Home

ସାରକୋଣା ଗ୍ରାମକୁ ଆବଦ୍ଧାଞ୍ଚଳ ଘୋଷଣା

ଖଇରା,୨୨ା୫(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକର ସାରକୋଣା ଗ୍ରାମରେ ଜଣେ ୮୪ ବର୍ଷୀୟ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିବା ପରେ ଗୁରୁବାର ଉକ୍ତ ଗ୍ରାମକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି ା ଉପଜିଲାପାଳ ନିଲୁ ମହାପାତ୍ରଙ୍କ ନିର୍ଦ୍ଦେଶ…

ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫ ଛୁଇଁଲା

ବାଲେଶ୍ୱର ଅଫିସ,୨୨ା୫: ବାଲେଶ୍ୱର ଜିଲାରେ ଶୁକ୍ରବାର ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯିବା ପରେ ଜିଲାରେ ମୋଟ୍‌ କରୋନା ଆକ୍ରାନ୍ତ ସଂଖ୍ୟା ୧୨୫ରେ ପହଞ୍ଚିଛି ।…

ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୯୮ ଛୁଇଁଲା

ଭଦ୍ରକ ଅଫିସ,୨୨ା୫: ଜିଲାରେ ଶୁକ୍ରବାର ୩ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଥିବା ପ୍ରଶାସନ ପକ୍ଷରୁ ଟୁଇଟର୍‌ ମାଧ୍ୟମରେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୮ ଛୁଇଁଛି। ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚି଼ହ୍ନଟ ହୋଇଛନ୍ତି ବୋଲି ସୂଚନା…

କୁରାଳ ପଞ୍ଚାୟତକୁ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ଓଡ଼ଗାଁ,୨୨ା୫(ସ୍ବ.ପ୍ର.): ନୟାଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସର୍ବାଗ୍ରେ କୁରାଳ ପଞ୍ଚାୟତ ରହିଛି। ଲଗାତାର ଦୁଇ ଦିନରେ ଏହି ପଞ୍ଚାୟତ ଅଧୀନରେ ଥିବା ସଙ୍ଗରୋଧ କେନ୍ଦ୍ରରୁ ୧୬ ସୁରଟ ଫେରନ୍ତା କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଫଳରେ ସରପଞ୍ଚ ପଞ୍ଚାୟତରେ ଶୁକ୍ରବାର…

ପଶ୍ଚିମବଙ୍ଗରେ ମୋଦି: ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳର କରିବେ ପରିଦର୍ଶନ

କୋଲାକାତା,୨୨।୫: ପଶ୍ଚିମବଙ୍ଗରେ ମହାବାତ୍ୟା ଅମ୍ଫନ୍‌ ଯୋଗୁ ବହୁ କ୍ଷୟକ୍ଷତି ହୋଇଥିବା ବେଳେ ଏଠାରେ ୮୦ଜଣଙ୍କ ମୃତ୍ୟୁ ହୋଇଛି। ଗତ ୨୮୩ବର୍ଷରେ ଏହା ସବୁଠାରୁ ଭୟାବହ ବାତ୍ୟା ରୂପେ ପରିଗଣିତ ହୋଇଛି। ଇତିମଧ୍ୟରେ ବାତ୍ୟା ସ୍ଥିତି ପରକ୍ଷିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ଦେଶରେ ଉଗ୍ର ସ୍ଥିତି

ନୂଆଦିଲ୍ଲୀ,୨୨ା୫: ଭାରତରେ ଏବେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ପ୍ରତିଦିନ ହଜାର ହଜାର ନୂଆ ମାମଲା ସାମ୍ନାକୁ ଆସୁଛି। ଅଦ୍ୟାବଧି ଦେଶରେ ୧ ଲକ୍ଷ ୧୫ ହଜାର ୨୭୭ ଜଣ କରୋନା ଭୂତାଣୁ ଦ୍ୱାରା ଆକ୍ରାନ୍ତ ଥିବା ଜଣାପଡ଼ିଛି। ଗୁରୁବାର…

୫ କୋଟି ଭାରତୀୟଙ୍କ ପାଖରେ ହାତଧୁଆ ସୁବିଧା ନାହିଁ: କରୋନା ସଂକ୍ରମଣ ଆଶଙ୍କା ଅଧିକ

ନୂଆଦିଲ୍ଲୀ,୨୨ା୫(ପି.ଟି.): ଭାରତର ୫ କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କ ପାଖରେ ଉପଯୁକ୍ତ ଭାବେ ହାତ ଧୋଇବାର ସୁବିଧା ଉପଲବ୍ଧ ନୁହେଁ ବୋଲି ଏକ ଅଧ୍ୟୟନରୁ ଜଣାପଡିଛି। ତେଣୁ ଏମାନଙ୍କଠାରେ କୋଭିଡ୍‌-୧୯ ସଂକ୍ରମଣ ହେବାର ଆଶଙ୍କା ଅଧିକ। ସାରା ବିଶ୍ୱରେ ୨୦୦ କୋଟିରୁ ଅଧିକ…

ବିଗୁଡୁଛି ଭାରତ-ନେପାଳ ସମ୍ପର୍କ

ନୂଆଦିଲ୍ଲୀ/କାଠମାଣ୍ଡୁ,୨୨ା୫: ନେପାଳ ଏହାର ନୂଆ ମାନଚିତ୍ରରେ ଭାରତର କେତେକ ଅଞ୍ଚଳକୁ ସ୍ଥାନ ଦେଇଥିବାରୁ ଏହାକୁ ନେଇ ଦୁଇ ପଡୋଶୀ ଦେଶର ସମ୍ପର୍କରେ ତିକ୍ତତା ଦେଖାଦେଇ ଥିବାବେଳେ କରୋନାକୁ ନେଇ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଓଲିଙ୍କ ମନ୍ତବ୍ୟ ସମ୍ପର୍କକୁ ଆହୁରି ବିଗାଡ଼ି ଦେଇଛି।…

ବାଂଲାଦେଶରେ ୧୦ ମୃତ

ଢାକା,୨୨ା୫(ପି.ଟି.): ବାତ୍ୟା ଅମ୍ଫନରେ ବାଂଲାଦେଶରେ ୧୦ଜଣଙ୍କ ମୃତ୍ୟୁ ହେବା ସହ ଉପକୂଳବର୍ତ୍ତୀ ଅଞ୍ଚଳରେ ବ୍ୟାପକ କ୍ଷତି ଘଟିଛି। ଖାଲୁଆ ଅଞ୍ଚଳ ଜଳାର୍ଣ୍ଣବ ହେବା ସହ ବହୁ କଚାଘର ଭାଙ୍ଗିଯାଇଛି। ୨୦୦୭ର ସିଡର ବାତ୍ୟା ପରେ ଏହା ସବୁଠୁ ଭୟଙ୍କର ବାତ୍ୟା ବୋଲି…

ଅମ୍ଫନ୍‌କୁ ଜାତୀୟ ବିପତ୍ତି ଘୋଷଣା କର: ସିପିଏମ୍‌

ନୂଆଦିଲ୍ଲୀ,୨୨ା୫(ପି.ଟି.): ବାତ୍ୟା ଅମ୍ଫନକୁ ଜାତୀୟ ବିପତ୍ତି ଘୋଷଣା କରିବାକୁ ସିପିଆଇ(ଏମ୍‌) ପକ୍ଷରୁ ଦାବି କରାଯାଇଛି। ପଶ୍ଚିମବଙ୍ଗ ଏବଂ ଓଡ଼ିଶାର ଜନସାଧାରଣ କେନ୍ଦ୍ରୀୟ ସହାୟତା ଚାହାନ୍ତି। ଅମ୍ଫନ ପ୍ରଭାବରେ ଓଡ଼ିଶା ଓ ପଶ୍ଚିମବଙ୍ଗର ବ୍ୟାପକ କ୍ଷତି ହୋଇଛି। ଏଭଳି ସମୟରେ ରିଲିଫ ଓ…

ମୋଦିଙ୍କୁ ଛାଡ଼ିଛନ୍ତି ମୁସଲମାନ

ନୂଆଦିଲ୍ଲୀ,୨୨ା୫: ଦେଶର ସମସ୍ତ ସରକାରୀ ସଂସ୍ଥା ଉପରେ ଭାରତୀୟ ମୁସଲମାନମାନଙ୍କ ଅଗାଧ ବିଶ୍ୱାସ ରହିଛି। କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସରକାରଙ୍କ ଉପରେ ସେମାନଙ୍କ ଆସ୍ଥା ନାହିଁ ବୋଲି ଏକ ସଦ୍ୟ ସର୍ଭେରୁ ପ୍ରଘଟ ହୋଇଛି। କୋଭିଡ୍‌-୧୯ ଯୋଗୁ…

କ୍ଲବ ପରିସରରେ ପଡ଼ିରହିଛି ରାତ୍ରି ଜଗୁଆଳିଙ୍କ ମୃତଦେହ: କାରଣ ଅସ୍ପଷ୍ଟ

ନୟାଗଡ଼ ଅଫିସ,୨୨ା୫: ନୟାଗଡ଼ର ସର୍ବ ପୁରାତନ କେସି କ୍ଲବ ପରିସରରେ କ୍ଲବର ନାଇଟ୍‌ ୱାଚର ବସନ୍ତ ବେହେରା (ଘାଉଆ)ଙ୍କର ମୃତଦେହ ପଡ଼ିରହିଛି । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଖବର ପାଇ ନୟାଗଡ଼ ଟାଉନ ଥାନା ପୋଲିସ ତଦନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?