ଆମେରିକା ଦୂତାବାସ ନିକଟରେ ୨ କ୍ଷେପଣାସ୍ତ୍ର ମାଡ଼
ବାଗଦାଦ୍,୨।୩: ଇରାକର ବାଗଦାଦ୍ଠାରେ ଥିବା ଆମେରିକା ଦୂତାବାସ ନିକଟସ୍ଥ ଗ୍ରୀନ୍ ଜୋନ୍ରେ ୨ଟି କ୍ଷେପଣାସ୍ତ୍ର ମାଡ଼ ହୋଇଛି। କ୍ଷେପଣାସ୍ତ୍ର ମାଡ଼ ହେବାପରେ ସମଗ୍ର ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଗତ ଅକ୍ଟୋବରଠାରୁ ଇତିମଧ୍ୟରେ ଇରାକ ଉପରେ ୨୦ଥର କ୍ଷେପଣାସ୍ତ୍ର ମାଡ଼…
ସୁସ୍ଥ ହାର୍ଟ ପାଇଁ..
ହୃତ୍ପିଣ୍ଡ(ହାର୍ଟ) ସୁସ୍ଥ ରହିଲେ ଆମେ ନୀରୋଗ ରହିବା। କିନ୍ତୁ କେତେକ କାରଣରୁ ହାର୍ଟ ପ୍ରଭାବିତ ହେବା ଦ୍ୱାରା ଆମେ ହୃଦ୍ଜନିତ ସମସ୍ୟାର ସମ୍ମୁଖୀନ ହୋଇଥାଉ। ତେଣୁ ହାର୍ଟକୁ କିପରି ସୁସ୍ଥ ରଖିବା ସେ ନେଇ ଆମେ ସଚେତନ ହେବା ନିହାତି ଦରକାର।…
କରୋନା ଭାଇରସ୍ ମୃତ୍ୟୁ ସଂଖ୍ୟା ୩ ହଜାର ଟପିଲା
ବେଜିଂ,୨।୩: ସାରା ବିଶ୍ୱରେ କରୋନା ଭାଇରସ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ଏବେ ଚାଇନାରେ ଏହା ୨,୯୧୨ରେ ପହଞ୍ଚିଛି ବୋଲି କୁହାଯାଉଛି। କରୋନା ଭାଇରସ ଯୋଗୁ ହୁବଇରେ ସବୁଠାରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ସୂଚନା ରହିଛି। ସେହିପରି ଇନାରରେ…
ପୋଷା କୁକୁରର ପଞ୍ଜିକରଣ ନ କଲେ ଦେବାକୁ ପଡ଼ିବ ଜରିମାନା !
ଗାଜିଆବାଦ,୨।୩: ପୋଷା କୁକୁର ପଞ୍ଜିକରଣ ନ କଲେ ଏଣିକି ମାଲିକଙ୍କୁ ଜରିମାନା ଦେବାକୁ ପଡ଼ିବ। ଉତ୍ତରପ୍ରଦେଶର ଗାଜିଆବାଦରେ ପୋଷା କୁକୁର ପଞ୍ଜିକରଣ ମଡ଼େଲ ସଫଳ ରହିଛି। ଏହାକୁ ଦୃଷ୍ଟିରେ ରଖି ମିରଠ, କାନପୁର ଓ ବାରାଣାସୀ ନଗର ନିଗମ ପକ୍ଷରୁ ଏହି…
ହ୍ରାସ ପାଉଛି ଆମ ଶରୀରର ସାଧାରଣ ତାପମାତ୍ରା
”ସାଧାରଣତଃ ଶିଶୁମାନଙ୍କ ଶରୀରର ହାରାହାରି ତାପମାତ୍ରା ଅଧିକ। ଅନ୍ୟପକ୍ଷରେ, ପୁରୁଷମାନଙ୍କର ନାରୀମାନଙ୍କ ତୁଳନାରେ କମ୍ । ପୁନଶ୍ଚ ଏହା କେତେକ ଜୀବରସ ବା ହରମୋନ୍ ପ୍ରତି ସମ୍ବେଦନଶୀଳ। ଉଦାହରଣସ୍ବରୂପ, ନାରୀମାନଙ୍କ ଋତୁଚକ୍ର କାଳରେ ଡିମ୍ବୋଦୟ ପରେ ଏଷ୍ଟ୍ରୋଜେନ୍ ହ୍ରାସ ଏବଂ ପ୍ରୋଜେଷ୍ଟେରୋନ୍…
୫୦୨ଜଣଙ୍କ ଉପରେ ୩.୭୫ ଲକ୍ଷ ଜରିମାନା କଲା ପୋଲିସ
ଭୁବନେଶ୍ୱର,୨।୩(ବ୍ୟୁରୋ): କମିଶନରେଟ ପୋଲିସ ପକ୍ଷରୁ ୫୦୨ଜଣ ବେପରୁଆ ଗାଡି ଚାଳକଙ୍କୁ ଚିହ୍ନଟ କରି ୩ଲକ୍ଷ ୭୫ହଜାର ଟଙ୍କାର ଜରିମାନା କରିଛି ଟ୍ରାଫିକ ପୋଲିସ। ରଙ୍ଗରୁଟରେ ଯାଉଥିବାରୁ ୨୩ ଗାଡି ଜବତ କରାଯାଇଛି, ବେଆଇନ ପାର୍କିଂ ପାଇଁ ୩୫ ଜଣଙ୍କୁ ଜରିମାନା, ସିସିଟିଭି…
ସମସ୍ୟା ବଢ଼ାଉଛି ଫେକ୍ କଲ୍: ୧୦୮ ଆମ୍ବୁଲାନ୍ସ ଡାକି ସମ୍ପର୍କୀୟଙ୍କ ଘରକୁ ଗଲେ ଯୁବକ
ଭୁବନେଶ୍ୱର,୨।୩(ବ୍ୟୁରୋ): ୧୦୮ ଆମ୍ବୁଲାନ୍ସ ପାଇଁ ଦିନକୁ ଦିନ ଫେକ୍ କଲ୍ ସମସ୍ୟା ସୃଷ୍ଟି କରୁଛି। ଅନେକ ସମୟରେ ଅସୁବିଧାର ବାହାନା କରି ଲୋକେ ଏହି ଜରୁରିକାଳୀନ ସେବାର ଅପବ୍ୟବହାର କରୁଥିବା ଦେଖିବାକୁ ମିଳିଛି। ନିକଟରେ ଦୁଇଜଣ ଯୁବକ ଏଭଳି ଆମ୍ବୁଲାନ୍ସକୁ ବ୍ୟବହାର…
ରାଜେଶଙ୍କ ମୃତ୍ୟୁ ଘଟଣାରେ ସାଙ୍ଗମାନଙ୍କ ସମ୍ପୃକ୍ତି ଅଭିଯୋଗ
ଭୁବନେଶ୍ୱର,୨।୩ (ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଶୈଳଶ୍ରୀବିହାର ଅଞ୍ଚଳରେ ଭଡ଼ାଘରେ ରହୁଥିବା କଟକ ଜିଲା ବାଙ୍କୀ ଅଞ୍ଚଳର ରାଜେଶ ପ୍ରଧାନଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ନୂଆମୋଡ଼ ଆସିଛି। ରାଜେଶଙ୍କ ମୃତ୍ୟୁ ଘଟଣାରେ କେତେଜଣ ସାଙ୍ଗଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକ।…
ରଙ୍ଗ୍ ସାଇଡ୍ରେ ପୋଲିସ ଭ୍ୟାନ୍: ଫଟୋ ଭାଇରାଲ
ଭୁବନେଶ୍ୱର,୨।୩(ବ୍ୟୁରୋ): ନୂଆ ମୋଟର ଯାନ ଆଇନକୁ ନେଇ ରବିବାର ରାଜଧାନୀରେ ଟ୍ରାଫିକ ଯାଞ୍ଚ ଚାଲିଥିବାବେଳେ କେତେଜଣ ନିୟମ ଉଲ୍ଲଂଘନକାରୀ ପୋଲିସ ଓ ଆର୍ଟିଓଙ୍କୁ ବିଭିନ୍ନ ପ୍ରକାର ପ୍ରଶ୍ନ ପଚାରି ଯୁକ୍ତି କରୁଥିଲେ। ଆଇନ ସମସ୍ତଙ୍କ ପାଇଁ ସମାନ ବୋଲି ପୋଲିସ ବାରମ୍ବାର…
୬ ମାସର ଶିଶୁକୁ ପିଟି ମାରିଦେଲେ ମାଆ
ଆଗ୍ରା,୨ା୩: ଉତ୍ତରପ୍ରଦେଶ ଆଲିଗଡ଼ ଜିଲା ଅଧୀନ ରାମପୁସ୍ ଗ୍ରାମରେ ନୂଆ ପୋଷାକ ଆଣିବାକୁ ସ୍ବାମୀ ମନା କରିବାରୁ ଉତ୍କ୍ଷିପ୍ତ ହୋଇ ପିଙ୍କି ଶର୍ମା ନାମ୍ନୀ ମହିଳା ତାଙ୍କ ୬ ମାସର ଶିଶୁକନ୍ୟାକୁ ପିଟି ହତ୍ୟା କରିଛନ୍ତି। ପୋଲିସ ପିଙ୍କିଙ୍କୁ ଗିରଫ କରିଛି।…
ମେଘାଳୟ ହିଂସା ମୃତ୍ୟୁସଂଖ୍ୟା ୩
ଶିଲଂ,୨ା୩(ପି.ଟି.): ମେଘାଳୟର ପୂର୍ବ ଖାସି ପାର୍ବତ୍ୟାଞ୍ଚଳ ଜିଲାରେ ଆଦିବାସୀ-ଅଣଆଦିବାସୀ ସଂଘର୍ଷଜନିତ ମୃତ୍ୟୁସଂଖ୍ୟା ରବିବାର ୩ରେ ପହଞ୍ଚତ୍ଛି। ଶନିବାର ଦୁଇଜଣଙ୍କ ମୃତ୍ୟୁ ଘଟିଥିବାବେଳେ ରବିବାର ସକାଳେ ୩ ଜଣ ଦୁର୍ବୃତ୍ତ ଜଣେ ଯୁବକଙ୍କୁ ହତ୍ୟା କରିଛନ୍ତି। ଏହି ଘଟଣାରେ କାହାକୁ ଗିରଫ କରାଯାଇନାହିଁ।…
ଦୁଇ ମାଲ୍ବାହୀ ଟ୍ରେନ୍ ଧକ୍କାରେ ୩ ମୃତ
ସିଙ୍ଗ୍ରାଉଲି,୨ା୩(ପି.ଟି.): ମଧ୍ୟପ୍ରଦେଶର ସିଙ୍ଗ୍ରାଉଲି ଜିଲାରେ ରବିବାର ଭୋର ସମୟରେ ଦୁଇଟି ମାଲ୍ବାହୀ ଟ୍ରେନ୍ ମଧ୍ୟରେ ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଆମ୍ଲୋରି ଖଣିରୁ କୋଇଲା ନେଇ ଉତ୍ତରପ୍ରଦେଶ ଯାଉଥିବା ଟ୍ରେନ୍ଟି ଘନହରି ଗ୍ରାମ ନିକଟରେ ଏକ ଖାଲି ଟ୍ରେନ୍କୁ…
Archives


