Home

କେରଳ କ୍ୱାରାଣ୍ଟାଇନ୍‌ରୁ ଫେରାର ଆଇଏଏସ୍‌ ଅଧିକାରୀ ଉତ୍ତରପ୍ରଦେଶରୁ ଠାବ

ତିରୁଭାନନ୍ତମପୁରମ,୨୭।୩: କରୋନା ଭାଇରସ୍‌ ବ୍ୟାପିବାକୁ ଥିବା ଶୃଙ୍ଖଳକୁ ଭାଙ୍ଗିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଲକ୍‌ ଡାଉନ୍‌ ଜାରି କରିଛନ୍ତି। କିନ୍ତୁ ଏହାରି ଭିତରେ ଜଣେ ଜୁନିୟର ଆଇଏଏସ୍‌ ଅଧିକାରୀ ଏହି ନିୟମର ମଜାକ ଉଡାଇବା ସହ କ୍ୱାରାଣ୍ଟାଇନ୍‌ରୁ ଫେରାର…

କର୍ମଚାରୀଙ୍କୁ ଘରକୁ ବିଦା କଲା ଫୁଟବଲ ଏଫ୍‌ଏଫ୍‌ଏ

ସିଡନୀ,୨୭।୩(ଏଏଫ୍‌ପି): କୋଭିଡ-୧୯ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଫୁଟବଲ ଫେଡେରେଶନ ଅଫ୍‌ ଅଷ୍ଟ୍ରେଲିଆ (ଏଫ୍‌ଏଫ୍‌ଏ) ତା’ର କର୍ମଚାରୀଙ୍କୁ ଘରକୁ ବିଦା କରିଛି। ଫେଡେରେଶନର ୭୦ ପ୍ରତିଶତ କର୍ମଚାରୀଙ୍କୁ ଘରକୁ ଯିବାକୁ ପଡିଛି। କରୋନା ଭାଇରସ୍‌ କାରଣରୁ ସାରା ଦେଶରେ ଫୁଟବଲ ଇଭେଣ୍ଟ…

ଲକ୍‌ଡାଉନ୍‌ ସମୟରେ ବରଯାତ୍ରୀ ନେଇ ଯିବାରୁ ପୋଲିସ ଷ୍ଟେଶନରେ ରାତି କାଟିଲେ ବର

ଉଦ୍ଧମ ସିଂ ନଗର,୨୭।୩: କରୋନା ଭାଇରସ ସଂକ୍ରମଣକୁ ଦେଖି ଏବେ ସାରା ଦେଶରେ ଜାରି ରହିଛି ଲକ୍‌ଡାଉନ୍‌। ଆଉ ଏହି ସମୟରେ ବିନା ଅନୁମତିରେ ଉତ୍ତରାଖଣ୍ଡ ଉଦ୍ଧମ ସିଂ ନଗରର ଜଣେ ବର ବରଯାତ୍ରୀ ସହ ବାହା ହେବାକୁ ଯାଉଥିବା ବେଳେ…

କରୋନା ସହ ଲଢିବାକୁ ଭାରତୀୟ ସେନାର ‘ଅପରେଶନ ନମସ୍ତେ’

ନୂଆଦିଲ୍ଲୀ,୨୭।୩: ଦେଶ ଏବେ ପ୍ରସ୍ତୁତ କରୋନା ଭାଇରସ ସହ ଲଢିବାକୁ। ସାରା ଦେଶରେ ଏବେ ୨୧ ଦିନ ଲକ୍‌ ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ସାଧାରଣ ଜନତା ମଧ୍ୟ ଏହାକୁ ନେଇ ବେଶ୍‌ ସଚେତନ ହୋଇ ଯାଇଥିବା ଦେଖାଯାଇଛି। ମାହାମାରୀ କରୋନା…

ଭଲ ବେଳା ଆସିଛି

ଶ୍ରଦ୍ଧା କପୁରଙ୍କ ପାଇଁ ଏବେ ଭଲ ବେଳା ଆସିଛି। ଚଳିତବର୍ଷ ଏ ପର୍ଯ୍ୟନ୍ତ ତାଙ୍କ ଅଭିନୀତ ତିନୋଟି ସିନେମା ‘ଶାହୋ’, ‘ଚିତ୍ତଚୋର’ ଏବଂ ‘ବାଗୀ-୩’ ପରଦା ଉପରକୁ ଆସଛି। ‘ବାଗୀ-୩’କୁ ପ୍ରାରମ୍ଭରୁ ଯେଉଁ ସଫଳତା ମିଳିଛି ତାକୁ ଦେଖି ଶ୍ରଦ୍ଧାଙ୍କ ଖୁସି…

ପ୍ରଥମେ ସୈଫ, ତା’ପରେ ଶାହରୁଖ

ଥରେ ମନେପକାନ୍ତୁ ନା, ଶାହରୁଖ-କାଜୋଲ ଅଭିନୀତ ତଥା ୧୯୯୫ରେ ରିଲିଜ ହୋଇଥିବା ହିନ୍ଦୀ ଚଳଚ୍ଚିତ୍ର ‘ଦିଲ୍‌ଓ୍ବାଲେ ଦୁଲହନିୟଁ। ଲେ ଜାୟେଙ୍ଗେ’କୁ। ଏହି ଫିଲ୍ମଟି ସୁପରଡୁପର ହିଟ୍‌ ହୋଇଥିଲା। ଯେତେବେଳେ ଏହାର ପ୍ରଯୋଜକ ୟଶ୍‌ ଚୋପ୍ରା ଏବଂ ନିର୍ଦ୍ଦେଶକ ଆଦିତ୍ୟ ଚୋପ୍ରା ଚିତ୍ରର…

ଲକ୍‌ଡାଉନ୍‌ ଯୋଗୁ ପ୍ରଭାବିତ ହେଉଛି ଗରିବଙ୍କ ଜୀବନ ଜୀବିକା: ୨୨୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ହେଲେ ଏହାଦ୍ୱାରା ଗରିବ ଲୋକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୨୨୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରିଛନ୍ତି। ଗରିବ, ଖଟିଖିଆ ଓ…

କରୋନା କବଳରେ ୧୦ ମାସର ଭାରତୀୟ ଶିଶୁ

ବେଙ୍ଗାଲୁରୁ,୨୭।୩: ଡରାଉଛି କରୋନା। ଏହି ମାହାମାରୀ ଏବେ ସାରା ବିଶ୍ୱକୁ ଥରାଇ ଦେଇଥିବା ବେଳେ ବହୁ ଶକ୍ତିଶାଳୀ ଦେଶ ମଧ୍ୟ କରୋନା ପାଖରେ ଏକ ପ୍ରକାର ହାର ମାରିଛନ୍ତି କହିଲେ ଚଳେ। ଭାରତରେ ଏକେ କରୋନା ତା’ର କାୟା ବିସ୍ତାର କରି…

ପ୍ରବେଶପଥ ବନ୍ଦ କରିଦେଲେ ଗ୍ରାମବାସୀ

ବରଗଡ଼ ଅଫିସ୍‌,୨୭।୩-ଘାତକ କରୋନା ଭୂତାଣୁ(କୋଭିଡ୍‌-୧୯)ଏବେ ସାରାବିଶ୍ୱରେ ଆତଙ୍କ ଖେଳାଇ ଦେଇଛି । ଏହି ଭୂତାଣୁ ସଂକ୍ରମଣ ଗୋଟିଏ ଦେଶରୁ ଅନ୍ୟଦେଶକୁ ବ୍ୟାପୁଥିବାବେଳେ ମୃତକ ଓ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ତେବେ ଏହି ଭୂତାଣୁକୁ ଦମନ କରିବା ପାଇଁ…

କରୋନା ଭାଇରସ: ସାଇବାବା ସଂସ୍ଥାନ ଟ୍ରଷ୍ଟ ଦାନ କଲା ୫୧ କୋଟି ଟଙ୍କା

ସିରିଡି,୨୭।୩: କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଭାରତରେ ବେଳକୁ ବେଳ ବଢିବାରେ ଲାଗିଛି। ଏହାର ମୁକାବିଲା କରିବାକୁ ଏବେ ସମସ୍ତେ ଏକାଠି ହୋଇଛନ୍ତି। ମହାରାଷ୍ଟ୍ର ଓ କେରଳରେ ସବୁଠାରୁ ଅଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏବେ ଏହି କରୋନା…

କୋଭିଡ-୧୯: ଦରମା କାଟିବ ବାର୍ସିଲୋନା

ବାର୍ସିଲୋନା,୨୭।୩(ଏଏଫ୍‌ପି): କରୋନା ଭାଇରସ୍‌ ବଶ୍ୱରେ ମହାମାରୀ ରୂପ ନେଇଥିବାରୁ ଆର୍ଥିକ ବିପର୍ଯ୍ୟୟରୁ ରକ୍ଷା ପାଇବା ପାଇଁ ହାଇପ୍ରୋଫାଇଲ ଫୁଟବଲ କ୍ଲବ ବାର୍ସିଲୋନା ଦରମା କାଟିବାକୁ ନିଷ୍ପତ୍ତି ନେବ ବୋଲି କହିଛି। ତେବେ ସ୍ପେନର ଏହି ଜଣାଶୁଣା କ୍ଲବ ସବୁ କର୍ମଚାରୀ କିମ୍ବା…

ଲକ୍‌ଡାଉନ୍‌ରେ ଫସିଥିଲେ ସ୍ବାମୀ: ୯ ମାସର ଗର୍ଭବତୀ ସ୍ତ୍ରୀ ଭିଡିଓ ପ୍ରସ୍ତୁତ କରି ମାଗିଲେ ପୋଲିସର ସହାୟତା, ଫଟୋ ଭାଇରାଲ

ଲକ୍ଷ୍ନୌ: କରୋନା ଭୂତାଣୁ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ଲୋକେ ପରିବାର ସହ ଘରେ ରହିବାକୁ ସରକାର ବାରମ୍ବାର ପରାମର୍ଶ ଦେଉଛନ୍ତି। କିନ୍ତୁ କିଛି ଲୋକ ବାହାରକୁ କାମ କରିବାକୁ ଯାଇ ଲକ୍‌ଡାଉନ୍‌ରେ ଫସି ଯାଇଛନ୍ତି। ଏପରି ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri