ଦିବ୍ୟାଙ୍କା କହିଲେ ମୋ’ ଭାଇ କରୋନା ସଂକ୍ରମିତ ନୁହନ୍ତି
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଦିବ୍ୟାଙ୍କା ତ୍ରିପାଠୀଙ୍କ ଭୋପାଳସ୍ଥିତ ଘର ବାହାରେ ‘କୋଭିଡ୍-୧୯ ଡୁ ନଟ୍ ଭିଜିଟ୍’ ନୋଟିସ୍ ଲଗାଯାଇଛି। କାରଣ ତାଙ୍କ ଭାଇ ଐଶ୍ୱର୍ଯ୍ୟ ତ୍ରିପାଠୀ ଇଣ୍ଡିଗୋ ଫ୍ଲାଇଟ୍ରେ ପାଇଲଟ୍ ଥିଲେ। ଫ୍ଲାଇଟ୍ ଉଡ଼ାଣ କରି କିଛିଦିନ ତଳେ ସେ ଭୋପାଳ…
ଲକ୍ଡାଉନ୍କୁ ନେଇ କଡା ହେଲେ କେନ୍ଦ୍ର ସରକାର: ସିଲ୍ ହେବ ରାଜ୍ୟ, ଜିଲାର ସୀମା
ନୂଆଦିଲ୍ଲୀ,୨୯।୩: କରୋନା ଭାଇରସକୁ ନେଇ ସାରା ଦେଶକୁ ଲକ୍ ଡାଉନ୍ ଘୋଷଣା କରାଯାଇଥିବା ବେଳେ ରାଜଧାନୀ ଦିଲ୍ଲୀ ଓ ଉତ୍ତରପ୍ରଦେଶ ସୀମାରେ ଏହାକୁ ଖୋଲାଖୋଲି ଭାବେ ଉଲ୍ଲଂଘନ କରୁଛନ୍ତି ହଜାର ହଜାର ସଂଖ୍ୟାରେ ଶ୍ରମିକ। ଏହାକୁ ଦେଖିବା ପରେ ଏବେ କେନ୍ଦ୍ର…
ଜୋତା-ଚପଲ ଦ୍ୱାରା ବି ହୋଇପାରେ କରୋନା ସଂକ୍ରମଣ !
ଓ୍ବାଶିଂଟନ,୨୯।୩: କରୋନା ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ସାରା ପୃଥିବୀରେ ବିଭିନ୍ନ ରାଷ୍ଟ୍ର ପକ୍ଷରୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦ୍ୱାରା ଜାରି ହୋଇଥିବା ମାର୍ଗଦର୍ଶିକାକୁ ପାଳନ କରାଯାଉଛି। କରୋନା କିଭଳି ସଂକ୍ରମିତ ହେଉଛି ସେ ନେଇ ମଧ୍ୟ ଲୋକଙ୍କୁ ସଚେତନ କରାଯାଇଛି।…
କରୋନା ସଚେତନତା କଲା ଯୁବକ ସଂଘ
ବନ୍ତ,୨୯।୩(ଡି.ଏନ୍.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକସ୍ଥିତ ନିଳକଣ୍ଠେଶ୍ୱର ୟୁନାଇଟେଡ୍ ୟୁଥ୍ କ୍ଲବର ସଦସ୍ୟମାନେ ଗ୍ରାମ ପରିକ୍ରମା କରି ଲୋକମାନଙ୍କୁ କରୋନା ସଚେତନତା କରାଇଥିବାର ଦେଖାଯାଇଛି। ବରିଷ୍ଠ ସଦସ୍ୟ ନବ କୁମାର ଲେଙ୍କା, ନାରାୟଣ ଦାଶ, ପ୍ରଫୁଲ୍ଲ ମହାନ୍ତି, ଖଗେଶ୍ୱର ମହାନ୍ତି,…
ହାତ ଟେକି ଦେଇଛନ୍ତି ସରକାରୀ କର୍ମଚାରୀ
ବାମରା, ୨୯।୩ (ଡି.ଏନ.ଏ.) କରୋନାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାର ଲୋକଙ୍କ ପାଇଁ ବିଭିନ୍ନ ପ୍ୟାକେଜ ଓ ସୁବିଧା ଘୋଷଣା କରଛନ୍ତି। ହେଲେ କରୋନାରୁ ଲୋକଙ୍କୁ ବଞ୍ଚାଇବା ପାଇଁ ନିୟୋଜିତ କାର୍ଯ୍ୟରତ ଡାକ୍ତର ଓ ଅନ୍ୟାନ୍ୟ ବ୍ଲକ କର୍ମଚାରୀଙ୍କୁ ସରକାର…
ଇରାନରୁ ଫେରିଲେ ୨୭୫ ଭାରତୀୟ
ଯୋଧପୁର,୨୯।୩: କରୋନା ଭାଇରସ ଯୋଗୁ ଇରାନରେ ଫସି ରହିଥିବା ୨୭୫ ଜଣ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି। ରବିବାର ସକାଳେ ଏକ ସ୍ବତନ୍ତ୍ର ବିମାନରେ ଏମାନେ ରାଜସ୍ଥାନର ଯୋଧପୁରରେ ପହଞ୍ଚିଥିବା ଜଣାପଡିଛି। ଭାରତୀୟ ସେନାଙ୍କ ଦ୍ୱାରା ପ୍ରସ୍ତୁତ ଓ୍ବେଲନେସ୍ ସେଣ୍ଟରକୁ ଏମାନଙ୍କୁ ପଠାଇ…
କରୋନାକୁ ନେଇ ଭବିଷ୍ୟବାଣୀ କରିଥିଲେ ମାଇକେଲ ଜ୍ୟାକସନ!
ଲସ୍ ଆଞ୍ଜେଲସ୍,୨୯।୩: କରୋନା ଭାଇରସ ଏବେ ସାରା ବିଶ୍ୱର ମୁଣ୍ଡ ବିଗାଡିଥିବା ବେଳେ ଏହାକୁ ନେଇ ବିଭିନ୍ନ କଥା ଶୁଣିବାକୁ ପଡିଛି। ତେବେ ପପ୍ ଗାୟକ ମାଇକେଲ ଜ୍ୟାକସନଙ୍କ ପୂର୍ବତନ ବଡି ଗାର୍ଡ ମେଟ୍ ଫିଡସ୍ କହିଛନ୍ତି ମାଇକେଲ୍ ଜ୍ୟାକସନ୍ ପୂର୍ବରୁ…
କର୍ତ୍ତବ୍ୟ ପରାୟଣ ଯୋଗୀନ୍ଦର ଶର୍ମାଙ୍କୁ ଆଇସିସିର ପ୍ରଶଂସା
ନୂଆଦିଲ୍ଲୀ,୨୯।୩(ପି.ଟି.)-୨୦୦୭ ଟି୨୦ ବିଶକପ୍ ହିରୋ ପୂର୍ବତନ ଭାରତୀୟ କ୍ରିକେଟର ତଥା ପୋଲିସ୍ ଅଧିକାରୀ ଯୋଗୀନ୍ଦର ଶର୍ମାଙ୍କୁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଭୂୟିୟସୀ ପ୍ରଶଂସା କରିଛି। ପୋଲିସ ବିଭାଗରେ କାର୍ଯ୍ୟ କରୁଥିବା ଯୋଗୀନ୍ଦର ଦେଶରେ ଦେଖାଦେଇଥିବା କରୋନ ଭାଇରସ୍ ସଂକ୍ରମଣ ବିରୋଧରେ…
ବୋମାଲୋଇ ଗ୍ରାମକୁ ପ୍ରବେଶ ନିଷେଧ
ସମ୍ବଲପୁର, ୨୯।୩ (ବ୍ୟୁରୋ):ସମଗ୍ର ବିଶ୍ୱରେ କରୋନା ଭୂତାଣୁ ଭୟ ଲାଗି ରହିଛି। ସହରରେ ଲକ୍ ଡାଉନକୁ କେତେକାଂଶରେ ଜନସାଧାରଣ ମାନୁଛନ୍ତି। କିନ୍ତୁ ଗ୍ରାମାଞ୍ଚଳରେ ଜନସାଧାରଣ ଲକ୍ ଡାଉନକୁ କରୋନା ଭୂତାଣୁ ପ୍ରତିଷେଧକ ଭାବେ ମାନି ନେଇଛନ୍ତି । ଏହି କ୍ରମରେ ସମ୍ବଲପୁର…
ଆନିକଟ୍ର ଦ୍ୱିତୀୟ ଗେଟରେ ଜୁଆ ଖେଳ
ସମ୍ବଲପୁର, ୨୯।୩ (ବ୍ୟୁରୋ)- ସମ୍ବଲପୁର ମହାନଦୀ ଅଯୋଧ୍ୟା ସରୋବର ଦ୍ୱିତୀୟ ଗେଟ୍ ନିକଟରେ ଜୁଆ ଖେଳ ଚାଲିଛି । ଗତ ମାର୍ଚ୍ଚ ୨୨ ତାରିଖ ଜନତା କର୍ଫ୍ୟୁ ଏବଂ ପରେ ଲକ୍ ଡାଉନ୍ ଯୋଗୁ ଜୁଆ ଖେଳିବାରେ ଲିପ୍ତ ଅଛନ୍ତି ଯୁବକମାନେ…
ବୃତ୍ତ ଚିହ୍ନରେ ରହି ହାଟ ସାମଗ୍ରୀ କିଣିଲେ ଲୋକେ
ବନ୍ତ,୨୯।୩(ଡି.ଏନ୍.ଏ.): ଭଦ୍ରକ ଜିଲା ବନ୍ତ ରବିବାର ସାପ୍ତାହିକ ହାଟରେ ଲୋକେ ଧଳା ଗୋଲେଇ ଭିତରେ ରହି ସାମଗ୍ରୀ କିଣୁଥିବାର ଦେଖାଯାଇଛି। ସାମାଜିକ ଦୂରତା ପାଳନ କରିବା ଉଦ୍ଦେଶ୍ୟରେ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ବୁଧବାର ହାଟ ପାଳିରେ ଏପରି…
ଭୋକିଲାଙ୍କ ପେଟରେ ଆହାର ଦେବାକୁ ପଣ
ସମ୍ବଲପୁର, ୨୯।୩ (ବ୍ୟୁରୋ):ସଂପ୍ରତି କରୋନା ଭୁତାଣୁ ସମଗ୍ର ବିଶ୍ୱକୁ ସଂପୂର୍ଣ୍ଣ ଭାବେ ଗ୍ରାସିଛି। ଜନ ଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ଆଧୁନିକ ବୈଜ୍ଞାନିକ ହାତ ଟେକି ଦେଇଛନ୍ତି। ଏପରି ସ୍ଥଳେ ମଣିଷ ଭୟଭିତ ହୋଇ ଘରେ ବସିବାକୁ ବାଧ୍ୟ ହୋଇଛି। ଜନତା…
Archives


