Home

ସପ୍ତାହକୁ ଥରେ ବସିବ ହାଟ

ରଘୁନାଥପୁର,୨୮ା୩(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ଅଞ୍ଚଳରେ ଲକ୍‌ଡାଉନକୁ ଅନେକେ ମାନୁ ନ ଥିବା ଦେଖିବାକୁ ମିଳିଛି। ତେଣୁ ପ୍ରଶାସନ କଠୋର ହୋଇଛି। ବ୍ଲକ ଅଧୀନ ରଘୁନାଥପୁର, ରେଢୁଆ ଓ ଜଇପୁର ହାଟରେ ଲୋକଙ୍କ ଗହଳି ହେଉଥିବାରୁ ଏହାକୁ ସପ୍ତାହରେ ୨…

ଆଜିଠୁ ଉଡ଼ିବ କାର୍ଗୋ ବିମାନ

ଭୁବନେଶ୍ୱର,୨୮।୩(ବ୍ୟୁରୋ): ଶନିବାରଠାରୁ ପୁଣି ଭୁବନେଶ୍ୱରକୁ ଆରମ୍ଭ ହେବ ଏୟାର ଇଣ୍ଡିଆର କାର୍ଗୋ ବିମାନ ସେବା। ଏ ନେଇ ଏୟାର ଇଣ୍ଡିଆ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏକ ସ୍ବତନ୍ତ୍ର ବିମାନ ରାୟପୁରରୁ ଅତ୍ୟାବଶ୍ୟକ ଔଷଧ ଓ ଖାଦ୍ୟସାମଗ୍ରୀ ଆଣି ଭୁବନେଶ୍ୱର ଆସିବ ଏବଂ…

୪୫ ବର୍ଷରେ ଅକ୍ଷୟ ଖାନ୍ନା: ଚାହୁଁଥିଲେ କରିଶ୍ମା କପୁରଙ୍କୁ ବିବାହ କରିବାକୁ;ବାଧା ଦେଇଥିଲେ ବବିତା

ମୁମ୍ବାଇ: ବଲିଉଡ୍‌ର ରୋମାଣ୍ଟିକ୍‌ ଅଭିନେତା ଅକ୍ଷୟ ଖାନ୍ନା ଶନିବାର ୪୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୫ ମାର୍ଚ୍ଚ ୨୮ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ପିତା ବିନୋଦ ଖାନ୍ନା ବଲିଉଡ୍‌ରେ ଥିବାରୁ ଅକ୍ଷୟଙ୍କର ମଧ୍ୟ ଫିଲ୍ମରେ ଅଭିନୟ କରିବାକୁ ଆଗ୍ରହଥିଲା। ୧୯୯୭ରେ…

ଦୁଇ ହୋଲ୍‌ସେଲରଙ୍କ ନାମରେ ମାମଲା

ଯାଜପୁର ଅଫିସ,୨୮ା୩: ଯାଜପୁର ସହରର ବିରଜାହାଟ ନିକଟରେ ଥିବା ଦୁଇ ହୋଲ୍‌ସେଲରଙ୍କ ନାମରେ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲାପାଳଙ୍କ କୋର୍ଟରେ ମାମଲା ରୁଜୁ ହୋଇଛି। ହୋଲ୍‌ସେଲର ଦୁଇଜଣ ହେଲେ ସଞ୍ଜୟ ସାହୁ ଓ ଧନେଶ୍ୱର ସାହୁ। ଏସମ୍ପର୍କରେ ଅତିରିକ୍ତ ଜିଲା ଯୋଗାଣ ଅଧିକାରୀ…

ନହକା ଛକକୁ ପରିବା ବଜାର ସ୍ଥାନାନ୍ତର

ଯାଜପୁର ଅଫିସ,୨୮ା୩: ଯାଜପୁର ଜିଲାର ଅନ୍ୟତମ ସହର ବ୍ୟାସନଗର ଗ୍ରୀନ୍‌ ମାର୍କେଟସ୍ଥିତ ପରିବା ବଜାରରେ ଆବଶ୍ୟକ ସ୍ଥାନ ଅଭାବରୁ ଗ୍ରାହକଙ୍କ ମଧ୍ୟରେ ସାମାଜିକ ଦୂରତା ବଜାୟ ରହି ପାରୁ ନ ଥିଲା। ଫଳରେ ଏଠାରେ କରୋନା ସଂକ୍ରମଣର ଆଶଙ୍କା କରି ସହରର…

ଶ୍ରୀମନ୍ଦିରରେ ଦେଖିବାକୁ ମିଳୁନାହାନ୍ତି ମାଙ୍କଡ଼

ପୁରୀ ଅଫିସ,୨୮ା୩: ଶ୍ରୀମନ୍ଦିର ଯଦି ଆସିଛନ୍ତି ନିଶ୍ଚିତ ବହୁ ସଂଖ୍ୟାରେ ମାଙ୍କଡ଼ ଦେଖିଥିବେ। ବେଢା ପରିସରସ୍ଥ ବିଭିନ୍ନ ମନ୍ଦିର ଉପରେ ହେଉ ଅବା ଗଛରୁ ଗଛ ଏମାନେ ଡିଅଁ। ମାରୁଥାନ୍ତି। କେତେବେଳେ ଭକ୍ତଙ୍କ ହାତରୁ ଭୋଗ ପୁଡ଼ିଆ ଝାମ୍ପି ନିଅନ୍ତି ତ…

ବିଧାନସଭା ଡିସ୍‌ପେନ୍‌ସାରି ମେଡିକାଲ ଅଫିସର ନିଲମ୍ବିତ

ଭୁବନେଶ୍ୱର,୨୮।୩(ବ୍ୟୁରୋ): ରାଜ୍ୟରେ ତୃତୀୟ କରୋନା ଭୂତାଣୁ (କୋଭିଡ-୧୯) ରୋଗୀ ଚିହ୍ନଟ ହେବା ପରେ ସ୍ବାସ୍ଥ୍ୟ ବିଭାଗ ବିଧାନସଭା ଜୋନାଲ ଡିସପେନ୍‌ସାରି ମେଡିକାଲ ଅଫିସର ଲଳିତ ବେହେରାଙ୍କୁ ଶୁକ୍ରବାର ଚାକିରିରୁ ନିଲମ୍ବିତ କରିଛନ୍ତି। ତେବେ ସେ ଉଚ୍ଚ କର୍ତ୍ତୃପକ୍ଷଙ୍କ ବିନାନୁମତିରେ ହେଡ୍‌ କ୍ୱାର୍ଟର…

ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ବିକ୍ରି ଉପରେ କଟକଣା

ନୂଆଦିଲ୍ଲୀ,୨୮ା୩(ପି.ଟି.): ମହାମାରୀ କୋଭିଡ୍‌-୧୯ ଜନିତ ଜରୁରୀ ଆବଶ୍ୟକତାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ବିକ୍ରି ଓ ବଣ୍ଟନ ଉପରେ କଟକଣା ଜାରି କରିଛି। ଜନସ୍ବାର୍ଥ ଲାଗି ଏହା ଜରୁରୀ ବୋଲି ମନ୍ତ୍ରଣାଳୟ ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ କୁହାଯାଇଛି। ଏଥିପାଇଁ ଡ୍ରଗ୍ସ…

ଅସୁରକ୍ଷିତ ଗଜରାଜ

ହାତୀଙ୍କ ଲାଗି ଅସୁରକ୍ଷିତ ହୋଇଛି ଖୋର୍ଦ୍ଧା ବନଖଣ୍ଡ। ଗତ ୧୫ବର୍ଷରେ ଏହି ବନଖଣ୍ଡରେ ଯାଇଛି ୭ ହାତୀଙ୍କ ଜୀବନ। ୧୧ବର୍ଷରେ ଘଟିଛି ୨୦ଜଣଙ୍କ ପ୍ରାଣହାନୀ। ଏଥିପାଇଁ ବନ ବିଭାଗର ଆନ୍ତରିକତା ଅଭାବ ଏବଂ ଜିଲା ପ୍ରଶାସନର ଅବହେଳାକୁ ଦାୟୀ କରିଛନ୍ତି ପରିବେଶପ୍ରେମୀ।…

ଅଢ଼େଇ ଘଣ୍ଟାରେ କରୋନା ପରୀକ୍ଷା

ବର୍ଲିନ,୨୮ା୩ : ସମଗ୍ର ବିଶ୍ୱରେ କରୋନା ଭାଇରସ୍‌ (କୋଭିଡ୍‌-୧୯) ବ୍ୟାପିବାରେ ଲାଗିଛି। ୧୯୯ ଦେଶରେ ମୋଟ ପଜିଟିଭ୍‌ ରୋଗୀଙ୍କ ସଂଖ୍ୟା ୫ଲକ୍ଷ ୬୦ ହଜାର ଟପିଥିବାବେଳେ ମୃତ୍ୟୁସଂଖ୍ୟା ୨୫ ହଜାର ପାର ହୋଇଯାଇଛି। ଉଭୟ ସଂଖ୍ୟା ସପ୍ତାହେ ହେଲା ଦ୍ରୁତଗତିରେ ବଢ଼ିଚାଲିଛି,…

ସହଯୋଗ ଭିତ୍ତିରେ ଭୂତାଣୁକୁ ରୋକ

ନୂଆଦିଲ୍ଲୀ,୨୮ା୩: ଭାରତରେ କରୋନା ଭାଇରସ୍‌ କ୍ରମଶଃ କାୟା ବିସ୍ତାର କରିବାରେ ଲାଗିଛି। ଏଥିଲାଗି ସମସ୍ତେ ତତ୍ପର। ଆତ୍ମ ସଂଯମ ଓ ସହଯୋଗ ଦ୍ୱାରା ଏହାକୁ ରୋକାଯାଇ ପାରିବ। ବିଶେଷକରି ବିଭିନ୍ନ ରାଜ୍ୟର ରାଜ୍ୟପାଳ, କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ଉପରାଜ୍ୟପାଳ ଓ ସମସ୍ତ ପ୍ରଶାସନିକ…

ଏଫ୍‌ଏମ୍‌ ମେଡିକାଲ କଲେଜ ହସ୍ପିଟାଲରେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ

ବାଲେଶ୍ୱର ଅଫିସ,୨୮ା୩: କରୋନା ଭୂତାଣୁ ସଂକ୍ରମଣ ମୁକାବିଲା କରିବା ଲାଗି ରାଜ୍ୟ ସରକାର ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ସାମୟିକ ଭାବେ ନିଯୁକ୍ତି ଦେବା ଲାଗି ପଦକ୍ଷେପ ନେବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି କ୍ରମରେ ବାଲେଶ୍ୱର ଫକୀରମୋହନ ମେଡିକାଲ କଲେଜ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri