ଆମିଷ ଦୋକାନରେ ଭିଡ଼, ମାନିଲେନି କଟକଣା
ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଭିଡ଼ ନ କରିବା ଓ ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ରାଜଧାନୀର ବିଭିନ୍ନ ପରିବା ହାଟକୁ ଖୋଲା ସ୍ଥାନ ଓ ରାସ୍ତା ପାର୍ଶ୍ୱକୁ ଉଠାଇ ଦିଆଯାଇଛି। ସେହିଭଳି ହାଟ ବଜାର ଉପରେ ମଧ୍ୟ କଟକଣା ଲଗାଯାଇଛି। ଦୋକାନ ସମ୍ମୁଖରେ…
ଜୀବନ ନେଇପାରେ ଦେଶୀ, ନକଲି ମଦ
ଭୁବନେଶ୍ୱର,୩୦ା୩(ବ୍ୟୁରୋ): ମହାମାରୀ କରୋନାକୁ ନେଇ ଏବେ ସମସ୍ତେ ଆତଙ୍କିତ। ଘାତକ ଭୂତାଣୁ ‘କୋଭିଡ୍-୧୯’ କବଳରୁ ରକ୍ଷା ପାଇବା ପାଇଁ ଏଯାଏ ସଫଳ ଔଷଧ ବାହାରି ନାହିଁ। ଏପରିସ୍ଥିତିରେ ଜୀବନମୃତ୍ୟୁର ଦୋଛକିରେ ପଡ଼ିଥିବା ମଣିଷ ଏବେ ନାନା ଗୁଜବ ଓ ଚର୍ଚ୍ଚାକୁ ବିଶ୍ୱାସ…
ପିଏମ୍-କେୟାର୍ସ ପାଣ୍ଠିକୁ ୧୫୧ କୋଟି ଦେବ ରେଲଓ୍ବେ
ନୂଆଦିଲ୍ଲୀ,୩୦ା୩(ପି.ଟି.): କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ଗଠନ କରିଥିବା ପିଏମ୍-କେୟାର୍ସ ପାଣ୍ଠିକୁ ରେଲଓ୍ବେ ୧୫୧ କୋଟି ଟଙ୍କା ଦାନ କରିବ। ରେଳମନ୍ତ୍ରୀ ପୀୟୂଷ ଗୋୟଲ ରବିବାର ଏହା ଘୋଷଣା କରିଛନ୍ତି। ମନ୍ତ୍ରୀ ଗୋୟଲ ଏବଂ ସୁରେଶ ଅଙ୍ଗଦି ମାସକର ଲେଖାଏ ବେତନ…
ଦିନକର ଦରମା ଦେବେ ସଚିିବାଳୟ କର୍ମଚାରୀ
ଭୁବନେଶ୍ୱର,୩୦ା୩(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ସ୍ବତନ୍ତ୍ର ପାଣ୍ଠି ସଂଗ୍ରହ କରୁଛନ୍ତି। ବିଭିନ୍ନ ସଂସ୍ଥା ଓ ବ୍ୟକ୍ତିବିଶେଷ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସିଧାସଳଖ ସହାୟତା ପ୍ରଦାନ କରୁଛନ୍ତି। ଏହି କ୍ରମରେ ଓଡ଼ିଶା ସଚିବାଳୟ ସେବା ସଂଘ(ଓସା)ର କର୍ମକର୍ତ୍ତାମାନେ ନିଜ…
୨୦୦ କି.ମି. ଚାଲି କର୍ମଚାରୀଙ୍କ ମୃତ୍ୟୁ
ନୂଆଦିଲ୍ଲୀ,୩୦ା୩: କରୋନା ସଂକ୍ରମଣ କମାଇବା ପାଇଁ ସରକାର ଘୋଷଣା କରିଥିବା ଲକ୍ଡାଉନ୍ ଦାଦନ ଶ୍ରମିକଙ୍କ ଦୁଃଖକୁ ବହୁଗୁଣିତ କରିଦେଇଛି। ରାଜଧାନୀ ଦିଲ୍ଲୀରୁ ଘରକୁ ଫେରିବା ଲାଗି ଜଣେ ୩୮ ବର୍ଷୀୟ ଯୁବକ ୨୦୦ କିଲୋମିଟର ଚାଲିବା ପରେ ଶନିବାର ସକାଳେ ଦିଲ୍ଲୀ-ଆଗ୍ରା…
କରୋନା ମୁକାବିଲା ପ୍ରସ୍ତୁତି ପରଖିଲେ ବାଗ୍ଚୀ
ପୁରୀ ଅଫିସ,୩୦ା୩: ରାଜ୍ୟ ସରକାରଙ୍କ କୋଭିଡ୍-୧୯ର ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗ୍ଚୀ ରବିବାର ପୁରୀ ଗସ୍ତରେ ଆସିଥିଲେ। କରୋନା ମୁକାବିଲା ନେଇ ପୁରୀ ଜିଲା ପ୍ରଶାସନ କେତେ ପ୍ରସ୍ତୁତ ତାହା ପରଖିଥିଲେ। ଏହି ଅବସରରେ ଜିଲା ନିୟନ୍ତ୍ରଣ କକ୍ଷ, ପୋଲିସ ନିୟନ୍ତ୍ରଣ…
ଦିନକୁ ୨୦୦ ଜଣଙ୍କ ସହ ଭାବ ବିନିମୟ କରୁଛନ୍ତି ମୋଦି
ନୂଆଦିଲ୍ଲୀ,୩୦ା୩(ପି.ଟି.): କରୋନା ଭାଇରସ୍ ବିରୋଧରେ ଭାରତର ଲଢ଼େଇ ସମ୍ପର୍କରେ ମତାମତ ନେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିୟମିତ ଭାବେ ଦେଶବାସୀଙ୍କ ସହ ଯୋଗାଯୋଗ କରୁଛନ୍ତି। ଏହିକ୍ରମରେ ସେ ଦୈନିକ ୨୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ସହ ଭାବ ବିନିମୟ କରୁଛନ୍ତି ବୋଲି…
ବନ୍ଦୀ କରିଦେଇଛି କରୋନା: ଖାଲି ପଡ଼ିଛି ଜାଗା, ଜମୁନି ସାଙ୍ଗ-ଭାଙ୍ଗ-ପଙ୍ଗତ
ପୁରୀ ଅଫିସ,୩୦ା୩: ମହାମାରୀ କରୋନା ଏବେ ଆତଙ୍କ ଖେଳାଇଛି। ସମଗ୍ର ବିଶ୍ୱ ଏବେ କରୋନା ସହିତ ଲଢେଇ କରୁଛି। କିନ୍ତୁ ବେକାବୁ ଏହି ପ୍ରାଣଘାତୀ ଭୂତାଣୁ। ଦିନକୁ ଦିନ ଅଧିକ ଉଗ୍ରରୂପ ଧାରଣ କରି ଗୋଟିଏ ପରେ ଗୋଟିଏ ଦେଶକୁ ମାଡ଼ିବା…
ଭଡ଼ା ମାଗିବେ ନାହିଁ ଘର ମାଲିକ: ଲକ୍ଡାଉନ୍ ବେଳେ ସମ୍ପୂର୍ଣ୍ଣ ମଜୁରି ଦେବେ ନିଯୁକ୍ତିଦାତା
ନୂଆଦିଲ୍ଲୀ,୩୦ା୩: କୋଭିଡ୍-୧୯ ସଂକ୍ରମଣ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ୨୧ ଦିନିଆ ସମ୍ପୂର୍ଣ୍ଣ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏହି ସମୟ ମଧ୍ୟରେ ନିଯୁକ୍ତିଦାତାମାନେ କର୍ମଚାରୀମାନଙ୍କୁ ସମ୍ପୂର୍ଣ୍ଣ ମଜୁରି ପ୍ରଦାନ କରିବେ। ସେମାନଙ୍କ ଦରମାରୁ କାଟଛାଣ୍ଟ କରିବା ଅନୁଚିତ ବୋଲି…
ଓଡ଼ିଶାରେ ଅଟକିଛନ୍ତି ୧୫,୬୦୦ ଶ୍ରମିକ
ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଲକ୍ଡାଉନ୍ ଫଳରେ ଓଡ଼ିଶାରେ ରାଜ୍ୟ ବାହାରର ୧୫ହଜାର ୬ଶହରୁ ଊର୍ଦ୍ଧ୍ୱ ଶ୍ରମିକ ଫସି ରହିଛନ୍ତି। ଏମାନେ ପଶ୍ଚିମବଙ୍ଗ, ରାଜସ୍ଥାନ, ହରିୟାଣା, ଉତ୍ତରପ୍ରଦେଶ, ବିହାର, ଆନ୍ଧ୍ରପ୍ରଦେଶ, ମଧ୍ୟପ୍ରଦେଶ ଆଦି ରାଜ୍ୟର ବୋଲି ଜଣାପଡିଛି। ଏମାନଙ୍କୁ ୧୦୪ଟି କ୍ୟାମ୍ପରେ ରଖାଯାଇ ଖାଦ୍ୟ ଦିଆଯାଉଛି।…
ଥମୁନି ଦାଦନଙ୍କ ଗଣପଳାୟନ
ନୂଆଦିଲ୍ଲୀ,୩୦ା୩(ପି.ଟି.): କୋଭିଡ୍-୧୯ ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ଲକ୍ଡାଉନ୍ ଡାକରା ପଞ୍ଚମ ଦିନରେ ପହଞ୍ଚତ୍ଛି। ସାମ୍ପ୍ରତିକ ଅଚଳାବସ୍ଥା ଦେଶର ବଡ଼ ବଡ଼ ସହରରେ ନିୟୋଜିତ ଦାଦନ ଶ୍ରମିକମାନଙ୍କ ଦୁର୍ଦ୍ଦଶାକୁ ବହୁଗୁଣିତ କରିଛି। ଫଳରେ ସେମାନେ ନିଜ କର୍ମକ୍ଷେତ୍ର ଛାଡ଼ି…
୨୪ ଘଣ୍ଟାରେ ଗଲା ୮ ଜୀବନ: ୨୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
ନୂଆଦିଲ୍ଲୀ,୩୦ା୩(ପି.ଟି.): ଲକ୍ଡାଉନ ସତ୍ତ୍ୱେ ଦିନକୁ ଦିନ ଅଧିକ ଭୟଙ୍କର ହେଉଛି କରୋନା। ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣଙ୍କ ଜୀବନ ନେଲାଣି ଏହି ଭୂତାଣୁ। ଦେଶରେ ମୃତ୍ୟୁସଂଖ୍ୟା ୨୭ରେ ପହଞ୍ଚିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ମହାରାଷ୍ଟ୍ରରେ ସର୍ବାଧିକ…
Archives


