Home

ଦୋଳବିମାନରେ ରାଧାକୃଷ୍ଣଙ୍କ ଯୁଗଳ ମୂର୍ତ୍ତି

ବଲାଙ୍ଗୀର,୧୪ା୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଯାଦବ ସମାଜ ପକ୍ଷରୁ ସ୍ଥାନୀୟ ଯାଦବ ଭବନଠାରେ ଶୁକ୍ରବାର ଦୋଳ ମହୋତ୍ସବ ପାଳିତ ହୋଇଛି। କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଏହି ଉତ୍ସବରେ ଯୋଗଦେଇ ରାଧାକୃଷ୍ଣ ଯୁଗଳ ମୂର୍ତ୍ତିକୁ ବିମାନରେ ଧରି ସହର ପରିକ୍ରମା କରିଛନ୍ତି।…

ବିଲ୍ଡିଂରେ ବଡ଼ ଧରଣର ଅଗ୍ନିକାଣ୍ଡ: ଜଳିଗଲେ ୩

ଗାନ୍ଧୀନଗର,୧୪ା୩: ଗୁଜରାଟର ରାଜକୋଟରେ ଶୁକ୍ରବାର ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଏଠାରେ ଥିବା ଆଟଲାଣ୍ଟିସ ବିଲଡିଂରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି କୋଠା ଭିତରେ ଅନେକ ଲୋକ ଫସି ରହିଥିଲେ। ସେମାନଙ୍କୁ ରକ୍ଷା କରିବା ପାଇଁ ଅଗ୍ନିଶମ ବାହିନୀ ସମେତ…

ଆଇନମନ୍ତ୍ରୀଙ୍କ ବଡ଼ ପ୍ରତିକ୍ରିୟା: ଏଥର ରାଜାଙ୍କ ଲିଙ୍କରେ ଥିବା ବଡ଼ବଡ଼ିଆଙ୍କ ପାଳି

ଭୁବନେଶ୍ୱର,୧୪ା୩: ବିଜେଡି ନେତା ରାଜା ଚକ୍ର ଗିରଫ ହେବା ମାମଲାରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ରାଜାଙ୍କ ଲିଙ୍କ୍‌ରେ ଅନେକ ବଡ଼ବଡ଼ିଆଙ୍କ ସଂପୃକ୍ତି ରହିଛି। ଆଇନ ଅନୁଯାୟୀ କାହାକୁ ଛଡ଼ାଯିବନି, ସମସ୍ତେ ବନ୍ଧା ହେବେ।…

ସ୍ବାବଲମ୍ବୀ ହେବେ ମହିଳା, ନାରୀ ସଶକ୍ତିକରଣକୁ ସୁଦୃଢ଼ କରିବା ପାଇଁ…

ପୁରୁଷୋତ୍ତମପୁର,୧୪ା୩(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଭାଟକୁମରଡ଼ା ଭାରତୀୟ ଷ୍ଟେଟବ୍ୟାଙ୍କ ଶାଖା ପକ୍ଷରୁ ସ୍ବୟଂ ସହାୟିକା ଗୋଷ୍ଠୀ ମହିଳାଙ୍କୁ ଋଣ ପ୍ରଦାନ ମେଳା ଶାଖା ପରିଚାଳକ ଚିଙ୍କୁ ଦାସଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ…

ଡିପୋରେ ଜଳିଗଲା ଲକ୍ଷାଧିକ ଟଙ୍କାର ଜାଳେଣି କାଠ

ବଇଣ୍ଡା,୧୪ା୩(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ହଣ୍ଡପା ଥାନା ଜାମୁନାଳୀଠାରେ ଥିବା ବନ ନିଗମ ଲିମିଟେଡ୍‌ର କାଠ ଡିପୋରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଜଙ୍ଗଲରୁ ନିଆଁ ଆସି କାଠ ଡିପୋରେ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଏହି ଅଗ୍ନିକାଣ୍ଡରେ ଡିପୋରେ ଥିବା…

ବିପୁଳ ମଦ ସହ କାର୍‌ ଜବତ, ଢାବା ମାଲିକଙ୍କ ସମେତ ୨ ଗିରଫ

ବଇଣ୍ଡା,୧୪ା୩(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଗଠନ ହୋଇଥିବା ସ୍ବତନ୍ତ୍ର ପୋଲିସ ସ୍କ୍ବାଡ୍‌ ପକ୍ଷରୁ ଶୁକ୍ରବାର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଦେଇଥିବା ଢାବା ଉପରେ ଚଢ଼ାଉ କରାଯାଇଛି l ଏହି ସମୟରେ କାର୍‌ରେ ଥିବା ୮୬ ଲିଟର ବିଦେଶୀ…

କୋର୍ଟରେ ହାଜର ପରେ ଜେଲ୍‌ ଗଲେ ରାଜା ଚକ୍ର

ବାଲେଶ୍ୱର,୧୪ା୩(ବାଞ୍ଛାନିଧି ଦେ): ଓଡ଼ିଶା ଖଣି ନିଗମ ସହ ସହବନ୍ଧିତ ଥିବା କେନ୍ଦୁଝର ଶୁଆକାଟିସ୍ଥିତ ଗାନ୍ଧମାର୍ଦ୍ଦନ ଲୋଡ଼ିଂ ଏଜେନ୍ସି ଆଣ୍ଡ୍‌ ଟ୍ରାନ୍ସପୋର୍ଟିଂ କୋ-ଅପରେଟିଭ ଲିଃ ରେ ବହୁ କୋଟି ଟଙ୍କାର ଦୁର୍ନୀତି ମାମଲାରେ ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ ରାଜା ଚକ୍ରଙ୍କୁ…

ଭକ୍ତିମୟ ପରିବେଶରେ ମେଳଣ ପଡ଼ିଆ, ବିମାନରେ ବସିଲେ ଦୋଳଗୋବିନ୍ଦ

ପାଟଣା,୧୪ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ଶୁକ୍ରବାର ରାଧା କୃଷ୍ଣଙ୍କ ଦୋଳ ପୂର୍ଣ୍ଣିମା ଓ ହୋଲି ଉତ୍ସବ ସମ୍ପନ୍ନ ହୋଇଛି। ଏହି ବ୍ଲକ ବଡ଼ ପାଟଣା ପଞ୍ଚାୟତ ସ୍ବାମବିରଜୟ ଗୋବିନ୍ଦପୁର ଶାସନ, ଦୁର୍ଗାଦେଇପୁର, କାମେଶ୍ୱର ପୁର ,ଶିବ ନାରାୟଣ…

ପୋଲିସ ଘରେ କଳାକନା ବୁଲାଇଲେ ଚୋର, ଲୁଟିନେଲେ ନଗଦ ଟଙ୍କା ସହ ଲକ୍ଷାଧିକ ଟଙ୍କାର ସୁନାଗହଣା

ପାରଳାଖେମୁଣ୍ଡି,୧୪ା୩(ଗିରିଧାରୀ ପରିଚ୍ଛା): ଲୋକଙ୍କ ଭିତରେ ଏବେ କୋକୁଆ ଭୟ। ସହରରେ ଚୋରି ଘଟଣାରେ ରୋକ୍‌ ଲଗାଇ ପାରୁନି ପୋଲିସ। ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ପାଖାପାଖି ୨୦ରୁ ଊଦ୍ଧର୍‌ବ ଚୋରି ହୋଇଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି। କିଛି ଚୋରି…

ଏବେ ବି ରହିଛି ଭାଇଚାରା: ଏଠାରେ ହିନ୍ଦୁ-ମୁସଲମାନ ମିଶି ଖେଳନ୍ତି ହୋଲି

ହୋଲି ପର୍ବ ପ୍ରେମ ଏବଂ ସଦ୍ଭାବର ପ୍ରତୀକ। ହୋଲି କେବଳ ରଙ୍ଗ ଖେଳିବାର ପର୍ବ ନୁହେଁ ବରଂ ଏହା ଭାରତର ଗଙ୍ଗା ଯମୁନା ସଂସ୍କୃତିର ସହଭାଗୀ ଐତିହ୍ୟକୁ ମଧ୍ୟ ପ୍ରଦର୍ଶିତ କରେ। ଯଦିଓ ଆଜିର ରାଜନୀତି ଯୁଗରେ, ହିନ୍ଦୁ-ମୁସଲମାନ ନାମରେ ହୋଲି…

ସପ୍ତାହରେ ଦୁଇଥର ଖାଆନ୍ତୁ ଚୁନାମାଛ

ସପ୍ତାହକୁ ଦୁଇ ଥର ମାଛ ଖାଇବା ଦ୍ୱାରା ହୃତପିଣ୍ଡ ସୁସ୍ଥ ରହିବା ସହ ହାର୍ଟଆଟାକ ଆଶଙ୍କା ହ୍ରାସ ପାଇଥାଏ। ମାଛରେ ପ୍ରଚୁର ମାତ୍ରାରେ ଓମେଗା ୩ ଫ୍ୟାଟି ଏସିଡ ଥାଏ। ଯାହା ହୃଦରୋଗ ଜନିତ ସମସ୍ୟାକୁ ଦୂର କରିବାରେ ସାହାଯ୍ୟ କରିଥାଏ।…

ଭାରତର ପ୍ରଶ୍ନରେ ଘାଇଲା ହେଲା ବାଂଲାଦେଶ, ଏବେ ଉପଦେଶ ଦେଉଛନ୍ତି ୟୁନୁସ ସରକାର

ଢାକା,୧୪।୩: ବାଂଲାଦେଶରେ ଚାଲିଥିବା ମୌଳବାଦ ଏବଂ ସଂଖ୍ୟାଲଘୁଙ୍କ ପ୍ରତି ଦୁର୍ବ୍ୟବହାର ଉପରେ ଭାରତ ଗଭୀର ଚିନ୍ତା ପ୍ରକାଶ କରିଛି। ଏହା ଉପରେ, ବାଂଲାଦେଶ ଭାରତ ଦ୍ୱାରା ଉଠାଯାଇଥିବା ପ୍ରଶ୍ନର ଉତ୍ତର ଦେଇଛି। ବାଂଲାଦେଶ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ମହମ୍ମଦ ରଫିକୁଲ ଆଲାମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri