Home

ଏମିତି ମାସ୍କ, ଯାହା ମୁହଁରୁ ନ ଖୋଲି ଖାଇପାରିବେ ଖାଦ୍ୟ

ସାରା ବିଶ୍ୱରେ କରୋନା ଭାଇରସ୍‌ ତା’ର କାୟା ବିସ୍ତାର କରିସାରିଛି। ଏହି ଭାଇରସ୍‌ ଯୋଗୁ ବର୍ତ୍ତମାନ ସୁଦ୍ଧା ୩ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ଯାଇଥିବା ବେଳେ ୫୦ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହୋଇଛନ୍ତି। କାହାକୁ ମଧ୍ୟ ଜଣା ନାହିଁ…

ଖୁଣ୍ଟସମଲାଇ ସଙ୍ଗରୋଧ କେନ୍ଦ୍ରରେ ବୃଦ୍ଧଙ୍କ ମୃତ୍ୟୁ: ପ୍ରଶାସନ ପକ୍ଷରୁ ପରିବାରକୁ ସୂଚନା ଦିଆଯାଇ ନ ଥିବାରୁ ଗ୍ରାମରେ ଉତ୍ତେଜନା

ପାଟଣାଗଡ଼,୨୩।୫ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଖୁଣ୍ଟସମଲାଇ ସଂଗୋରଧ କେନ୍ଦ୍ରରେ ଶନିବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖୁଣ୍ଟସମଲାଇ ଗ୍ରାମର ଟିକେମଣି ତଅଁଲା(୬୨)। ପ୍ରକାଶ ଯେ, ଟିକେମଣି ସ୍ତ୍ରୀଙ୍କ ସହ ଗତ ୧୭ ତାରିଖରେ ଗାଁକୁ ଫେରିଥିଲେ।…

କୋଭିଡ୍‌-୧୯ କାର୍ଯ୍ୟରେ ନିୟୋଜିତ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଜୀବନଗଲା 

ଆନନ୍ଦପୁର,୨୩ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଗଁପୁର ପଞ୍ଚାୟତ ବରାଙ୍ଗ ଅଙ୍ଗନଓ୍ବାଡ଼ି କେନ୍ଦ୍ର-୧ର କାର୍ଯ୍ୟରତ କର୍ମୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଶନିବାର ସକାଳେ ଅଙ୍ଗନଓ୍ବାଡି କର୍ମୀ ପୁଷ୍ପଲତା ଜେନା ତାଙ୍କ ପୁଅଙ୍କ ସହିତ ବାଇକ୍‌ ଯୋଗେ ନୂଆମାଳିଆ କ୍ୱାରାଣ୍ଟାଇନ୍‌ କେନ୍ଦ୍ରକୁ ଯାଉଥିବା…

ସ୍ଥିତିରେ ସୁଧାର ଆସିଲେ ଅଗଷ୍ଟ-ସେପ୍ଟେମ୍ବର ପୂର୍ବରୁ ଆରମ୍ଭ ହୋଇପାରେ ଅନ୍ତର୍ଜାତୀୟ ଉଡ଼ାଣ

ନୂଆଦିଲ୍ଲୀ,୨୩।୫: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ବୃଦ୍ଧି କରାଯାଇଛି। ସ୍ଥିତିରେ ସୁଧାର ଆସିଲେ ଆସନ୍ତା ଅଗଷ୍ଟ-ସେପ୍ଟେମ୍ବରଠାରୁ ଅନ୍ତର୍ଜାତୀୟ ଉଡ଼ାଣ ଆରମ୍ଭ ହେବ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ…

ଗୋଆ କରୋନା ମୁକ୍ତ, ଆସିପାରିବେ ସ୍ଥାନୀୟ ପର୍ଯ୍ୟଟକ: ରାଜ୍ୟପାଳ

ପଣଜୀ,୨୩।୫: ଗୋଆ ଏବେ ଅନ୍ୟ ରାଜ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି। ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ମାଡି ଚାଲିଥିବା ବେଳେ ଗୋଆ ଏକେ କରୋନା ସଂକମ୍ରଣରୁ ମୁକ୍ତ ହୋଇଛି ବୋଲି ଶନିବାର ପ୍ରକାଶ କରିଛନ୍ତି ରାଜ୍ୟପାଳ ସତ୍ୟ ପାଲ ମଲିକ।…

ମୂଷା ଆଙ୍କିଲା ଚିତ୍ର: ୯୨ ହଜାରରେ ହେଲା ବିକ୍ରି

ମାଞ୍ଚେଷ୍ଟର,୨୩।୫: ମଣିଷ ଚିତ୍ର ଆଙ୍କିଥାଏ। ଏହାଦ୍ୱାରା ସୃଜନଶୀଳତା ପ୍ରକାଶିତ ହୋଇଥାଏ। ତେବେ ମୂଷା ଚିତ୍ର ଆଙ୍କିବା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଇଂଲଣ୍ଡର ମାଞ୍ଚେଷ୍ଟରରେ ଗସ୍‌ ନାମକ ଏକ ମୂଷା ଚିତ୍ର ଆଙ୍କି ସଭିଙ୍କୁ ଆଶ୍ଚର୍ଯ୍ୟାନିତ୍ୱ କରିଛି। ଗସ୍‌ ଆଙ୍କିଥିବା…

ସ୍ନାନଯାତ୍ରା ପୂର୍ବରୁ ଗରାବଡ଼ୁ ସେବକଙ୍କର ହେବ କରୋନା ଟେଷ୍ଟ:୩ ତାରିଖ ସୁଦ୍ଧା ଆସିବ ରିପୋର୍ଟ

ପୁରୀ ଅଫିସ, ୨୩।୫: ମହାପ୍ରଭୁଙ୍କ ସ୍ନାନଯାତ୍ରାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଛି। ମହାମାରୀ କରୋନାର ବିଭୀଷିକା ମଧ୍ୟରେ କିପରି ଠାକୁରଙ୍କ ନୀତିକାନ୍ତି ଶୃଙ୍ଖଳିତ ହେବ ସେ ନେଇ ବିଭିନ୍ନ ପର୍ଯ୍ୟାୟକ୍ରମେ ଆଲୋଚନା କରାଯାଉଛି।…

ବଲାଙ୍ଗୀର ଜିଲାରେ ନୂଆ ୧ କରୋନା ପଜିଟିଭ ଚିହ୍ନଟ, ସଂକ୍ରମିତଙ୍କ ସଖ୍ୟା ୯କୁ ବୃଦ୍ଧି

ବଲାଙ୍ଗୀର ଅଫିସ, ୨୩।୫: ବଲାଙ୍ଗୀର ଜିଲାରେ ଶନିବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ଜଣାପଡ଼ିବା ପରେ ଆକ୍ରାନ୍ତଙ୍କୁ ଭୁବନେଶ୍ବର କୋଭିଡ ହସ୍ପିଟାଲକୁ ପଠାଯାଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି। ଆକ୍ରାନ୍ତଜଣଙ୍କ ଗତ ୧୮…

ଚାଇନାରେ ହୋଇନି କୌଣସି ନୂଆ କରୋନା ସଂକ୍ରମଣ

ବେଜିଂ,୨୩।୫: ଜାନୁୟାରୀଠାରୁ ପ୍ରଥମ ଥର ପାଇଁ ଚାଇନାରେ କରୋନା ସଂକ୍ରମଣ ଶୂନରେ ପହଞ୍ଚିଛି। ଶନିବାର ଦେଶରେ କୌଣସି ନୂଆ କରୋନା ସଂକ୍ରମଣ ହୋଇ ନ ଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଏନେଇ ଗଣମାଧ୍ୟମ ସଂସ୍ଥା ଚାଇନା ମର୍ଣ୍ଣିଂ ପୋଷ୍ଟ୍‌ରେ ପ୍ରକାଶ ପାଇଛି।…

ଲାଟିନ୍‌ ଆମେରିକାରେ କରୋନା ଆତଙ୍କ

ଓ୍ବାଶିଂଟନ,୨୩।୫: ଏବେ କରୋନା ମହାମାରୀର ନୂଆ ଠିକଣା ପାଲଟିଛି ଲାଟିନ୍‌ ଆମେରିକା। ଏଠାରେ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଲାଟନ୍‌ ଆମେରିକାର ଦୁଇ ବଡ଼ ଦେଶ ବ୍ରାଜିଲ୍‌ ଏବଂ ମେକ୍ସିକୋରେ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ…

ଚାଇନା ସହ ଉତ୍ତେଜନା ପରିସ୍ଥିତି ମଧ୍ୟରେ ଲେହ ପହଞ୍ଚିଲେ ସେନା ମୁଖ୍ୟ

ଲେହ,୨୩।୫: ଚାଇନା ସହ ଲଦାଖର ୩ଟି ସ୍ଥାନରେ ଉତ୍ତେଜନା ଜାରି ରହିଥିବା ମଧ୍ୟରେ ସେନା ମୁଖ୍ୟ ଏମ୍‌ଏମ୍‌ ନରାଓ୍ବଣେ ଶନିବାର ଲେହରେ ପହଞ୍ଚିଛନ୍ତି। ଏହି ସମୟରେ ସେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରି ସେଠାକାର ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି।…

ମେଣ୍ଢାଙ୍କୁ ଜଗୁଛି ରୋବୋ

ନୂଆଦିଲ୍ଲୀ: ଚାଷକାମରେ ଆଜିକାଲି ରୋବୋ ସବୁକିଛି କରିପାରୁଛି। ଏମିତିକି ରୋବୋ ବି ମେଣ୍ଢାପଲଙ୍କୁ ନେଇ ଚରାଇ ପୁଣି ଥରେ ଘରକୁ ଫେରାଇ ଆଣିପାରେ। ଏମିତି ଏକ କାମ କରୁଥିବା ଏକ ରୋବୋର ଭିଡ଼ିଓ ଏବେ ଭାଇରାଲ୍‌ ହୋଇଛି। ରୋବୋଟି ସୁନ୍ଦରଭାବରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?