Home

ଅଗ୍ନିଶମ ଗାଡ଼ିରେ ଜନ୍ମ ନେଲା ଶିଶୁକନ୍ୟା

ମହାକାଳପଡ଼ା,୨୧।୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ବାତ୍ୟା ଅମ୍ଫନ୍‌ ସମୟରେ ବୁଧବାର ଅଗ୍ନିଶମ ବିଭାଗ ଗାଡ଼ିରେ ଏକ ଶିଶୁକନ୍ୟା ଜନ୍ମ ହୋଇଛି। ବାତ୍ୟା ପବନ ଚାଲିଥିବା ସମୟରେ ବ୍ଲକ ଅନ୍ତର୍ଗତ ଜହ୍ନରା ଗଁାର ଜାନକୀ ସେଠୀ(୨୦)ଙ୍କ ପ୍ରସବଜନିତ ଯନ୍ତ୍ରଣା ହୋଇଥିଲା। ପରିବାର…

କାକଟପୁର ମଙ୍ଗଳା ମନ୍ଦିରରୁ ଉଡ଼ିଗଲା ବାନା

କାକଟପୁର,୨୧।୫(ଡି.ଏନ.ଏ): ବାତ୍ୟା ଅମ୍ଫନ ପ୍ରଭାବରେ ବୁଧବାର କାକଟପୁରର ମା’ ମଙ୍ଗଳା ମନ୍ଦିର ଚୂଡ଼ରେ ଲାଗିଥିବା ବାନା ଉଡ଼ିଯାଇଛି। ମଙ୍ଗଳବାର ରାତିରୁ ବାତ୍ୟା ଯୋଗୁ ବର୍ଷା ପବନ ଲାଗିରହିଥିବାବେଳେ ମଙ୍ଗଳବାର ସକାଳେ ମନ୍ଦିର ପୂଜକ ଓ ସ୍ଥାନୀୟ ଲୋକେ ମା’ଙ୍କ ମନ୍ଦିରରେ ଲାଗିଥିବା…

୭ଶହ ହେକ୍ଟର ଧାନ ଫସଲ କ୍ଷତିଗ୍ରସ୍ତ

ପୁରୀ ଅଫିସ/ କୋଣାର୍କ (ଡି.ଏନ୍‌.ଏ),୨୧।୫: ପୁରୀ ଜିଲାରେ ସାମୁଦ୍ରିକ ବାତ୍ୟା ଅମ୍ଫନର ପ୍ରଭାବ ପଡ଼ିଛି। ବଡ଼ଧରଣର କ୍ଷୟକ୍ଷତି ହୋଇ ନ ଥିଲେ ମଧ୍ୟ ଉପକୂଳବର୍ତ୍ତୀ ଅଞ୍ଚଳର ଅନେକ ଜାଗାରେ ଗଛ ଏବଂ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଛି। କେତେକ କଚ୍ଚାଘର ବି କ୍ଷତି…

କଣ୍ଟେନମେଣ୍ଟ ଜୋନ୍‌ରୁ ହଟିଲା ରେଣୁକା ଗଳି

ପୁରୀ ଅଫିସ,୨୧।୫: ପୁରୀ ସହରସ୍ଥ ରେଣୁକା ଗଳି ଅଞ୍ଚଳରୁ ଗତ ୧୦ ତାରିଖରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଗୋଟିଏ ପରିବାର ଦୁଇ ସଦସ୍ୟ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ଉକ୍ତ ଅଞ୍ଚଳକୁ ବିଶୋଧନ କରାଯାଇଥିଲା।…

ଖୋର୍ଦ୍ଧା: ୩୧୭୨ ଲୋକ ପ୍ରଭାବିତ

ଖୋର୍ଦ୍ଧା ଅଫିସ,୨୧।୫: ଅମ୍ଫନ୍‌ ପ୍ରଭାବରେ ଖୋର୍ଦ୍ଧା ଜିଲାରେ ବୁଧବାର ସକାଳଠାରୁ ଅପରାହ୍ନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଓ ପବନ ଲାଗିରହିଥିଲା। ଜିଲାରେ ୩୪.୯୪ ମି.ମି. ବର୍ଷା ରେକର୍ଡ କରାଯାଇଛି। ବାଲିଅନ୍ତାରେ ସର୍ବାଧିକ ୫୭ ଓ ବାଣପୁରରେ ସର୍ବନିମ୍ନ ୧୫ ମି.ମି ବର୍ଷା…

ସ୍ନାନଯାତ୍ରା ପ୍ରସ୍ତୁତି : ଆଜି ୧୦ ନିଯୋଗ ସହ ବୈଠକ

ପୁରୀ ଅଫିସ,୨୧।୫: ଆସନ୍ତା ଜୁନ୍‌ ୫ତାରିଖରେ ସ୍ନାନଯାତ୍ରା। ସ୍ନାନମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ଦାରୁଦିଅଁ। ତେଣୁ ସ୍ନାନଯାତ୍ରାକୁ କିପରି ଶୃଙ୍ଖଳିତ ଭାବେ ସମ୍ପନ୍ନ କରାଯିବ ସେ ନେଇ ବିଭିନ୍ନ ନିଯୋଗ ସହ ଆଲୋଚନା କରୁଛି ଶ୍ରୀମନ୍ଦିର ପ୍ରଶାସନ। ଗତ ୧୨ ତାରିଖରେ…

ରାଜଧାନୀରେ ସାମାନ୍ୟ ପ୍ରଭାବ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ଭୁବନେଶ୍ୱରରେ ବାତ୍ୟା ଅମ୍ଫନ୍‌ର ପ୍ରଭାବ ସାମାନ୍ୟ ଅନୁଭୂତ ହୋଇଛି। ଏହା ପ୍ରଭାବରେ ମଙ୍ଗଳବାରଠାରୁ ଝିପିଝିପି ବର୍ଷା ହୋଇଥିବାବେଳେ ବିଳମ୍ବିତ ରାତିରୁ ବୁଧବାର ମଧ୍ୟାହ୍ନ ଯାଏ ବର୍ଷିଥିଲା। ୪୦ରୁ ୫୦ କି.ମି. ବେଗରେ ପବନ ବହିଥିଲେ ମଧ୍ୟ ରାଜଧାନୀରେ ସେପରି କିଛି…

ପୋଲିସକୁ ଓଏଚ୍‌ଆର୍‌ସିଙ୍କ କଡ଼ା ସମାଲୋଚନା

କଟକ ଅଫିସ୍‌,୨୧।୫: କେନ୍ଦୁଝର ଜିଲା ପାଟଣା ଥାନା ପରିସରରେ ଜଣେ ଯୁବକଙ୍କୁ ଆଇଆଇସି ସନ୍ଧ୍ୟାରାଣୀ ଜେନା ମାଡ଼ ମାରିବାର ଭିଡିଓ ଭାଇରାଲ ଖବର ପ୍ରକାଶ ପରେ ସାମାଜିକ କର୍ମୀ ମନୋଜ ଜେନାଙ୍କ ତରଫରୁ ଓଡ଼ିଶା ମାନବାଧିକାର କମିଶନ୍‌ (ଓଏଚ୍‌ଆର୍‌ସି)ଙ୍କ ନିକଟରେ ଅଭିଯୋଗ…

୨୩.୫ଲକ୍ଷ ଶ୍ରମିକଙ୍କୁ ନିଜ ରାଜ୍ୟରେ ଛାଡ଼ିଛି ୧୭୭୩ ଟ୍ରେନ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ଦେଶର ବିଭିନ୍ନ ସ୍ଥାନରେ ଫସି ରହିଥିବା ପ୍ରବାସୀ ଶ୍ରମିକ, ତୀର୍ଥଯାତ୍ରୀ, ପର୍ଯ୍ୟଟକ, ଛାତ୍ରୀଛାତ୍ର ଓ ଅସହାୟ ବ୍ୟକ୍ତିଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ସ୍ବତନ୍ତ୍ର ଟ୍ରେନ୍‌ ସେବାର ବ୍ୟବସ୍ଥା କରିଛି ଭାରତୀୟ ରେଳ ମନ୍ତ୍ରଣାଳୟ। ମେ’ ୧ରୁ ସେବା…

ହାତ ଦେଖାଇଲେ ଆପେ ସ୍ପ୍ରେ ହେବ ସାନିଟାଇଜର

କଟକ ଅଫିସ,୨୧।୫: କରୋନା ମୁକାବିଲା ପାଇଁ ଦେଶର ବିଭିନ୍ନ କ୍ଷେତ୍ରରୁ ପ୍ରୟାସ ଚାଲିଛି। ଏହି କ୍ରମରେ କରୋନା ଲଢ଼େଇରେ ସାମିଲ ହୋଇଛି କଟକସ୍ଥିତ ଖପୁରିଆ ସରକାରୀ ଆଇଟିଆଇ। ପୂର୍ବରୁ ଭ୍ରାମ୍ୟମାଣ କୋଭିଡ୍‌ ନମୁନା ସଂଗ୍ରହ ମେଶିନ ଓ କୋଭିଡ ହସ୍ପିଟାଲରେ କାର୍ଯ୍ୟ…

କଟକ ପୋଲିସକୁ ଘାରିଲା କରୋନା ଭୟ

କଟକ ଅଫିସ୍‌,୨୧।୫: ଭୁବନେଶ୍ୱରରେ ଜଣେ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିବା ପରେ ଏହାକୁ ନେଇ କମିଶନରେଟ୍‌ ପୋଲିସର ଅଧିକାରୀ ଓ କର୍ମଚାରୀଙ୍କ ଭିତରେ ଛନକା ପଶିଛି। ଉଭୟ ଭୁବନେଶ୍ୱର ଓ କଟକ ସହରରେ ପୋଲିସ କର୍ମଚାରୀ, ଅଧିକାରୀଙ୍କ ନମୁନା…

ଅମ୍ଫନ୍‌ ପାଇଁ ବନ୍ଦ ରହିଲା ହାଇକୋର୍ଟ

କଟକ ଅଫିସ୍‌,୨୧।୫: ସାମୁଦ୍ରିକ ବାତ୍ୟା ‘ଅମ୍ଫନ୍‌’ ଯୋଗୁ ବୁଧବାର ହାଇକୋର୍ଟ ବନ୍ଦ ରହିଛି। ବୁଧବାର ପାଇଁ ଧାର୍ଯ୍ୟ ହୋଇଥିବା ମାମଲାଗୁଡ଼ିକର ଶୁଣାଣି ଗୁରୁବାର କରାଯିବ। ଏନେଇ ହାଇକୋର୍ଟ ରେଜିଷ୍ଟ୍ରାର୍‌ (ଜୁଡିସିଆଲ) ସୂଚନା ଦେଇଛନ୍ତି। ବାତ୍ୟା ଯୋଗୁ ବିଦ୍ୟୁତ୍‌ ସଂଯୋଗ ଓ ଇଣ୍ଟରନେଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?