Home

ଲକ୍ଷଣ ନ ଥିବା ୬୫ ପ୍ରତିଶତ କରୋନା ସଂକ୍ରମିତଙ୍କ ଯୋଗୁ ଭୋପାଳରେ ସଙ୍କଟ

ଭୋପାଳ,୨୬।୪: କରୋନା ସଂକ୍ରମଣ ନେଇ ଭାରତରେ ସ୍ଥିତି ସଙ୍କଟଜନକ ହେବାରେ ଲାଗିଛି। ମଧ୍ୟପ୍ରଦେଶରେ କରୋନା ସଂକ୍ରମଣକୁ ନେଇ ଏକ ବଡ଼ ସମସ୍ୟା ଦେଖାଦେଇଛି। ଏଠାରେ ୬୫ ପ୍ରତିଶତଙ୍କଠାରେ କୌଣସି ଲକ୍ଷଣ ପ୍ରକାଶ ପାଇନାହିଁ। ମାତ୍ର ପରବର୍ତ୍ତୀ ସମୟରେ ସେମାନେ ସୁପର ସ୍ପ୍ରେଡର…

ଅଶ୍ୱିନଙ୍କୁ ସୀମିତ ଓଭର କ୍ରିକେଟ ଖେଳାଇବା ଉଚିତ୍‌: ସାକ୍‌ଲିନ୍‌

ନୂଆଦିଲ୍ଲୀ,୨୬।୪(ପି.ଟି.)- ରବିଚନ୍ଦ୍ରନ ଅଶ୍ୱିନ ଭାରତର ଶ୍ରେଷ୍ଠ ସ୍ପିନର ବୋଲି ପାକିସ୍ତାନ ପୂର୍ବତନ ସ୍ପିନର ସାକଲିନ୍‌ ମୁସ୍ତାକ କହିଛନ୍ତି। ଟେଷ୍ଟରେ ସେ ଆଶତୀତ ସଫଳତା ଅର୍ଜନ କରିଛନ୍ତି। ତେବେ ତାଙ୍କୁ ସୀମିତ ଓଭର କ୍ରିକେଟ ଅର୍ଥାତ୍‌ ଦିନିକିଆ ଓ ଟି୨୦ ଫର୍ମାଟରୁ କାହିଁକି…

କୋଭିଡ୍‌-୧୯: ଦିଲ୍ଲୀ ସରକାରଙ୍କୁ ପିସିଆଇର ୫୦୦ ପିପିଇ କିଟ୍‌ ଦାନ

ନୂଆଦିଲ୍ଲୀ,୨୬।୪(ପି.ଟି.): କୋଭିଡ୍‌-୧୯ ମହାମାରୀ ମୁକାବିଲାରେ ଏବେ ପାରା ଅଲିମ୍ପିକ କମିଟି ଅଫ୍‌ ଇଣ୍ଡିଆ (ପିସିଆଇ) ସାମିଲ ହୋଇଛନ୍ତି। ପିସିଆଇ ଦିଲ୍ଲୀ ସରକାରଙ୍କୁ ୫୦୦ଟି ପର୍ସନାଲ ପ୍ରୋଟେକ୍ଟିଭ୍‌ ଇକ୍ୟୁପମେଣ୍ଟ (ପିପିଇ) କିଟ୍‌ ପ୍ରଦାନ କରିଛି। ପିସିଆଇ ସେକ୍ରେଟାରୀ ଜେନେରାଲ ଗୁରଶରନ ସିଂ ସୂଚନା…

ପରାଜୟରେ ନିଜକୁ ଉତ୍ତରଦାୟୀ କରିଥାନ୍ତି ଧୋନୀ: ମୋହିତ

ନୂଆଦିଲ୍ଲୀ,୨୬।୫ (ପି.ଟି.): ଭାରତୀୟ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି ଦ୍ରୁତ ବୋଲର ମୋହିତ ଶର୍ମା। ସେ ଜଣେ ପ୍ରକୃତ ଅଧିନାୟକ। ଦଳ ଯେତେବେଳେ ପରାଜୟ ବରଣ କରିଥାଏ ସେ ନିଜକୁ ଉତ୍ତରଦାୟୀ କରିଥାନ୍ତି। ନିଜର ଉଚ୍ଚକୋଟୀର…

ମାନବିକତା ନ ଭୁଲିବାକୁ ପୋଲିସକୁ ପରାମର୍ଶ ଦେଲେ ଏସ୍‌ପି

ଦେବଗଡ,୨୬ା୪(ଡି.ଏନ.ଏ.): ଦେବଗଡ ଆଦର୍ଶ ଥାନା ପରିସରରେ ରବିବାର ଏସ୍‌ପି ରାହୁଲ ଜୈନ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କୁ ଲକ୍‌ ଡାଉନ୍‌, ସାମାଜିକ ଦୂରତ୍ୱ ଏବଂ ମାସ୍କ ବ୍ୟବହାର ଉପରେ ବୁଝାଇଛନ୍ତି। ଏ ସବୁ ନୀତି ନିୟମଗୁଡିକୁ ଠିକ ଭାବେ କାର୍ଯ୍ୟକାରୀ କରିବା…

କପିଳଙ୍କ ନୂଆ ଲୁକ୍‌ରେ ଧୋନୀ, ରିଚାଡର୍‌ସଙ୍କ ଛାପ

ନୂଆଦିଲ୍ଲୀ, ୨୬।୪ (ପି.ଟି.): ଭାରତୀୟ ପୂର୍ବତନ ଅଧିନାୟକ କପିଳ ଦେବଙ୍କୁ ଏବେ ନୂଆ ଲୁକ୍‌ରେ ଦେଖିବାକୁ ମିଳିଛି। ସମ୍ପୂର୍ଣ୍ଣ ରୂପେ ଲଣ୍ଡା ହେବା ସହ କିଛି ଦାଢି ରଖିଛନ୍ତି। ଏହି ଲୁକ୍‌ରେ ମହେନ୍ଦ୍ର ସିଂ ଧୋନୀ ଓ ପୂର୍ବତନ ଓ୍ବେଷ୍ଟଇଣ୍ଡିଜ୍‌ କିମ୍ବଦନ୍ତୀ…

କୋଭିଡ୍‌-୧୯: ଫୁଟବଲ୍‌ ସେସନ ସସ୍‌ପେଣ୍ଡ କଲା ତାଜିକ୍‌ସ୍ତାନ

ଡୁସାନ୍‌ବେ,୨୬।୪ (ପି.ଟି.): କେନ୍ଦ୍ରଏସୀୟ ଦେଶ ତାଜିକସ୍ତାନ ଶେଷରେ କୋଭିଡ୍‌-୧୯ ମହାମାରୀ କାରଣରୁ ତା’ର ଫୁଟବଲ ସେସନକୁ ସସ୍‌ପେଣ୍ଡ କରିଛି। ବିଶ୍ୱର କେତୋଟି ହାତଗଣତି ଦେଶ ମଧ୍ୟ ତାଜିକ୍‌ସ୍ତାନ ସାମିଲ ଥିଲା ଓ ଏହି ମହାମାରୀ ସତ୍ତ୍ୱେ ଫୁଟବଲ ସେସନ୍‌ ଜାରି ରଖିବ…

ପୂଜାରାଙ୍କୁ ବୋଲିଂ କରିବା କଷ୍ଟକର: କୁମିନ୍ସ

ମେଲବୋର୍ନ,୨୬।୪(ପି.ଟି.): ଭାରତୀୟ ଟେଷ୍ଟ ମିଡଲଅର୍ଡର ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରାଙ୍କୁ ବୋଲିଂ କରିବା କଷ୍ଟକର ବୋଲି ବିଶ୍ୱର ୧ ନମ୍ବର ଦ୍ରୁତ ବୋଲର ଅଷ୍ଟ୍ରେଲିଆର ପ୍ୟାଟ କୁମିନ୍ସ କହିଛନ୍ତି। ଟେଷ୍ଟ ସ୍ପେଶାଲିଷ୍ଟ କୁହାଯାଉଥିବା ପୂଜାରା ପ୍ରତିପକ୍ଷ ଦଳ ପାଇଁ ମୁଣ୍ଡ ବ୍ୟଥାର କାରଣ…

ୱେବ୍‌ କନଫେରେନ୍ସରେ ମାତୃଭାଷା ସମ୍ମିଳନୀ

ବରଗଡ଼ ଅଫିସ୍‌,୨୬।୪: ଲକ୍‌ ଡାଉନ୍‌ ଯୋଗୁ ସମସ୍ତ ସଭା, ସମିତି ଆୟୋଜନ ଉପରେ ମଧ୍ୟ କଟକଣା ଲାଗୁ ହୋଇଛି। ଏଭଳି ସ୍ଥଳେ ବରଗଡ଼ର ସାକେତ୍‌ ଶ୍ରୀଭୂଷଣ ସାହୁଙ୍କ ଉଦ୍ୟମରେ ୱେବ୍‌ କନଫେରେନ୍ସ ମାଧ୍ୟମରେ ଏକ ମାତୃଭାଷା ସମ୍ମିଳନୀ ହୋଇଥିଲା । ଏଥିରେ…

୨୩ ଦିନରେ ଦେଢ଼ ଲକ୍ଷ ଲୋକଙ୍କ ଜୀବନ ନେଲା କରୋନା

ଓ୍ବାଶିଂଟନ,୨୬।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ପୃଥିବୀରେ ଏଥିରେ ୨ ଲକ୍ଷରୁ ଅଧିକ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ସେହିପରି ୨୯ ଲକ୍ଷ ୨୩ ହଜାର ୬୫୬ ଲୋକ ସଂକ୍ରମିତ ହୋଇଛନ୍ତି। ଜାନୁୟାରୀ ୯ରେ ପ୍ରଥମ…

ହୋଟେଲକୁ ସିଲ୍‌ କରିଦେଲା ପ୍ରଶାସନ

ବରଗଡ଼ ଅଫିସ୍‌,୨୬।୪: ବରଗଡ଼ ଜିଲା ପ୍ରଶାସନ ପକ୍ଷରୁ ସହରର ଏକ ହୋଟେଲକୁ ସିଲ୍‌ କରି ଦିଆଯାଇଛି । ଲକ୍‌ ଡାଉନ୍‌ କଟକଣା କୋହଳ ହୋଇଥିଲେ ହେଁ ହୋଟେଲ ଖୋଲିବାକୁ ପ୍ରଶାସନ ପକ୍ଷରୁ ନିଷେଧାଦେଶ ଜାରି ହୋଇଛି । ଏହା ସତ୍ତ୍ବେ ସମ୍ପୃକ୍ତ…

ଅଖିମୁଠି ଅନୁକୂଳ କଲେ ଚାଷୀ

ବରଗଡ଼ ଅଫିସ୍‌,୨୬।୪: ବରଗଡ଼ ଜିଲା କୃଷକ ସଂଗଠନ ସମନ୍ବୟ ସମିତି ପକ୍ଷରୁ ରବିବାର ଅକ୍ଷୟ ତୃତୀୟା ପାଳିତ ହୋଇଛି। ଜିଲାର ଚକରକେନ୍ଦଠାରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ସମିତିର ସମ୍ପାଦକ କିଶୋର ଦେବତା ଅଖିମୁଠି ଅନୁକୂଳ କରିଥିଲେ। ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri