Home

ସକାଳ ହେଲେ ପରିବାର ମୁହଁରେ ଆହାର ଦେବାକୁ ଚିନ୍ତା

ସମ୍ବଲପୁର,୩୧।୩(ବ୍ୟୁରୋ)-କରୋନା ଭୂତାଣୁ ଭୟ ସମସ୍ତଙ୍କ ଭିତରେ ଭୟ ସୃଷ୍ଟି କରିଛି। କରୋନା କଟକଣା ଶ୍ରମିକ, ଛୋଟ ଚା, ପାନ, ଜଳଖିଆ ଦୋକାନୀଙ୍କୁ କଷଣ ଦେଇଛି । ସେମାନଙ୍କ ଜୀବନ ଦୁଃଖରେ ବିତୁଛି । ତେବେ ସମ୍ବଲପୁର ରେଳ ଷ୍ଟେଶନ, ବସଷ୍ଟାଣ୍ଡ, ଧାର୍ମିକ…

ଲୋକ ରୁଣ୍ଡ ଦେଖି ପିପଲବାହାଲ ଗ୍ରାମବାସୀ ଭୟଭୀତ

ଲାଠୋର,୩୧।୩ (ଡି.ଏନ.ଏ.): ମହାମାରୀ କରୋନା ଭାଇରସ (ଭୂତାଣୁ) ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ରୋଗୀ ସଂଖ୍ୟା ଦିନକୁ ଦିନ ବଢ଼ି ଚାଲିଛି। ସାଧାରଣ ଜନତାଙ୍କ ମନରେ ଭୟ ସୃଷ୍ଟି ହୋଇଛି। କେନ୍ଦ୍ର ସରକାର ଗତ ୨୩ ତାରିଖରୁ ତାଲାବନ୍ଦ ଘୋଷଣା…

କୋଭିଡ-୧୯: ଲଙ୍କାସାୟାର ଚେୟାରମ୍ୟାନ ଡେଭିଡ ହଜକିସ୍‌ଙ୍କ ମୃତ୍ୟୁ

ଲଣ୍ଡନ,୩୧।୩ (ପି.ଟି.): ବିଶ୍ୱରେ କୋଭିଡ- ୧୯ ତା’ର ଆତଙ୍କ ଜାରି ରଖିଛି। ଲଙ୍କାସାୟାର କାଉଣ୍ଟି କ୍ରିକେଟ କ୍ଲବ ଚେୟାରମ୍ୟାନ ଡେଭିଡ ହଜକିସ୍‌ ଏହି ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇ ମୃତ୍ୟୁ ବରଣ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ…

୨୦ ଟଙ୍କା ବଢ଼ିଲା ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଶ୍ରମିକଙ୍କ ମଜୁରି

ଭୁବନେଶ୍ୱର, ୩୧।୩(ବ୍ୟୁରୋ): କେନ୍ଦ୍ର ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ମଜୁରି ବୃଦ୍ଧି କରିଛନ୍ତି। ପୂର୍ବରୁ ଶ୍ରମିକମାନଙ୍କୁ ମିଳୁଥିବା ମଜୁରିରେ ଆଉ ୨୦ ଟଙ୍କା ବୃଦ୍ଧି କରାଯାଇଛି। ଏ ନେଇ ମଙ୍ଗଳବାର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ପକ୍ଷରୁ…

କରୋନା ସଙ୍କଟରେ ସହାୟତା ପାଇଁ ଅଣ୍ଟା ଭିଡ଼ିଛି ଭାରତୀୟ ରେଲଓ୍ବେ

ନୂଆଦିଲ୍ଲୀ,୩୧।୩: ସାରା ଭାରତରେ କରୋନା ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି।  ଏଥିରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ଅବଲମ୍ବନ କରିବା ଅପରିହାର୍ଯ୍ୟ। ତେଣୁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏପରି ସଙ୍କଟଜନକ…

ମହିଳାଙ୍କୁ ଆକ୍ରମଣ, ଅସଦାଚରଣ ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୩୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଆକ୍ରମଣ ଓ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଥାନାରେ ଏକ ମାମଲା (ନଂ.୬୫/୨୦) ରୁଜୁକରି ପୋଲିସ ତଦନ୍ତ ଚଳାଇଛନ୍ତି। ଗିରଫ ଭୟରେ ଅଭିଯୁକ୍ତ ସୁରେନ୍ଦ୍ର ପାତ୍ର ଗାଁରୁ…

ବାଟବଣା ବ୍ୟକ୍ତି ଆଶ୍ରୟସ୍ଥଳରେ ରହିଲେ

ଲାଠୋର,୩୧।୩ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ଅଧୀନ କରୁଆଁଝର ପଞ୍ଚାୟତ ସାନଗୁର୍ଜିଭଟା ଗାଁ ମୁଣ୍ଡରୁ ଜଣେ ଶ୍ରମିକଙ୍କୁ ଉଦ୍ଧାର କରି ଆଶ୍ରୟ ସ୍ଥଳରେ ରଖା ଯାଇଛି। ସେ ହେଲେ ଗଞ୍ଜାମ ଜିଲା ଛତ୍ରପୁର ପୋଲସାରା ଗ୍ରାମର ହିନ ପୋଲେଇ। ସେ…

କରୋନା ପ୍ରତିହତ ପାଇଁ ସହରରେ ସାନିଟାଇଜର ସ୍ପ୍ରେ କଲା ଏନ୍‌ଏସି

ବିଜେପୁର, ୩୧।୩(ଡି.ଏନ୍‌.ଏ.): କରୋନା ମହାମାରୀକୁ ପ୍ରତିହତ କରିବା ପାଇଁ ବ୍ୟକ୍ତିଗତ ସଚେତନତା ହିଁ ଏକମାତ୍ର ବିକଳ୍ପ। ତେଣୁ ସରକାର ଲକ୍‌ଡାଉନ ଘୋଷଣା କରି ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ସଚେତନତା ସୃଷ୍ଟି କରୁଛନ୍ତି। ଜନସାଧାରଣଙ୍କ ଧନଜୀବନର ସୁରକ୍ଷା ପାଇଁ ସରକାର ବିଭିନ୍ନ…

ରେନିକୋଟ, ସନ୍‌ଗ୍ଲାସ୍‌ ପିନ୍ଧି କରୋନା ସହ ଯୁଦ୍ଧ କରୁଛନ୍ତି ଡାକ୍ତର

ସିଲିଗୁଡି,୩୧।୩: ସାରା ବିଶ୍ୱରେ ୩୭ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଇସାରିଥିବା କରୋନା ଭାଇରସ୍‌ ଏବେ ଭାରତରେ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଭାରତରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୭ ହୋଇଥିବା ବେଳେ ସେଥିମଧ୍ୟରୁ ୩୯ଜଣଙ୍କର ମୃତ୍ୟୁ ଘଟିସାରିଛି। ଇତିମଧ୍ୟରେ କରୋନା ବିରୋଧରେ…

ହତ୍ୟା ଉଦ୍ୟମ ମାମଲା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାଶୀଗୁଡ଼ା ପଞ୍ଚାୟତ ଜକମେରୀପଲ୍ଲୀ ଗାଁର ୨ ଜଣଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ଦିଗପହଣ୍ଡି ପୋଲିସ ମଙ୍ଗଳବାର ଅଭିଯୁକ୍ତ ସନ୍ତୋଷ ମହାନ୍ତିଙ୍କୁ ଗିରଫ କରିଛି। ଏ ନେଇ ଥାନାରେ ମାମଲା (ନଂ.୬୪/୨୦) ଅନୁଯାୟୀ ତାଙ୍କୁ କୋର୍ଟ…

କୋଭିଡ- ୧୯: ୮୦ ଲକ୍ଷ ଟଙ୍କା ଦେଲେ ରୋହିତ

ମୁମ୍ବାଇ,୩୧।୩(ପି.ଟି.): କୋଭିଡ- ୧୯ ମହାମାରୀ ମୁକାବିଲା ପାଇଁ ଭାରତୀୟ ତାରକା ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ୮୦ ଲକ୍ଷ ଟଙ୍କା ଦାନ କରିଛନ୍ତି। ଏହି ଭୟଙ୍କର ସ୍ବାସ୍ଥ୍ୟ ସଙ୍କଟରୁ ସମସ୍ତଙ୍କୁ ମୁକୁଳାଇବା ହେଉଛି ସମସ୍ତଙ୍କର ଦାୟିତ୍ୱ ବୋଲି ସେ କହିଛନ୍ତି। ଭାରତୀୟ ଦିନିକିଆ…

୨ ମାସ ପର୍ଯ୍ୟନ୍ତ ମାଗଣାରେ ଜି-ସୋନୀ-ଷ୍ଟାର୍‌-କଲର୍ସ ଚ୍ୟାନେଲ ଦେଖିବେ ଲୋକେ: ଆଇବିଏଫ୍‌ କଲା ଘୋଷଣା

ନୂଆଦିଲ୍ଲୀ,୩୧।୩: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏହାକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି କରାଯାଇଛି। ଲକ୍‌ଡାଉନ୍‌ ଯୋଗୁ ଶୁଟିଂ ହୋଇ ପାରୁନି। ତେଣୁ ଡିଡି-୧ ଏବଂ ଡିଡି-୨ରେ ଲୋକପ୍ରିୟ ଧାରାବାହିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri