ଅକ୍ଷୟ ତୃତୀୟା, ଚନ୍ଦନ ଯାତ୍ରା ପାଇଁ ଶ୍ରୀମନ୍ଦିର ପରିସରରେ ସ୍ଥାନ ଚିହ୍ନଟ ଲାଗି ପ୍ରଶାସନ, ସେବାୟତଙ୍କ ମଧ୍ୟରେ ବୈଠକ
ପୁରୀ ଅଫିସ, ୨୫।୪: ଶ୍ରୀମନ୍ଦିର ଭିତରେ ହେବ ଅକ୍ଷୟ ତୃତୀୟା ନୀତି ଓ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା। ଶୁକ୍ରବାର ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ କ୍ରମେ ନିଆଯାଇଥିବା ଏହି ନିଷ୍ପତ୍ତି କିପରି ସୂଚାରୁ ରୂପେ ସମ୍ପାଦନ ହେବ ସେଥିଲାଗି ଶନିବାର ଜିଲାପାର ବଲଓ୍ବନ୍ତ…
ହସ୍ପିଟାଲରେ ଭର୍ତ୍ତି ହେବାକୁ ରାସ୍ତାରେ ଲାଇନ୍ ଲଗାଇଲେ କରୋନା ପଜିଟିଭ୍
ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ କରୋନା ଭାଇରସ୍ ରୋଗୀଙ୍କ ସହ ବଡ଼ ଅବହେଳା କରାଯାଇଥିବା ଚିତ୍ର ସାମ୍ନାକୁ ଆସିଛି। ହସ୍ପିଟାଲରେ ଭର୍ତ୍ତି ହେବା ପାଇଁ କରୋନା ରୋଗୀମାନେ ରାସ୍ତାରେ ଲାଇନ୍ ଲଗାଇଥିବା ଦେଖିବାକୁ ମିଳିଛି। ଏହି ଦୃଶ୍ୟ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ ଇଟାଓ୍ବା ଜିଲାର…
ଆମେରିକାରେ କରୋନା ମୃତ୍ୟୁ ସଂଖ୍ୟା ୫୨ ହଜାର ଟପିଲା
ଓ୍ବାଶିଂଟନ,୨୫।୪: କରୋନା ସଂକ୍ରମଣ ନେଇ ଆମେରିକାରେ ସଙ୍କଟ ଦେଖାଦେଇଛି। ପୃଥିବୀରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ଲକ୍ଷେ ୯୭ ହଜାର ୩୫୪ ରହିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୨୮ ଲକ୍ଷ ୩୩ ହଜାର ୬୯୭ ଛୁଇଁଛି। ଅପରପକ୍ଷରେ ୮ ଲକ୍ଷ ୭…
ଲକ୍ଡାଉନ କଟକଣା କୋହଳ ନେଇ ରାଜ୍ୟ ନିଷ୍ପତ୍ତିକୁ ଅପେକ୍ଷା କରନ୍ତୁ : ପୋଲିସ କମିଶନର
ଭୁବନେଶ୍ୱର, ୨୫।୪(ବ୍ୟୁରୋ): ଦେଶରେ ସର୍ତ୍ତମୂଳକ ଭାବେ ସମସ୍ତ ଦୋକାନ ଖୋଲିବାକୁ ଗୃହ ମନ୍ତ୍ରଣାଳୟ ନିର୍ଦ୍ଦେଶ ଦେଇଛି। ମାର୍କେଟ କମ୍ପ୍ଲେକ୍ସ ଓ ସପିଂ ମଲ୍କୁ ଛାଡି ଅନ୍ୟ ସମସ୍ତ ଦୋକାନ ଖୋଲିବ। ପୂର୍ବଭଳି ଇ-କମର୍ସ କମ୍ପାନୀଗୁଡିକ ଜରୁରୀ ସାମଗ୍ରୀ ବିକ୍ରି କରିପାରିବେ। ତେବେ…
କରୋନା ସହିତ ଲଢ଼େଇ: ଟ୍ରମ୍ପ୍ଙ୍କ ଭୟଙ୍କର ପରାମର୍ଶକୁ ଗ୍ରହଣ କଲେନି ଡାକ୍ତର
ଓ୍ବାଶିଂଟନ,୨୫।୪: ଆମେରିକାରେ କରୋନା ସଂକ୍ରମଣ ଯୋଗୁ ସରକାରଙ୍କ ପକ୍ଷରୁ ଲକ୍ ଡାଉନ୍ ଘୋଷଣା କରାଯାଇଛି। ତେବେ ମଧ୍ୟ ଏଠାରେ ମୃତ୍ୟୁ ସଂଖ୍ୟା ଅବା ସଂକ୍ରମିତଙ୍କ ସଂଖ୍ୟା ରୋକିବାରେ ସରକାର ସକ୍ଷମ ହୋଇ ପାରି ନାହାଁନ୍ତି। ଏପରିସ୍ଥଳେ କରୋନା ଲଢ଼େଇ ନେଇ ରାଷ୍ଟ୍ରପତି…
ମହାରାଷ୍ଟ୍ରରେ କରୋନା ନେଲାଣି ୩୦୧ ମୁଣ୍ଡ
ମୁମ୍ବାଇ,୨୫।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା ବେଳେ ଏବେ ଏହା ଏକ ପ୍ରକାର ଅଣାୟତ୍ତ ହୋଇ ପଡିଲାଣି ବୋଲି କୁହାଯାଉଛି। ପ୍ରତିଦିନ ଏଠାରେ ଶହ ଶହ ସଂଖ୍ୟାରେ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଶନିବାର ସକାଳ ସୁଦ୍ଧା…
ଦେଢ ବର୍ଷର ଶିଶୁକୁ ଘରେ ଛାଡି କନଷ୍ଟେବଳ ସାଜିଛନ୍ତି କରୋନା ଯୋଦ୍ଧା
ନୂଆଦିଲ୍ଲୀ,୨୫।୪: ନିଜର ବୃତ୍ତିକୁ ନେଇ ଦିନେ ପରିବାରଠାରୁ ପଡୋଶୀଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ନିକଟରେ ସମାଲୋଚନା ଶିକାର ହେଉଥିବା ମହିଳା କନଷ୍ଟେବଳ ଆଜି ଏକ ଅଦୃଶ୍ୟ ଯୁଦ୍ଧରେ ଅଗାଧାଡିର ଯୋଦ୍ଧା ସାଜିଛନ୍ତି। ଆଉ ଏବେ ତାଙ୍କ କାମକୁ ପରିବାର ଓ ପଡୋଶୀ ଖୁବ୍…
ଦିଲ୍ଲୀରେ ଜଣେ ହେଡ୍ କନଷ୍ଟେବଳ କରୋନା ପଜିଟିଭ୍: କ୍ୱାରାଣ୍ଟାଇନ୍ରେ ୧୧ ପୋଲିସ
ନୂଆଦିଲ୍ଲୀ,୨୫।୪: ଦିଲ୍ଲୀର ଅଲିପୁର ଥାନାରେ ଜଣେ ହେଡ୍ କନଷ୍ଟେବଳ କରୋନା ଭାଇରସ୍ ସଂକ୍ରମଣରେ ସଂକ୍ରମିତ ହୋଇଛନ୍ତି। ଏହାପରେ ଥାନାରେ ଅନ୍ୟ ୧୧ ପୋଲିସକର୍ମୀଙ୍କୁ କ୍ୱାରାଣ୍ଟାଇନ୍ରେ ରଖାଯାଇଥିବା ଜଣାପଡ଼ିଛି। ଦିଲ୍ଲୀ ପୋଲିସକର୍ମୀଙ୍କ ମଧ୍ୟରେ କରୋନା ଭାଇରସ୍ ବୃଦ୍ଧି ପାଉଥିବା ମାମଲାକୁ ଦେଖି ପୋଲିସ…
ବିନା ଲକ୍ଡାଉନ୍ରେ ବି କରୋନାକୁ ପରାସ୍ତ କରିଛି ଭିଏତ୍ନାମ୍: କୌଣସି ସଂକ୍ରମିତଙ୍କ ହୋଇନି ମୃତ୍ୟୁ
ହନୋଇ,୨୫।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ କେତେକ ଦେଶରେ ଲକ୍ଡାଉନ୍ ମଧ୍ୟ ଜାରି ରହିଛି। ଆମେରିକାରେ ମୃତକଙ୍କ ସଂଖ୍ୟା ୫୧ ହଜାର ଟପିଛି। ସେହିପରି ଅନ୍ୟ ଦେଶଗୁଡ଼ିକରେ ମଧ୍ୟ ସ୍ଥିତି ଅସମ୍ଭାଳ…
ପୁଲଓ୍ବାମା ଅବନ୍ତିପୋରାରେ ଏନ୍କାଉଣ୍ଟର: ୩ ଆତଙ୍କବାଦୀ ନିହତ
ଶ୍ରୀନଗର,୨୫।୪: ଜମ୍ମୁ-କଶ୍ମୀର ପୁଲାଓ୍ବାମା ଜିଲାର ଅବନ୍ତିପୋରାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଶନିବାର ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରେ ୩ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଅବନ୍ତିପୋରାର ଗୋରିପୋରା ଅଞ୍ଚଳରେ କେତେକ ଆତଙ୍କବାଦୀ ଲୁଚି ରହିଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ସୁରକ୍ଷାକର୍ମୀଙ୍କୁ…
ସମୁଦ୍ରରେ ବୁଡ଼ିଲା ଡଙ୍ଗା: ଜଣେ ମସ୍ୟଜୀବୀଙ୍କ ଜୀବନ ଗଲା, ୪ ପହଁରି ପହଁରି କୂଳକୁ ଫେରିଲେ
ଗଞ୍ଜାମ,୨୫।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଡ଼ମପେଟାରେ ସମୁଦ୍ରରେ ଡ଼ଙ୍ଗା ବୁଡିଯିବାରୁ ଜଣେ ମସ୍ୟଜୀବୀଙ୍କ ମୃତ୍ୟ ଘଟିଛି। ଅନ୍ୟ ୪ ମତ୍ସ୍ୟଜୀବୀ ପହଁରି ପହଁରି କୂଳକୁ ଫେରିଆସିଛନ୍ତି। ମୃତକ ହେଲେ ପୋଡ଼ମପେଟା ଗ୍ରାମର ସି.ଏଚ୍. ଦାନେୟା। ସୂଚନା ମୁତାକବ, ଶୁକ୍ରବାର…
ସୌଦିରେ କୋରଡ଼ା ମାଡ଼ ବନ୍ଦ: ସୁପ୍ରିମ୍ କୋର୍ଟ ରାୟ
ରିୟାଦ୍,୨୫।୪: ସୌଦିରେ ଏଣିକି ଅପରାଧୀଙ୍କୁ ଆଉ କୋରାଡ଼ା ମାଡ଼ ଦିଆଯିବା ଦଣ୍ଡାଦେଶ କରାଯିବ ନାହିଁ। ଏନେଇ ସୌଦିର ସୁପ୍ରିମ୍ କୋର୍ଟ ଏକ ରାୟ ଦେଇଛନ୍ତି। ଏହା ପରିବର୍ତ୍ତେ ଅପରାଧୀଙ୍କୁ ଜେଲ ଅବା ଜରିମାନା ଦେବାକୁ ପଡ଼ିବ ବୋଲି କୋର୍ଟ କହିଛନ୍ତି। ଏହା…
Archives


