Home

CORONAVIRUS UPDATE: ରାଜ୍ୟରେ ଆଉ ୭୪ କରୋନା ପଜିଟିଭ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨କୁ ବୃଦ୍ଧି, ୭୨ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ, ୨ ଲୋକାଲ କେସ୍‌

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୭୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ବୌଦ୍ଧ ଜିଲାରୁ ସର୍ବାଧିକ ୨୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁରୀରୁ ୧୧, କଟକ ୯, ଖୋର୍ଦ୍ଧା ୭, ଗଞ୍ଜାମ ୬, ଯାଜପୁର ୬,…

୨୯ ମିଡିଆ କର୍ମୀ କରୋନା ପଜିଟିଭ୍‌

ନଏଡା,୨୦ା୫: କରୋନା ଭୂତାଣୁ ଆତଙ୍କ ଲାଗିରହିଥିବା ବେଳେ ନଏଡାରେ ୩୧ ନୂଆ କରୋନା ପଜିଟିଭ୍‌ ମାମଲା ସାମ୍ନାକୁ ଆସିଛି। ସେଥିମଧ୍ୟରୁ ୨୯ ଜଣ ଏକ ଘରୋଇ ଟିଭି ନ୍ୟୁଜ୍‌ ଚାନେଲ୍‌ର କର୍ମୀ ବୋଲି ଜଣାପଡ଼ିଛି। ଏକ ଘରୋଇ ଲାବ୍‌ରେ ସାମ୍ପଲ ଟେଷ୍ଟ…

ମଣିଷ ଦେହରେ କରୋନା ଟିକା :ପ୍ରଥମ ପ୍ରୟୋଗ ସଫଳ

ଓ୍ବାଶିଂଟନ,୨୦ା୫: ମହାମାରୀ କରୋନା ସଂକ୍ରମଣରୁ ମୁକ୍ତି ପାଇଁ ବିଭିନ୍ନ ଦେଶର ବୈଜ୍ଞାନିକମାନେ ଟିକା ଖୋଜିବାରେ ଲାଗିଛନ୍ତି। ବୈଜ୍ଞାନିକମାନଙ୍କ ୮୦ଟି ଟିମ୍‌ ମଧ୍ୟରୁ ଅନୂ୍ୟନ ୮ଟି ଟିକା ସନ୍ଧାନର ନିକଟତର ହୋଇଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କିଛିଦିନ ତଳେ କୁହାଯାଇଥିଲା। ଏଭଳିସ୍ଥଳେ…

କଂଗ୍ରେସର ଯୋଜନା, ମୋଦିଙ୍କ ଶ୍ରେୟ

ନୂଆଦିଲ୍ଲୀ,୨୦ା୫: କଂଗ୍ରେସ ଏକ ଜନମଙ୍ଗଳକାରୀ ଢାଞ୍ଚାର ଉପାଦାନଗୁଡ଼ିକୁ ପ୍ରସ୍ତୁତ କରିଥିଲା। ପ୍ରଧାନମନ୍ତ୍ରୀ ସେଗୁଡ଼ିକୁ ଫେଣ୍ଟାଫେଣ୍ଟି କରି ସେଥିରେ ମୋଦି ‘ତଡ୍‌କା’ ଯୋଡ଼ିଦେଲେ କେବଳ ନିଜସ୍ବ ବୋଲି ବାହାବା ନେବା ପାଇଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଧୀରେ ଧୀରେ କିନ୍ତୁ ତୀକ୍ଷ୍ଣ ନଜର…

ଦାଦନଙ୍କୁ ନେଇ ତେଜିଲା ରାଜନୀତି

ଲକ୍ଷ୍ନୌ/ନୂଆଦିଲ୍ଲୀ,୨୦।୫: ଦାଦନ ଶ୍ରମିକ ପ୍ରସଙ୍ଗକୁ ନେଇ ଉତ୍ତରପ୍ରଦେଶ(ୟୁପି)ରେ ରାଜନୀତି ଜୋର୍‌ ଧରିବାରେ ଲାଗିଛି। କରୋନା ସଂକ୍ରମଣ ସମୟରେ ଲକ୍‌ଡାଉନ୍‌ ଯୋଗୁ ବାହାରେ କାମଧନ୍ଦା ହରାଇ ଭୋକ ଉପାସରେ ରହିଥିବା ଦାଦନ ଶ୍ରମିକମାନେ ଘରକୁ ଫେରିବା ଲାଗି ବ୍ୟାକୁଳ ହେଉଛନ୍ତି। ସେମାନଙ୍କୁ ତୁରନ୍ତ…

ନେପାଳ ମାନଚିତ୍ରରେ ଭାରତୀୟ ଅଞ୍ଚଳ

ନୂଆଦିଲ୍ଲୀ,୨୦ା୫: ଭାରତ ସହ ନେପାଳର ସୀମା ବିବାଦ ଲାଗି ରହିଥିବା ବେଳେ ନେପାଳ କ୍ୟାବିନେଟ ପକ୍ଷରୁ ଏକ ନୂଆ ରାଜନୈତିକ ମାନଚିତ୍ରକୁ ଅନୁମୋଦନ କରାଯାଇଛି। ଏହି ମାନଚିତ୍ରରେ ଭାରତୀୟ ଅଞ୍ଚଳ ଲିପୁଲେଖ, କାଲାପାଣି, ଲିମ୍ପିୟାଧୁରାକୁ ନେପାଳ ନିଜ ଅଞ୍ଚଳ ବୋଲି ଦର୍ଶାଇଛି।…

ଆଗକୁ ମିଳିବନି ପର୍ଯ୍ୟାପ୍ତ ଅର୍ଥ: ରାଜ୍ୟଗୁଡ଼ିକୁ କେନ୍ଦ୍ରର ସଙ୍କେତ

ନୂଆଦିଲ୍ଲୀ,୨୦ା୫: କେନ୍ଦ୍ର ସରକାର ଟ୍ୟାକ୍ସ ଓ ଅନ୍ୟ ଦେୟଗୁଡ଼ିକ ଏଯାଏ ଦେଇନାହାନ୍ତି ବୋଲି ରାଜ୍ୟ ସରକାରମାନେ ଅଭିଯୋଗ ଆଣୁଥିବାବେଳେ ସଂଗୃହୀତ ଟିକସର ୧୧୦% ଗତ ଏପ୍ରିଲରେ ରାଜ୍ୟଗୁଡ଼ିକୁ ପ୍ରଦାନ କରାଯାଇଥିବା ବ୍ୟୟ ସଚିବ ଟି.ଭି. ସୋମନାଥନ୍‌ କହିଛନ୍ତି। ସୋମନାଥନ୍‌ଙ୍କ ମତରେ ୪୧%…

ବାତ୍ୟା ଅମ୍ଫନ୍‌ ପ୍ରଭାବ: ସର୍ବାଧିକ ବର୍ଷା, ପବନ ରେକର୍ଡ

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ପାରାଦୀପଠାରୁ ୧୨୫ କିଲୋମିଟର ଦୂରରେ ରହିଛି ବାତ୍ୟା ଅମ୍ଫନ୍‌। ଘଣ୍ଟାକୁ ୧୪ କିଲୋମିଟର ବେଗରେ ଆସୁଥିବା ବାତ୍ୟା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା, ପବନ ଲାଗି ରହିଛି। କେଉଁଠି ରାତି ସାରା ଝିପି ଝିପି ବର୍ଷା ହେଉଛି…

ଲୁଟେରାକୁ କାବୁ କଲେ ଲୋକେ

କେନ୍ଦୁଝର, ୧୯ା୫(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ଥାନା କାଳିଆହତା ଫାଣ୍ଡି ଅଞ୍ଚଳ ମାରଦା ଗଁାର ଟଙ୍କଧର ମହାନ୍ତଙ୍କ ଘରେ ସୋମବାର ବିଳମ୍ବିତ ରାତିରେ ୪ଜଣ ଲୁଟେରା ବିଭିନ୍ନ ମାରଣାସ୍ତ୍ର ଧରି ଲୁଟ୍‌ପାଟ କରିଥିଲେ। ଲୁଟେରାମାନେ ଟଙ୍କଧରଙ୍କ ମୁଣ୍ଡରେ ବନ୍ଧୁକ ରଖି ପରିବାରର ଅନ୍ୟ…

ଅଶ୍ଲୀଳ ମେସେଜ ପଠାଇ ଯୁବକ ଗିରଫ

ଚମ୍ପୁଆ,୧୯ା ୫(ଡି.ଏନ.ଏ)-କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଞ୍ଚଳର ଏକ ବିବାହିତା ମହିଳାଙ୍କୁ ଅଶ୍ଲୀଳ ଭିଡିଓ ଓ ମେସେଜ ପଠାଇ ବାରମ୍ବାର ହଇରାଣ ହରକତ କରୁଥିବାରୁ ଜଣେ ଯୁବକଙ୍କୁ ଚମ୍ପୁଆ ପୋଲିସ ଗିରଫ କରିଛି। ସେ ହେଲେ ସରୋଜ ବାରିକ(୨୧)। ଏନେଇ ପୋଲିସ…

ଘର ଛାଡ଼ିଲେ ୨ହଜାରରୁ ଊର୍ଦ୍ଧ୍ୱ ଲୋକ : ୩ ଏନ୍‌ଡିଆର୍‌ଏଫ୍‌, ୨ ଓଡ୍ରାଫ୍‌ ଟିମ୍‌ ମୁତୟନ

ଭଦ୍ରକ ଅଫିସ, ୧୯।୫- ସମ୍ଭାବ୍ୟ ବାତ୍ୟା ଅମ୍ଫନ ମୁକାବିଲା ପାଇଁ ଭଦ୍ରକ ଜିଲା ପ୍ରଶାସନ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡ଼ାନ୍ତ କରିଛି। ଜିଲାରେ ମୋଟ ୩ଟି ଏନ୍‌ଡିଆର୍‌ଏଫ୍‌ ଓ ୨ଟି ଓଡ୍ରାଫ୍‌ ଟିମ୍‌ ମୁତୟନ ହୋଇଛନ୍ତି। ଏହା ବ୍ୟତୀତ ଅଗ୍ନିଶମ ବିଭାଗ…

୮ଦଫା ନେଇ ଦାବିପତ୍ର ଦେଲେ

କେନ୍ଦୁଝର, ୧୯ା୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଭାରତୀୟ ଜନତା ପାର୍ଟି ତରଫରୁ ୮ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ମଙ୍ଗଳବାର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ବିଶେଷ କରି ଲକ୍‌ଡାଉନ୍‌ ସମୟରେ ଦେଖା ଦେଉଥିବା ବିଭିନ୍ନ ସମସ୍ୟାକୁ ନେଇ ଭାଜପା ଏହି ଦାବିପତ୍ର ପ୍ରଦାନ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?