Home

ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଥିଲେ ରବି ଶାସ୍ତ୍ରୀ

ଭାରତୀୟ କ୍ରିକେଟ ଦଳର କୋଚ ରବି ଶାସ୍ତ୍ରୀ ଆଜି ୫୮ ବର୍ଷରେ ପଦାର୍ପଣ କରିଛନ୍ତି। ଜଣେ କ୍ରିକେଟର ଭାବେ ସେ ଭାରତକୁ ଅନେକ ସିରିଜ୍‌ ଜିତାଇଥିଲେ। କ୍ରିକେଟରୁ ଅବସର ନେବା ପରେ କମେଣ୍ଟଟେଟର, ଟିମ୍‌ ମ୍ୟାନେଜର୍‌ ଏବଂ କୋଚ ଭାବେ ମଧ୍ୟ…

ସଙ୍ଗରୋଧ ଗୃହରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ୩୨ ପ୍ରବାସୀ

ଭଦ୍ରକ ଅଫିସ, ୨୭।୫: ଭଦ୍ରକ ଜିଲା ଭଣ୍ଡାରିପେଖରୀ ବ୍ଲକ ଜଳମଣ୍ଡୁଆ ପଞ୍ଚାୟତ ଭଗିବିନ୍ଧା ସଙ୍ଗରୋଧ କେନ୍ଦ୍ରରେ ମଙ୍ଗଳବାର ସନ୍ଧ୍ୟାରେ ଗ୍ୟାସଟାଙ୍କି ଫାଟିଯିବାରୁ ଅଗ୍ନିକାଣ୍ଡ ଘଟିଛି। ଏଥିରେ ରୋଷେୟା ଆହତ ହୋଇଥିବା ବେଳେ ୩୨ ପ୍ରବାସୀ ଅଳ୍ପକେ ବର୍ତ୍ତିଯାଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା…

୨ ସପ୍ତାହରେ ୭୪ ହଜାରରୁ ଦେଢ଼ ଲକ୍ଷ ଛୁଇଁଲା ସଂକ୍ରମିତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ସାଢ଼େ ୬ ହଜାରରୁ ଅଧିକ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୨୭।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ସୃଷ୍ଟି ହୋଇଛି। ୨ ସପ୍ତାହ ତଳେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୭୪ ହଜାର ୨୮୧ ଥିଲା। ଏବେ ଏହା ଦେଢ଼ ଲକ୍ଷ ଟପିଛି। ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୫୧…

ଏହି କ୍ରିକେଟରଙ୍କୁ କରୋନା

କରାଚି,୨୭।୫: ପାକିସ୍ତାନର ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ୍‌ ତୌଫିକ୍‌ ଉମର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ସୂଚନା ଦେଇଛନ୍ତି। ଏକ ଟିଭି ଚ୍ୟାନେଲକୁ ସାକ୍ଷାତକାର ଦେଇ କହିଛନ୍ତି, ତାଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିବା ପରେ ଏବେ ସେ ଘରେ…

୪୦ ଡିଗ୍ରୀ ଉପରେ ୧୪ ସହର

ଭୁବନେଶ୍ୱର, ୨୭ା୫(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମ ସମଗ୍ର ରାଜ୍ୟକୁ ଗ୍ରାସ କରିଛି। ଉପକୂଳ ଠାରୁ ଆରମ୍ଭ କରି ପଶ୍ଚିମ ଓ ଆଭ୍ୟନ୍ତରୀଣ କେଉଁଠି ନିସ୍ତାର ନାହିଁ। ପାରଦ ୪୫ ଡିଗ୍ରୀ ସେଲ୍‌ସିୟସ ଉପରକୁ ଚାଲିଯାଉଛି। ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ…

କରୋନା ମୁକାବିଲା: ୧୫ ଦିନ ଧରି ସଚେତନତା ସହ ତଥ୍ୟ ନିଆଯିବ

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ରାଜ୍ୟରେ କରୋନା ଭାଇରସ୍‌ କୋଭିଡ୍‌-୧୯ ସମ୍ପର୍କରେ ୧୫ଦିନ ଧରି ବ୍ୟାପକ ସଚେତନତା କରାଯିବ। ଏଥିସହ ବୟସ୍କ ଓ ସଂକ୍ରମିତ ଆଶଙ୍କା ଥିବା ଲୋକଙ୍କ ତଥ୍ୟ ନିଆଯିବ ବୋଲି ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ କହିଛନ୍ତି। ଏଣିକି ଏକାଧିକ…

କରୋନା ସହିତ ବିଦେଶରୁ ଭାରତକୁ ଆସିଛି ୮ ଅନ୍ୟ ଭୂତାଣୁ

ନୂଆଦିଲ୍ଲୀ,୨୭।୫: କରୋନା ମହାମାରୀ ଭାରତରେ ଥମିବାର ନାଁ ଧରୁନି। ଚାଇନାରୁ ଉହାନ ସହରରୁ ସୃଷ୍ଟି ହୋଇଥିବା କରୋନା ଭୂତାଣୁ ଏବେ ସାରା ପୃଥିବୀରେ ବ୍ୟାପି ସାରିଛି। ଭାରତକୁ କରୋନା ଭୂତାଣୁ ସହିତ ବିଦେଶରୁ ଅନ୍ୟ ୮ ପ୍ରକାର ଭୂତାଣୁ ମଧ୍ୟ ଆସିଛି।…

କୋଭିଡ୍‌-୧୯କୁ ନେଇ ସ୍ବତନ୍ତ୍ର ଡାକ ଲଫାପା

ଭୁବନେଶ୍ୱର, ୨୭।୫(ବ୍ୟୁରୋ): କୋଭିଡ଼-୧୯ ମହାମାରୀକୁ ନେଇ ପ୍ରସ୍ତୁତ ହୋଇଛି ସ୍ବତନ୍ତ୍ର ଡ଼ାକ ଲଫାଫା। ମଙ୍ଗଳବାର ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଏହାକୁ ଉନ୍ମୋଚନ କରିଛନ୍ତି। କରୋନା ଭୂତାଣୁ ସଂକ୍ରମଣକୁ ରୋକିବାରେ ମାସ୍କର ବ୍ୟବହାର ଅତ୍ୟନ୍ତ ଜରୁରୀ। ଏହି ସ୍ବତନ୍ତ୍ର ଡ଼ାକ…

ବିଗିଡ଼ିଲାଣି ତଦନ୍ତ, ବଢ଼ିପାରେ ଅପରାଧ

ତ୍ରିନାଥ ମହାନ୍ତି ଭୁବନେଶ୍ୱର,୨୭ା୫: କରୋନା ମହାମାରୀ ଭଳି ବିପତ୍ତିର ମୁକାବିଲା ପାଇଁ ପୋଲିସ କର୍ମଚାରୀ ଆଗ ଧାଡ଼ିର ଯୋଦ୍ଧା ସାଜିଛନ୍ତି। ଦୁଇମାସରୁ ଊର୍ଦ୍ଧ୍ୱ ହେବ ଆଇନଶୃଙ୍ଖଳା ରକ୍ଷା ସହ ସଂକ୍ରମଣ ରୋକିବା ଓ ଲକ୍‌ଡାଉନ୍‌କୁ ସଫଳ କରିବା ପାଇଁ ନିରନ୍ତର ପ୍ରୟାସ…

କରୋନାକୁ ନେଇ ଆରମ୍ଭ ହେଲାଣି ବୟାନବାଜି

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଦୀର୍ଘଦିନର ବ୍ୟବଧାନ ପରେ କିଛିଦିନ ହେବ ଓଡ଼ିଶାରେ ରାଜନୈତିକ ବୟାନବାଜି ଜୋର ଧରିବାକୁ ଯାଉଥିବା ଦେଖିବାକୁ ମିଳିଛି। କରୋନା ଏବେ ରାଜନୈତିକ ଲଢ଼େଇର ମୁଖ୍ୟ ଅସ୍ତ୍ର ପାଲଟିବାରେ ଲାଗିଛି। ଏହାର ମୁକାବିଲା ଲାଗି କେନ୍ଦ୍ର ଅର୍ଥ ଦେଉଥିବା ବେଳେ ରାଜ୍ୟ…

ମୃତ୍ୟୁ ସଂଖ୍ୟା ଟପିଲା ୩ ଲକ୍ଷ ୫୨ ହଜାର: ୫୬ ଲକ୍ଷରୁ ଅଧିକ ସଂକ୍ରମିତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭।୫: ପୃଥିବୀରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୫୬ ଲକ୍ଷ ୮୬ ହଜାର ୨୮୨ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୫୨ ହଜାର ୨୨୭…

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ରେଞ୍ଜର

କଟକ ଅଫିସ,୨୭।୫: ବେଆଇନ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଅନୁଗୋଳ ଜିଲା ଛେଣ୍ଡିପଦା ଫରେଷ୍ଟ ରେଞ୍ଜର ମନମୋହନ ସ୍ବାଇଁଙ୍କୁ ମଙ୍ଗଳବାର ସକାଳେ ଧରିଛି ଭିଜିଲାନ୍ସ। ସେ ଏକ ବୋଲେରୋ (ଓଡି୦୨ ଏପି ୪୨୮୮)ରେ ଛେଣ୍ଡିପଦାରୁ ଭୁବନେଶ୍ୱର ଆସୁଥିଲେ। ମହାନଦୀର ମୁଣ୍ଡଳୀ ବ୍ରିଜ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?