Home

ପାଟଣାରେ ମିଳୁନି ଧାନ ବିହନ

ପାଟଣା, ୨୭।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକରେ ବିହନ ଧାନର ଘୋର ଅଭାବ ପରିଲକ୍ଷିତ ହୋଇଛି। ଚାଷୀ ସମବାୟ ସମିତିକୁ ପ୍ରତିଦିନ ଦୌଡ଼ିଲେ ବି ଧାନ ବିହନ ନ ପାଇ ହତାଶ ହୋଇ ଫେରୁଛି। ଫଳରେ ଚାଷୀ କୁଳ ଅସନ୍ତାଷ ପ୍ରକାଶ କରିଛନ୍ତି।…

ସଙ୍ଗରୋଧ କେନ୍ଦ୍ରରେ ଭୀଷଣ ଅବ୍ୟବସ୍ଥା: ଭାଜପାର ଦାବିପତ୍ର

କଟକ ଅଫିସ,୨୭ା୫: କଟକ ଜିଲାରେ ଖୋଲାଯାଇଥିବା ସଙ୍ଗରୋଧ କେନ୍ଦ୍ରର ସ୍ଥିତି ସାଂଘାତିକ। ସେଠାରେ ନାନା ଅବ୍ୟବସ୍ଥା ଥିବା ଅଭିଯୋଗ କରି ଭାଜପା ପକ୍ଷରୁ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କୁ ବୁଧବାର ଦାବିପତ୍ର ଦିଆଯାଇଛି। ଦଳର ଅଭିଯୋଗ ହେଉଛି, ଜିଲାରେ ୬୧୨ଟି ଅସ୍ଥାୟୀ…

ବାଲି ଚାଲାଣବେଳେ ଚଢାଉ, ୫ ଗାଡ଼ି ଜବତ

ଚମ୍ପୁଆ,୨୭ା୫(ଡି.ଏନ.ଏ)- ଚମ୍ପୁଆ ରାଜସ୍ବ ବିଭାଗ ଅଧିନରେ ଥିବା ବିଭିନ୍ନ ବାଲି ଉତ୍ସ ଗୁଡିକର ବାରମ୍ବାର ବାଲି ଚୋରାଚାଲାଣ ହୋଇ ଆସୁଥିବା ବେଳେ ରାଜସ୍ବ ବିଭାଗକୁ ଚକମା ଦେଖାଇ ବାଲି ମାଫିଆ ମାନେ ଅନାୟାଶରେ ବାଲି ଚାଲାଣ କରିଆସୁଥିଲେ। ଏପରିକି ରାଜସ୍ବ ବିଭାଗର…

ଜୁଲାଇ ୨୪ ସୁଦ୍ଧା ସରିବ ସବୁ ପରୀକ୍ଷା

କଟକ ଅଫିସ,୨୭ା୫: ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ସମସ୍ତ ପରୀକ୍ଷା ଜୁଲାଇ ୨୪ ସୁଦ୍ଧା ସରିବ। ଜୁନ୍‌ ୧୭ ପରେ ବିଶ୍ୱବିଦ୍ୟାଳୟ ଖୋଲିଲେ ବାକି ଥିବା ସମସ୍ତ ପରୀକ୍ଷା ସାରିବା ପାଇଁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି। ଲକ୍‌ଡାଉନ୍‌ ପୂର୍ବରୁ କିଛି ବିଭାଗରେ ଇଣ୍ଟରନାଲ…

ପଦ୍ମେଶ୍ବର ଶୈବପୀଠରେ ଶୀତଳଷଷ୍ଠୀ ଉତ୍ସବ

କେନ୍ଦୁଝର,୨୭ା୫ (ସ୍ବ.ପ୍ର.)-କେନ୍ଦୁଝର ଜିଲାର ବିଭିନ୍ନ ଶୈବ ପୀଠରେ ଶୀତଳ ଷଷ୍ଠୀ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ଶିବଙ୍କ ପୂଜା ଆରାଧନା କରିବା ସହ ଶିବ ଓ ପାର୍ବତୀଙ୍କ ବିବାହ କରାଯାଇଛି। କରୋନା କଟକଣା ପାଇଁ ନିଆରା ଭାବରେ ଓ ସାମାଜିକ…

କୁଖ୍ୟାତ ଲୁଟେରା ସୟିଦ, ସଦାମ ଗିରଫ

କଟକ ଅଫିସ,୨୭ା୫: ସହରର ଦୁଇ କୁଖ୍ୟାତ ଲୁଟେରାଙ୍କୁ ବୁଧବାର ଗିରଫ କରିଛି ଲାଲବାଗ ଥାନା ପୋଲିସ। ଏହି ଦୁଇ ଜଣ ହେଲେ ଓଡ଼ିଆ ବଜାରର ସୟିଦ ଖାନ (୩୬) ଓ ଚାନ୍ଦିନୀଚୌକ ଅଞ୍ଚଳର ସୟିଦ ସଦାମ (୨୪)। ଇଦ୍‌ ଅବସରରେ ଅଳଙ୍କାର…

ଅମ୍ଫନ୍‌ରେ ୩୨୪ ହେକ୍ଟର ଜମି କ୍ଷତିଗ୍ରସ୍ତ : ରିପୋର୍ଟ ଦେଲା ପ୍ରଶାସନ

ଜଳେଶ୍ୱର,୨୭।୫(ସ୍ବ.ପ୍ର.)-ବାତ୍ୟା ଅମ୍ଫନ୍‌ ପ୍ରଭାବରେ ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ମୋଟ ଚାଷ ହୋଇଥିବା ୮ହଜାର ହେକ୍ଟର ଜମି ମଧ୍ୟରୁ ୩୨୪ ହେକ୍ଟର ଜମି କ୍ଷତିଗ୍ରସ୍ତ ହୋଇଛି ବୋଲି ପ୍ରଶାସନ ପକ୍ଷରୁ ରିପୋର୍ଟ ଦିଆଯାଇଛି ା ଏହି ଆକଳନ ତ୍ରୁଟିପୂର୍ଣ୍ଣ ବୋଲି ଜଳେଶ୍ୱର…

କିରଣ କୁମାରଙ୍କ ତୃତୀୟ କରୋନା ରିପୋର୍ଟ ନେଗେଟିଭ୍‌

ମୁମ୍ବାଇ,୨୭।୫: ଅଭିନେତା କିରଣ କୁମାର ମେ ୧୪ରେ କରୋନା ପଜିଟିଭ୍‌ ଭାବେ ଚିହ୍ନଟ ହୋଇଥିଲେ। ଏହାପରେ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ସୁରକ୍ଷା ଦୃଷ୍ଟିରୁ ତାଙ୍କ ପରିବାର ଲୋକଙ୍କୁ ମଧ୍ୟ ଯାଞ୍ଚ କରାଯାଇ ହୋମ୍‌ ଆଇସୋଲେଶନ୍‌ରେ ରଖାଯାଇଥିଲା। ତେବେ କିଛି ଦିନର…

ବିଭିନ୍ନ ସମସ୍ୟା ନେଇ ସିପିଆଇର ଗଣବିକ୍ଷୋଭ

ଏରସମା,୨୭ା୫(ସ୍ବ.ପ୍ର.): ଏରସମା ବ୍ଲକ ମୁଖ୍ୟାଳୟସ୍ଥିତ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ସିପିଆଇ ରାଜ୍ୟ ପରିଷଦ ଓ କୃଷକ ସଭାର ସର୍ବଭାରତୀୟ ପ୍ରତିବାଦ ଦିବସ ଅବସରରେ ବିଭିନ୍ନ ସମସ୍ୟାନେଇ ଗଣବିକ୍ଷୋଭ ଅନୁଷ୍ଠିତ ହୋଇଛି। ଏରସମା ସିପିଆଇ କାର୍ଯ୍ୟାଳୟରୁ ସାମାଜିକ ଦୂରତା ରକ୍ଷାକରି ଜିଲା…

ମେ ୩୧ ପରେ ବଢ଼ିପାରେ ଲକ୍‌ଡାଉନ ଅବଧି: ୧୧ଟି ସହର ଉପରେ ରହିବ ଫୋକସ୍‌

ନୂଆଦିଲ୍ଲୀ,୨୭।୫: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। କରୋନା ବ୍ୟାପିବାରୁ ରୋକିବା ପାଇଁ ଦେଶବ୍ୟାପି ଲକ୍‌ଡାଉନ ୪.୦ ଜାରି ରହିଛି। ହେଲେ ଏହାର ଅବଧି ମେ ୩୧କୁ ଶେଷ ହେବାକୁ ଯାଉଛି। କିନ୍ତୁ କରୋନା ସଙ୍କଟକୁ…

ବଢିବନି ବସ୍‌ ଭଡା: ଏସଟିଏ

ଭୁବନେଶ୍ୱର,୨୭।୫(ବ୍ୟୁରୋ)-ରାଜ୍ୟରେ ଆସନ୍ତା କାଲିଠାରୁ ଗଡିବ ଘରୋଇ ବସ। ବସ୍‌। ଏ ନେଇ ଘରୋଇ ବସ ମାଲିକ ସଂଘ ସାଧାରଣ ବୈଠକରେ ନିଷ୍ପତି ହୋଇଛି। ହେଲେ ବସ ଭଡା ବଢି ନାହିଁ ବୋଲି ବୁଧବାର ରାଜ୍ୟ ପରିବହନ କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି। ମାର୍ଚ୍ଚ…

ନକ୍ସା ବିବାଦ ମାମଲାରେ ପଛଘୁଞ୍ଚା ଦେଲା ନେପାଳ

କାଠମାଣ୍ଡୁ,୨୭।୫: ନେପାଳ ନିଜର ନୂଆ ମାନଚିତ୍ରରେ ଭାରତର କେତେକ ଅଞ୍ଚଳକୁ ସ୍ଥାନ ଦେଇଥିବାରୁ ନିକଟରେ ଦୁଇ ପଡ଼ୋଶୀ ଦେଶ ମଧ୍ୟରେ ତିକ୍ତତା ଦେଖାଦେଇଥିଲା। ହେଲେ ରାଜନୈତିକ ଓ କୂଟନୈତିକ ସମ୍ପର୍କ ମଧ୍ୟରେ ନେପାଳ ଏବେ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?