Home

ଅଗଷ୍ଟ ଶେଷରେ ଭାରତ, ଦକ୍ଷିଣ ଆଫ୍ରିକା ୩ ଟି୨୦ ଖେଳିବେ

ନୂଆଦିଲ୍ଲୀ,୨୧।୫ (ପି.ଟି.): ଆସନ୍ତା ଅଗଷ୍ଟ ମାସ ଶେଷରେ ଭାରତ ଓ ଦକ୍ଷିଣ ଆଫ୍ରିକା ୩ଟି ଟି୨୦ ମ୍ୟାଚ୍‌ ଖେଳିବେ। ତେବେ କୋଭିଡ-୧୯ ମହାମାରୀ କମିଲେ ଅର୍ଥାତ ନିୟନ୍ତ୍ରଣକୁ ଆସିଲେ ଉଭୟ ଦେଶର ସରକାର ଏହି ସିରିଜ ଆୟୋଜନ ନେଇ ଅନୁମତି ଦେବେ।…

ଦିନିକିଆରେ କୋହଲି ନୁହେଁ, ସଚିନ ଗମ୍ଭୀରଙ୍କ ପସନ୍ଦ

ମୁମ୍ବାଇ,୨୧।୫(ପି.ଟି.): ଦିନିକିଆ ଫର୍ମାଟ ଦୃଷ୍ଟିକୋଣରୁ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଅପେକ୍ଷା କ୍ରିକେଟ ଆଇକନ ସଚିନ ତେନ୍ଦୁଲଙ୍କରଙ୍କୁ ପସନ୍ଦ କରିଛନ୍ତି ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର। ସଚିନ୍‌ଙ୍କ କ୍ୟାରିୟର ଦୀର୍ଘ। ଦିନିକିଆରେ ମଧ୍ୟ ଏକାଧିକ ନିୟମରେ ପରିବର୍ତ୍ତନ ହୋଇଛି। ଏସବୁ ଦୃଷ୍ଟିକୋଣରୁ…

ଡୋପିଂ: କଲମ୍ବିଆ ସାଇକ୍ଲିଷ୍ଟ ୪ ବର୍ଷ ବାସନ୍ଦ

ପ୍ୟାରିସ୍‌,୨୧।୫(ଏଏଫପି): କଲମ୍ବିଆର ତାରକା ସାଇକ୍ଲିଷ୍ଟ ପାଣ୍ଟାନୋ ଡୋପିଂ କାରଣରୁ ୪ ବର୍ଷ ବାସନ୍ଦାଦେଶର ସମ୍ମୁଖୀନ ହୋଇଛନ୍ତି। ଗତ ବର୍ଷ ହୋଇଥିବା ଡୋପ୍‌ ଟେଷ୍ଟରେ ସେ ବିଫଳ ହୋଇଛନ୍ତି। ନିଷିଦ୍ଧ ପଦାର୍ଥ ତତା ବ୍ଲଡ ବୁଷ୍ଟର ଇପିଓ ତାଙ୍କ ନମୁନାରେ ଥିବା ପ୍ରମାଣ…

ମୌସୁମୀ ପରେ କ୍ରିକେଟ ସମ୍ଭବ: ଜୋହରି

ନୂଆଦିଲ୍ଲୀ,୨୧।୫(ପି.ଟି.): ମୌସୁମୀ ଋତୁ ପରେ କ୍ରିକେଟ ନେଇ କାର୍ଯ୍ୟକଳାପ ଆରମ୍ଭ ହୋଇପାରିବ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମୁଖ୍ୟ କାର୍ଯ୍ୟନିର୍ବାହୀ ରାହୁଲ ଜୋହରି କହିଛନ୍ତି। ଏହା ହୋଇପାରିଲେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପାଇଁ ବାଟ ଫିଟିବ ବୋଲି…

ବ୍ରହ୍ମପୁର ଆଇଟିଆଇ ପ୍ରସ୍ତୁତ କଲା ସବୁଠୁ ଶସ୍ତା ଅଟୋମେଟିକ୍‌ ହ୍ୟାଣ୍ଡ ସାନିଟାଇଜର: ଭାରତର ସମସ୍ତ ଆଇଟିଆଇକୁ ଫେସ୍‌ ସିଲ ପ୍ରସ୍ତୁତି ତାଲିମ ଦେବ

ବ୍ରହ୍ମପୁର ଅଫିସ,୨୧ା୫: କରୋନା ମୁକାବିଲା ପାଇଁ ବ୍ରହ୍ମପୁର ଆଇଟିଆଇ ସ୍ବୟଂଚାଳିତ ଓ ପଦଚାଳିତ ସାନିଟାଇଜର ମେଶିନ ତିଆରି କରିଛି। ଇଲେକ୍ଟ୍ରିକାଲ ଓ ପ୍ଲମ୍ବର ସ୍କାର୍ପ ସାମଗ୍ରୀକୁ ବିନିଯୋଗ କରି ୭ଟି ମଡେଲର ଅଟୋମେଟିକ୍‌ ହ୍ୟାଣ୍ଡ ସାନିଟାଇଜର ଡିସ୍ପେନସିଭ୍‌ ମେଶିନ ପ୍ରସ୍ତୁତ କରାଯାଇଛି।…

ପୁଅ ଭିୟାନ୍‌ର ଜନ୍ମଦିନରେ ଶିଳ୍ପା କହିଲେ ‘ତୁ ମୋ’ ଗର୍ବ’

ମୁମ୍ବାଇ: ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ ସୋସିଆଲ ମିଡିଆରେ ଆଜିକାଲି ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ଅଧିକାଂଶ ସମୟରେ ସେ ନିଜ ଫଟୋ, ପରିବାର ସଦସ୍ୟଙ୍କ ଫଟୋ ଭିଡିଓ ଆଦି ଶେୟାର କରୁଛନ୍ତି। ସେହିପରି ଗୁରୁବାର ପୁଅ ଭିୟାନ୍‌ଙ୍କ ୮ମ ଜନ୍ମଦିନରେ ଏକ ଫଟୋ…

ରାଜ୍ୟ ସରକାରଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା: କହିଲେ ‘ଓଡ଼ିଶା ବାତ୍ୟାକୁ ସାହସିକତାର ସହ ମୁକାବିଲା କରିଛି’

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବାତ୍ୟା ଅମ୍ଫନ ମୁକାବିଲା ନେଇ ରାଜ୍ୟସରକାରଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ଗୁରୁବାର ଟୁଇଟ୍‌ ଯୋଗେ ପ୍ରଧାନମନ୍ତ୍ରୀ କହିଛନ୍ତି, ଓଡ଼ିଶା ସାହସିକତାର ସହ ବାତ୍ୟାକୁ ମୁକାବିଲା କରିଛି। ରାଜ୍ୟବାସୀଙ୍କ ସହ ମୋର ସମବେଦନା ରହିଛି। କ୍ଷତିଗ୍ରସ୍ତଙ୍କୁ ସମସ୍ତ ସହଯୋଗ…

୨୬ରୁ ମାଟ୍ରିକ୍‌ ଖାତା ମୂଲ୍ୟାୟନ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ଆସନ୍ତା ୨୬ରୁ ମାଟ୍ରିକ୍‌ ଖାତା ମୂଲ୍ୟାୟନ କରାଯିବ। ଏନେଇ ଗୁରୁବାର ଅପରାହ୍ନରେ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବ ନିର୍ଦ୍ଧାରିତ ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହେବା ନେଇ ବିଭାଗ ପକ୍ଷରୁ କୁହାଯାଇଛି। ପ୍ରକାଶ ଯେ, ବାତ୍ୟା ଅମ୍ଫନ…

ପଶ୍ଚିମବଙ୍ଗରେ ଅମ୍ଫନ ନେଲା ୭୨ ଜୀବନ

କୋଲକାତା,୨୧।୫: ବାତ୍ୟା ଅମ୍ଫନ ପଶ୍ଚିମବଙ୍ଗରେ ତାଣ୍ଡବ ରଚିଥିବା ବେଳେ ଏବେସୁଦ୍ଧା ଅମ୍ଫନ ଯୋଗୁ ସେଠାରେ ୭୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ବାତ୍ୟା ଅମ୍ଫନ ପ୍ରଭାବରେ ପଶ୍ଚିମବଙ୍ଗରେ ବହୁ…

ପଞ୍ଜୀକରଣ ପରେ ବି ପ୍ରବାସୀଙ୍କ ଫେରିବା ବାଟ ଫିଟୁନି: ଭୋକ ଉପାସରେ ପଡ଼ିରହିଛନ୍ତି ଆନ୍ଧ୍ରରେ

ବାଲିଗୁଡ଼ା,୨୧ା୫(ଡି.ଏନ୍‌.ଏ.): ସମଗ୍ର ବିଶ୍ୱରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଦିନକୁ ଦିନ ମୃତ ଓ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି l ଏଭଳି ସ୍ଥିତିରେ ପେଟପାଟଣା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ ଦାଦନ ଖଟିବାକୁ…

ଘରୋଇ ଉଡାଣ ପାଇଁ ପ୍ରସ୍ତୁତ ହେଲାଣି ଦେଶ: ନିର୍ଦ୍ଧାରଣ ହେଲା ଟିକେଟର ଦାମ

ନୂଆଦିଲ୍ଲୀ,୨୧।୫: ପାଖାପାଖି ୨ ମାସର ବିରତି ପରେ ଏବେ ଦେଶରେ ସାଧାରଣ ଜୀବନଯାତ୍ରା ସ୍ବାଭାବିକ ହେବାକୁ ଯାଉଛି। ଏହି ସମୟରେ ମେ’୨୫ରୁ ଘରୋଇ ବିମାନ ସେବା ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ କିଛି ନିୟମ ରଖାଯାଇଛି ଯାହାର ପାଳନ କରିବା ଜରୁରୀ।…

ମହିଳାଙ୍କୁ ମେଡିକାଲ ନେବା ସମୟରେ ଓଲଟିଲା ଅଟୋ, ଆଶାକର୍ମୀଙ୍କ ସମେତ ୪ ଆହତ

ଛତ୍ରପୁର,୨୧ା୫(ଡି.ଏନ୍‌.ଏ.): ବ୍ରହ୍ମପୁର ବଡ଼ ମେଡିକାଲକୁ ଜଣେ ମହିଳାଙ୍କୁ ନେଇ ଯାଉଥିବା ବେଳେ ଗୁରୁବାର ପୂର୍ବାହ୍ନରେ ଏକ ଅଟୋ ଛତ୍ରପୁରସ୍ଥିତ ଡିଆରଡିଏ କାର୍ଯ୍ୟାଳୟ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଫଳରେ ୪ ଜଣ ଆହତ ହୋଇଛନ୍ତି । ଆହତମାନେ ହେଲେ ଅଟୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?