Home

ବଲବୀର ସିଂଙ୍କ ପରଲୋକରେ ଦୁଃଖ ପ୍ରକାଶ କଲେ କୋହଲି

ଚଣ୍ଡୀଗଡ,୨୫।୫: କିମ୍ବଦନ୍ତୀ ହକି ଖେଳାଳି ବଲବୀର ସିଂ ସିନିୟରଙ୍କ ପରଲୋକରେ ଶୋକ ବ୍ୟକ୍ତ କରିଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। ବଲବୀର ସିଂଙ୍କ ପରଲୋକ କଥା ଶୁଣି ଦୁଃଖିତ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରୁଛି ବୋଲି…

ଖୋର୍ଦ୍ଧା ଜିଲାରେ ୫ ନୂଆ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ବାପ-ପୁଅ

ଖୋର୍ଦ୍ଧା ଅଫିସ,୨୫।୫: ଖୋର୍ଦ୍ଧା ଜିଲାରେ ସୋମବାର ଆଉ ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨କୁ ବୃଦ୍ଧି ପାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଭୁବନେଶ୍ୱର ବାଲିପାଟଣା ଅଞ୍ଚଳର ଜଣେ ରହିଥିବା ବେଳେ…

କରୋନା କଟକଣାକୁ ଫୁ: ହାଟରେ ରହୁନି ସାମାଜିକ ଦୂରତା

ଆର୍‌.ଉଦୟଗିରି,୨୫ା୫(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ରୋକିବା ପାଇଁ ଲକ୍‌ଡାଉନ୍‌ ଜାରିରହିଛି। ଏପଟେ ସରକାର ଚାଷୀ ଓ ସାଧାରଣ ଲୋକଙ୍କ ଅସୁବିଧାକୁ ନଜର ରଖି ସାପ୍ତାହିକ ହାଟରେ ପନିପରିବା ଓ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ଖୋଲିବାକୁ ଅନୁମତି ଦେଇଛନ୍ତି। ଦୋକାନୀ ଓ ଗ୍ରାହକଙ୍କ ମଧ୍ୟରେ…

ରିଫି୍ରିଜିଂ ଖାଦ୍ୟ ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ

ଆଜିକାଲି ଖାଦ୍ୟକୁ ସଂରକ୍ଷିତ କରି ରଖିବାର ଅନେକ ପ୍ରକାର ଉପାୟ ରହିଛି। ଆମେ ରାନ୍ଧିଥିବା ଖାଦ୍ୟ ବଳି ପଡ଼ିଲେ ତାହାକୁ ରେଫ୍ରିଜରେଟରରେ ରଖିଦେଇଥାଉ। ପରବର୍ତ୍ତୀ ସମୟରେ ତାହାକୁ ବାହାର କରି ଖାଇଥାଉ। ପୁଣି ବଳକା ଖାଦ୍ୟକୁ ତା’ ଭିତରେ ରଖିଦେଉ। ଏହାକୁ…

ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୬ ଛୁଇଁଲା

ଭଦ୍ରକ ଅଫିସ,୨୫ା୫: ଭଦ୍ରକ ଜିଲାରେ ସୋମବାର ୮ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦୬ ଛୁଇଁଛି। ଏହି ୮ ଜଣଙ୍କ ମଧ୍ୟରୁ ୪ ଜଣ କୋଲକାତା ଫେରନ୍ତା ହୋଇଥିବା ବେଳେ ତେଲେଙ୍ଗାନାରୁ ଜଣେ,…

ପୁଣି ୨୨ କରୋନା ପଜିଟିଭ ଚିହ୍ନଟ: ଦେବଗଡ଼ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ଛୁଇଁଲା

ଦେବଗଡ଼,୨୫ା୫(ଡି.ଏନ୍‌.ଏ): ଦେବଗଡ଼ ଜିଲାରେ ସୋମବାର ପୁଣି ୨୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ୨୨ ଆକ୍ରାନ୍ତ ତିଲେଇବଣି ବ୍ଲକ ଅନ୍ତର୍ଗତ ସଡୋ ପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟର ଓ ରିଆମାଳ ବ୍ଲକ ଅନ୍ତର୍ଗତ ଉଟୁଣିଆ ପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟରରେ ରହିଥିଲେ। ଏମାନଙ୍କ…

ଏନ୍‌କାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ

ଶ୍ରୀନଗର, ୨୫।୫: ଏନ୍‌କାଉଣ୍ଟରରେ ସୋମବାର ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ଜମ୍ମୁ-କଶ୍ମୀରର କୁଲଗ୍ରାମ ଜିଲାର ମଞ୍ଜନାମ ଅଞ୍ଚଳରେ ଆତଙ୍କବାଦୀ ଲୁଚିଥିବା ସୂଚନା ପାଇବା ପରେ ସୁରକ୍ଷାକର୍ମୀ ଏବଂ ପୋଲିସ ପକ୍ଷରୁ ସେଠାରେ ମିଳିତ ଚଢାଉ କରାଯାଇଥିଲା। ଏହି ସମୟରେ ଆତଙ୍କବାଦୀ ଏବଂ…

ଲୋ ବ୍ଲଡ୍‌ପ୍ରେସର ଓ ଖାଦ୍ୟ

ଯଦି ଆପଣ ଲୋ ବ୍ଲଡ୍‌ପ୍ରେସର ପରି ସମସ୍ୟା ସହ ଜଡ଼ିତ ତେବେ ଆପଣଙ୍କୁ ନିଜ ଖାଦ୍ୟପେୟ ପ୍ରତି ନଜର ଦେବାକୁ ପଡିଥାଏ। ସାଧାରଣତଃ ଏପରି ରୋଗୀଙ୍କୁ ପ୍ରଚୁର ପାଣି ପିଇବାକୁ ଏବଂ ଲୁଣ କମ୍‌ ଖାଇବାକୁ ଡାକ୍ତର ପରାମର୍ଶ ଦେଇଥାଆନ୍ତି। ସବୁଜ…

ଦିଲ୍ଲୀ-ବେଙ୍ଗାଲୁରୁୁ ବିମାନରେ ଏକୁଟିଆ ଯାତ୍ରା କଲେ ୫ ବର୍ଷର ଶିଶୁ

ବେଙ୍ଗାଲୁରୁ,୨୫।୫: ପାଖାପାଖି ୨ ମାସ ପରେ ସୋମବାରଠାରୁ ଘରୋଇ ବିମାନ ସେବା ଆରମ୍ଭ ହୋଇଛି। ଏହି ଅବସରରେ ଦିଲ୍ଲୀରୁ ଏକ ବିମାନ ବେଙ୍ଗାଲୁରୁରେ ପହଞ୍ଚିଥିଲା। ଏହି ବିମାନରେ ଜଣେ ୫ ବର୍ଷର ଶିଶୁ ଏକୁଟିଆ ଯାତ୍ରା କରିଥିଲେ। ବିହାନ ଶର୍ମା ନାମକ…

ହାର୍ଟ ବିଟ୍‌ରେ ଚାଲିବ ପେସ୍‌ମେକର

ନ୍ୟୁୟର୍କସ୍ଥିତ ବଫାଲୋ ସ୍କୁଲ ଅଫ ଇଞ୍ଜିନିୟରିଂ ଆଣ୍ଡ ଆପ୍ଲାଏଡ୍‌ ସାଇନ୍ସର ବୈଜ୍ଞାନିକମାନେ ଏପରି ଏକ ପେସମେକର (ହାର୍ଟକୁ କ୍ରିୟାଶୀଳ କରିବା ଏବଂ ଏହାର ସ୍ପନ୍ଦନକୁ ସନ୍ତୁଳିତ ରଖିବା ପାଇଁ ବ୍ୟବହାର କରାଯାଏ) ପ୍ରସ୍ତୁତ କରିଛନ୍ତି, ଯାହା ହାର୍ଟ ବିଟ୍‌ (ହୃତ୍‌ ସ୍ପନ୍ଦନ)ରେ…

ଇଦ୍‌ ଅବସରରେ ପ୍ରଶଂସକଙ୍କୁ ସ୍ବତନ୍ତ୍ର ଉପହାର ଦେବେ ସଲମାନ୍‌

ବଲିଉଡ୍‌ ସୁପରଷ୍ଟାର ସଲମାନ୍‌ ଖାନ୍‌ ନିଜର ସୁନ୍ଦର ଅଭିନୟ ଦ୍ୱାରା ସବୁବେଳେ ଦର୍ଶକଙ୍କ ହୃଦୟରେ ରାଜ୍‌ କରିଆସିଛନ୍ତି। ବିଗତ କିଛି ବର୍ଷ ହେବ ସେ ଇଦ୍‌ ଅବସରରେ ନିଜ ପ୍ରଶଂସକଙ୍କୁ ଫିଲ୍ମ ଉପହାର ଦେଇଥାନ୍ତି। ପ୍ରତିବର୍ଷ ଇଦ୍‌ ଅବସରରେ ଭାଇଜାନ୍‌ଙ୍କର ଫିଲ୍ମ…

ଲୋକଙ୍କୁ ମାସ୍କ ପିନ୍ଧିବା ପାଇଁ ଅପିଲ କଲେ ବିଗ୍‌-ବି

ସାରା ବିଶ୍ୱରେ ମହାମାରୀର ରୂପ ନେଇଛି କରୋନା। ଏଭଳି ପରିସ୍ଥିତି ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଉଛି। ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ ଲୋକଙ୍କୁ ମାସ୍କ ପିନ୍ଧିବାକୁ ଅପିଲ କରିଛନ୍ତି। ସେ ସମସ୍ତଙ୍କୁ ଇଦ୍‌ ଶୁଭେଚ୍ଛା ଜଣାଇବା ସହ ସାମାଜିକ ଦୂରତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?