Home

ପ୍ରବାସୀ ଶ୍ରମିକଙ୍କ ଦୁଃଖ ଶୁଣିଲେ ରାହୁଲ ଗାନ୍ଧୀ: ଡକ୍ୟୁମେଣ୍ଟାରୀ ରିଲିଜ୍‌

ନୂଆଦିଲ୍ଲୀ,୨୩।୫: ଭାରତରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଲକ୍‌ଡାଉନ୍‌ ଜାରି ହୋଇଛି। ଦେଶର ବିଭିନ୍ନ ରାଜ୍ୟରେ ବହୁ ପ୍ରବାସୀ ଶ୍ରମିକ ଅଟକି ରହିଛନ୍ତି। ନିଜ ନିଜ ରାଜ୍ୟକୁ ଫେରିବା ପାଇଁ ଶ୍ରମିକମାନଙ୍କ ଲାଗି ଉଦ୍ୟମ ଅବ୍ୟାହତ ରହିଛି। ଏପରିସ୍ଥଳେ…

ବିରାଟଙ୍କ ଫନି ଭିଡିଓ ଶେୟାର କଲେ ଅନୁଷ୍କା: ନାଗପୁର ପୋଲିସ ଦେଲା ଏଭଳି ଜବାବ

ମୁମ୍ବାଇ: ଅଭିନେତ୍ରୀ ଅନୁଷ୍କା ଶର୍ମା ଏହି ଲକ୍‌ଡାଉନ ସମୟରେ ସୋସିଆଲ ମିଡିଆରେ ବହୁ ଆକ୍ଟିଭ ରହୁଛନ୍ତି। ପ୍ରାୟ ସମୟରେ ସେ କିଛି ନା କିଛି ମଜାଳିଆ ଫଟୋ ଓ ଭିଡିଓ ଶେୟାର କରିଥାନ୍ତି। ହେଲେ ଏହି ରେସ୍‌ରେ ବିରାଟ ମଧ୍ୟ ପଛରେ…

୨୪ଘଣ୍ଟାରେ ଲକ୍ଷେ ୧୫ ହଜାର ନମୁନା ପରୀକ୍ଷା: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୨୩।୫: ଭାରତରେ କରୋନା ମହାମାରୀ ଯୋଗୁ ଅଚଳାବସ୍ଥା ସୃଷ୍ଟି ହୋଇଛି। ଦେଶରେ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଲକ୍ଷେ ୧୫ ହଜାର ୩୬୪ ଜଣ ସନ୍ଦିଗ୍ଧଙ୍କ ନମୁନା ପରୀକ୍ଷା କରାଯାଇଥିବା…

କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୫୩ ଲକ୍ଷ: ମୃତ୍ୟୁ ସଂଖ୍ୟା ଟପିଲା ୩ ଲକ୍ଷ ୪୦ ହଜାର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩।୫: ପୃଥିବୀରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୫୩ ଲକ୍ଷ ୬ ହଜାର ୨୩୭ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୪୦ ହଜାର ୪୭…

ଦେଶରେ ଗୋଟିଏ ଦିନରେ ସର୍ବାଧିକ ୬,୬୫୪ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୨୩।୫: ଦେଶରେ ବେଳକୁ ବେଳ ଅଣାୟତ ହେଲାଣି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୬,୬୫୪ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୨୫,୧୦୧ରେ ପହଞ୍ଚିଛି। ସେହିପରି…

CORONAVIRUS UPDATE: ନବରଙ୍ଗପୁର, ଗଜପତି ଜିଲାକୁ ଛୁଇଁଲା କରୋନା

ଭୁବନେଶ୍ୱର, ୨୩।୫(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୮୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ନବରଙ୍ଗପୁର ଜିଲାର ଜଣେ ଓ ଗଜପତି ଜିଲାର ୪ ଆକ୍ରାନ୍ତ ରହିଛନ୍ତି। ଏହା ସହିତ ଉଭୟ ନବରଙ୍ଗପୁର ଓ ଗଜପତି ଜିଲାକୁ ପ୍ରଥମ ଥର…

୧୩ ହଜାର ବର୍ଷର ପାଦଚିହ୍ନ

ମଣ୍ଟ୍ରିଆଲ,୨୩।୫: ପଶ୍ଚିମ କାନାଡାର ଉପକୂଳବର୍ତ୍ତୀ ଦ୍ୱୀପରେ ହାରାହାରି ୧୩ ହଜାର ବର୍ଷ ପୁରାତନ ପାଦଚିହ୍ନ ଆବିଷ୍କୃତ ହୋଇଛି। ଏ ନେଇ ପ୍ଲସ୍‌ ଜର୍ନାଲରେ ଗତ ବୁଧବାର ଏକ ରିପୋର୍ଟ ପ୍ରକାଶ ପାଇଛି। ଅଧ୍ୟୟନରେ ସମ୍ପୃକ୍ତ ପାଦଚିହ୍ନ ଥିବା ମାନବ ଗୋଷ୍ଠୀ ଉତ୍ତର…

ସ୍ଥିତି ସୁଧୁରିବାକୁ ଲାଗିବ ବର୍ଷେରୁ ଅଧିକ

ନୂଆଦିଲ୍ଲୀ,୨୩।୫: କୋଭିଡ୍‌-୧୯ ଭୂତାଣୁକୁ ରୋକିବା ଲାଗି ସରକାର ସାରା ଦେଶରେ ଲକ୍‌ଡାଉନ କରିଥିବା ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ହୋଇ ପଡ଼ିଛି। ଏଥିଯୋଗୁ କମ୍ପାନୀଗୁଡିକର ରାଜସ୍ବରେ ୨୫%ରୁ ଊର୍ଦ୍ଧ୍ୱ ହ୍ରାସ ହୋଇଥିବା ଜଣାପଡିଛି। ବ୍ୟବସାୟୀଙ୍କୁ ସାମାନ୍ୟ ସ୍ଥିତିକୁ ଫେରିବା ଲାଗି ଗୋଟିଏ ବର୍ଷରୁ…

ଟ୍ରମ୍ପଙ୍କ ଶୋଚନୀୟ ପରାଜୟ ଘଟିବ

ଓ୍ବାଶିଂଟନ,୨୩ା୫: ଅଣାୟତ୍ତ କରୋନା ସଙ୍କଟ ଏବଂ ଅର୍ଥନୈତକ ଅବନତି ଯୋଗୁ ଆସନ୍ତା ନଭେମ୍ବରରେ ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଐତିହାସିକ ପରାଜୟ ଘଟିବ। ଆମେରିକାର ଏକ ନିର୍ବାଚନ ମଡେଲ ଏଭଳି ଆକଳନ କରିଛି। ବେରୋଜଗାରୀ, ବ୍ୟୟ ଯୋଗ୍ୟ…

CORONAVIRUS UPDATE: ୨୬ ଜିଲାକୁ ଛୁଇଁଲା କରୋନା

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୬ ଜିଲାରେ କରୋନା କାୟା ବିସ୍ତାର କରିସାରିଲାଣି। କିଛି ଦିନ ତଳେ ଏହି ତାଲିକାରେ ମାଲକାନଗିରି ଜିଲା ଯୋଡ଼ି ହୋଇଥିଲା। ଶନିବାର ଆଉ ୨ଟି…

କମ୍ୟୁନିଟି ରେଡିଓରେ ବିଜ୍ଞାପନ ସମୟ ବଢ଼ିବ

ନୂଆଦିଲ୍ଲୀ,୨୩ା୫: ଟେଲିଭିଜନ ଚ୍ୟାନେଲ ଭଳି କମ୍ୟୁନିଟି ରେଡିଓରେ ବିଜ୍ଞାପନ ପ୍ରସାରଣ ସମୟ ଘଣ୍ଟାପ୍ରତି ୭ ମିନିଟରୁ ୧୨ ମିନିଟକୁ ବଢ଼ାଇବା ପାଇଁ ସରକାର ଆଗ୍ରହୀ ଥିବା କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର ଶୁକ୍ରବାର କହିଛନ୍ତି। ସମସ୍ତ କମ୍ୟୁନିଟି…

ଗଞ୍ଜାମ ଷ୍ଟେସନ ଅଞ୍ଚଳରୁ ଚୋରି, ଥାନାରେ ଏତଲା

ଗଞ୍ଜାମ,୨୩।୫(ଡି.ଏନ୍‌.ଏ.): ଗଞ୍ଜାମ ଷ୍ଟେସନ ରୋଡରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ଘରୁ ବଡ଼ ଧରଣର ଚୋରି ହୋଇଛିବ। ଏନେଇ ଶନିବାର ସ୍ଥାନୀୟ ଥାନାରେ ଅଭିଯୋଗ ହୋଇଛି। ସୂଚନା ଅନୁଯାଇ ଷ୍ଟେସନ ରୋଡ଼ଠାରେ ଦୀର୍ଘ ବର୍ଷ ହେବ ସୁଶାନ୍ତ ସେଠୀ ନାମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?