ସପ୍ତାହରେ ଥରେ ଖୋଲିବ ପରିବା ମାର୍କେଟ, ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ନିର୍ଦ୍ଦେଶନାମା ଜାରି
ସୁନ୍ଦରଗଡ଼,୩୦ା୪(ଡି.ଏନ୍.ଏ.) : ଜିଲାରେ କରୋନା କାୟା ବିସ୍ତାର କରି ଚାଲିଥିବା ବେଳେ ଲକ୍ଡାଉନ୍ କଟକଣାକୁ କଡ଼ାକଡ଼ି ପାଳନ ପାଇଁ ଜିଲାପାଳ ନିଖିଲ ପବନ କଲ୍ୟାଣ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି । କଣ୍ଟେନ୍ମେଣ୍ଟ ଘୋଷିତ ରାଉରକେଲା ମହାନଗର ନିଗମ ଓ ବିଶ୍ରା ଅଞ୍ଚଳ…
ଗୋଟିଏ ଏଫ୍-୩୫ ଯୁଦ୍ଧ ବିମାନ ବଦଳରେ କିଣାଯାଇ ପାରିବ ୩୨୪୪ ଆଇସିୟୁ ଶଯ୍ୟା: ଭାରତର ପ୍ରତିରକ୍ଷା ଖର୍ଚ୍ଚ ୫.୪ ଲକ୍ଷ କୋଟି
ଷ୍ଟକ୍ହୋମ୍,୩୦।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ବହୁ ଦେଶରେ ସଂକ୍ରମିତଙ୍କୁ ଉପଯୁକ୍ତ ଚିକିତ୍ସା ମିଳିବା ସମ୍ଭବ ହୋଇପାରୁ ନାହିଁ। ଫଳରେ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆବଶ୍ୟକ ଚିକିତ୍ସା ସେବା ତଥା ଆଇସିୟୁ ସୁବିଧା…
ପୋଲିସ କର୍ମଚାରୀଙ୍କୁ ଭଲମନ୍ଦ ପଚାରି ବୁଝିଲେ ଡିଜି
ସମ୍ବଲପୁର, ୩୦।୪ (ବ୍ୟୁରୋ)- ପୋଲିସ ମହାନିର୍ଦ୍ଦେଶକ ଅଭୟ ଗୁରୁବାର ସମ୍ବଲପୁର ଦିନିକିଆ ଗସ୍ତ କରିଛନ୍ତି। ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ଆସି ସମ୍ବଲପୁର ରିଜର୍ଭ ପଡିଆରେ ଓହ୍ଲାଇବା ପରେ ତାଙ୍କୁ ଏଠାରେ ଉତ୍ତରାଞ୍ଚଳ ପୋଲିସ ଡିଆଇଜି ହିମାଂଶୁ ଲାଲ, ଏସ୍ପି କନୱର ବିଶାଳ…
ବରଗଡ଼ରେ ଲକ୍ ଡାଉନ୍ ସ୍ଥିତି ପରଖିଲେ ପୋଲିସ ଡିଜି ଅଭୟ
ବରଗଡ଼,୩୦।୪: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜି) ଅଭୟ ଗୁରୁବାର ବରଗଡ଼ ଜିଲା ଗସ୍ତରେ ଆସିଛନ୍ତି । ଦିନ ପ୍ରାୟ ଗୋଟାଏରେ ସେ ହେଲିକପ୍ଟର ଯୋଗେ ଆସି ସ୍ଥାନୀୟ ରିଜର୍ଭ ପୋଲିସ ପଡ଼ିଆରେ ଓହ୍ଲାଇଥିଲେ । ତାଙ୍କ ସହିତ ଅତିରିକ୍ତ ପୋଲିସ ଡିଜି ସୌମେନ୍ଦ୍ର…
କରୋନା ଯୋଗୁ ରୋଜଗାର ହରାଇବେ ୧୬୦ କୋଟି: ଆଇଏଲ୍ଓ
ଜେନେଭା,୩୦।୪: କରୋନା ସଂକ୍ରମଣର ପ୍ରଭାବ ଯୋଗୁ ପୃଥିବୀର ଅର୍ଥ ବ୍ୟବସ୍ଥା ସଙ୍କଟରେ ପଡ଼ିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ବହୁ ଦେଶରେ ଲକ୍ଡାଉନ୍ ଜାରି ରହିଛି। ଏହାଦ୍ୱାରା ଆଗାମୀ ଦିନରେ ଅଣସଂଗଠିତ କ୍ଷେତ୍ରରେ କାର୍ଯ୍ୟକରୁ ଥିବା ୨୦୦ କୋଟି ଲୋକଙ୍କ ମଧ୍ୟରୁ…
ଆତଙ୍କବାଦୀ ଆକ୍ରମଣଠାରୁ ଅଧିକ ଭୟଙ୍କର କରୋନା ସଂକ୍ରମଣ: ଡବ୍ଲ୍ୟୁଏଚ୍ଓ
ଓ୍ବାଶିଂଟନ,୩୦।୪: ପୃଥିବୀରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ବର୍ତ୍ତମାନ ସୁଦ୍ଧା ପୃଥିବୀରେ ୩୨ ଲକ୍ଷ ୧୯ ହଜାର ୪୨୪ ଜଣ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ସେହିପରି ମୃତକଙ୍କ ସଂଖ୍ୟା ୨ ଲକ୍ଷ ୨୮ ହଜାର ୧୯୭ ଛୁଇଁଛି।…
ବି.ଡକେବାଡ଼ିରେ ଜ୍ୱର, ଝାଡ଼ା ଘଟଣା: ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ଦାବି କଲେ ଗ୍ରାମବାସୀ
ଦାରିଙ୍ଗବାଡ଼ି,୩୦ା୪(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ବି.ଡକେବାଡ଼ି ଗ୍ରାମରେ ୧୦ ଦିନ ହେବ ୨୦ରୁ ଊର୍ଦ୍ଧ୍ୱ ଜଣଙ୍କୁ ଜ୍ୱର ହେବା ସହ ପତଳା ଝାଡ଼ା ଲାଗି ରହିଛି। ଡାକ୍ତରୀ ଦଳ ଚିକିତ୍ସା ପାଇଁ ଯାଇଥିଲେ ମଧ୍ୟ ସମସ୍ତ ରୋଗୀଙ୍କ ଘରେ ପହଞ୍ଚି…
ରିଷି କହୁଥିଲେ ନିଚ୍ଛକ କଥା: ପିତା ରାଜକପୁରଙ୍କ ବିବାହ ପରର ସମ୍ପର୍କରେ ନିଜ ପୁସ୍ତକରେ କରିଥିଲେ ଉଲ୍ଲେଖ
ମୁମ୍ବାଇ,୩୦।୪: ବଲିଉଡ୍ର ରୋମାଣ୍ଟିକ୍ ଅଭିନେତା ରିଷି କପୁର ସବୁବେଳେ ନିଚ୍ଛକ କଥା ହିଁ କହୁଥିଲେ। ଏଥିପ୍ରତି ତାଙ୍କର ଭୟ ବି ନ ଥିଲା। ଯାହା ସତ ତାହା ହିଁ ସବୁବେଳେ ତାଙ୍କ ପାଇଁ ଥିଲା ସତ୍ୟ। ବେଳେବେଳେ ଅଧା ରାତିରେ ସେ…
ପିଲା ବେଳର ଫଟୋ ଶେୟାର କରି ରିଷିଙ୍କୁ ମନେପକାଇଲେ ସୁର ସାମ୍ରାଜ୍ଞୀ
ମୁମ୍ବାଇ: ଫିଲ୍ମ ଇଣ୍ଡଷ୍ଟ୍ରିକୁ ଲଗାତର ଦ୍ୱିତୀୟ ଦିନରେ ଏକ ବଡ଼ ଝଟ୍କା ଲାଗିଛି। ବୁଧବାର ଅଭିନେତା ଇର୍ଫାନ ଖାଁଙ୍କ ବିୟୋଗର ଦୁଃଖ ମନରୁ ଲିଭି ନ ଥିବା ବେଳେ ଗୁରୁବାର ବର୍ଷୀୟାନ ଅଭିନେତା ରିଷି କପୁର ସମସ୍ତଙ୍କଠାରୁ ବିଦାୟ ନେଇଛନ୍ତି। ଗୁରୁବାର…
୩୧ ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି ଝାରସୁଗୁଡ଼ା କରୋନା ଆକ୍ରାନ୍ତ
ଝାରସୁଗୁଡ଼ା ଅଫିସ,୩୦ା୪: ଝାରସୁଗୁଡ଼ା ଜିଲାରେ ବୁଧବାର ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେ ଝାରସୁଗୁଡ଼ା ଜିଲାର ହୋଇଥିବା ବେଳେ ପଶ୍ଚିମବଙ୍ଗ ରାଜ୍ୟ ପୁରୁଲିଆ ଜିଲାରେ ରହୁଛନ୍ତି। ଗତ ୨୩ ତାରିଖ ସନ୍ଧ୍ୟାରେ ସେ ଝାରସୁଗୁଡ଼ାକୁ ଆସିଥିବା ବେଳେ ସେ ୩୧…
ଖୁସି ଖବର: ରେମ୍ଡିସିଭିର୍ ଔଷଧ କରୋନା ଭୂତାଣୁକୁ ରୋକିବାରେ ସଫଳ
ଓ୍ବାଶିଂଟନ,୩୦।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆମେରିକାରେ ଇବୋଲା ସଂକ୍ରମଣ ରୋକିବା ପାଇଁ ବ୍ୟବହାର କରାଯାଇଥିବା ରେମ୍ଡିସିଭିର୍ ଔଷଧର ପ୍ରୟୋଗ ବେଶ୍ ସଫଳ ରହିଥିବା କୁହାଯାଉଛି। କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଏହି ଔଷଧ ଆଶ୍ଚର୍ଯ୍ୟଜନକ ଭାବେ…
ବ୍ରଜରାଜନଗରର ବିଭିନ୍ନ ଅଞ୍ଚଳକୁ କଣ୍ଟେନ୍ମେଣ୍ଟ୍ ଜୋନ୍ ଘୋଷଣା କଲା ପ୍ରଶାସନ
ଝାରସୁଗୁଡ଼ା ଅଫିସ,୩୦ା୪: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ମ୍ୟୁନିସିପାଲିଟିର ବୁଢ଼ିଜାମ ଅଞ୍ଚଳରେ ବୁଧବାର ଜଣେ ଯୁବତୀଙ୍କ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲା। ଏହା ପରେ ଜିଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ସ୍ବରୁପ ବୁଧବାର ରାତିରେ ବ୍ରଜରାଜଥନଗରର ବିଭିନ୍ନ ଅଞ୍ଚଳକୁ କଣ୍ଟେନମେଣ୍ଟ୍ ଓ ବଫର…
Archives


