Home

ସମାଜବାଦୀ ନେତାଙ୍କୁ ଗୁଳି କରି ହତ୍ୟା: ଭିଡ଼ିଓ ଭାଇରାଲ

ଲକ୍ଷ୍ନୌ,୧୯।୫: ଉତ୍ତରପ୍ରଦେଶ ସମ୍ଭଲ ଅଞ୍ଚଳରେ ସମାଜବାଦୀ ନେତା ଏବଂ ତାଙ୍କ ପୁଅଙ୍କୁୁ ସର୍ବ ସମ୍ମୁଖରେ ଗୁଳି କରି ହତ୍ୟା କରାଯାଇଛି। ଏହାର ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସ୍ଥାନୀୟ ବହଜୋଇ ଥାନା ଅନ୍ତର୍ଗତ ଶାମସୋଇ ଗାଁରେ ଏହି…

ବୁଢ଼ୀ ଠାକୁରାଣୀ ମନ୍ଦିରରୁ ଚୋରି: ରୁପା ଅଳଙ୍କାର, ଦାନ ହୁଣ୍ଡି ନେଇଗଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୧୯।୫: ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ ଲାଠି ଗ୍ରାମରେ ଥିବା ପ୍ରସିଦ୍ଧ ବୁଢ଼ୀ ଠାକୁରାଣୀ ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିରର ୩ଟି ଗେଟର ତାଲା ଭାଙ୍ଗି ମା’ ଠାକୁରାଣୀ ପରିଧାନ କରିଥିବା ସମସ୍ତ…

ଶ୍ରମିକଙ୍କ ସହିତ ଖୋଲା ଟ୍ରକ୍‌ରେ ମୃତଦେହ ପଠାଇଲା ଉତ୍ତରପ୍ରଦେଶ: ନିନ୍ଦା କଲେ ହେମନ୍ତ ସୋରେନ୍‌

ରାଞ୍ଚି,୧୯।୫: କିଛିିଦିନ ତଳେ ଉତ୍ତରପ୍ରଦେଶ ଔରିୟାରେ ସଡ଼କ ଦୁର୍ଘଟଣାରେ ୨୬ ପ୍ରବାସୀ ଶ୍ରମିକଙ୍କର ମୃତ୍ୟୁ ଘଟିଥିଲା। ସେମାନଙ୍କ ମଧ୍ୟରୁ ୧୧ ଜଣ ଝାଡ଼ଖଣ୍ଡର ଥିଲେ। ଉତ୍ତରପ୍ରଦେଶ ପ୍ରଶାସନ ପକ୍ଷରୁ ସେମାନଙ୍କ ମୃତଦେହକୁ ଝାଡ଼ଖଣ୍ଡକୁ ପଠାଯାଇଛି। ମୃତଦେହଗୁଡ଼ିକୁ କଳା ପ୍ଲାଷ୍ଟିକରେ ବନ୍ଧା ଯାଇଯାଇ…

ସାମାଜିକ ଦୂରତା ଉଲ୍ଲଂଘନ: ଛତ୍ରପୁରରେ ଗ୍ରୋସରୀ ଦୋକାନ ସିଲ୍‌

ଛତ୍ରପୁର,୧୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ସହର ବଜାର ମେନ୍‌ରୋଡରେ ଥିବା ସନ୍ତୋଷ ସେନାପତିଙ୍କ ଗ୍ରୋସରୀ ଦୋକାନକୁ ସୋମବାର ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ସାମାଜିକ ଦୂରତା ଉଲ୍ଲଂଘନ ନେଇ ଉକ୍ତ ଦୋକାନକୁ ସିଲ କରାଯାଇଥିବା ଜଣାପଡ଼ିଛି। ସାମାଜିକ ଦୂରତା, ମାସ୍କ…

୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୧୯।୫: ରାଜଧାନୀ ଦିଲ୍ଲୀରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ସର୍ବାଧିକ ୫୦୦ କରୋନା ପଜିଟିଭ ଚିହ୍ନଟ ହେବା ସରକାରଙ୍କୁ ଅଡୁଆରେ ପକାଇ ଦେଇଛି। ଏହାସହ ଏବେ ରାଜଧାନୀ ଦିଲ୍ଲୀରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି…

କ୍ୱାରାଣ୍ଟାଇନ ସେଣ୍ଟରରେ ଡାଲିରୁ ବାହାରିଲା ଝିଟିପିଟି: ଏହାକୁ ଖାଇ ୫ ଅସୁସ୍ଥ

ଛତ୍ରପୁର, ୧୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ମହାନାଦପୁର ପଞ୍ଚାୟତ ଖୁରିଗାଁ ପ୍ରାଥମିକ ବିଦ୍ୟାଳୟରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ପ୍ରବାସୀ ତଥା ଅନ୍ତେବାସୀଙ୍କୁ ସୋମବାର ରାତିରେ ଖାଇବାକୁ ଦିଆଯାଇଥିଲା। ୨୯ ଅନ୍ତେବାସୀ ରାତ୍ରି ଭୋଜନ ଖାଇ ସାରିଥିବାବେଳ ବେଳ ୨ ଜଣ…

CORONAVIRUS UPDATE: ଭୁବନେଶ୍ୱରକୁ ଫେରିଲା କରୋନା; ୨ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ମାତ୍ର କେଇଘଣ୍ଟା ପରେ ପୁଣି ଥରେ ଭୁବନେଶ୍ୱରକୁ କରୋନା ଫେରିଛି। ସୋମବାର ଭୁବନେଶ୍ୱରକୁ କରୋନା ମୁକ୍ତ ବୋଲି ଘୋଷଣା କରାଯାଇଥିବା ବେଳେ ଏଠାରେ ପୁଣି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମଙ୍ଗଳବାର ରାଜ୍ୟରେ ଚିହ୍ନଟ ହୋଇଥିବା ୧୦୨ ଆକ୍ରାନ୍ତଙ୍କ…

ଘଣ୍ଟାପ୍ରତି ୧୫ କିମି ବେଗରେ ଗତି କରୁଛି ବାତ୍ୟା ଅମ୍ଫନ: ଉତ୍ତର ଓ ଉପକୂଳ ଓଡ଼ିଶାରେ ପବନ ବହିବା ସହ ହେବ ପ୍ରବଳ ବର୍ଷା; ସୂଚନା ଦେଲେ ଏସ୍‌ଆର୍‌ସି

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଘଣ୍ଟାକୁ ୧୫ କିମି ବେଗରେ ଗତି କରୁଛି ବାତ୍ୟା ‘ଅମ୍ଫନ’। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କହିବାନୁସାରେ ପୂର୍ବ ନିର୍ଦ୍ଧାରିତ ପଥରେ ଗତି କରୁଛି ଅମ୍ଫନ। ଏ ନେଇ ଏସ୍‌ଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ତାଙ୍କ କହିବା…

ବାଂଲାଦେଶରୁ ୧୬୯ ଭାରତୀୟଙ୍କୁ ଏୟାର ଲିଫ୍ଟ୍‌ କରିବ ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୧୯।୫: ବାଂଲାଦେଶରେ ଥିବା ୧୬୯ ଭାରତୀୟଙ୍କୁ ଏୟାର ଇଣ୍ଡିଆ ପକ୍ଷରୁ ବନ୍ଦେ ଭାରତ ମିଶନ ଅନ୍ତର୍ଗତ ଏୟାର ଲିଫ୍ଟ କରାଯିବ। ସେମାନେ ଢ଼ାକାରୁ ଆସି ଜମ୍ମୁ-କଶ୍ମୀରର ଶ୍ରୀନଗର ବିମାନ ବନ୍ଦରରେ ପହଞ୍ଚିବେ। ସେମାନଙ୍କ ମଧ୍ୟରେ ୧୧୯ ଜଣ ଛାତ୍ରୀ, ୪୮ ଜଣ…

CORONAVIRUS UPDATE: ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୩୦୭

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୦ଜଣ ଗଞ୍ଜାମ ଜିଲାର ରହିଥିବା ବେଳେ କେନ୍ଦ୍ରାପଡ଼ାର ୫, ଭଦ୍ରକର ୨, ବାଲେଶ୍ୱରର ୨ ଏବଂ ନୟାଗଡ଼ରୁ ୧ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ…

ଡିଜିଟାଲ ସୋଲାର ଛତା

ଅହମ୍ମଦାବାଦ: ଗୁଜରାଟର ଅହମ୍ମଦାବାଦ ସହରରେ ଗ୍ରୀଷ୍ମର ପ୍ରଭାବ ଅସହ୍ୟ ହୋଇଥାଏ। ପୁଣି ମେ’ମାସର ଟାଣଖରା। ଚଳିତବର୍ଷ ଲକ୍‌ଡାଉନ ଯୋଗୁ ସାଧାରଣ ଲୋକେ ଘରେ ପଙ୍ଖା ଓ ଏସି ତଳେ ରହି ଏଥିରୁ ତ୍ରାହିପାଇଛନ୍ତି। ଯଦିଓ ଜରୁରୀ କାମରେ ବାହାରକୁ ଯାଉଛନ୍ତି, ଛତା…

୬୫ ହଜାର ପ୍ରବାସୀ ଶ୍ରମିକ ଦିଲ୍ଲୀରୁ ଟ୍ରେନ୍‌ରେ ନିଜ ନିଜ ରାଜ୍ୟକୁ ଫେରିଛନ୍ତି: ମନୀଶ ସିସୋଡିଆ

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ମହାମାରୀ ଜାରି ରହିଛି। ଏଥିରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ଦିଲ୍ଲୀରେ ଥିବା ୬୫ ହଜାର ପ୍ରବାସୀ ଶ୍ରମିକ ଟ୍ରେନ୍‌ରେ ନିଜ ନିଜ ରାଜ୍ୟକୁ ଫେରିଛନ୍ତି। ଏସମ୍ପର୍କରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?