କରୋନା ଭାଇରସ: ବ୍ରିଟେନ ହସ୍ପିଟାଲରେ ୪ ଦିନ ପରେ ଆଉ ମିଳିବ ନାହିଁ ସ୍ଥାନ!
ଲଣ୍ଡନ,୨୬।୩: କରୋନା ଭାଇରସ ଏବେ ତା’ର ଠିକଣା ବଦଳାଇବାକୁ ଚେଷ୍ଟା କରୁଥିବା ଆଲୋଚନା ହେଉଛି। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନା ଭାଇରସ ଏବେ ତା’ର ଠିକଣା ବଦଳାଇ ଇଟାଲିରେ ରହିଛି। ଅର୍ଥାତ୍ କରୋନା ସଂକ୍ରମଣରେ ଚାଇନାରେ ଯେମିତି ମୃତ ଓ…
ଭାରତରେ ଜଣେ କରୋନା ସଂକ୍ରମିତଙ୍କ ଦ୍ୱାରା ୪ ସୁସ୍ଥ ଲୋକଙ୍କୁ ସଂକ୍ରମଣ ହେବା ଆଶଙ୍କା: ଆଇସିଏମ୍ଆର୍
ନୂଆଦିଲ୍ଲୀ,୨୬।୩: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଲକ୍ ଡାଉନ୍ ଘୋଷଣା କରାଯାଇଛି। ସାମାଜିକ ଦୂରତା ପାଇଁ ଏଭଳି କରାଯାଇଛି। ଏହାଦ୍ୱାରା ସଂକ୍ରମଣର ଆଶଙ୍କା କମ୍ ରହିଥାଏ ବୋଲି ଭାରତୀୟ ମେଡିକାଲ ରିସର୍ଚ୍ଚ ପରିଷଦ(ଆଇସିଏମ୍ଆର୍) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି।…
ଲକ୍ଡାଉନ୍ରେ ଘରୁ ବାହାରି ପୋଲିସଙ୍କଠାରୁ ମାଡ଼ ଖାଇଲେ ସୁନୀଲ ଗ୍ରୋଭର
ମୁମ୍ବାଇ: କରୋନା ଭାଇରସ୍ ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ୨୧ ଦିନ ପର୍ଯ୍ୟନ୍ତ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏହି ଲକ୍ଡାଉନ୍ କର୍ଫ୍ୟୁ ସହ ସମାନ ବୋଲି ପ୍ରଧାନମନ୍ତ୍ରୀ କହିଥିବା ବେଳେ କେତେକ ଲୋକ ଏହାକୁ ମାନୁ ନ…
ଅଭିନେତ୍ରୀ ଲୌରା ବେଲ୍ କରୋନାରେ ସଂକ୍ରମିତ
ଓ୍ବାଶିଂଟନ,୨୬।୩: ଆମେରିକା ଚଳଚ୍ଚିତ୍ର ଦୁନିଆର ଅଭିନେତ୍ରୀ ଲୌରା ବେଲ୍ ବଣ୍ଡି କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ୩୮ ବର୍ଷୀୟା ଏହି ଅଭିନେତ୍ରୀ ସୋସିଆଲ ମିଡିଆ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ବୁଧବାର ସେ ତାଙ୍କ ଇନ୍ଷ୍ଟାଗ୍ରାମରେ ଏକ ଭିଡ଼ିଓ ଶେୟାର କରିବା…
ଇନ୍ଷ୍ଟାଗ୍ରାମରୁ ଫଟୋ ଡିଲିଟ୍ କଲେ କନିକା କପୁର
ମୁମ୍ବାଇ: ବଲିଉଡ୍ ଗାୟିକା କନିକା କପୁର କିଛିଦିନ ତଳେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ଖବର ଶୁଣିବାକୁ ମିଳିଥିଲା। ସେ ଲଣ୍ଡନରୁ ଫେରି ଏହି ରୋଗରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା। ଏକଥା ନିଜେ କନିକା ଟ୍ବିଟ୍ କରି ଫ୍ୟାନ୍ମାନଙ୍କୁ ଜଣାଇଥିଲେ।…
ଲକ୍ଡାଉନ୍ ଯୋଗୁ ମହଙ୍ଗା ମାଡ଼: ପିଆଜ ନୁହେଁ ଏବେ କନ୍ଦାଉଛି ଆଳୁ
ବିଜେପୁର,୨୬।୩(ଡି.ଏନ୍.ଏ.): କରୋନା ଯୋଗୁ ସାରା ରାଜ୍ୟ ଲକ୍ଡାଉନ୍। ହେଲେ ପରିବା, ରାସନ, ମାଛ, ମାଂସ ଦୋକାନ ଖୋଲା ରହିଛି। ହେଲେ ଏହାର ଫାଇଦା ନେବାକୁ ଅସାଧୁ ବେପାରୀ କୁତ୍ରିମ ଅଭାବ ସୁଷ୍ଟି କରୁଛନ୍ତି। ଫଳରେ ଏବେ ପିଆଜ ଅପେକ୍ଷା ଆଳୁ ଲୋକଙ୍କୁ…
ଘଡ଼ି ଭାଙ୍ଗି ଟଙ୍କା ଦାନକଲେ ଭାଇଭଉଣୀ
ଜୟପୁର: ଘଡ଼ିରେ ଟଙ୍କା ସଞ୍ଚୟ କରିବା ପିଲାମାନଙ୍କ ଏକ ସଉକ ହୋଇଥାଏ। ଏହି ସଞ୍ଚୟ ଅର୍ଥକୁ ନେଇ ସେମାନେ କେତେ କ’ଣ ସ୍ବପ୍ନ ଦେଖିଥାନ୍ତି। କିନ୍ତୁ ଏବେ ଲକ୍ଡାଉନ ପାଇଁ ଏହି ଅର୍ଥକୁ ବି ପିଲାମାନେ ଦେବାକୁ ପଛାଉ ନାହାନ୍ତି। ଏମିତି…
ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୦୨୨: ଅଧିକାଂଶ ଯୁବତୀ ଯୁବକ
ଇସ୍ଲାମାବାଦ,୨୬।୩: କରୋନା ଭାଇରସ ଏବେ ବିଶ୍ୱ ପାଇଁ ଚିନ୍ତାର କାରଣ । ଏବେ ସୁଦ୍ଧା କରୋନା ଭାଇରସରେ ପ୍ରାୟ ୧୯୫ ଦେଶକୁ ବ୍ୟାପିଥିବା ଖବର ମିଳିଥିବା ବେଳେ ଚାଇନା ପରେ ଇଟାଲିରେ ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି। ପାକିସ୍ତାନ…
ରାଜ୍ କପୁରଙ୍କ ଶାକାହାରୀ ରହସ୍ୟ
ବଲିଉଡ୍ର ଶୋ’ ମ୍ୟାନ୍ ରାଜ କପୁର। କେବଳ ଜଣେ ଅଭିନେତା ନୁହନ୍ତି, ଜଣେ ପ୍ରଯୋଜକ, ନିର୍ଦ୍ଦେଶକ ଭାବରେ ତାଙ୍କର ବେଶ୍ ସୁଖ୍ୟାତି ରହିଛି। ତାଙ୍କ ପ୍ରଯୋଜିତ, ଅଭିନୀତ ଏବଂ ନିର୍ଦ୍ଦେଶିତ ସିନେମାଗୁଡ଼ିକ ଦର୍ଶକମାନଙ୍କୁ କେତେ ପ୍ରଭାବିତ କରିଥିଲା ତାହା କହିବା ବାହୁଲ୍ୟ।…
୧୯୫ ଦେଶରେ କରୋନା: ମୃତ୍ୟୁ ସଂଖ୍ୟା ୨୧ ହଜାର ୨୦୦
ଓ୍ବାଶିଂଟନ,୨୬।୩: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀର ୧୯୫ ଦେଶରେ କରୋନା ସଂକ୍ରମିତ ହୋଇସାରିଛି। ଇତିମଧ୍ୟରେ କରୋନା ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ୨୧ ହଜାର ୨୦୦ରେ ପହଞ୍ଚିଛି। ସେହିପରି ୪ ଲକ୍ଷ ୬୮ ହଜାର…
କେତେବେଳେ ହଁ, କେତେବେଳେ ନା
ଦିଶା ପଟାନି ବୋଧହୁଏ ଦୋଛକିରେ ପଡ଼ିଯାଇଛନ୍ତି। ଟାଇଗର ଶ୍ରଫ୍ଙ୍କ ସହ ଆଫେୟାର୍ସକୁ ନେଇ ସେ ନିକଟରେ ଏପରି ସଫେଇ ଦେଇଛନ୍ତି, ଯାହା ଆଲୋଚନା ପାଇଁ ବେଶ୍ ଖୋରାକ ଯୋଗାଇଛି। ଦିଶା କହିଛନ୍ତି ଯେ, ଟାଇଗରଙ୍କ ସହ ମୋର ପ୍ରେମ ସମ୍ପର୍କ ନାହିଁ,…
କରୋନା ମହାମାରୀ ଯୋଗୁ ଦେଶବ୍ୟାପୀ ଟୋଲ୍ ଆଦାୟ ବନ୍ଦ
ନୂଆଦିଲ୍ଲୀ,୨୬।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଭାରତ ସରକାର ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ୨୧ ଦିନିଆ ଲକ୍ ଡାଉନ୍ ଘୋଷଣା କରିଛନ୍ତି। ସାମାଜିକ ଦୂରତା ବଢ଼ାଇବାକୁ ସରକାରଙ୍କ ପକ୍ଷରୁ ଗୁରୁତ୍ୱ ଦିଆଯାଉଥିବାବେଳେ ଏବେ ଦେଶବ୍ୟାପୀ ଟୋଲ୍ ଆଦାୟ…
Archives


