥ୍ ନୁହେଁ, କୋହଲି ଇଆନଙ୍କ ଫେଭରାଇଟ୍
ନୂଆଦିଲ୍ଲୀ,୧।୫: ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଅଷ୍ଟ୍ରେଲୀୟ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଷ୍ଟିଭ୍ ସ୍ମିଥ୍ଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ଏ ନେଇ ଚର୍ଚ୍ଚା ଓ ବିତର୍କ ଏବେ ମଧ୍ୟ ଚାଲୁ ରହିଛି। ଏବେ ଏଥିରେ ସାମିଲ ହୋଇଛନ୍ତି ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ…
ଚିତ୍ରକଳା କହୁଛି କରୋନାର ଭୟବହତା
ରେଢାଖୋଲ , ୧।୫(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢାଖୋଲ ଭୀମ ଭୋଇ ଛକରେ ସ୍ଥାନୀୟ ଏନ୍ଏସି ପକ୍ଷରୁ କରୋନା ସମ୍ପର୍କରେ ଚିତ୍ରକଳା ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଇଛି। ଭୀମଭୋଇ ଆର୍ଟ ସୋସାଇଟିର ଚିତ୍ରକର ସୁଧୀର ସ୍ବାଇଁ ଓ ସୁରେଶ ପୋଢ ପ୍ରମୁଖ ଭୀମ…
ସେଣ୍ଟ୍ରାଲ ଦିଲ୍ଲୀର ଜିଲାପାଳଙ୍କ ଡ୍ରାଇଭର କରୋନା ପଜିଟିଭ୍
ନୂଆଦିଲ୍ଲୀ,୧।୫: ଦିଲ୍ଲୀରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ରଗତିରେ ବଢ଼ିବାରେ ଲାଗିଛି। ଏଠାରେ ଏପର୍ଯ୍ୟନ୍ତ ୩୫୦୦ରୁ ଊର୍ଦ୍ଧ୍ୱ ଲୋକ ସଂକ୍ରମିତ ହୋଇସାରିଲେଣି। ଏହିକ୍ରମରେ ସେଣ୍ଟ୍ରାଲ ଦିଲ୍ଲୀର ଜିଲାପାଳ ନିଧି ଶ୍ରୀବାସ୍ତବଙ୍କ ଡ୍ରାଇଭର କରୋନା ପଜିଟିଭ୍ ହୋଇଥିବା ଜଣାପଡ଼ିଛି। ଏହାପରେ ସହରରେ ଆତଙ୍କ ଖେଳିଯାଇଛି।…
ଦେଶରେ ୨୪ ଘଣ୍ଟାରେ ୧,୯୯୩ ନୂଆ କରୋନା ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ,୧।୫: ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ। ଲକ୍ଡାଉନ ପରେ ବି ଦେଶରେ କରୋନା ସଂକ୍ରମିତଙ୍କ ହାର କମିବା ପରିବର୍ତ୍ତେ ଦିନକୁ ଦିନ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ୧,୯୯୩ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏବେ…
ରାଜ୍ୟର ୪୮ ଲକ୍ଷ ହିତାଧିକାରୀଙ୍କୁ ମିଳିବ ୧୦୦ ଟଙ୍କା ଲେଖାଏ ଗ୍ରୀଷ୍ମକାଳୀନ ସହାୟତା
ଭୁବନେଶ୍ୱର, ୧।୫(ବ୍ୟୁରୋ): ମାସିକ ଭତ୍ତା ପାଉଥିବା ହିତାଧିକାରୀଙ୍କୁ ମିଳିବ ଗ୍ରୀଷ୍ମକାଳୀନ ସହାୟତା। ମଧୁବାବୁ ପେନସନ ଯୋଜନା ଓ ଜାତୀୟ ସାମାଜିକ ଯୋଜନାରେ ଅନ୍ତର୍ଭୁକ୍ତ ହିତାଧିକାରୀ ଏହି ସୁବିଧା ପାଇବେ। ଏହି ହିତାଧିକାରୀମାନେ ପ୍ରତି ମାସରେ ୧୦୦ ଟଙ୍କା ଲେଖାଏ ପାଇବେ। ଏ…
ଶିକ୍ଷା ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ସହାୟତା
ରାଇଘର,୧ା୫(ଡି.ଏନ୍.ଏ.): କରୋନା ବିପତ୍ତି ସମୟରେ ସହାୟତାର ହାତ ବଢ଼ାଇଛି ନବରଙ୍ଗପୁର ଜିଲା ରାଇଘର ବ୍ଲକ୍ ଶିକ୍ଷା ବିଭାଗ। ପରିସ୍ଥିତିର ମୁକାବିଲା ପାଇଁ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୮ ଲକ୍ଷ ୯୧ ହଜାର ୨୦୦ ଟଙ୍କା ପ୍ରଦାନ କରାଯାଇଛି। ଶିକ୍ଷୟିତ୍ରୀ,…
ପଏଣ୍ଟ ପାର୍କ ବିଶ୍ୱବିଦ୍ୟାଳୟ ବାସ୍କେଟବଲ ଦଳରେ ଯୋଗଦେଲେ ଜଗଶନବୀର
ପିଟ୍ସବର୍ଗ,୧।୫(ୟୁଏସ୍ଏ): ଏନ୍ବିଏ ଏକାଡେମୀ ପ୍ରତିଭା ଭାରତର ଜଗଶନବୀର ସିଂଙ୍କୁ ଏକ ବଡ଼ ସୁଯୋଗ ମିଳିଛି। ଆମେରିକାର ପିଟ୍ସବର୍ଗସ୍ଥିତ ପଏଣ୍ଟ ପାର୍କ ବିଶ୍ୱବିଦ୍ୟାଳୟ ପୁରୁଷ ବାସ୍କେଟବଲ ଦଳ ପାଇଁ ଖେଳିବାକୁ ସେ ଚୁକ୍ତି କରିଛନ୍ତି। ୨୦୨୦-୨୧ ସେସନ ପାଇଁ ସେ ବିଦେଶୀ ଖେଳାଳି…
ଖାଇ ସାରି ଥାଳି ଧୋଉଥିଲେ ହାଇଓ୍ବା ଚାଳକ, ପଛକୁ ବ୍ୟାକ୍ କରୁଥିବା ଡିଜେଲ୍ ଟ୍ୟାଙ୍କର ଚାପିଦେଲା
ଲଖନପୁର,୧।୫(ଡି.ଏନ୍.ଏ.)-ମହାନଦୀ କୋଲ୍ଫିଲ୍ଡ ଲିମିଟେଡ୍(ଏମ୍ସିଏଲ୍)ଲଖନପୁର ଖୋଲାମୁହଁ କୋଇଲାଖଣିରେ ଦୁର୍ଘଟଣା ଘଟିଛି। ଗୁରୁବାର ରାତି ୭ଟାରେ ଏକ ଡିଜେଲ୍ ଟ୍ୟାଙ୍କର ଚାପାରେ ଜଣେ ଠିକା ଶ୍ରମିକଙ୍କ ମୃତ୍ୟ ଘଟିଛି। ମୃତ ଠିକାଶ୍ରମିକ ଜଣଙ୍କ ହେଲେ ଉତ୍ତରପ୍ରଦେଶ ସ୍ବର୍ଣ୍ଣଭଦ୍ରା ଜିଲାର ମୋହନ(୩୮)। ସେ ଭିପିଆର୍ ନାମକ…
ଲକ୍ଡାଉନ ବଢ଼ିଲେ ଅଧିକାଂଶ ମୃତ୍ୟୁ ଭୋକରେ ହେବ: ନାରାୟଣମୂର୍ତ୍ତି
ନୂଆଦିଲ୍ଲୀ,୧।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍ଡାଉନ୍ ଜାରି ରହିଛି। ଏହାର ଅବଧି ମେ’ ୩କୁ ଶେଷ ହେବାକୁ ଥିବା ବେଳେ ଦେଶରେ ଲକ୍ଡାଉନକୁ ଆହୁରି ବୃଦ୍ଧି କରାଯିବାକୁ ନେଇ ଚର୍ଚ୍ଚା ଚାଲିଛି। ଏହି ଆଶଙ୍କା ମଧ୍ୟରେ ଦେଶର ପ୍ରତିଷ୍ଠିତ ଆଇଟି…
Archives


