Home

ଲଘୁଚାପ: ଓଡ଼ିଶା ଉପରେ ପ୍ରଭାବ ନାହିଁ, କେତେକ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୧।୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବ। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅବପାତ ରୂପ ନେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଲଘୁଚାପ ଧୀରେ…

ଚାଇନା ଆଣୁଛି ଡିଜିଟାଲ କରେନ୍ସି : ୪ ସହରରେ ଲାଗୁ ହେବ ଇ-ଆର୍‌ଏମ୍‌ବି

ନୂଆଦିଲ୍ଲୀ,୧।୫: ଚାଇନା ଏହାର ସରକାରୀ ଡିଜିଟାଲ କରେନ୍ସି ଇ-ଆର୍‌ଏମ୍‌ବିକୁ ପରିକ୍ଷଣ ଭିତ୍ତିରେ ଲାଗୁ କରିବାକୁ ଯାଉଛି। ଆସନ୍ତା ସପ୍ତାହରେ ଚାଇନାର ୪ ପ୍ରମୁଖ ସହରରେ ଏହି କରେନ୍ସି ଲାଗୁ ହେବ ବୋଲି ସେଠାକାର ଏକ ଗଣମାଧ୍ୟମରେ ପ୍ରକାଶ ପାଇଛି। ଚାଇନା କେନ୍ଦ୍ରୀୟ…

୩୦ ବର୍ଷ ପରେ ପ୍ରଥମ ଥର: ସାହରନପୁରରୁ ଦିଶୁଛି ହିମାଳୟ

ମିରଟ,୧।୫: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଜାରି ଲକ୍‌ଡାଉନ୍‌ ଯୋଗୁ ଯାନବାହନ ଚଳାଚଳ ବନ୍ଦ ଥିବାରୁ ପ୍ରଦୂଷଣ ହ୍ରାସ ପାଇଛି। ଉତ୍ତରପ୍ରଦେଶର ସାହରନପୁରରେ ଏୟାର କ୍ୱାଲିଟି ଇଣ୍ଡେକ୍ସ (ଏକ୍ୟୁଆଇ) ୫୦ ତଳକୁ ଖସିଥିବାରୁ ସେଠାରୁ ଗଙ୍ଗୋତ୍ରିର ହିମ ଆଚ୍ଛାଦିତ ଗିରିଶୃଙ୍ଗ…

ଓଡ଼ିଶା ପାଇଁ ଆସିପାରେ ଗମ୍ଭୀର ସ୍ଥିତି: ଆଶଙ୍କା ପ୍ରକାଶ କରୁଛନ୍ତି ସ୍ବାସ୍ଥ୍ୟ ବିଶାରଦ

ଭୁବନେଶ୍ୱର,୧।୫(ବ୍ୟୁରୋ): ଓଡ଼ିଶାରେ କରୋନା ଭୂତାଣୁ ସଂକ୍ରମଣ ବଢ଼ୁଥିବାରୁ ଏହା ରାଜ୍ୟ ସରକାରଙ୍କ ମୁଣ୍ଡବ୍ୟଥାର କାରଣ ପାଲଟିବାରେ ଲାଗିଛି। ମାର୍ଚ୍ଚ ୩୧ ତାରିଖରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଥିଲା। କିନ୍ତୁ ମାସକ ପରେ ଏହା ୧୪୨ରେ ପହଞ୍ଚିଛି। ଅର୍ଥାତ ୧…

ରମଜାନ ମାସରେ ଖାଦ୍ୟ ବାଣ୍ଟୁଛନ୍ତି ୨୦ ମୁସ୍‌ଲିମ୍‌ ଯୁବକ

କଟକ ଅଫିସ,୩୦ା୪: ମୁସଲମାନ ସମ୍ପ୍ରଦାୟଙ୍କ ପାଇଁ ପବିତ୍ର ମାସ ରମ୍‌ଜାନ୍‌। ଏହି ମାସଟିକୁ ସେମାନେ ବର୍ଷ ତମାମ ଅପେକ୍ଷା କରିଥାନ୍ତି। ଦାନ ଓ ପୂଣ୍ୟ ମାସ ରମଜାନ। ନିଷ୍ଠାର ସହ ଉପବାସ ବ୍ରତ ପାଳନ କରି ଆଲ୍ଲାଙ୍କୁ ପ୍ରାର୍ଥନା କରାଯାଇଥାଏ। ସୂର୍ଯ୍ୟୋଦୟ…

ଗରିବଙ୍କୁ ରାଶନ ସାମଗ୍ରୀ ବାଣ୍ଟିଲେ ଅରିନ୍ଦମ

କଟକ ଅଫିସ,୩୦।୪: କରୋନାକୁ ନେଇ ଉପୁଜିଥିବା ସ୍ଥିତିକୁ ଦୃଷ୍ଟିରେ ରଖି ଗରିବ ଅସହାୟ ଲୋକଙ୍କୁ ସହାୟତାର ହାତ ବଢାଇଛନ୍ତି ଚଳଚ୍ଚିତ୍ର ଅଭିନେତା ତଥା ବିଜେଡି ନେତା ଅରିନ୍ଦମ ରାୟ। କଟକ ମହାନଗର ନିଗମ (ସିଏମ୍‌ସି) ଅନ୍ତର୍ଗତ ୧୯ ନଂ ୱାର୍ଡରେ ରହୁଥିବା…

ରନ୍ଧନ ଗ୍ୟାସ୍‌ ଗୋଦାମ୍‌ରେ ସିଲିଣ୍ଡର ଲିକ୍‌

ପଡ଼ିଆ,୩୦ା୪: ଗ୍ୟାସ୍‌ ସିଲିଣ୍ଡର୍‌ ଲିକ୍‌ ଯୋଗୁ ମାଲକାନଗିରି ଜିଲା ପଡ଼ିଆସ୍ଥିତ ଇଣ୍ଡେନ୍‌ ଗ୍ୟାସ୍‌ ବିତରଣ କେନ୍ଦ୍ରରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ଘଟଣାରୁ ପ୍ରକାଶ ଯେ, ପୂର୍ବାହ୍ନରେ ଗ୍ରାହକ ମାନଙ୍କୁ ଗ୍ୟାସ୍‌ ବଣ୍ଟନ କାର୍ଯ୍ୟ ଚାଲିଥିବା ସମୟରେ ହଠାତ୍‌ ଗୋଦାମ୍‌ରେ ଥିବା…

ପୁରୀ ସମୁଦ୍ରରେ ଡଲ୍‌ଫିନ

ପୁରୀ ଅଫିସ,୩୦ା୪:ପୁରୀ ସମୁଦ୍ରରେ ବୁଧବାର ପୂର୍ବାହ୍ନରେ କିଛି ଡଲ୍‌ଫିନ ଦେଖାଯାଇଛନ୍ତି। ହୋଟେଲ ଗୋଲ୍‌ଡେନ ଟ୍ରି ସମ୍ମୁଖ ସମୁଦ୍ରରେ ଉପକୂଳଠାରୁ ୧୦୦ ମିଟର ମଧ୍ୟରେ ଏହି ଡଲଫିନ ଯାଉଥିଲେ। ପୂର୍ବାହ୍ନ ପ୍ରାୟ ୧୧ଟାରେ ମଙ୍ଗଳା ମୁହାଣ ପଟୁ କିଛି ଡଲ୍‌ଫିନ ସଂସ୍କୃତ ବିଶ୍ୱବିଦ୍ୟାଳୟ…

ମାସ୍କ ନ ପିନ୍ଧି ତଣ୍ଡ ଗଣିଲେ ପୋଲିସ କର୍ମଚାରୀ

ବ୍ରହ୍ମଗିରି,୩୦ା୪(ଡି.ଏନ.ଏ): ଦେଶରେ କରୋନା ଭାଇରସ ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ଏହାକୁ ରୋକିବା ପାଇଁ କୌଣସି ରୋଗପ୍ରତିଷେଧକ ବାହାରି ନଥିବାରୁ କେବଳ ଲକଡାଉନ ଯୋଗୁ ନିୟନ୍ତ୍ରଣ ହୋଇପାରିବ ବୋଲି କୁହାଯାଇଛି। ଏଥିସହ ସାମାଜିକ ଦୂରତ୍ୱ ଓ ମାସ୍କ ବ୍ୟବହାର ବାଧ୍ୟତାମୂଳକ କରାଯାଇଥିବା…

୩୦ପେଟି ଦେଶୀ ମଦ ଜବତ, ୨ ଗିରଫ

ଗୋପ,୩୦ା୪(ଡି.ଏନ.ଏ): କରୋନା ରୋକିବା ପାଇଁ ଲକଡାଉନ ଜାରି ହୋଇଥିବାବେଳେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ହେଲେ ଗୋପ ଥାନା ଅଞ୍ଚଳରେ ଚୋରାରେ ମଦ ବିକ୍ରି ହେଉଥିବାର ବାରମ୍ବାର ଅଭିଯୋଗ ହୋଇଆସୁଛି। ଏ ନେଇ ବୁଧବାର ବିଳମ୍ବିତ ରାତିରେ ଗୋପ ପୋଲିସ…

ପୁରୀରେ ପହଁଚିଲା ନବମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୩୦ା୪: କରୋନା ପାଇଁ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଆଶଙ୍କା ଭିତରକୁ ଠେଲି ହୋଇଯାଇଛି। ଚଳିତବର୍ଷ ରଥଯାତ୍ରା ହେବ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗି ରହିଥିବାବେଳେ ଗୁରୁବାର ପୁରୀରେ ପହଞ୍ଚତ୍ଛି ନବମ ପର୍ଯ୍ୟାୟ ରଥକାଠ। ବୌଦ୍ଧ ବନଖଣ୍ଡରୁ ଏକ ଟ୍ରେଲର…

ଶୁକ୍ରବାରଠାରୁ ଖୋଲିବ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଶିଳ୍ପ: ଶ୍ରମିକ ପରିବହନ ନେଇ ଜିଲାପାଳ ଜାରି କରିବେ ଗାଇଡଲାଇନ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ଶୁକ୍ରବାରଠାରୁ ରାଜ୍ୟରେ ଥିବା ସମସ୍ତ ଅଣୁ, କ୍ଷୁଦ୍ର୍ର ଓ ମଧ୍ୟମ ଉଦ୍ୟୋଗ ଖୋଲିବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ଦୀର୍ଘ ଦେଢ଼ମାସ ହେବ ବନ୍ଦ ହୋଇ ରହିଥିବା ୩ ଲକ୍ଷ କ୍ଷୁଦ୍ର ଉଦ୍ୟୋଗ କାର୍ଯ୍ୟକ୍ଷମ ହେବ। ଗୁରୁବାର ଭିଡିଓକନ୍‌ଫରେନ୍ସିଂ ମାଧ୍ୟମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri