Home

ଫିଟ୍‌ନେସ୍‌ ସିକ୍ରେଟ୍‌ କହିଲେ ମନୀଷ

ମୁମ୍ବାଇ : ଲକ୍‌ଡାଉନ୍‌ ସମୟରେ ସେଲିବ୍ରିଟ୍‌ମାନେ ଘରେ ରହି ସମୟ ଅତିବାହିତ କରୁଛନ୍ତି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ହାସ୍ୟ ଅଭିନେତା ମନୀଷ ପାଲ୍‌। କିନ୍ତୁ ଏହି ସମୟରେ ତାଙ୍କର ଫିଟ୍‌ନେସ୍‌ ଯେମିତି ପ୍ରଭାବିତ ନ ହେବ ସେଥିପ୍ରତି ସେ ଯଥେଷ୍ଟ ଗୁରୁତ୍ୱ…

ଝାରସୁଗୁଡ଼ା ଜିଲାର ଜଙ୍ଗଲ ରାସ୍ତାରେ ପ୍ରବେଶ ନିଷେଧ

ଝାରସୁଗୁଡ଼ା,୨୯।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ଝାରସୁଗୁଡା ଜିଲାର ବିଭିନ୍ନ ପ୍ରବେଶ ପଥ ଯଥା ଜାତୀୟ ରାଜପଥ, ରାଜ୍ୟ ରାଜପଥ ଓ ପୂର୍ତ୍ତ ବିଭାଗ ରାସ୍ତାଗୁଡିକରେ ପ୍ରବେଶ କଟକଣାକୁ କଡ଼ାକଡ଼ି କରାଯାଇଛି। ଏହା ସହ ପଡୋଶୀ ଜିଲା ସୁନ୍ଦରଗଡ଼ ସହ ସଂଲଗ୍ନ…

କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ରେ ଅମାନିଆଙ୍କ ଉପରେ ନଜର ରଖିଛି ଡ୍ରୋନ୍‌ କ୍ୟାମେରା

ଭଦ୍ରକ ଅଫିସ,୨୯ା୪ : ଭଦ୍ରକ ଜିଲାରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ବୁଧବାର ସୁଦ୍ଧା ଜିଲାରେ ପଜିଟିଭ୍‌ଙ୍କ ସଂଖ୍ୟା ୧୯ ଛୁଇଁଛି। ସମୁଦାୟ ୨୧ଟି କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷିତ ପଞ୍ଚାୟତ ଅଞ୍ଚଳରେ ଗତିବିଧି ଉପରେ ନଜର…

କାମ ଚାଲିଥିବାବେଳେ ଦବିଗଲା ସୁକତେଲ ବ୍ରିଜ, ୨ ଶ୍ରମିକଙ୍କ ଜୀବନ ଗଲା

ପାଟଣାଗଡ, ୨୯।୪ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକ ଅଧୀନ ଟମିଆ ଗାଁ ନିକଟରେ ଥିବା ସୁକତେଲ ବ୍ରିଜ ବୁଧବାର ସକାଳ ୯ଟାରେ କାମ ଚାଲିଥିବାବେଳେ ଦବି ଯାଇଛି। ବ୍ରିଜ ତଳେ ୨ଜଣ ଶ୍ରମିକ ଚାପି ହୋଇଯିବାରୁ ସେମାନଙ୍କର ମୃତ୍ୟୁ ଘଟିଛି।…

ମୋଦିଙ୍କୁ ଟୁଇଟର୍‌ରେ ଅନ୍‌ଫଲୋ କଲା ହ୍ବାଇଟ୍‌ ହାଉସ୍‌

ଓ୍ବାଶିଂଟନ,୨୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟୁଇଟର୍‌ରେ ହ୍ବାଇଟ୍‌ ହାଉସ୍‌ ଅନ୍‌ ଫଲୋ କରିଛି। ଭାରତ ଆମେରିକାକୁ କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ହାଇଡ୍ରୋକ୍ସିକ୍ଲୋରୋକ୍ୱିନ୍‌ ଔଷଧ ପଠାଇଥିଲା। ଏହାପରେ ଏପ୍ରିଲ୍‌ ୧୦ଠାରୁ ହ୍ବାଇଟ୍‌ ହାଉସ୍‌ ପକ୍ଷରୁ ମୋଦି ଏବଂ ଭାରତର ଅନ୍ୟ ୫…

୬ ଇନ୍‌ଷ୍ଟ୍ରକ୍ଟର ତିଆରି କଲେ ରୋବଟ୍‌

କଟକ ଅଫିସ,୨୯ା୪: କରୋନା ଭୂତାଣୁ ବିପକ୍ଷରେ ସାରା ବିଶ୍ୱ ଲଢେଇ କରୁଛି। ଜିତିବାର ଆଶା ସମସ୍ତଙ୍କ ମନରେ ରହିଛି। ଏହି ଭୂତାଣୁ ବିଶ୍ୱରେ ନିଜ କାୟା ବିସ୍ତାର କରୁଥିବାବେଳେ ତା’ର ମୁକାବିଲା ପାଇଁ ବିଭିନ୍ନ ସ୍ତରରେ ପ୍ରୟାସ ଜାରି ରହିଛି। ଏଥିରେ…

ଲକ୍‌ଡାଉନ୍‌ରେ ବି ଗୁରୁଦାୟିତ୍ୱ ଭୁଲିନାହାନ୍ତି ପିକକ୍‌ମ୍ୟାନ୍‌

ତ୍ରିନାଥ ମହାନ୍ତି ଭୁବନେଶ୍ୱର,୨୯ା୪(ବ୍ୟୁରୋ): କରୋନା ମହାମାରୀ ପାଇଁ ସାରା ଦେଶରେ ମାସେରୁ ଊର୍ଦ୍ଧ୍ୱ ହେଲାଣି ଲକ୍‌ଡାଉନ୍‌ ଜାରି ରହିଛି। ରୋଜଗାର ହରାଇ ଲୋକେ ଘରେ ରହିଛନ୍ତି। ଲୋକେ ପେଟ ଚିନ୍ତାରେ ଦିନରାତି ଘାରି ହେଉଥିବାବେଳେ ପଶୁପକ୍ଷୀଙ୍କ କଥା ଭାବିବାକୁ କାହାର ସମୟ…

ଆମେରିକାରେ କରୋନା ନେଲାଣି ୫୮ ହଜାର ମୁଣ୍ଡ: ଭିଏତ୍‌ନାମ୍‌ ଯୁଦ୍ଧ ମୃତ୍ୟୁ ସଂଖ୍ୟାକୁ ଟପିଲା

ଓ୍ବାଶିଂଟନ,୨୯।୪: କରୋନା ସଂକ୍ରମଣ ନେଇ ଆମେରିକାରେ ସ୍ଥିତି ଧୀରେ ଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଏଠାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୫୮,୩୫୫ରେ ପହଞ୍ଚିଛି। ଯାହାକି ୨୦ ବର୍ଷ ଧରି ଚାଲିଥିବା ଭିଏତ୍‌ନାମ୍‌ ଯୁଦ୍ଧର ମୃତ୍ୟୁ ସଂଖ୍ୟାକୁ ପଛରେ ପକାଇଛି।…

କଣ୍ଟେନମେଣ୍ଟ ଜୋନ୍‌ରେ ନଜର ରଖିବ ଡ୍ରୋନ୍‌

ଭଦ୍ରକ ଅଫିସ,୨୯ା୪ ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ପୁଣି ୩ ପଜିଟିଭ୍‌ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ବାସୁଦେବପୁର ବ୍ଲକର ୨ ଓ ଅନ୍ୟ…

ଭୁବନେଶ୍ୱରରେ କୋହଳ ହେଲା କଟକଣା

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ଭୁବନେଶ୍ୱରରେ ବ୍ୟବସାୟିକ କଟକଣାକୁ କୋହଳ କରାଯାଇଛି। ଏନେଇ ମଙ୍ଗଳବାର ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ବୁଧବାରଠାରୁ ବିଏମ୍‌ସି ଅଞ୍ଚଳରେ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିବ। ଗ୍ରସେରି, ଫଳ, ପନିପରିବା, ମାଛ,ମାଂସ, ଓମ୍‌ଫେଡ ଷ୍ଟଲ…

ତାତି ଭାଙ୍ଗିବ ରେକର୍ଡ

ଓ୍ବାଶିଂଟନ: ୨୦୨୦ ସର୍ବାଧିକ ଉତ୍ତପ୍ତ ବର୍ଷ ହେବ। ହୁଏତ ଚଳିତ ବର୍ଷର ତାତି ସମସ୍ତ ପୁରୁଣା ରେକର୍ଡକୁ ଭାଙ୍ଗି ଦେଇପାରେ। ଏପରି ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଶେଷଜ୍ଞ। ତାତି ରେକର୍ଡ ଭାଙ୍ଗିବା ୫୦ରୁ ୭୫ ପ୍ରତିଶତ ସମ୍ଭାବନା ରହିଥିବା ପ୍ରକାଶିତ ଏକ…

ଆଜି ବିଶ୍ୱ ନୃତ୍ୟ ଦିବସ: ମଞ୍ଚ ନୁହେଁ, ଏଥର ଡିଜିଟାଲ ପ୍ଲାଟ୍‌ଫର୍ମ

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ମଞ୍ଚରେ ନୁହେଁ, ଏଥର ଡିଜିଟାଲ ପ୍ଲାଟ୍‌ଫର୍ମରେ ପାଳନ ହେବ ବିଶ୍ୱ ନୃତ୍ୟ ଦିବସ। ସୋସିଆଲ ମିଡ଼ିଆରେ ଏକାଠି ହେବେ ବିଶ୍ୱର କୋଣ ଅନୁକୋଣର ନୃତ୍ୟଶିଳ୍ପୀ। ଶାସ୍ତ୍ରୀୟ ନୃତ୍ୟର ଗୁରୁତ୍ୱକୁ ବିଶ୍ୱବାସୀଙ୍କ ଆଗରେ ଏଭଳି ନିଆରା ଢଙ୍ଗରେ ଉପସ୍ଥାପନ କରିବେ। କରୋନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri