Home

ଏଯାବତ୍‌ ଓଡ଼ିଶାକୁ ୧୦୯ ଟ୍ରେନ୍‌ରେ ଫେରିଲେଣି ୧, ୫୩,୭୩୮ଜଣ ପ୍ରବାସୀ, ଗଞ୍ଜାମକୁ ସର୍ବାଧିକ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଏବେ ଓଡ଼ିଶା ମୁହାଁ। ଏହି କ୍ରମରେ ମଙ୍ଗଳବାର ସୁଦ୍ଧା ୧୦୯ ଟ୍ରେନ୍‌ରେ ୧,୫୩,୭୩୮ଜଣ ରାଜ୍ୟକୁ ଫେରିଲେଣି। ସେଥିରୁ ସର୍ବାଧିକ ୭୩୦୦୦ ଗଞ୍ଜାମ ଜିଲାକୁ ଫେରିଛନ୍ତି। ସେହିଭଳି ବଲାଙ୍ଗୀରକୁ ୧୧୦୦୦, ବାଲେଶ୍ୱରକୁ ୧୧୦୦୦, କେନ୍ଦ୍ରାପଡ଼ାକୁ…

ଯୁକ୍ତ ୩-ପିଜି ସେମିଷ୍ଟାର ପରୀକ୍ଷା ହେବ ନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ଯୁକ୍ତ ୩ର ଦ୍ୱିତୀୟ ଓ ଚତୁର୍ଥ ସେମିଷ୍ଟର ପରୀକ୍ଷା ହେବ ନାହିଁ। ସେହିଭଳି ପିଜିର ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ମଧ୍ୟ ହେବ ନାହିଁ। ମଙ୍ଗଳବାର କୁଳପତିମାନଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏ ନେଇ…

ଆରମ୍ଭ ହୋଇଛି ବିମାନ-ରେଳ ଚଳାଚଳ; ଆଗାମୀ ଏକ ମାସ ଆମ ପାଇଁ ଆହ୍ବାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏଥିସହ ଫେରୁଥିବା ପ୍ରବାସୀଙ୍କ ସଂଖ୍ୟା ବଢ଼ୁଥିବାରୁ ଏହି ସଂଖ୍ୟା ଆହୁରୀ ବଢ଼ିବା ନେଇ ଆଶା କରାଯାଉଛି। ଏଣୁ କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଏକ…

୬୫ ବର୍ଷ ପୁରୁଣା ଏହି ଲଜ୍ଜାଜନକ ରେକର୍ଡର ବୋଝ ଉଠାଉଛି ନ୍ୟୁଜିଲାଣ୍ଡ କ୍ରିକେଟ ଦଳ

ନ୍ୟୁଜିଲାଣ୍ଡ କ୍ରିକେଟ ଦଳ ନାଁରେ ଏଭଳି ଏକ ରେକର୍ଡ ରହିଛି ଯାହ ଆଜି ପର୍ଯ୍ୟନ୍ତ ଅନ୍ୟ କୌଣସି ଦଳ ଭାଙ୍ଗିବାରେ ସମର୍ଥ ହୋଇ ନାହିଁ। ୧୯୫୫ରେ ଇଂଲଣ୍ଡ ବିପକ୍ଷରେ ଅକଲାଣ୍ଡରେ ଖେଳାଯାଇଥିବା ଏକ ଟେଷ୍ଟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଦଳ ୨୬ ରନ୍‌ରେ…

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବିବାହ କଲେ ପ୍ରେମୀଯୁଗଳ

ନିମାପଡ଼ା,୨୬ା୫(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ଥାନା ଅଞ୍ଚଳର ଏକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥିବା ପ୍ରେମୀ ଯୁଗଳ ସୋମବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସୂଚନା ଅନୁଯାୟୀ, ଗତ ୪ମାସ ପୂର୍ବେ ଏହି ଥାନା ଅଞ୍ଚଳର ସୌରଭ ଦାସ ଓ ଡେଲାଙ୍ଗ ଥାନା…

ଲକ୍‌ଡାଉନ୍‌ କୋହଳ ହେଲେ ବି କରୋନା ଭୂତାଣୁ ହୋଇନି ଶେଷ: ମାର୍ଗଦର୍ଶିକାକୁ ପାଳନ କରିବା ଅପରିହାର୍ଯ୍ୟ

ନୂଆଦିଲ୍ଲୀ,୨୬।୫: ଭାରତରେ କରୋନା ସଂକ୍ରମଣ ଯୋଗୁ ଅବସ୍ଥା ସଙ୍କଟ ଜନକ ହେବାରେ ଲାଗିଛି। ଦେଶରେ ଜାରି ରହିଥିବା ଲକ୍‌ଡାଉନ୍‌କୁ କିଛି ପରିମାଣରେ କୋହଳ ମଧ୍ୟ କରାଯାଇଛି। ତେବେ କରୋନା ଭୂତାଣୁ ଏବେ ମଧ୍ୟ ଦେଶରେ ରହିଛି। ପ୍ରତି ଦିନ ସଂକ୍ରମିତଙ୍କ ସଂଖ୍ୟା…

ସଙ୍ଗରୋଧରେ ରହିଲେ କରଣ ଜୋହର

ବଲିଉଡର ଜଣାଶୁଣା ନିର୍ମାତା ତଥା ନିର୍ଦ୍ଦେଶକ କରଣ ଜୋହରଙ୍କ ଘରେ କାମ କରୁଥିବା ଦୁଇ ଜଣ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ଏହି ଖବର ଜଣାପଡିବା ପରେ କରଣ ନିଜକୁ ସଙ୍ଗରୋଧରେ ରଖିଛନ୍ତି। କରଣ ଜୋହର ନିଜେ ଏନେଇ ସୂଚନା ଦେଇ…

ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଲା ସୁରଟ ଟ୍ରେନ: ଆସିଲେ ୯ ଜିଲାର ୧୭୩୪ ପ୍ରବାସୀ

ଛତ୍ରପୁର, ୨୬।୫(ଡି.ଏନ୍‌.ଏ.): ଦୀର୍ଘ ୯ ଦିନ ପରେ ମଙ୍ଗଳବାର ଗଞ୍ଜାମ ଜ଼ିଲା ଜଗନ୍ନାଥପୁର ଷ୍ଟେଶନରେ ସୁରଟରୁ ଆଉ ଏକ ଟ୍ରେନ ଆସି ପହଞ୍ଚିଛି। ଏଥିରେ ରାଜ୍ୟର ୯ଟି ଜିଲାର ୧୭୩୪ ଜଣ ପ୍ରବାସୀ ଆସିଛନ୍ତି। ସେଥିମଧ୍ୟରୁ ଗଞ୍ଜାମ ଜିଲାର ସର୍ବାଧିକ ୧୭୧୨…

CORONAVIRUS UPDATE: ୮୪ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ହେଲେଣି ୭୩୩

ଭୁବନେଶ୍ୱର, ୨୬।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୮୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାର ସର୍ବାଧିକ ୨୪ଜଣ ରହିଛନ୍ତି। ସେହିପରି ଯାଜପୁର ଜିଲାର ୧୮ ଜଣ ରହିଥିବା ବେଳେ ବାଲେଶ୍ୱର ୧୧, କଟକ ୭, ଭଦ୍ରକ ୬,…

୫ ଉତ୍ତରପୂର୍ବ ରାଜ୍ୟରେ ପାକିସ୍ତାନୀ ପଙ୍ଗପାଳ ଆତଙ୍କ: ଥାଳି ବଜାଇ ଘଉଡ଼ାଉଛନ୍ତି ଲୋକେ

ନୂଆଦିଲ୍ଲୀ,୨୬।୫: ଭାରତରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ଉତ୍ତରପୂର୍ବ ଭାରତର ୫ ରାଜ୍ୟର ଚାଷ ଜମିରେ ଆତଙ୍କ ସୃଷ୍ଟି କରିଛନ୍ତି ପାକିସ୍ତାନୀ ପଙ୍ଗପାଳ। ପଙ୍ଗପାଳ ଫସଲ ନଷ୍ଟ କରି ଚାଲିଛନ୍ତି। ରାଜସ୍ଥାନ, ମଧ୍ୟପ୍ରଦେଶ, ଗୁଜରାଟ,…

ବ୍ରାଭୋ, ଧୋନୀଙ୍କ ମଧ୍ୟରେ ୧୦୦ ମିଟର ରେସ୍‌: ଜାଣନ୍ତୁ ବିଜେତାଙ୍କ ନାମ

ଓ୍ବେଷ୍ଟଇଣ୍ଡିଜ୍‌ ବ୍ୟାଟ୍ସମ୍ୟାନ୍‌ ଡ୍ବେନ୍‌ ବ୍ରାଭୋ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। କ୍ରିକେଟ୍‌ ବ୍ୟତୀତ ସଙ୍ଗୀତରେ ମଧ୍ୟ ରୁଚି ରଖନ୍ତି ବ୍ରାଭୋ। ଲକ୍‌ଡାଉନ୍‌ ଯୋଗୁ ଚଳିତବର୍ଷ ଆଇପିଏଲ ହେବ କି ନାହିଁ ତାହା ନିଷ୍ପତି ନିଆଯାଇନାହିଁ। ଚେନ୍ନାଇସୁପର କିଙ୍ଗ୍ସ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା…

ମୂଳ ଭାରତୀୟ ଦମ୍ପତି ତିଆରି କଲେ ଶସ୍ତା ଭେଣ୍ଟିଲେଟର: ଦାମ ସାଢ଼େ ୭ ହଜାର

ଓ୍ବାଶିଂଟନ,୨୬।୫: ପୃଥିବୀରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। କରୋନା ସଂକ୍ରମିତଙ୍କ ଚିକିତ୍ସା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପାଲଟି ଥିବା ଭେଣ୍ଟିଲେଟର ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି। କମ୍‌ ସଂଖ୍ୟକ ଭେଣ୍ଟିଲେଟର ଥିବାରୁ ବହୁ ବିକଶିତ ଦେଶରେ ମଧ୍ୟ ମୃତ୍ୟୁ ସଂଖ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?