Home

ଓଡ଼ିଶାର ୩୬.୨୮ ଲକ୍ଷ ଚାଷୀଙ୍କୁ ଆର୍ଥିକ ସହାୟତା

ଭୁବନେଶ୍ୱର, ୨୫ା୪(ବ୍ୟୁରୋ): ଦେଶବ୍ୟାପୀ ଜାରି ରହିଥିବା ଲକ୍‌ଡାଉନରୁ କୃଷି ଓ ଏହାର ଆନୁଷଙ୍ଗିକ କାର୍ଯ୍ୟକୁ କେନ୍ଦ୍ର ସରକାର ବାଦ୍‌ ଦେଇଛନ୍ତି। ଏହାସହ ଦେଶର ଗରିବ କୃଷକମାନଙ୍କୁ କୃଷି କାର୍ଯ୍ୟରେ ସହାୟତା ସ୍ବରୂପ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଅନ୍ତର୍ଗତ କିଷାନ ସମ୍ମାନ…

୧୦ ଦିନରେ ବଢ଼ିଗଲେ ୩୪ ଆକ୍ରାନ୍ତ

ଭୁବନେଶ୍ୱର, ୨୫।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ପ୍ରଥମେ ବିଦେଶ ଫେରନ୍ତାଙ୍କ ପାଇଁ ରାଜ୍ୟରେ ସଂକ୍ରମଣ ବଢ଼ିଥିଲା। ହେଲେ ଏବେ ପଶ୍ଚିମବଙ୍ଗ ଫେରନ୍ତା ଚିନ୍ତା ବଢ଼ାଇଛି। ଶୁକ୍ରବାର ଭଦ୍ରକର ଆଉ ୫ଜଣ ପଶ୍ଚିମବଙ୍ଗ ଫେରନ୍ତାଙ୍କ ରିପୋର୍ଟ…

ବାହାର ରାଜ୍ୟ ଫେରନ୍ତାଙ୍କ ପଞ୍ଜୀକରଣ ଆରମ୍ଭ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ପରେ ରାଜ୍ୟରେ କରୋନା ସଂକ୍ରମଣର ହଟ୍‌ସ୍ପଟ୍‌ ପାଲଟିଛି ଭଦ୍ରକ, ବାଲେଶ୍ୱର ଏବଂ ଯାଜପୁର। ବିଶେଷକରି ପଶ୍ଚିମବଙ୍ଗ ଫେରନ୍ତାଙ୍କ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ସର୍ବାଧିକ ରହିଛି। ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପୂର୍ବରୁ ବିଦେଶ ଗସ୍ତ…

ସ୍ଥଗିତ ରଥଯାତ୍ରାର ଇତିହାସ

ପୁରୀ ଅଫିସ,୨୫ା୪: ଜୁନ୍‌ ୨୩ରେ ରଥଯାତ୍ରା। ହେଲେ ବର୍ତ୍ତମାନ ରାଜ୍ୟରେ କରୋନା ସ୍ଥିତି ବେଶ୍‌ ଉଦ୍‌ବେଗଜନକ ରହିଛି। ଯେଉଁଭଳି ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ଜୁନ୍‌ ବେଳକୁ ଏହାର କୋପ ଅଧିକ ଥିବା ଭଳି ଜଣାପଡୁଛି। ତେଣୁ ଚଳିତବର୍ଷ ମହାପ୍ରଭୁଙ୍କ ରଥଯାତ୍ରା…

୧୪ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉପରେ ଉତ୍ତର ବିହାରରୁ ଦକ୍ଷିଣ ଝାଡଖଣ୍ଡ ଏବଂ ଉତ୍ତର ଛତିଶଗଡ ଉପରେ ଏକ ଟ୍ରପ୍‌ ଲାଇନ ସୃଷ୍ଟିି ହୋଇଛି। ଏଥିସହିତ ତେଲଙ୍ଗାନା ଓ ବିଦର୍ଭ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ…

ମୌସୁମୀରେ ଆସିପାରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ

ନୂଆଦିଲ୍ଲୀ, ୨୫।୪: ଆଉ କିଛି ସପ୍ତାହ ପରେ କରୋନା ଭାଇରସ୍‌ ଜନିତ ସଂକ୍ରମଣ କମିଯିବ ବୋଲି କୁହାଯାଉଛି। କିନ୍ତୁ ଜୁଲାଇ କିମ୍ବା ଅଗଷ୍ଟ ମୌସୁମୀ ସମୟରେ ଏହା ପୁଣି ଭାରତକୁ ଲେଉଟିପାରେ ବୋଲି ବୈଜ୍ଞାନିକମାନେ ଆଶଙ୍କା ବ୍ୟକ୍ତ କଲେଣି। ଲକ୍‌ଡାଉନ୍‌ ଶେଷ…

ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପକୁ ଉପରାଷ୍ଟ୍ରପତିଙ୍କ ପ୍ରଶଂସା

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଜାତୀୟ ପଞ୍ଚାୟତିରାଜ ଦିବସ ଉପଲକ୍ଷେ ଏକ ଜାତୀୟସ୍ତରୀୟ ଇଂଲିଶ ମୁଦ୍ରିତ ଗଣମାଧ୍ୟମରେ ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁଙ୍କର ଏକ ସ୍ତମ୍ଭ ପ୍ରକାଶ ପାଇଥିଲା। ଏହି ଆଲେଖ୍ୟରେ ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର କେତେକ ପଦକ୍ଷେପକୁ ପ୍ରଶଂସା…

ମହାମାରୀରୁ ହେବ ଯୁଗ ନିର୍ଦ୍ଧାରଣ

ଓ୍ବାଶିଂଟନ,୨୫ା୪ : କୋଭିଡ୍‌-୧୯ ହେଉଛି ପ୍ରଥମ ଆଧୁନିକ ମହାମାରୀ, ଯାହା ଏହି ଯୁଗର ସଂଜ୍ଞା ନିରୂପଣ କରିବ। ଏହି ସମୟ ଦେଇ ଗତି କରୁଥିବା କୌଣସି ବ୍ୟକ୍ତି ମହାମାରୀକୁ ଭୁଲିପାରିବେ ନାହିଁ ବୋଲି ଆମେରିକାର ବିଶିଷ୍ଟ ଜନହିତୈଷୀ ଶିଳ୍ପପତି ବିଲ୍‌ ଗେଟ୍ସ…

କଳାକାରଙ୍କ ବକେୟା ପାଉଣା ଦେଲା ସଂସ୍କୃତି ବିଭାଗ

ଭୁବନେଶ୍ୱର, ୨୫ା୪(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ କଳାକାରଙ୍କ ବକେୟା ପାଉଣା ଗୁରୁବାର ପ୍ରଦାନ କରାଯାଇଛି। ୨୦୧୯ ଆର୍ଥିକ ବର୍ଷରେ ଆୟୋଜିତ ହୋଇଥିବା ବିଭିନ୍ନ ସାଂସ୍କୃତିକ, ସାରସ୍ବତ କାର୍ଯ୍ୟକ୍ରମଗୁଡ଼ିକର ବାକିଥିବା ପାଉଣା ତୁରନ୍ତ ପ୍ରଦାନ କରିବାକୁ ବିଭାଗୀୟ…

ନିୟମ ଉଲ୍ଲଂଘନକାରୀଙ୍କୁ ଜଳଖିଆ ମନା

ଭୁବନେଶ୍ୱର,୨୫ା୪ (ବ୍ୟୁରୋ): କୋଭିଡ-୧୯ ପାଇଁ ହୋଟେଲ ଓ ଜଳଖିଆ ଦୋକାନ ବନ୍ଦ ରହିଛି। କେବଳ ପାର୍ସଲ ନେବା ପାଇଁ କିଛି ହୋଟେଲ ଖୋଲା ରହିଛି। ରାଜଧାନୀର ଶହୀଦ ନଗର ସ୍ଥିତ ନିୟୁ ବିଦ୍ୟା ଗାଙ୍ଗୁରାମରେ ସମସ୍ତ ନିୟମକୁ ଶୃଙ୍ଖଳିତ ଭାବେ ପାଳନ…

ବନ୍ୟପ୍ରାଣୀଙ୍କୁ ଖାଦ୍ୟ ବଣ୍ଟନ ଭୟଙ୍କର ପରିସ୍ଥିତି ସୃଷ୍ଟି କରିବ

ଭୁବନେଶ୍ୱର, ୨୫ା୪(ବ୍ୟୁରୋ): ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ବହୁ ବ୍ୟକ୍ତି ବିଶେଷ ଓ ସଂଗଠନ ଭୋକରେ ଥିବା ବୁଲା ଗୋରୁଗାଈ, କୁକୁର ଆଦିଙ୍କୁ ଖାଦ୍ୟ ବାଣ୍ଟୁଛନ୍ତି। ସରକାର ମଧ୍ୟ ଏମାନଙ୍କ ପାଇଁ ୯୦ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। କାରଣ ଏସବୁ ପ୍ରାଣୀ ମଣିଷ…

ଖବରଦାତାଙ୍କ ଘର ଉପରକୁ ବୋମାମାଡ଼

କୋଣାର୍କ, (ଡି.ଏନ.ଏ)/ପୁରୀ ଅଫିସ, ୨୫ା୪: ଏକ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ସଞ୍ଜୟ ପତିଙ୍କ କୋଣାର୍କ ଏନ୍‌ଏସି ୪ନଂ ୱାର୍ଡର ବାଲିସାହିସ୍ଥିତ ବାସଭବନକୁ ଦୁର୍ବୃତ୍ତମାନେ ଗୁରୁବାର ବିଳମ୍ବିତ ରାତିରେ ବୋମା ମାଡ଼ କରିଛନ୍ତି। ଦୁର୍ବୃତ୍ତମାନେ ୩ଟି ବୋମା ପକାଇଥିବା ଜଣାପଡ଼ିଛି। ଦୁଇଟି ବୋମା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri