Home

ଆମ୍ବୁଲାନ୍ସରେ ଯାତ୍ରୀ ବୋହି ଫଶିଲେ, ଡ୍ରାଇଭର ଗଣିଲେ ଜରିମାନା

ଭଦ୍ରକ ଅଫିସ, ୨୮ା୩: କରୋନାରୁ ରକ୍ଷା ପାଇବା ପାଇଁ ସାରା ଦେଶରେ ଏବେ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ବସ୍‌, ଟ୍ରେନ୍‌, ଅଟୋ ସବୁ ବନ୍ଦ ଥିବାରୁ ଗାଁ ବାହାରେ ରହୁଥିବା ଲୋକେ ଘରକୁ ଫେରିବାକୁ ସୁବିଧା ନ ପାଇ…

ନିରାଶ୍ରୟଙ୍କୁ ଦିଆଗଲା ରନ୍ଧାଖାଦ୍ୟ ଆଳୁ, ପିଆଜ ବିକ୍ରି କଲା ୧୪ ଏସ୍‌ଏଚ୍‌ଜି

ବାଲେଶ୍ୱର ଅଫିସ,୨୮।୩: -କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ ଘୋଷଣା କରାଯାଇଛି। ଦୋକାନ ବଜାର ସବୁ ବନ୍ଦ ହୋଇଯାଇଥିବାରୁ ନିରାଶ୍ରୟ, ଅସହାୟ ଓ ଭିକାରୀମାନେ ଖାଇବାକୁ ନ ପାଇ ବହୁତ ହଇରାଣ ହେଉଛନ୍ତି। ଏହାକୁ ନଜରରେ ରଖି…

ମହିଳା ଛିଙ୍କି ଦେବାରୁ ଦୋକାନୀ ଫିଙ୍ଗିଦେଲେ ୨୬ ଲକ୍ଷ ଟଙ୍କାର ଖାଦ୍ୟ ସାମଗ୍ରୀ

ଓ୍ବାଶିଂଟନ୍‌: କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏନେଇ ଅଧିକାଂଶ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ଲୋକେ ଘରେ ରହୁଛନ୍ତି। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପଡ଼ିଲେ ଘରୁ ବାହାରକୁ ଯିବା ପାଇଁ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। କରୋନାକୁ…

ଟାୟାର ଜାଳି ରାସ୍ତା ବନ୍ଦ କଲେ ଗ୍ରାମବାସୀ

ବାରିପଦା ଅଫିସ,୨୮ା୩: କରୋନା ଭାଇରସ୍‌କୁ ନେଇ ଜିଲାର ବିଭିନ୍ନ ଗ୍ରାମର ଲୋକେ ବେଶ ସଚେତନ ହୋଇ ପଡ଼ିଥିବା ଦେଖିବାକୁ ମିଳୁଛି। ଗ୍ରାମବାସୀ ନିଜେ ନିଜକୁ ଲକଡାଉନ କରି ଘରେ ରହୁଥିବା ବେଳେ ଗାଁ ମୁଣ୍ଡକୁ ମଧ୍ୟ ସିଲ୍‌ କରି ଦେଇଛନ୍ତି। ଶ୍ୟାମାଖଣ୍ଟା…

୬୨ ବର୍ଷ ତଳେ ଚାଇନା କରିଥିଲା ଏହି ଭୁଲ୍‌, ମରିଥିଲେ କୋଟିକୋଟି ଲୋକ

ବେଜିଂ: ଇତିହାସରେ ଅନେକେ ଭୟଙ୍କର ଏବଂ ଦୁଃଖଦାୟକ ଘଟଣା ଘଟିଛି, ଯାହା ବିଷୟରେ ଶୁଣିଲେ ଆଜି ବି ଲୋମ ଟାଙ୍କୁରି ଉଠେ। ୬୨ ବର୍ଷ ତଳେ ଚାଇନାରେ ଏପରି ଏକ ଭୟଙ୍କର ଘଟଣା ଘଟିଥିଲା, ଯେଉଁଥିରେ କୋଟି କୋଟି ଲୋକ ପ୍ରାଣ…

କରୋନା ରୋଗୀଙ୍କ ସହ କଣ୍ଟାକ୍ଟ କ’ଣ, କାହାକୁ ରହିଛି ସଂକ୍ରମିତ ହେବାର ଆଶଙ୍କା

ଭୁବନେଶ୍ୱର,୨୮।୩(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ସହ କଣ୍ଟାକ୍ଟ ବା ସମ୍ପର୍କ ନେଇ ଶନିବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଡାକ୍ତର ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯେଉଁମାନେ ସଂକ୍ରମିତ ବ୍ୟକ୍ତି, ସଂକ୍ରମିତ ପରିବେଶ ସମ୍ପର୍କରେ ଆସିଥିବେ, ସେମାନେ କଣ୍ଟାକ୍ଟ।…

ଲକ୍‌ଡାଉନ୍‌ ମାନୁନାହାନ୍ତି, ଔଷଧ ଆଣିବା ବାହାନାରେ ବାହାରେ ବୁଲୁଛନ୍ତି ଲୋକେ

ବାଲିଗୁଡ଼ା,୨୮।୩(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବାକୁ ସାରାଦେଶ ଲକ୍‌ଡାଉନ୍‌ କରାଯାଇଛି। କେବଳ ଜରୁରୀ ସମୟରେ ଓ ଅତ୍ୟାବଶ୍ୟକ ସାମଗ୍ରୀ ଆଣିବା ପାଇଁ ଲୋକମାନେ ବାହାରକୁ ଯିବା ପାଇଁ ସରକାରୀ ନିର୍ଦ୍ଦେଶ ରହିଛି। ହେଲେ କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଆଖପାଖ ବ୍ଲକ ଅଞ୍ଚଳରେ…

କରୋନା ସଂକ୍ରମିତଙ୍କ ସଂଖ୍ୟା: ଭାରତରେ ୯୦୮, ରାଜ୍ୟରେ ବଢ଼ିନାହିଁ

ଭୁବନେଶ୍ୱର,୨୮।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମିତ ରାଷ୍ଟ୍ର ସଂଖ୍ୟା ୧୯୯ରେ ପହଞ୍ଚିଛି। ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ଶୁକ୍ରବାର ୫ଲକ୍ଷ ୩୭ହଜାର ୧୭୧ ଥିବା ବେଳେ ଶନିବାର ଏହା ୬ଲକ୍ଷ ୧ ହଜାର ୫୨୦ରେ ପହଞ୍ଚିଛି। ଏଥିରେ ଶୁକ୍ରବାର ୨୪,୧୨୬ ଜଣଙ୍କ ମୃତ୍ୟୁ ଘଟିଥିବା…

ଖୋଲା ରହିପାରିବ ପଶୁଖାଦ୍ୟ ଦୋକାନ, ତେଜରାତି ଦୋକାନୀ ବି ରଖିପାରିବେ: ବାଗ୍‌ଚୀ

ଭୁବନେଶ୍ୱର,୨୮।୩(ବ୍ୟୁରୋ): ବିଦେଶ ଫେରନ୍ତାଙ୍କ ପଞ୍ଜିକରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୦୪ ନଂ. ଜାରି କରାଯାଇଛି। ତେବେ ରବିବାର ଏହି ନମ୍ବର ବନ୍ଦ ରହିବ। ଏହାର କ୍ଷମତା ବୃଦ୍ଧି, ରକ୍ଷଣାବେକ୍ଷଣ ଏବଂ ବୈଷୟିକ ଉନ୍ନତିିକରଣ କାର୍ଯ୍ୟ ପାଇଁ ୨୯ ସକାଳ ୬ରୁ…

ହେଲ୍ପଲାଇନ୍‌ ନଂ. ଜାରି: ଫସି ରହିଥିବା ଓଡ଼ିଆ, ଓଡ଼ିଶାରେ ଥିବା ବାହାର ରାଜ୍ୟର ଶ୍ରମଜୀବୀଙ୍କୁ ଯୋଗାଯୋଗ କରିବାକୁ ଅନୁରୋଧ

ଭୁବନେଶ୍ୱର,୨୮।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଭାରତରେ ଏହାର ପ୍ରଭାବକୁ ରୋକିବା ଲାଗି ସରକାର ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିଯୋଗୁ ବିଭିନ୍ନ ରାଜ୍ୟରେ ଓଡ଼ିଆମାନେ ଫସି ରହିଛନ୍ତି। ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

୩୧ ବର୍ଷ ପରେ ଛୋଟପରଦାକୁ ଫେରୁଛନ୍ତି ବାଦ୍‌ଶାହା

ମୁମ୍ବାଇ: ବଲିଉଡ୍‌ ବାଦ୍‌ଶାହା ଶାହାରୁଖ୍‌ ଶେଷଥର ପାଇଁ ବଡ଼ପରଦାରେ ଫିଲ୍ମ ‘ଜିରୋ’ରେ ନଜର ଆସିଥିଲେ। ‘ଜିରୋ’ ପରଠାରୁ ତାଙ୍କୁ କୌଣସି ଫିଲ୍ମରେ ଆଉ ଦେଖିବାକୁ ମିଳିନାହିଁ କିମ୍ବା କୌଣସି ଫିଲ୍ମରେ ନଜର ଆସିବାର ଘୋଷଣା ମଧ୍ୟ ଏ ପର୍ଯ୍ୟନ୍ତ କରିନାହାନ୍ତି। କିନ୍ତୁ…

ଗଛ ଉପରେ ସେଲ୍ଫ କ୍ୱାରାଣ୍ଟାଇନ୍‌ରେ ରହିଲେ ବାହାର ରାଜ୍ୟରୁ ଫେରିଥିବା ଶ୍ରମିକ

ପୁରୁଲିଆ,୨୮।୩: ସମସ୍ତଙ୍କୁ ଡରାଉଛି କରୋନା ଭାଇରସର ସଂକ୍ରମଣ। ତେବେ ବିଦେଶରୁ ଫେରିଥିବା ଲୋକେ କ୍ୱାରାଣ୍ଟାଇନ୍‌ରେ ରହିବାକୁ ସରକାର ପରାମର୍ଶ ଦେଇଛନ୍ତି। ଏମିତି କରାଗଲେ ସଂକ୍ରମଣକୁ ରୋକାଯାଇ ପାରିବ ବୋଲି କୁହାଯାଇଛି। ଏବେ ପଶ୍ଚିମବଙ୍ଗ ପୁରୁଲିଆ ବଳରାମପୁର ଅଞ୍ଚଳରେ ଥିବା ଭାଙ୍ଗିଡି ଗ୍ରାମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri