Home

ଦେଶ କରୋନା ସହ ଲଢୁଥିବା ବେଳେ କଂଗ୍ରେସ ଲଢୁଛି କେନ୍ଦ୍ର ସହ: ଜାଭେଡକର

ନୂଆଦିଲ୍ଲୀ,୨୪।୪: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭେଡକର କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ସାରା ଦେଶ କରୋନା ଭାଇରସ ସହ ଲଢୁଥିବା ବେଳେ କଂଗ୍ରେସ କିନ୍ତୁ ଲଢୁଛି କେନ୍ଦ୍ର ସରକାରଙ୍କ ସହ। ପରୋକ୍ଷରେ ସେ କଂଗ୍ରେସ ନେତା…

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧,୭୫୨ ସଂକ୍ରମିତ

ନୂଆଦିଲ୍ଲୀ,୨୪।୪: ଦେଶରେ ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ। ବେଳକୁ ବେଳ ଏହି ସଂଖ୍ୟାରେ ବୃଦ୍ଧି ଘଟିବାରୁ ଏହା ସମସ୍ତଙ୍କୁ ଏକ ପ୍ରକାର ଚିନ୍ତାରେ ପକାଇ ଦେଲାଣି। ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ,…

ଦିନକ ପରେ ଅକ୍ଷୟ ତୃତୀୟା, ହେଲେ ୩ ତାରିଖ ପର୍ଯ୍ୟନ୍ତ ରଥ ନିର୍ମାଣ ସମ୍ଭବ ନୁହେଁ: ଗଜପତି

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଶୁକ୍ରବାର ଖବରଦାତା ସମ୍ମିଳନୀ ଜରିଆରେ ମନ୍ତବ୍ୟ ରଖିଛନ୍ତି। ସେ କହିଛନ୍ତି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ମିଳିଥିବା ଚିଠିକୁ ନେଇ ଆଜି ବୈଠକ ବସିଥିଲା। ଶ୍ରୀମନ୍ଦିର ପର୍ବପର୍ବାଣୀ ସମ୍ପର୍କରେ…

ବଡ଼ବିଲରେ କାଳବୈଶାଖୀ ବର୍ଷା ସାଙ୍ଗକୁ କୁଆପଥର ମାଡ଼

ବଡ଼ବିଲ, ୨୪।୪(ସ.ପ୍ର.)-କେନ୍ଦୁଝର ଜିଲା ବଡ଼ବିଲରେ ଶୁକ୍ରବାର ମଧ୍ୟାହ୍ନରେ କାଳ ବୈଶାଖୀ ସାଙ୍ଗକୁ, ବର୍ଷା, ଘଡଘଡି ଓ ପ୍ରବଳ ମାତ୍ରାରେ କୁଆପଥର ମାଡ଼ ହୋଇଛି। ପ୍ରବଳବେଗରେ ପବନ ଯୋଗୁ ବିଦ୍ୟୁତ ତାର ଛିଣ୍ଡି ସହରରେ ବିଦ୍ୟୁତ ବିଚ୍ଛିନ୍ନ ହୋଇଛି। ଶୁକ୍ରବାର ମଧ୍ୟାହ୍ନ ପ୍ରାୟ…

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ନବ

ଝାରସୁଗୁଡା ଅଫିସ,୨୪।୪: ସାରା ବିଶ୍ବରେ ମହାମାରୀ କରୋନା କାୟା ବିସ୍ତାର କରିଛି। ସାରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ମଧ୍ୟ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର କୋଭିଡ-୧୯ ମୁକାବିଲା ପାଇଁ କେନ୍ଦ୍ର…

ସାଇକେଲ୍‌ରେ ମୁମ୍ବାଇରୁ ଗୋରଖପୁର ଯାତ୍ରା

ମୁମ୍ବାଇ,୨୪।୪: ଦେଶରେ ଲକ୍‌ଡାଉନ୍‌ ଯୋଗୁ ଏକପ୍ରକାର ସବୁ ଠପ୍‌ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସମସ୍ତ ପ୍ରବାସୀଙ୍କୁ ଯିଏ ଯେଉଁଠାରେ ଅଛି ସେଠାରେ ରହିବାକୁ ନିବଦେନ କରିଥିଲେ। ମହାରାଷ୍ଟ୍ର ସରକାର ସମସ୍ତ ପ୍ରବାସୀ ଶ୍ରମିକଙ୍କ ପାଇଁ…

ଭଦ୍ରକର ନୂଆ ବ୍ଲକ୍‌କୁ ଡେଇଁଲା କରୋନା: ଜିଲାରେ ପୁଣି ୪ କରୋନା ପଜିଟିଭ୍‌

ଭଦ୍ରକ ଅଫିସ, ୨୪।୪- ଶୁକ୍ରବାର ଭଦ୍ରକରେ ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି। ପୂର୍ବରୁ ଭଦ୍ରକ ସହର ସମେତ ଭଣ୍ଡାରିପୋଖରୀ ବ୍ଲକ ଓ ବାସୁଦେବପୁର ବ୍ଲକରୁ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଶୁକ୍ରବାର ଅପରାହ୍ନରେ…

ଚିନ୍ତା ବଢ଼ାଇଲେଣି ପଶ୍ଚିମବଙ୍ଗ ଫେରନ୍ତା: ଆକ୍ରାନ୍ତ ମାମଲାରେ ଯାଜପୁର, ବାଲେଶ୍ୱରକୁ ଟପିଲା ଭଦ୍ରକ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଗୋଟିଏ ଦିନରେ ଭଦ୍ରକ ଜିଲାରେ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଦ୍ୱାରା ଜିଲାରେ ମୋଟ ପଜିଟିଭ୍‌ଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି। ପ୍ରଥମେ ରାଜ୍ୟରେ ଖୋର୍ଦ୍ଧା ଅଧିକ ସଂକ୍ରମିତ ଜିଲା ଭାବେ ରେଡ୍‌ ଜୋନ୍‌ରେ ଥିବା ବେଳେ ଏବେ…

ମନୋହରଙ୍କ କାର୍ଯ୍ୟକାଳ ୨ ମାସ ବଢିପାରେ ଆଇସିସି ଅଧ୍ୟକ୍ଷ ପଦ ଦୌଡ଼ରେ ଗେଭ୍ସ ସର୍ବାଗ୍ରେ

ନୂଆଦିଲ୍ଲୀ,୨୪।୪(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଅଧ୍ୟକ୍ଷ ଭାବେ ଶଶାଙ୍କ ମନୋହରଙ୍କ କାର୍ଯ୍ୟକାଳ ଆଉ ୨ ମାସ ବଢିପାରେ। ଜୁନ୍‌ରେ ସେ ପଦ ଛାଡିବେ ବୋଲି ଆଶା କରାଯାଉଥିଲା। ତେବେ କୋଭିଡ୍‌-୧୯ ମହମାରୀ କାରଣରୁ ଆଇସିସି ବୋର୍ଡ ବୈଠକକୁ ଦୁଇମାସ ଘୁଞ୍ଚାଇ…

ଘରେ କାମ କରୁଥିବା ଯାଜପୁର ମହିଳାଙ୍କ ଶେଷକୃତ୍ୟ ସମ୍ପନ୍ନ କଲେ ଗମ୍ଭୀର

ନୂଆଦିଲ୍ଲୀ,୨୪। ୪(ପି.ଟି.): ପୂର୍ବତନ କ୍ରିକେଟର ତଥା ଭାଜପା ଏମ୍‌ପି ଗୌତମ ଗମ୍ଭୀର ତାଙ୍କ ଘରେ କାମ କରୁଥିବେ ଜଣେ ମହିଳାଙ୍କ ଶେଷକୃତ୍ୟ ସମ୍ପନ୍ନ କରିଛନ୍ତି। ୪୯ ବର୍ଷୟା ଏହି ମହଳାଙ୍କ ନାମ ସରସ୍ବତୀ ପାତ୍ର। ତାଙ୍କ ଓଡ଼ିଶା ଯାଜପୁର ଜିଲାରେ। ସେ…

ଆଇପିଏଲ୍‌ ଲାଗି ଏସିଆ କପ୍‌ କାର୍ଯ୍ୟସୂଚୀ ପରିବର୍ତ୍ତନ ଗ୍ରହଣୀୟ ନୁହଁ: ପିସିବି

କରାଚି,୨୪।୪ (ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ସ୍ଥଗିତ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ ପାଇଁ ଏସିଆ କପ୍‌ କାର୍ଯ୍ୟସୂଚୀରେ ପରିବର୍ତ୍ତନକୁ ଗ୍ରହଣ କରିବୁ ନାହିଁ ବୋଲି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ତରଫରୁ କୁହାଯାଇଛି। ଏ ନେଇ ପିସିବି…

କୋଭିଡ-୧୯ ମହାମାରୀ: ୟୁରୋପିଆନ ଚାମ୍ପିୟନଶିପ୍‌ ବାତିଲ

ପ୍ୟାରିସ୍‌,୨୪।୪ (ଏଏଫ୍‌ପି): କୋଭିଡ୍‌-୧୯ ମହାମାରୀ କାରଣରୁ ଆଉ ଏକ ବଡ଼ ଇଭେଣ୍ଟ ବାତିଲ ହୋଇଛି। ପ୍ୟାରିସ୍‌ରେ ଆସନ୍ତା ଅଗଷ୍ଟ ମାସରେ ଆୟୋଜନ ହେବାକୁ ଥିବା ହାଇପ୍ରୋଫାଇଲ ୟୁରୋପିଆନ୍‌ ଆଥଲେଟିକ୍ସ ଚାମ୍ପିୟନଶିପ୍‌କୁ କରୋନା ଭାଇରସ ସଂକ୍ରମଣ କାରଣରୁ ବାତିଲ କରାଯାଇଛି। ଏ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri