ଧାନ ଅମଳରେ ପଞ୍ଜୀକୃତ ଶ୍ରମିକଙ୍କୁ ନିୟୋଜନ ଦାବିକଲା ଚାଷୀ ସଂଗଠନ
ବରଗଡ଼ ଅଫିସ୍,୧।୫: ବରଗଡ଼ ଜିଲାରେ ଧାନ ଅମଳ କାର୍ଯ୍ୟ ଆରମ୍ଭ ହୋଇ ଯାଇଛି । ମାତ୍ର ଲକ୍ ଡାଉନ୍ ଯୋଗୁ ଧାନ ଅମଳରେ କୃଷି ଶ୍ରମିକଙ୍କ ଅଭାବ ପରିଲକ୍ଷିତ ହୋଇଛି । ଏଥିପାଇଁ ଚାଷୀ ଧାନ ଅମଳ କରି ନ ପାରି…
ଧରିତ୍ରୀ ପ୍ରଭାବ: ଚିକିତ୍ସା ପାଇଁ ସହାୟତା ରାଶି ପଠାଇଲେ ପ୍ରବାସୀ ଭାରତୀୟ
ବରଗଡ଼ ଅଫିସ୍,୧।୫- ନିଆଁରେ ପୋଡ଼ି ହୋଇ ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ସୁଶୀଲ ଖମାରୀଙ୍କ ଶିଶୁକନ୍ୟା ରୁନି(୧୦) ଗୁରୁତର ଆହତ ହୋଇଛନ୍ତି । ସେ ବର୍ତ୍ତମାନ କଟକ ଏସ୍ସିବି ମେଡ଼ିକାଲ କଲେଜ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି ।…
ଚିନ୍ତା ବଢ଼ାଇଲେଣି ପଶ୍ଚିମବଙ୍ଗ ଫେରନ୍ତା: ଯାଜପୁରରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୮କୁ ବୃଦ୍ଧି
ଭୁବନେଶ୍ୱର,୧।୫(ବ୍ୟୁରୋ): ଯାଜପୁର ଜିଲାରେ ପୁଣି ଜଣେ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୯ରେ ପହଞ୍ଚିଛି। ସେହିଭଳି ରାଜ୍ୟରେ ପଜିଟିଭ୍ଙ୍କ ସଂଖ୍ୟା ୧୪୮କୁୁ ବୃଦ୍ଧି ପାଇଛି। ଆକ୍ରାନ୍ତଜଣଙ୍କ ୩୦ ବର୍ଷର ଯୁବକ। ସେ ବେହରାପାଟଣା ଅଞ୍ଚଳର…
ସରକାରୀ ନିର୍ଦ୍ଦେଶକୁ ଫୁ’: ଶ୍ରମିକଙ୍କ ବଦଳରେ ଜେସିବିରେ ଚାଲିଛି ପୋଖରୀ ଖୋଳା
ଓଡ଼ଗାଁ, ୧।୫(ସ୍ବ. ପ୍ର. ): ନୟାଗଡ଼ ଜିଲା ଓଡ଼ଗାଁରେ ଶ୍ରମିକ ଦିବସ ଅର୍ଥାତ୍ ମେ’ ୧ରେ ଶ୍ରମିକଙ୍କ ବଦଳରେ ଜେସିବି ଦ୍ୱାରା ପୋଖରୀ ଖୋଳା ଚାଲିଥିବା ଦେଖିବାକୁ ମିଳୁଛି। କରୋନା ମୁକାବିଲା ପାଇଁ ଲୋକଙ୍କୁ ରୋଜଗାରକ୍ଷମ କରିବାକୁ ଶ୍ରମଦିବସ ସୃଷ୍ଟି କରିବାକୁ…
କୋଭିଡ-୧୯: ଫିଫା ବିଶ୍ୱକପ୍ ଆମ୍ବାସାଡର ସଂକ୍ରମିତ
ଦୋହା,୧।୫(ଏଏଫ୍ପି): କାତାରରେ ଆୟୋଜନ ହେବାକୁଥିବା ୨୦୨୨ ଫିଫା ବିଶ୍ୱକପ୍ର ଜଣେ ଆମ୍ବାସାଡର କରୋନ ଭାଇରସ୍ ପଜିଟିଭ୍ ବୋଲି ଜଣାପଡିଛି। ବିଶ୍ୱକପ୍ର ଅନ୍ୟତମ ଆମ୍ବାସାଡର ତଥା ପୂର୍ବତନ କାତାର ମିଡ୍ପିଲ୍ଡର ୫୪ ବର୍ଷୀୟ ଆଡେଲ ଖାମିସ୍ ଦୁର୍ଭାଗ୍ୟବଶତଃ କୋଭିଡ-୧୯ ଟେଷ୍ଟରେ ପଜିଟିଭ ବୋଲି…
ରେଡ୍ ଜୋନରେ ସାମିଲ ଦେଶର ୧୩୦ ଜିଲା: ତାଲିକା ଜାରି କଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୧।୫: କରୋନା ଭାଇରସ୍ ସଂକ୍ରମଣକୁ ରୋକିବାକୁ ଦେଶରେ ଲକ୍ଡାଉନ ଜାରି ରହିଛି। ଦ୍ୱିତୀୟ ପର୍ଯ୍ୟାୟର ଲକ୍ଡାଉନ ଅବଧି ମେ’ ୩କୁ ଶେଷ ହେବାକୁ ଯାଉଛି। ଇତିମଧ୍ୟରେ ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ବିଭିନ୍ନ ଜୋନର ତାଲିକା ପ୍ରକାଶ କରିଛି। ସମ୍ପୃକ୍ତ ଅଞ୍ଚଳର…
ଆଇନ ଉଲ୍ଲଂଘନ କରି ଦୁଇ ଜୁଏଲାରୀ ଦୋକାନ ସିଲ୍: ଦେଲେ ୧୦ ହଜାର ଲେଖାଏ ଫାଇନ
କଣ୍ଟାବାଞ୍ଜି, ୧।୫(ଡି.ଏନ୍.ଏ.): କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ସରକାର ମେ’ ୩ ତାରିଖ ଯାଏ ଲକ୍ଡାଉନ ଜାରି ରଖିଛନ୍ତି। ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ପୌରାଞ୍ଚଳରେ କେତେକ ନିର୍ଦ୍ଧିଷ୍ଟ ଦୋକାନ ଖୋଲିବାର ଆଦେଶ ରହିଛି। ମାତ୍ର ସହରର କେତେକ ଜୁଏଲାରୀ ଦୋକାନ…
ଟେଲରଙ୍କୁ ନ୍ୟୁଜିଲାଣ୍ଡ କ୍ରିକେଟର ଅଫ୍ ଦି ଇୟର ପୁରସ୍କାର
ଓ୍ବେଲିଂଟନ,୧।୫(ପି.ଟି.): ଅଭିଜ୍ଞ ବ୍ୟାଟ୍ସମ୍ୟାନ ରସ୍ ଟେଲର ସମ୍ମାନଜନକ ନ୍ୟୁଜିଲାଣ୍ଡ କ୍ରିକେଟର ଅଫ୍ ଦି ଇୟର ପୁରସ୍କାର ହାସଲ କରିଛନ୍ତି। ତାଙ୍କୁ ଏହି କ୍ରମରେ ସାର୍ ରିଚାର୍ଡ ହାର୍ଡଲି ମେଡାଲ ପ୍ରଦାନ କରାଯାଇଛି। ସବୁ ୩ଟି ଯାକ ଫର୍ମାଟରେ ଉନ୍ନତ ପ୍ରଦର୍ଶନ କରି…
ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍: ଶୀର୍ଷ ସ୍ଥାନ ହରାଇଲା ଭାରତ
ଦୁବାଇ,୧।୫(ପି.ଟି.): ସଦ୍ୟପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍ରେ ଭାରତ ତା’ର ଶୀର୍ଷ ସ୍ଥାନ ହରାଇଛି। ଶୁକ୍ରବାର ପ୍ରକାଶିତ ର଼୍ୟାଙ୍କିଙ୍ଗ୍ରେ ଭାରତ ତୃତୀୟ ସ୍ଥାନକୁ ଖସିଛି। ଭାରତକୁ ହଟାଇ ଅଷ୍ଟ୍ରେଲିଆ ୧ ନମ୍ବର ସ୍ଥାନ ଅଧିକାର କରିଛି। ୨୦୧୬ ଅକ୍ଟୋବର…
CORONAVIRUS UPDATE: ଯାଜପୁରରେ ପୁଣି ୨ ପଜିଟିଭ୍ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୭
ଭୁବନେଶ୍ୱର,୧।୫(ବ୍ୟୁରୋ): ଯାଜପୁର ଜିଲାରୁ ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରକାଶ ଯେ, ପୂର୍ବରୁ ରାଜ୍ୟର ୩ ନୂଆ ପଜିଟିଭ୍ ବିଷୟରେ ସୂଚନା ଦିଆଯାଇଥିଲା। ସେମାନଙ୍କ…
ବଲାଙ୍ଗୀର ଛୁଇଁଲା କରୋନା: ଲେଖାରିଆ ଗ୍ରାମରୁ ୨ ଆକ୍ରାନ୍ତ ଚିହ୍ନଟ, ତାମିଲନାଡ଼ୁରୁ ଫେରିଥିଲେ
ଭୁବନେଶ୍ୱର,୧।୫(ବ୍ୟୁରୋ): ବଲାଙ୍ଗୀର ଛୁଇଁଲା କରୋନା। ଶୁକ୍ରବାର ପ୍ରଥମ ଥର ପାଇଁ ଜିଲାରେ ୨ କରୋନା ପଜିଟିଭ୍ ବ୍ୟକ୍ତି ଚିହ୍ନଟ ହୋଇଛି। ଏହାକୁ ମିଶାଇଲେ ଏବେ ରାଜ୍ୟରେ ୧୫ଟି ଜିଲା କରୋନା ସଂକ୍ରମିତ ଜିଲା ତାଲିକାକୁ ଆସିଛି। ପୂର୍ବରୁ ଖୋର୍ଦ୍ଧା, ଯାଜପୁର, ବାଲେଶ୍ୱର,…
CORONAVIRUS UPDATE: ଆଉ ଦୁଇ ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୧୪୫
ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ସକାଳେ ବାଲେଶ୍ୱରରୁ ଜଣେ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ମଧ୍ୟାହ୍ନରେ ଆଉ ଦୁଇଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଉଭୟ ବଲାଙ୍ଗୀର ଜିଲା ଲେଖାରିଆ ଗ୍ରାମର ବୋଲି ରାଜ୍ୟ ସୂଚନା ଓ…
Archives


