Home

ରଣବୀରଙ୍କୁ କପି କଲେ ହ୍ରିତିକ୍‌: ଦୁବାଇରେ ଗାମୁଛା ପିନ୍ଧି ବୁଲିଲେ

ବଲିଉଡ୍‌ ଅଭିନେତା ରଣବୀର ସିଂହ ନିଜ ଡ୍ରେସିଂ ଷ୍ଟାଇଲ୍‌ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ନିଜ ପୋଷାକ ପାଇଁ ତାଙ୍କୁ ଅନେକ ସମୟରେ ଟ୍ରୋଲ ମଧ୍ୟ ହେବାକୁ ପଡ଼ିଛି। ଏବେ ରଣବୀରଙ୍କୁ ହ୍ରିତିକ୍‌ ରୋଶନ କପି କରିଥିବା ଦେଖିବାକୁ ମିଳିଛି। ବର୍ତ୍ତମାନ…

କରୋନା ଭାଇରସ ଭୟରେ ବନ୍ଦ ହେଉଛି ସ୍କୁଲ

ନୂଆଦିଲ୍ଲୀ,୩।୩: ରାଜଧାନୀ ଦିଲ୍ଲୀ ନଏଡାର ସେକ୍ଟର ୧୩୫ରେ ଥିବା ଜଣେ ୬ଷ୍ଠ ଶ୍ରେଶୀ ପିଲାଙ୍କ ପରିବାରରେ ଜଣେ ବ୍ୟକ୍ତି କରୋନା ଭାଇରସରେ ସଂକ୍ରମିତ ଥିବା ଜଣାପଡିବା ପରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଉକ୍ତ ସ୍କୁଲକୁ ମଙ୍ଗଳବାର ବନ୍ଦ କରି ଦିଆଯାଇଥିବା…

ସୋସିଆଲ ମିଡିଆ ନୁହେଁ କରୋନା ଭାଇରସଠାରୁ ଦୂରେଇ ରହିବା କଥା ଚିନ୍ତା କରନ୍ତୁ ମୋଦି: ରାହୁଲ

ନୂଆଦିଲ୍ଲୀ,୩।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବେ କରୋନା ଭାଇରସକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଏବେ ମୋଦି ସୋସିଆଲ ମିଡିଆରୁ ଦୂରେଇ ଯିବା ଖବର ଦେଇ ସମୟ ନଷ୍ଟ କରିବା ଅପେକ୍ଷା କରୋନା ଭାଇରସଠାରୁ…

ଓଭରଟେକ୍‌ କରିବା ବେଳେ ଓଲଟିଲା ‘ଅଭିରାଜ’ ବସ୍‌: ହେଲ୍‌ପର ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ

କୁଆଁରମୁଣ୍ଡା,୩।୩(ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ୧୪୩ ନଂ ଜାତୀୟ ରାଜପଥର ଲାସେ ଗଡାଣି ନିକଟରେ ମଙ୍ଗଳବାର ଅପରାହ୍ନ ୩ଟା ୩୫ ରେ ‘ଅଭିରାଜ’ ନାମକ ଏକ ଘରୋଇ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ବସ୍‌ ହେଲ୍‌ପରଙ୍କ…

କରୋନା ଚିନ୍ତା: ଭୁବନେଶ୍ୱର ବିମାନବନ୍ଦରରେ କଟକଣା ବଢ଼ିଲା, ବିଦେଶାଗତ ଯାତ୍ରୀଙ୍କ ସ୍ବାସ୍ଥ୍ୟପରୀକ୍ଷା ବାଧ୍ୟତାମୂଳକ

ଭୁବନେଶ୍ୱର,୩।୩(ବ୍ୟୁରୋ): ଦେଶରେ ଆଉ ତିନି ଜଣ କରୋନା ରୋଗୀ ଚିହ୍ନଟ ହେବା ପରେ ବିମାନବନ୍ଦରରେ ଯାଞ୍ଚ ବଢ଼ାଇବାକୁ ସ୍ବାସ୍ଥ୍ୟବିଭାଗ ପକ୍ଷରୁ ସାନି ଆଡଭାଇଜରି ଜାରି କରାଯାଇଛି। ଏହି କ୍ରମରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ କଟକଣା ବଢ଼ଛି। ବିଦେଶରୁ ଆସୁଥିବା…

ପାରାଦୀପରେ କରୋନା ସନ୍ଦିଗ୍ଧ: ସିଙ୍ଗାପୁରରୁ ଆସିଥିବା ଜାହାଜର ୨ଜଣଙ୍କୁ ଏସ୍‌ସିବି ପଠାଗଲା

ପାରାଦୀପ,୩।୩(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ମଙ୍ଗଳବାର ଲାଗିଥିବା ଏକ ଜାହାଜରେ ଦୁଇ କରୋନା ସନ୍ଦିଗ୍ଧଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କୁ ପ୍ରାଥମିକ ଯାଞ୍ଚ କରାଯାଇ ଏସ୍‌ସିବି ମେଡିକାଲ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ପୂର୍ବାହ୍ନ ୧୧ଟାରେ ସିଙ୍ଗାପୁରରୁ ଆସିଥିବା ଉକ୍ତ ଜାହାଜଟି ପାରାଦୀପ ବନ୍ଦରରେ…

ଦିଲ୍ଲୀ ଦଙ୍ଗା ନେଇ ବିବାଦୀୟ ମନ୍ତବ୍ୟ: ଇରାନ ରାଷ୍ଟ୍ରଦୂତଙ୍କୁ ସମନ ଜାରି

ନୂଆଦିଲ୍ଲୀ,୩।୩: ଦିଲ୍ଲୀ ଦଙ୍ଗା ନେଇ ଇରାନ ବହିର୍ବ୍ୟାପାର ମନ୍ତ୍ରୀ ଜାଭେଦ୍‌ ଜାରିଫ୍‌ ଟୁଇଟ୍‌ କରି ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଏହାକୁ ନେଇ ଭାରତ ପକ୍ଷରୁ ଦିଲ୍ଲୀରେ ଅବସ୍ଥାପିତ ଥିବା ଇରାନ ରାଷ୍ଟ୍ରଦୂତ ଅଲୀ ଚେଗେନିଙ୍କୁ ମଙ୍ଗଳବାର ସମନ ଜାରି କରାଯାଇଛି। ଭାରତର…

ଦିଲ୍ଲୀ ଦଙ୍ଗା ଉପରେ ଆଲୋଚନା ହୋଲି ପରେ: ବାଚସ୍ପତି

ନୂଆଦିଲ୍ଲୀ,୩।୩: ଦିଲ୍ଲୀ ଦଙ୍ଗା ଉପରେ ସରକାର ଆଲୋଚନା କରନ୍ତୁ ବୋଲି ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଦାବି କରାଯାଉଛି। ଏନେଇ ଲୋକ ସଭା ବାଚସ୍ପତି ଓମ୍‌ ବିରଳା କହିଛନ୍ତି ଯେ, ସରକାର ବିରୋଧୀଙ୍କ ସହିତ ଆଲୋଚନା ପାଇଁ ପ୍ରସ୍ତୁତ। ତେବେ ଏହା ମାର୍ଚ୍ଚ…

ଫଡ଼ନଭୀସଙ୍କ ପୁନର୍ବିଚାର ଆବେଦନ ସୁପ୍ରିମ୍‌କୋର୍ଟରେ ଖାରଜ

ନୂଆଦିଲ୍ଲୀ,୩।୩: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନଭୀସଙ୍କୁ ବଡ଼ ଝଟ୍‌କା ଲାଗିଛି। ସତ୍ୟପାଠରେ କିଛି ତଥ୍ୟ ଲୁଚାଇଥିବା ଅଭିଯୋଗରେ ତାଙ୍କ ଦ୍ୱାରା କରାଯାଇଥିବା ପୁନର୍ବିଚାର ଆବେଦନ ସୁପ୍ରିମ୍‌କୋର୍ଟରେ ମଙ୍ଗଳବାର ଖାରଜ ହୋଇଛି। ୨୦୧୪ ବିଧାନସଭା ନିର୍ବାଚନରେ ନାମାଙ୍କନ ସମୟରେ ଦାଖଲ ହୋଇଥିବା…

ଦିଲ୍ଲୀରେ ଅଛନ୍ତି କେତେ ଅନୁପ୍ରବେଶକାରୀ: ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁୁ ରିପୋର୍ଟ ମାଗିଲେ ପ୍ରବେଶ ବର୍ମା

ନୂଆଦିଲ୍ଲୀ,୩।୩: ଦିଲ୍ଲୀରେ କେତେ ସଂଖ୍ୟକ ଅନୁପ୍ରବେଶକାରୀ ଅଛନ୍ତି। ତାହାର ରିପୋର୍ଟ ଭାଜପା ଏମ୍‌ପି ପ୍ରବେଶ ବର୍ମା ଲୋକସଭାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁୁ ମାଗିଛନ୍ତି। ସେମାନେ କିଭଳି ଦିଲ୍ଲୀରେ ପ୍ରବେଶ କରିଛନ୍ତି ଏବଂ ଏହାର ରିପୋର୍ଟ ସରକାରଙ୍କ ପାଖରେ ଅଛି କି ନାହିଁ ସେ…

ସିଏଏ ବିରୋଧରେ ସୁପ୍ରିମ୍‌କୋର୍ଟ ପହଞ୍ଚିଲା ଜାତିସଂଘ

ନୂଆଦିଲ୍ଲୀ,୩।୩: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ଜାତିସଂଘ ମାନବାଧିକାର କମିଶନ ସୁପ୍ରିମ୍‌କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଏନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ସିଏଏ ସମ୍ପୂର୍ଣ୍ଣ ଭାବେ ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ। ଏଥିରେ କୌଣସି ବାହାର ସଂସ୍ଥାର ହସ୍ତକ୍ଷେପକୁ ସହ୍ୟ…

ଛାଡୁନି ସୋସିଆଲ୍‌ ମିଡ଼ିଆ, ମହିଳା ଦିବସରେ ମହିଳାଙ୍କୁ ସମର୍ପିତ ହେବ ଆକାଉଣ୍ଟ୍‌: ମୋଦି

ନୂଆଦିଲ୍ଲୀ,୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ୍‌ ମିଡ଼ିଆ ଛାଡୁଥିବା ନେଇ ସୋମବାର ରାତିରେ ଟୁଇଟ୍‌ କରି ସୂଚନା ଦେଇଥିଲେ। ଏହାକୁ ନେଇ ସୋସିଆଲ୍‌ ମିଡ଼ିଆ ୟୁଜରଙ୍କ ମଧ୍ୟରେ ନାନା ପ୍ରତିକ୍ରିୟା ପ୍ରକାଶ ପାଇବା ସହିତ ମୋଦିଙ୍କୁ ମନାଇବା ପାଇଁ କେତେକ ୟୁଜର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri