Home

କରୋନା ପ୍ରତିହତ ପାଇଁ ଗାଁ ଗାଁରେ ଶପଥ ପାଠ କରାଇଲା ପୋଲିସ

ଦାରିଙ୍ଗବାଡ଼ି,୩୦।୩(ଡି.ଏନ୍‌.ଏ.): କରୋନା ସଂକ୍ରମିତକୁ ପ୍ରତିହତ କରିବା ପାଇଁ ପୋଲିସ ପ୍ରଶାସନ କଡ଼ା ପଦକ୍ଷେପ ନେଇଛି। ଦିନରାତି ବିଭିନ୍ନ ଗାଁ, ଛକ ବଜାର ବ୍ଲକିଂ ସହ ପାଟ୍ରୋଲିଂ କରି ଅମାନିଆଙ୍କ ବିରୋଧରେ ଦୃଢ଼ ପଦକ୍ଷେପ ନେଉଛି। ସୋମବାର ଆଇଆଇସି କୌଶିକ ମାଝି ପର୍ତ୍ତମାହା…

୬ ମହାଦେଶର ୧୯୯ ଦେଶରେ କରୋନାର ମୃତ୍ୟୁ ତାଣ୍ଡବ: ଆମେରିକା-ୟୁରୋପ-ଇରାନରେ ଆତଙ୍କ

ଓ୍ବାଶିଂଟନ,୩୦।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏହାକୁ ରୋକିବାରେ କୌଣସି ରାଷ୍ଟ୍ର ସକ୍ଷମ ହୋଇପାରୁ ନାହାଁନ୍ତି। ଇତିମଧ୍ୟରେ ଆଣ୍ଟାର୍କଟିକାକୁ ଛାଡ଼ି ଅନ୍ୟ ୬ଟି ମହାଦେଶର ୧୯୯ଟି ଦେଶରେ କରୋନା ମୃତ୍ୟୁର ତାଣ୍ଡବ ରଚିଛି। ସାରା ପୃଥିବୀରେ…

୨୭.୫ ଲକ୍ଷ ମନରେଗା ଶ୍ରମିକଙ୍କ ଖାତାରେ ୬୧୧କୋଟି ଟଙ୍କା ଜମା କଲେ ଯୋଗୀ ସରକାର

ଲକ୍ଷ୍ନୌ, ୩୦।୧: କରୋନା ଭାଇରସ୍‌ ଯୋଗୁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏଥିରେ ସବୁଠାରୁ ଶ୍ରମିକ ଓ ଦିନ ମଜୁରିଆ ପ୍ରଭାବିତ ହୋଇଛନ୍ତି। ଲକ୍‌ଡାଉନ୍‌ ଯୋଗୁ ବିଭିନ୍ନ ଧରଣର କାର୍ଯ୍ୟ ବନ୍ଦ ରହିଥିବାରୁ ଏମାନେ ନିଜର ଜୀବିକା ହରାଇଛନ୍ତି। ତେବେ…

ଅଭିଭାବକଙ୍କୁ ମିଳିଲା ମଧ୍ୟାହ୍ନଭୋଜନ ଚାଉଳ ଟୋକନ୍‌

ବନ୍ତ,୩୦।୩(ଡି.ଏନ୍‌.ଏ.): କରୋନା ପାଇଁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କରିଥିବା ବେଳେ ଛାତ୍ରୀଛାତ୍ରଙ୍କ ପାଇଁ ମଧ୍ୟାହ୍ନଭୋଜନ ଚାଉଳ ପ୍ରଦାନର ବ୍ୟବସ୍ଥା କରିଛନ୍ତି। ସୋମବାର ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ବିଦ୍ୟାଳୟରେ ପ୍ରତ୍ୟେକ ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ବିଦ୍ୟାଳୟରୁ ଟୋକନ୍‌…

ସୋସିଆଲ ଡିଷ୍ଟାନସିଂ ଗାଇଡ୍‌ ଲାଇନ୍ସକୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କଲେ ଟ୍ରମ୍ପ

ଓ୍ବାଶିଂଟନ,୩୦।୩: ଆମେରିକାରେ କରୋନା ଭାଇରସ କାୟା ବିସ୍ତାର କରି ଚାଲିଥିବା ବେଳେ ଏବେ ସେଠାରେ ମୃତ୍ୟୁ ସଂଖ୍ୟା ୨ ହଜାର ଅତିକ୍ରମ କରି ସାରିଲାଣି। ଏହାକୁ ଦେଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ଡିଷ୍ଟାନସିଂ ଗାଇଡ୍‌ ଲାଇନକୁ ଏପ୍ରିଲ ୩୦…

ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଲମ୍ବା ଧାଡ଼ି

ବନ୍ତ,୩୦।୩(ଡି.ଏନ୍‌.ଏ.): କରୋନା କଟକଣା ପରେ ଭଦ୍ରକ ଜିଲା ବନ୍ତ ସଦର ମହକୁମାରେ ଅବସ୍ଥିତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି। ସକାଳୁ ଲୋକମାନେ ଡାକ୍ତରଖାନା ସମ୍ମୁଖରେ ଲମ୍ବା ଧାଡ଼ି ଲଗାଉଛନ୍ତି। ସାମାଜିକ ଦୂରତା ପାଳନ ନେଇ ଡାକ୍ତରଖାନା ପକ୍ଷରୁ ଗୋଲେଇ…

ଭାରତରେ ୧୧୭୩ କରୋନା ସଂକ୍ରମିତ: ମୃତ୍ୟୁ ସଂଖ୍ୟା ୩୨

ନୂଆଦିଲ୍ଲୀ,୩୦।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଦେଶରେ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୭୩ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୩୨ ଛୁଇଁଛି। ପଶ୍ଚିମବଙ୍ଗର ୫୪ ବର୍ଷ…

ବାହାର ଲୋକଙ୍କୁ ସରଣ୍ଡା ମନା: ୩ଟି ରାସ୍ତା ସିଲ୍‌କଲେ ଗ୍ରାମବାସୀ

ସରଣ୍ଡା,୩୦।୩(ଡି.ଏନ୍‌.ଏ.): କରୋନା(କୋଭିଡ-୧୯) ସଂକ୍ରମଣକୁ ରୋକିବା ପାଇଁ ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଚକୁଳି ପଞ୍ଚାୟତ ବରଗଡ଼ ଜିଲା ସରଣ୍ଡା ଗ୍ରାମବାସୀ ସୋମବାରଠାରୁ ଗ୍ରାମକୁ ସଂଯୋଗ କରୁଥିବା ୩ଟି ପ୍ରବେଶପଥକୁ ବନ୍ଦ କରିଛନ୍ତି। ସରଣ୍ଡା ସମେତ କଟାପାଲି, ଚକୁଳି ଗ୍ରାମବାସୀ ମଧ୍ୟ…

ଆଇସୋଲେଶନରେ ରହୁନାହାନ୍ତି ବିଦେଶ ଫେରନ୍ତା: ଗ୍ରାମବାସୀ ଭୟଭୀତ

ବନ୍ତ,୩୦।୩(ଡି.ଏନ୍‌.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ବିଦେଶ ଏବଂ ଅନ୍ୟ ରାଜ୍ୟରୁ ଆସୁଥିବା ବ୍ୟକ୍ତିମାନଙ୍କୁ ଆଇସୋଲେଶନରେ ରହିବା ପାଇଁ ପରାମର୍ଶ ଦେଉଥିଲେ ମଧ୍ୟ ତାହାକୁ ଲୋକେ ସଠିକ୍‌ ଭାବେ ପାଳନ କରୁ ନ ଥିବା ଦେଖାଯାଇଛି। ସେହିସବୁ ଲୋକଙ୍କ ପାଇଁ ପ୍ରତି…

ମୋଦିଙ୍କ ୨୧ ଦିନ ଲକ୍‌ଡାଉନ୍‌: କରୋନା ସଂକ୍ରମିତ ଦେଶଙ୍କ ପାଇଁ ଏକ ଆଦର୍ଶ

ଓ୍ବାଶିଂଟନ,୩୦।୩: ଏବେ ବିଶ୍ୱର ଅଧିକାଂଶ ଦେଶ କରୋନା ଭାଇରସ ସହ ଲଢେଇ କରି ଚାଲିଛନ୍ତି। ତେବେ କରୋନା ସଂକ୍ରମଣକୁ ରୋକିବାକୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁ ପଦକ୍ଷେପ ନେଇଛନ୍ତି ତାହାକୁ ଏବେ ପ୍ରଶଂସା କରୁଛନ୍ତି କେତେଜଣ ସମାଜିକ କର୍ମୀ। ସେମାନେ…

ଲକ୍‌ଡାଉନ୍‌ ଅବଧି ବୃଦ୍ଧି ଗୁଜବକୁ ନେଇ ପ୍ରତିକ୍ରିୟା ରଖିଲେ କ୍ୟାବିନେଟ ସଚିବ

ନୂଆଦିଲ୍ଲୀ,୩୦।୩: ସାରା ଦେଶରେ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରଯାଇଛି। ତେବେ ଏହି ଲକ୍‌ଡାଉନ୍‌ର ଅବଧି ଆଗକୁ ବୃଦ୍ଧି ପାଇବ ବୋଲି ଯେଉଁ ଗୁଜବ ସୃଷ୍ଟି…

କରୋନା ଗାଁର ଦୁଃଖ: ଲୋକେ ଆସିବାକୁ ଡରୁଛନ୍ତିି !

ଲକ୍ଷ୍ନୌ,୩୦।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଭାରତରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଉତ୍ତରପ୍ରଦେଶର କରୋନା ଗାଁର ଗ୍ରାମବାସୀଙ୍କ ଦୁଃଖ କହିଲେ ନ ସରେ। ତାଙ୍କ ଗାଁ ନାମ ଥିବା ଏଭଳି ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri