ପ୍ରୟାଗରାଜରେ ଫସିଥିବା ଛାତ୍ରଙ୍କୁ ଘରକୁ ପଠାଇବେ ଯୋଗୀ ସରକାର
ପ୍ରୟାଗରାଜ,୨୭।୪: ଲକ୍ଡାଉନ ଯୋଗୁ ପ୍ରୟାଗରାଜରେ ଫସିଥିବା ଛାତ୍ରମାନଙ୍କୁ ନେଇ ଯୋଗୀ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ପ୍ରୟାଗରାଜରେ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରୁଥିବା ଛାତ୍ରମାନଙ୍କୁ ସେମାନଙ୍କ ଘରକୁ ପଠାଇବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ସମସ୍ତ…
ସାମ୍ନାକୁ ଆସିଲା କରୋନା ଭାଇରସ୍ ସଂକ୍ରମଣର ୬ଟି ନୂଆ ଲକ୍ଷଣ
ଓ୍ବାଶିଂଟନ୍,୨୭।୪: କରୋନା ଭାଇରସ୍ ସଂକ୍ରମଣ ପ୍ରାରମ୍ଭରୁ ସଂକ୍ରମିତ ରୋଗୀଙ୍କ ମଧ୍ୟରେ ସୁଖା କାଶ, ଭୀଷଣ ଜ୍ୱର ଓ ଶ୍ବାସକ୍ରିୟାରେ କଷ୍ଟ ଅନୁଭବ ହେଲା ଭଳି ଲକ୍ଷଣ ଦେଖାଯାଉଥିଲା। କିନ୍ତୁ ଏବେ ଏହି ସଂକ୍ରମଣର ଆଉ କିଛି ନୂଆ ଲକ୍ଷଣ ଦେଖାଯାଇଛି। ଏନେଇ…
ଲକ୍ଡାଉନରେ ନିଆରା ବିବାହ: ବର୍ଡରରେ ପୋଲିସ କଲେ କନ୍ୟାଦାନ
କାଶୀପୁର,୨୭।୪: କରୋନା ଯୋଗୁ ସାରା ଦେଶରେ ଲକ୍ଡାଉନ ଜାରି ରହିଛି। ଏଥିଯୋଗୁ ଲୋକଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ମଧ୍ୟ ହେବାକୁ ପଡ଼ୁଛି। ଏଥିପାଇଁ କେତେକଙ୍କ ବିବାହ ସ୍ଥଗିତ ହୋଇଥିବା ବେଳେ ଆଉ କେତେକ ଭିଡିଓ କନ୍ଫରେନ୍ସିଂରେ ହେଉଥିବା ଦେଖିବାକୁ ମିଳିଛି। ହେଲେ…
ଅନ୍ୟ ଜିଲାରୁ ଫେରିଥିବା ଶ୍ରମିକଙ୍କୁ କ୍ବାରାଣ୍ଟାଇନ୍ରେ ରଖାଗଲା
ପାଟଣା , ୨୭।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସ୍ବାମଖସାପିଟା ସାହିରୁ ଯାଜପୁର ଜିଲା କୋରେଇ ଥାନା ଅଞ୍ଚଳକୁ ମାଟି କାମ କରିବାକୁ ଯାଇଥିବା ଶ୍ରମିକ ମାନେ ସୋମବାର ଗାଁକୁ ଫେରିଛନ୍ତି। ସ୍ବାମଖସାପିଟା ମୁଣ୍ଡାସାହିର ୧୬, ମାଧପୁରର ୩ ଜଣ…
ଏଫ୍ଆଇଏଚ୍ ପ୍ରୋ ଲିଗ୍ ଘୁଞ୍ଚିବା ପ୍ରସଙ୍ଗ: ଶ୍ରେଷ୍ଠ ଦଳଗୁଡିକ ବିରୋଧରେ ପ୍ରସ୍ତୁତିରେ ସହାୟ ହେବ: ବରୁଣ
ବେଙ୍ଗାଲୁରୁ,୨୭।୪(ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ଏଫ୍ଆଇଏଚ୍ ପ୍ରୋ ଲିଗ୍କୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଛି। ତେବେ ଏହା ଆମ ପାଇଁ ଲାଭ ଦାୟକ ହେବ । ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ବିଶ୍ୱର ଶ୍ରେଷ୍ଠ ଦଳଗୁଡିକ ବିରୋଧରେ ପ୍ରସ୍ତୁତି ହେବାରେ ଏହା ସହାୟକ…
ସଫେଇ ହେଉନି ଆବର୍ଜନା
କେନ୍ଦୁଝର, ୨୭।୪(ସ୍ବ.ପ୍ର.)-କେନ୍ଦୁଝର ପୁରୁଣା ସହରରେ ମଇଳା ଆବର୍ଜନା ନିୟମିତ ସଫେଇ ହେଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ବଡ଼ଦାଣ୍ଡରେ ମଇଳା ଆବର୍ଜନା ପଡୁଥିଲେ ହେଁ ସଫେଇ ହେଉନାହିଁ। ସେହିପରି ବଡ଼ ଦାଣ୍ଡ ସମେତ ଅନ୍ୟାନ୍ୟ ରାସ୍ତାରେ ତଥା ଡ୍ରେନ ଗୁଡ଼ିକ…
CORONAVIRUS UPDATE: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୧ ଛୁଇଁଲା
ଭୁବନେଶ୍ୱର, ୨୭।୪(ବ୍ୟୁରୋ): ରାଜ୍ୟରେ ସୋମବାର ଅପରାହ୍ନରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନେ କୋରାପୁଟ, ବାଲେଶ୍ୱର ଓ ଯାଜପୁର ଜିଲାର ଜଣେ ଲେଖାଏ ବୋଲି ଜଣାପଡ଼ିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକେ ସମ୍ପର୍କ ବିଭାଗ ପକ୍ଷରୁ…
ଦେଶ ଲାଗି ଖେଳି ପାରିବିନି ବୋଲି କେତେକ କହୁଥିଲେ: ବୁମ୍ରା
ନୂଆଦିଲ୍ଲୀ,୨୭।୪(ପି.ଟି): ଭାରତୀୟ ଦ୍ରୁତ ବୋଲର ଯଶପ୍ରୀତ ବୁମ୍ରା ଏବେ ବିଶ୍ୱରେ ଅନ୍ୟତମ ଶ୍ରେଷ୍ଠ ବୋଲର ଭାବେ ନିଜର ସ୍ବତନ୍ତ୍ର ପରିୟ ସୃଷ୍ଟି କରିଛନ୍ତି। ତେବେ ନିଜର ବିଚିତ୍ର ବୋଲିଂ ଆକ୍ସନ ପାଇଁ ସେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ତାଙ୍କର ଏହି ଅସାଧାରଣ…
କୋଭିଡ-୧୯: ଫ୍ରେଞ୍ଚ୍ ଫର୍ମୁଲା-୧ ଗ୍ରାଁ ପ୍ରି ବାତିଲ
ପ୍ୟାରିସ୍,୨୭।୪ (ଏଏଫ୍ପି): କୋଭିଡ-୧୯ ସଂକ୍ରମଣ କାରଣରୁ ଫ୍ରେଞ୍ଚ୍ ଗ୍ରାଣ୍ଡ ପ୍ରିକ୍ସ କାର୍ଯ୍ୟସୂଚୀକୁ ବାତିଲ କରାଯାଇଛି। ସୋମବାର ଏ ନେଇ ଆୟୋଜକମାନେ ସୂଚନା ଦେଇଛନ୍ତି। ଜୁନ୍ ୨୮ରୁ ଏହି ପ୍ରତିଯୋଗିତା ଆରମ୍ଭ ହେବାର କାର୍ଯ୍ୟକ୍ରମ ଥିଲା। କରୋନା ଭାଇରସ ସଂକ୍ରମଣ ସ୍ଥିତି ନେଇ…
ନିର୍ମାଣ ଶ୍ରମିକଙ୍କୁ ମିଳୁନି ସହାୟତା ରାଶି
ବନ୍ତ,୨୭।୪(ଡି.ଏନ୍.ଏ.)-ରାଜ୍ୟ ସରକାର କରୋନା ଲକ୍ ଡାଉନ୍ ସମୟରେ ନିର୍ମାଣ ଶ୍ରମିକ ମାନଙ୍କୁୁ ୧୫ ଶହ ଟଙ୍କାର ସହାୟତା ରାଶି ପ୍ରଦାନର ବ୍ୟବସ୍ଥା କରିଛନ୍ତି। ଏପରିସ୍ଥଳେ ଭଦ୍ରକ ଜିଲା ବନ୍ତ ବ୍ଲକ ପଧାନପଡା ଗ୍ରାମର ମହେନ୍ଦ୍ର ଜେନାଙ୍କୁ ଏହି ସହାୟତା ରାଶି ମିଳି…
ସିରି ଏ ପୁନଃ ଆରମ୍ଭକୁ ବିଳମ୍ବିତ କଲେ ଇଟାଲୀ ପ୍ରଧାନମନ୍ତ୍ରୀ
ରୋମ,୨୭।୪(ଏଏଫ୍ପି): କୋଭିଡ-୧୯ ମହାମାରୀ ଦ୍ୱାରା ସଂଘାତିକ ଭାବେ ପ୍ରଭାବିତ ହୋଇଥିବା ଇଟାଲୀରେ ସିରି ଏ ଫୁଟବଲ ଲିଗ୍କୁ ବିଳମ୍ବିତ କରାଯାଇଛି। ସିରି ଏ’ର ପୁନଃ ଆରମ୍ଭକୁ ଇଟାଲୀ ପ୍ରଧାନମନ୍ତ୍ରୀ ଗିଉସେପ କୋଣ୍ଟେ ବିଳମ୍ବିତ କରିଛନ୍ତି। ତେବେ ଦେଶରେ ଆଗଧାଡିର ଆଥଲେଟମାନଙ୍କୁ ଟ୍ରେନିଂ…
ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ବେଳେ ପ୍ରଶାସନର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ
ବନ୍ତ,୨୭।୪(ଡି.ଏନ୍.ଏ.)-ଭଦ୍ରକ ଜିଲାରେ କରୋନା ମହାମାରୀ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ ରାଜ୍ୟ ସରକାର ଭଦ୍ରକ ଜିଲାକୁ ୬୦ ଘଣ୍ଟା ପାଇଁ ସଟ୍ ଡାଉନ୍ ଘୋଷଣା କରିଥିଲେ। ଏହି ସଟ୍ ଡାଉନକୁ ଭଦ୍ରକ ଜିଲା ବନ୍ତ ବ୍ଲକର ସମସ୍ତ ଜନସାଧାରଣ ସ୍ବାଗତ…
Archives


