Home

କରୋନା ପରର ପୃଥିବୀ: ଭିଡ଼ରୁ ଦୂରେଇ ରହିବେ ୪୬ ପ୍ରତିଶତ, ୪୪.୯ ପ୍ରତିଶତ ପିନ୍ଧିବେ ମାସ୍କ୍‌

ଓ୍ବାଶିଂଟନ,୩୦।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏହାକୁ ରୋକିବା ପାଇଁ ବହୁରାଷ୍ଟ୍ରର ବୈଜ୍ଞାନିକ ନାନା ପ୍ରକାର ଗବେଷଣା ଜାରି ରଖିଛନ୍ତି। ଏପରିସ୍ଥଳେ ଗ୍ଲୋବାଲ ଡାଟା ଏଜେନ୍ସି ଷ୍ଟେରିଷ୍ଟା ପକ୍ଷରୁ ପ୍ରକାଶିତ ଏକ ସର୍ଭେ ରିପୋର୍ଟରେ ଦର୍ଶାଯାଇଛି ଯେ,…

କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କ ସ୍ବାବ ପରୀକ୍ଷା

ଭଦ୍ରକ ଅଫିସ,୩୦।୪: ଭଦ୍ରକ ସହରରେ କାର୍ଯ୍ୟରତ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧିଙ୍କ ଗୁରୁବାର ସ୍ବାବ ସଂଗ୍ରହ କରାଯାଇଛି। ସହରର ବିଜୁ କଲ୍ୟାଣ ମଣ୍ଡପ ପରିସରରେ ଏହି ସ୍ବାବ ସଂଗ୍ରହ କରାଯାଇଛି। ଏମାନେ ବିଭିନ୍ନ କଣ୍ଟେନମେଣ୍ଟ ଅଞ୍ଚଳରେ ଖବର ସଂଗ୍ରହ ପାଇଁ ନିୟୋଜିତ ଥିବାରୁ…

୧୦ ମତ୍ସ୍ୟଜୀବୀଙ୍କ ସ୍ବାବ୍‌ ପରୀକ୍ଷା

ଛତ୍ରପୁର,୩୦ା୪(ଡି.ଏନ୍‌.ଏ.) : ଚେନ୍ନାଇରୁ ୩୩ ଜଣ ମତ୍ସ୍ୟଜୀବୀ ସମୁଦ୍ର ପଥରେ ଏକ ବୋଟ୍‌ ଯୋଗେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ନିକଟ ଫିସେରୀ ଜେଟିଠାରେ ସୋମବାର ରାତିରେ ପହଞ୍ଚିଥିଲେ। ସମସ୍ତଙ୍କୁ ଆର୍ଯ୍ୟପଲ୍ଲୀ ହାଇସ୍କୁଲରେ ଖୋଲାଯାଇଥିବା ଆଇସୋଲଶନ ସେଣ୍ଟରକୁ ନିଆଯାଇଥିଲା। ଏଠାରେ…

୧୪୪୬୪ ଫେରନ୍ତାଙ୍କ ପାଇଁ ୧୧୫ ସଙ୍ଗରୋଧ କେନ୍ଦ୍ର ପ୍ରସ୍ତୁତ

ବୁଗୁଡ଼ା, ୩୦।୪(ଡି.ଏନ୍‌.ଏ): ବର୍ତ୍ତମାନ ସାରା ଦେଶ ଓ ରାଜ୍ୟରେ କରୋନା ମହାମାରୀରୁ ଉଦ୍ଧାର ନିମନ୍ତେ ମାସେରୁ ଊର୍ଦ୍ଧ୍ୱ ହେବ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ ଘୋଷଣା କରାଯାଇଛି। ଓଡିଶା ରାଜ୍ୟର ଶ୍ରମିକମାନେ ବାହାର ରାଜ୍ୟରେ ବିଭିନ୍ନ କମ୍ପାନୀରେ କାମକରି…

ଅଲଟ୍ରାଭାୟୋଲେଟ୍‌ ଲାଇଟ୍‌ରେ ନଷ୍ଟ ହେବ କରୋନା ଭୂତାଣୁ

ନ୍ୟୁୟର୍କ,୩୦।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଅଚଳାବସ୍ଥା ଦେଖାଦେଇଛି। କରୋନା ଭୂତାଣୁକୁ ରୋକିବା ପାଇଁ ବହୁ ଗବେଷଣା ମଧ୍ୟ ଜାରି ରହିଛି। ବାୟୁ ମଣ୍ଡଳରେ ଏହି ଭୂତାଣୁର ଉପସ୍ଥିତି ଯଦି ବଢ଼େ ତେବେ ସଂକ୍ରମଣକୁ ରୋକିବା ଅସମ୍ଭବ ହୋଇ ପଡ଼ିବ…

ଦେଶରେ କରୋନା ନେଲା ୧,୦୭୪ ମୁଣ୍ଡ

ନୂଆଦିଲ୍ଲୀ,୩୦।୪: କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗୁରୁବାର ସକାଳ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩,୦୫୦ରେ ପହଞ୍ଚିଛି। ଏବେ ସୁଦ୍ଧା କରୋନାରେ ୧,୦୭୪ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଗତ ୨୪ ଘଣ୍ଟା ମଧ୍ୟରେ…

ଝାରସୁଗୁଡ଼ାକୁ ଫେରିବେ ୫, ୪୦୯ ପ୍ରବାସୀ: ଅନ୍‌ଲାଇନ୍ ରେଜିଷ୍ଟ୍ରେଶନ କଲେଣି ୫,୧୨୩

ଝାରସୁଗୁଡ଼ା ଅଫିସ,୩୦ା୪: ଝାରସୁଗୁଡ଼ା ଜିଲାକୁ ଲକ୍‌ଡାଉନ୍‌ ପରେ ଫେରିବେ ୫ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ। ଏଥିପାଇଁ ସେମାନେ ଅନ୍‌ଲାଇନ୍‌ ଯୋଗେ ରେଜିଷ୍ଟ୍ରେଶନ କରିଛନ୍ତି। ସେମାନେ ଆସିବା ପରେ ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।…

ଭଦ୍ରକକୁ ଆସିବେ ୩୨ ହଜାର ପ୍ରବାସୀ

ଭଦ୍ରକ ଅଫିସ, ୩୦ା୪: ଭଦ୍ରକ ଜିଲାକୁ ଫେରିବେ ୩୨ ହଜାର ପ୍ରବାସୀ। ଘରକୁ ଫେରିବା ପାଇଁ ଏମାନେ ନିଜ ନାମ ଅନ୍‌ଳାଇନ୍‌ରେ ପଞ୍ଜୀକରଣ କରିସାରିଛନ୍ତି। ପ୍ରବାସୀମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା ଓ ସଂଗରୋଧ କେନ୍ଦ୍ରରେ ରହଣୀ ଆଦି ପ୍ରସ୍ତୁତି ସମ୍ପର୍କରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ…

କଡ଼ା ସୁରକ୍ଷା ମଧ୍ୟରେ କ୍ୱାରାଣ୍ଟାଇନ୍‌ରେ ରହିଲେ ୧୧୪ ଜଣ

ଶେରଗଡ଼,୩୦ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ପଦ୍ମପୁର ଗ୍ରାମରେ ଥିବା ଆଦର୍ଶ ବିଦ୍ୟାଳୟକୁ ବୁଧବାର ବିଳମ୍ବିତ ରାତିରେ ସୁରଟରୁ ଆସିଥିବା ଦୁଇଟି ବସ ଯୋଗେ ୧୧୪ଜଣଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ସମସ୍ତଙ୍କ ପରିଚୟ ଯାଞ୍ଚ ପରେ ଆଦର୍ଶ ବିଦ୍ୟାଳୟର ଆଇସୋଲେଶନ ଓ୍ବାର୍ଡରେ…

ନେପାଳରୁ ଉଦ୍ଧାର ପାଇଁ ଦାଦନ ଶ୍ରମିକଙ୍କ ନିବେଦନ

ଭଦ୍ରକ ଅଫିସ,୩୦।୪: କରୋନା ଲକ୍‌ଡାଉନ ହେବାର କିଛି ମାସ ପୂର୍ବରୁ କେନ୍ଦୁଝର ଓ ଭଦ୍ରକ ଜିଲାର କିଛି ଶ୍ରମିକ କାର୍ଯ୍ୟ ପାଇଁ ନେପାଳ ଯାଇଥିବା ଜଣାପଡ଼ିଛି। ହେଲେ ସାରା ଦେଶରେ ଲକ୍‌ଡାଉନ ହେବାରୁ ସେଠାରେ ସେମାନଙ୍କୁ ଖାଇବା ଓ ରହିବାର ଅସୁବିଧା…

ମୋର ଦ୍ୱିତୀୟ ଥର ରାଷ୍ଟ୍ରପତି ହେବା ବାଟରେ କଣ୍ଟା ସାଜିଛି ଚାଇନା: ଟ୍ରମ୍ପ୍‌

ଓ୍ବାଶିଂଟନ,୩୦।୪: ଚାଇନାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଟାଗେର୍ଟ କରିଛନ୍ତି। ଟ୍ରମ୍ପ୍‌ କହିଛନ୍ତି ମୋର ଦ୍ୱିତୀୟ ଥର ରାଷ୍ଟ୍ରପତି ହେବା ବାଟରେ ଚାଇନା କଣ୍ଟା ସାଜିଛି। ଗଣମାଧ୍ୟମ ସଂସ୍ଥା ରଏଟରକୁ ଦେଇଥିବା ଏକ ସାକ୍ଷାତ୍‌କାରରେ ଟମ୍ପ୍‌ ଏଭଳି କହିଛନ୍ତି। ଟ୍ରମ୍ପ୍‌ ପୁଣି…

କ୍ୱାରାଣ୍ଟାଇନ୍‌ରେ ରହିଲେ ୨୧୭ ସୁରଟ ଫେରନ୍ତା, ଅନ୍ୟ କେହି କେନ୍ଦ୍ର ନିକଟକୁ ଗଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ କହିଲେ ଜିଲାପାଳ

ଛତ୍ରପୁର,୩୦ା୪(ଡି.ଏନ୍‌.ଏ.): ସୁରଟରୁ ୪ଟି ବସ୍‌ ଯୋଗେ ୨୧୭ ପ୍ରବାସୀ ଓଡ଼ିଆ ବୁଧବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲାକୁ ଫେରିଛନ୍ତି। ସମସ୍ତଙ୍କର ପ୍ରାଥମିକ ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯାଇଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁବାର ପୂର୍ବାହ୍ନରେ ସୂଚନା ଦେଇଛନ୍ତି। ସମସ୍ତଙ୍କର ସ୍କ୍ରିନିଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri