Home

ଗରସଙ୍ଗ, ଗଣ୍ଡିବେଡରେ ସ୍ବାବ ସଂଗ୍ରହ

ଖଇରା, ୨୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକର ଗରସଙ୍ଗ ପଞ୍ଚାୟତ ରାମଚନ୍ଦ୍ର ହାଇସ୍କୁଲ ଓ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଗଣ୍ଡିବେଡ ହାଇସ୍କୁଲରେ ଚାଲିଥିବା ଅସ୍ଥାୟୀ କ୍ୱାରାଣ୍ଟାଇନ କେନ୍ଦ୍ରରୁ ସ୍ବାବ ନମୁନା ସଂଗ୍ରହ କରାଯାଇଛି। ସୋମବାର ଗରସଙ୍ଗରୁ ୨୦ଜଣଙ୍କ ନିକଟରୁ ମେଡିକାଲ ଟିମ୍‌ ସ୍ବାବ…

ସୁସ୍ଥ ହେଲେ ରାଜ୍ୟର ଆଉ ଜଣେ କରୋନା ଆକ୍ରାନ୍ତ; ମୋଟ ଆରୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟା ୩୯କୁ ବୃଦ୍ଧି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ବ୍ୟକ୍ତିଜଣଙ୍କ ଭୁବନେଶ୍ୱରର। ଏହାକୁ ମିଶାଇ ମୋଟ ସୁସ୍ଥ ସଂଖ୍ୟା ୩୯କୁ ବୃଦ୍ଧି ପାଇଛି। ସେହିଭଳି…

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ

ଯୋଡ଼ା, ୨୯।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକରେ କାର୍ଯ୍ୟ କରୁଥିବା କନିଷ୍ଠ ଶିକ୍ଷକ ସଂଘ ପକ୍ଷରୁ ବୁଧବାର କରୋନା ସହାୟତା ରାଶି ବାବଦକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧୮୨୦୦ ଟଙ୍କା ପ୍ରଦାନ କରାଯାଇଛି। ବୁଧବାର ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠି ଆକାଉଣ୍ଟରେ ଜମା କରି…

ଜୀବନବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ୩୧ ୟୁନିଟ୍‌ ରକ୍ତ ସଂଗୃହୀତ

ପାଟଣା,୨୯।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ମୁଖ୍ୟାଳୟ ସ୍ଥିତ ପଞ୍ଚାୟତ ସମିତି ମହାବିଦ୍ୟାଳୟରେ ବୁଧବାର ସାହାରପଡା ବ୍ଲକ ବିଜେଡି ତରଫରୁ ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ମାଧ୍ୟମରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। କରୋନା ଭୂତାଣୁ ସଂକ୍ରମଣ ସକାଶେ ଏବେ…

ବ୍ଲକ ଅଧ୍ୟକ୍ଷଙ୍କ ଦାୟିତ୍ୱ ଗ୍ରହଣ

ଦାରିଙ୍ଗବାଡ଼ି,୨୯ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନଙ୍କ ସଭ୍ୟପଦକୁ କୋର୍ଟ ରଦ୍ଦ କରିବା ପରେ ବୁଧବାର ଉପାଧ୍ୟକ୍ଷ ରମାକାନ୍ତ ବଳିଆର ସିଂ ବ୍ଲକ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ା ସେ କନ୍ଧମାଳ ଜିଲାପାଳ ବୃନ୍ଦା ଡିଙ୍କ…

ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ୍‌ଙ୍କୁ ଆକ୍ରମଣ : ଯୁବକ କୋର୍ଟ ଚାଲାଣ

ପୁରୁଷୋତ୍ତମପୁର,୨୯ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ମହାମାରୀ କରୋନାକୁ ନେଇ ପ୍ରଶାସନ ଚିନ୍ତାରେ ପଡ଼ି ଦିନରାତି ଏକ କରି ଗାଁ ଗାଁ ବୁଲି ଲୋକଙ୍କୁ ସଚେତନତା କରୁଥିବାବେଳେ ଏହି ସମୟରେ କାର୍ଯ୍ୟରତ ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ ତଥା ଅତିରିକ୍ତ ତହସିଲଦାରଙ୍କୁ ମଙ୍ଗଳବାର…

ପିତା ହେଲେ ବୋରିସ୍‌ ଜନସନ୍‌

ଲଣ୍ଡନ,୨୯।୪: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ ଗୁରୁବାର ଏକ ପୁତ୍ର ସନ୍ତାନର ଜନକ ହୋଇଛନ୍ତି। ତାଙ୍କ ପ୍ରେମିକା କାରି ସାଇମଣ୍ଡ୍‌ ଲଣ୍ଡନର ଏନ୍‌ଏଚ୍‌ଏସ୍‌ ହସ୍ପିଟାଲରେ ଶିଶୁପୁତ୍ରଙ୍କୁ ଜନ୍ମ ଦେଇଛନ୍ତି। ଉଭୟ ମା’ ଏବଂ ଶିଶୁ ସୁସ୍ଥ ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି।…

ସରକାରୀ ସହାୟତା ଲାଗି ଦାବିପତ୍ର ପ୍ରଦାନ କଲା ଟ୍ୟାକ୍ସି ଚାଳକ ସଂଘ

ଚୌଦ୍ୱାର,୨୯ା୪(ଡି.ଏନ୍‌.ଏ.) : ସାରାଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏହି ଲକ୍‌ଡାଉନ୍‌ ଯୋଗୁ ଗରିବ,ଖଟିଖିଆ, ଦିନ ମଜୁରିଆଙ୍କଠାରୁ ଆରମ୍ଭ କରି ବିଭିନ୍ନ ବର୍ଗର ଲୋକେ ବେଶ୍‌ ପ୍ରଭାବିତ ହୋଇଛନ୍ତି। ଏମାନଙ୍କ ଭିତରେ ଚୌଦ୍ୱାରରେ ଥିବା ଟ୍ୟାକ୍ସି ଚାଳକ ସଂଘର ୨୦୦ରୁ ଊର୍ଦ୍ଧ୍ୱ ପଞ୍ଜୀକୃତ…

ରକ୍ତଦାନ କରି ମଧୁବାବୁଙ୍କୁ ସମ୍ମାନ ଜଣାଇଲେ ଓକିଲ

ସୁନ୍ଦରଗଡ, ୨୯।୪ (ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଓକିଲସଂଘ ତରଫରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୨ତମ ଜୟନ୍ତୀ ଓ ଆଇନଜୀବୀ ଦିବସ ସାମାଜିକ ଦୂରତ୍ୱ ବଜାୟ ରଖି ନିରାଡମ୍ବର ଭାବେ ପାଳିତ ହୋଇଛି। ଜିଲା ଓକିଲ ସଂଘ ସଭାପତି ଦୁଷ୍ମନ୍ତ କୁମାର…

ପତ୍ନୀଙ୍କୁ ବହୁତ ଭଲ ପାଉଥିଲେ ଇରଫାନ୍‌: କହିଥିଲେ ‘ସୁଯୋଗ ମିଳିଲେ ସୁତପାଙ୍କ ପାଇଁ ବଞ୍ଚିବାକୁ ଚାହିଁବି’

ବମ୍ବେ: ”ଯଦି ମୋତେ ସୁଯୋଗ ମିଳେ, ମୁଁ ସୁତପାଙ୍କ ପାଇଁ ବଞ୍ଚିବାକୁ ଚାହିଁବି“। ଉକ୍ତିଟି ସ୍ବର୍ଗୀୟ ଅଭିନେତା ଇରଫାନ୍‌ ଖାନ୍‌ଙ୍କର। ଏଥିରୁ ଇରଫାନ୍‌ ସ୍ତ୍ରୀ ସୁତପାଙ୍କ ପାଇଁ ବଞ୍ଚିବାକୁ ଚାହୁଁଥିବା ସ୍ପଷ୍ଟ ଜଣାପଡ଼େ। ଜୀବନର କଷ୍ଟ ଦିନଗୁଡ଼ିକରେ ସ୍ତ୍ରୀ ସୁତପା ଇରଫାନ୍‌ଙ୍କର…

ଡମ୍ପର ଧକ୍କାରେ ଜଣଙ୍କ ଜୀବନଗଲା

ବଡ଼ବିଲ, ୨୯।୪( ସ. ପ୍ର.)-କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ କଳିଙ୍ଗନଗର ଠାରେ ବ୍ରେକ ଡାଉନ ଡମ୍ପରକୁ ଏକ ଅଜଣା ଡ଼ମ୍ପର ଧକ୍କା ଦେଇଥିବା ବେଳେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ବ୍ରେକ ଡାଉନ ଡମ୍ପରର ମାଲିକ ଭଦ୍ରାସାହି…

କେନ୍ଦୁଝରରେ ପ୍ରଥମ କରୋନା ପଜିଟିଭ୍‌

କେନ୍ଦୁଝର, ୨୯।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପଞ୍ଚୁପଲି ପଞ୍ଚାୟତର ନୂଆଗାଁରେ ଜଣେ ୬୦ ବର୍ଷ ବୟସ୍କ କରୋନା ପଜିଟିଭ ଚିହ୍ନଟ ହୋଇଛି। ସେ କଲିକତାରୁ ଫେରିଥିଲେ। ସେ କଲିକତାରୁ ଫେରି ୧୪ ଦିନ କ୍ୱାରାଣ୍ଟାଇନରେ ରହି ଘରକୁ ଫେରିଥିଲେ। ତାଙ୍କ ସହିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri