Home

ମୁଖ୍ୟମନ୍ତ୍ରୀଙ୍କ କରୋନା ମୁକାବିଲା ପାଣ୍ଠିକୁ ସହାୟତା ରାଶିର ସୁଅ

ଭୁବନେଶ୍ୱର,୧।୪(ବ୍ୟୁରୋ) କରୋନା ଭୂତାଣୁର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ପାଣ୍ଠି ବ୍ୟବସ୍ଥା କରିଛନ୍ତି। ଏହି ପାଣ୍ଠିକୁ ମଙ୍ଗଳବାର କଟକସ୍ଥିତ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ପକ୍ଷରୁ ୨ କୋଟି ୩ ଲକ୍ଷ ୨୭ ହଜାର ୮୫୧ ଟଙ୍କାର ସହାୟତା ରାଶି…

କୋଭିଡ୍‌-୧୯ରୁ ମୁକ୍ତି ମିଳିବାକୁ ବର୍ଷେ ଲାଗିବ

ବେଙ୍ଗାଲୁରୁ,୧ା୪ (ଆଇଏଏନ୍‌ଏସ୍‌): ମହାମାରୀ କରୋନାରୁ ମୁକ୍ତି ମିଳିବା ପାଇଁ ୬ ମାସରୁ ବର୍ଷେ ଲାଗିଯିବ ବୋଲି ୮୪% ଭାରତୀୟ ମନେକରନ୍ତି। ଏକ ନୂଆ ସର୍ବେକ୍ଷଣରୁ ଏହି ବିଷୟ ଜଣାପଡ଼ିଛି। କୋଭିଡ୍‌-୧୯ ସମ୍ପର୍କରେ ସଚେତନ ଥିବା ୯୪% ଉତ୍ତରଦାତାଙ୍କ ମଧ୍ୟରୁ ୭୫% ଏହି…

ମେ’ ଶେଷ ସପ୍ତାହରେ ଜେଇଇ ମେନ୍‌

ଭୁବନେଶ୍ୱର,୧।୪(ବ୍ୟୁରୋ): ଆସନ୍ତା ଏପ୍ରିଲ ୫,୭ ଓ ୧୧ରେ ହେବାକୁ ଥିବା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଜେଇଇ) ମେନ୍‌କୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ମେ’ ଶେଷ ସପ୍ତାହରେ ଜେଇଇ ମେନ୍‌ ଅନୁଷ୍ଠିତ ହେବ। ଆଗାମୀ କିଛି ସପ୍ତାହ ମଧ୍ୟରେ ସ୍ଥିତିର ଆକଳନ କରି ପରୀକ୍ଷାର…

ସବୁ ଜିଲାରେ କୋଭିଡ୍‌-୧୯ ହସ୍ପିଟାଲ

ଭୁବନେଶ୍ୱର,୧।୪(ବ୍ୟୁରୋ)/ ଝାରସୁଗୁଡ଼ା ଅଫିସ୍‌: ରାଜ୍ୟର ସବୁ ଜିଲାରେ କୋଭିଡ୍‌-୧୯ ହସ୍ପିଟାଲ ସ୍ଥାପନ ହେବ। ଏଥିପାଇଁ ବିଭିନ୍ନ ଘରୋଇ ହସ୍ପିଟାଲ ସହଯୋଗରେ ଯୁଦ୍ଧକାଳୀନ ଭିତ୍ତିରେ ଏହା କରାଯିବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିବା ମଙ୍ଗଳବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଧର୍ମସଭାରେ ଯୋଗଦେଇଥିବା ୧୦ ମୃତ

ନୂଆଦିଲ୍ଲୀ,୧ା୪(ପି.ଟି.): ଦିଲ୍ଲୀର ନିଜାମୁଦ୍ଦିନ ଓ୍ବେଷ୍ଟରେ ଥିବା ତବଲିଘି ଜମାତ୍‌ ମୁଖ୍ୟାଳୟ କରୋନା ସଂକ୍ରମଣର ହଟ୍‌ସ୍ପଟ ପାଲଟିଥିବାବେଳେ ସ୍ବାସ୍ଥ୍ୟସେବା କର୍ତ୍ତୃପକ୍ଷଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଲକ୍‌ଡାଉନ ଘୋଷଣା ହେବା ପୂର୍ବରୁ ସେଠାରେ ଅନୁଷ୍ଠିତ ଧର୍ମସଭାରେ ଦେଶବିଦେଶରୁ ୨୦୦୦ରୁ ଊର୍ଦ୍ଧ୍ୱ ଲୋକ ଯୋଗଦେଇଥିଲେ।…

ଲକ୍‌ଡାଉନ୍‌ ଦୁଃଖ: ବିପଦରେ ୩୦୦ ପେଟ୍‌ ଶପ୍‌ରେ ଥିବା ଜୀବଜନ୍ତୁ

ଭୁବନେଶ୍ୱର,୧।୪(ବ୍ୟୁରୋ): କରୋନା କଟକଣାରେ ସମସ୍ତ ଜୀବଜଗତ ପ୍ରଭାବିତ। ଏଭଳିସ୍ଥିତିରେ ଜନସାଧାରଣଙ୍କୁ ଅତ୍ୟାବଶ୍ୟକ ସୁବିଧା ସୁଯୋଗ ଯୋଗାଇ ଦିଆଯିବାକୁ ସମସ୍ତ ପ୍ରକାର ଚେଷ୍ଟା କରାଯାଉଛି। ତେବେ ବୁଲା ଜୀବଜନ୍ତୁ, ଗୃହପାଳିତ ପଶୁ ଏବଂ ପୋଷା ଜୀବଜନ୍ତୁଙ୍କ ସୁରକ୍ଷା ମଧ୍ୟ ଆବଶ୍ୟକ ହୋଇପଡ଼ିଛି। ସରକାର…

ନିଜାମୁଦ୍ଦିନ କରୋନା ହଟ୍‌ସ୍ପଟ : ଓଡ଼ିଶାରୁ ୧୫ ଯୋଗଦେଇଥିବା ଚର୍ଚ୍ଚା

ଭୁବନେଶ୍ୱର,୧।୪(ବ୍ୟୁରୋ): ନୂଆଦିଲ୍ଲୀର ନିଜାମୁଦ୍ଦିନ୍‌ଠାରେ ହୋଇଥିବା ମୁସଲମାନ୍‌ଙ୍କ ଧର୍ମସଭାରେ ଓଡ଼ିଶାରୁ ୧୫ଜଣ ଯୋଗଦେଇଥିତ୍ବା ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଚାଲିଛି। ତେବେ ପ୍ରକୃତପକ୍ଷେ ଓଡ଼ିଶାରୁ କେତେଜଣ ଯାଇଥିଲେ ତାହା ସରକାରଙ୍କ ପକ୍ଷରୁ କିଛି କୁହାଯାଇନାହିଁ। ଏନେଇ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା…

ଦାଦନଙ୍କ ଗଣପଳାୟନକୁ ରୋକ

ନୂଆଦିଲ୍ଲୀ,୧ା୪: କୋଭିଡ୍‌-୧୯ ଲକ୍‌ଡାଉନ ଯୋଗୁ ଲକ୍ଷାଧିକ ଦାଦନ ଶ୍ରମିକ ଜୀବିକା ହରାଇ ନାନା ଦୁର୍ଦ୍ଦଶା ଭୋଗିଛନ୍ତି। ଲକ୍ଷ ଲକ୍ଷ ଶ୍ରମିକ ଦିଲ୍ଲୀ ଛାଡ଼ିବା ପାଇଁ ବାହାରିଥିବାବେଳେ ଏହା ଗୁରୁତର ସଙ୍କଟ ସୃଷ୍ଟି କରିଛି। କେବଳ ଦିଲ୍ଲୀ ନୁହେଁ ବିଭିନ୍ନ ରାଜ୍ୟରେ ମଧ୍ୟ…

ରାଶନ କାର୍ଡଧାରୀଙ୍କୁ ୧୦୦୦ ଟଙ୍କା ସହାୟତା

ଭୁବନେଶ୍ୱର,୧।୪(ବ୍ୟୁରୋ): କରୋନା ଭାଇରସ୍‌କୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରଚେଷ୍ଟା ଜାରି ରଖିଛନ୍ତି। ଏହି ସମୟରେ ସାଧାରଣ ଲୋକଙ୍କ ପାଖରେ ଅତ୍ୟାବଶ୍ୟକ ସାମଗ୍ରୀ ଆବଶ୍ୟକ ପରିମାଣରେ ପହଞ୍ଚାଯାଇଛି। କଳାବଜାରକାରୀଙ୍କ ଉପରେ ମଧ୍ୟ ଯୋଗାଣ ବିଭାଗ ପକ୍ଷରୁ କଡା ନଜର…

ଏପ୍ରିଲରୁ ନୂଆ ନିୟମ, ନୂଆ ସୁବିଧା

ନୂଆଦିଲ୍ଲୀ,୧। ୪: ମାସ ବଦଳିବା ସହ ପହିଲାରୁ କିଛି କିଛି ନୂଆ ନିୟମ ଏବଂ ସୁବିଧା କାର୍ଯ୍ୟକାରୀ ହୋଇଥାଏ। ସେହିଭଳି ଏପ୍ରିଲ ୧ରୁ ନୂଆ ଆର୍ଥତ୍କ ବର୍ଷ ଆରମ୍ଭ ହେଉଛି। ଏମିତି କିଛି ନିୟମ ରହିଛି ଯାହା ପହିଲାରୁ ପରିବର୍ତ୍ତନ ହେବା…

ସ୍ବେଚ୍ଛାସେବୀଙ୍କ ତାଲିକା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ

ଆସିକା,୩୧ା୩ (ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ଲାଗି ଆସିକା ଏନ୍‌ଏସିରେ ନିରାଶ୍ରୟଙ୍କୁ ଦୈନିକ ରନ୍ଧାଖାଦ୍ୟ ଦିଆଯାଉଛି। ମଙ୍ଗଳବାରଠାରୁ ଆସିକା ବ୍ଲକର ବିଭିନ୍ନ ପଞ୍ଚାୟତରେ ମଧ୍ୟ ନିରାଶ୍ରୟଙ୍କୁ ଅଙ୍ଗନଓ୍ବାଡି କର୍ମୀଙ୍କ ଜରିଆରେ ଖାଦ୍ୟ ବଣ୍ଟା ଆରମ୍ଭ ହୋଇଛି। ମଙ୍ଗଳବାର ବ୍ଲକର ୨୭ ପଞ୍ଚାୟତରେ ୧୩୩୨ଜଣଙ୍କୁ ରନ୍ଧାଖାଦ୍ୟ…

କଳିଙ୍ଗାରେ ସୀମା ସିଲ୍‌

ଜି.ଉଦୟଗିରି,୩୧ା୩(ଡି.ଏନ.ଏ.)-ଜି.ଉଦୟଗିରି ପୋଲିସ ଗଞ୍ଜାମ ଓ କନ୍ଧମାଳ ଜିଲା ପ୍ରବେଶ ଦ୍ୱାର ଭାବେ ପରିଚିତ କଳିଙ୍ଗା ଚେକ ଗେଟଠାରେ ଜିଲା ସୀମାକୁ ସିଲ କରି ଦେଇଛି। ରାଜ୍ୟ ଓ ଜିଲା ବାହାରୁ ଆସୁଥିବା କାହାକୁ ମଧ୍ୟ ବିନା ଅନୁମତିପତ୍ରରେ ପ୍ରବେଶ କରିବାକୁ ଦିଆଯିବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri