ଘଡ଼ି ଭାଙ୍ଗି ଟଙ୍କା ଦାନକଲେ ଭାଇଭଉଣୀ
ଜୟପୁର: ଘଡ଼ିରେ ଟଙ୍କା ସଞ୍ଚୟ କରିବା ପିଲାମାନଙ୍କ ଏକ ସଉକ ହୋଇଥାଏ। ଏହି ସଞ୍ଚୟ ଅର୍ଥକୁ ନେଇ ସେମାନେ କେତେ କ’ଣ ସ୍ବପ୍ନ ଦେଖିଥାନ୍ତି। କିନ୍ତୁ ଏବେ ଲକ୍ଡାଉନ ପାଇଁ ଏହି ଅର୍ଥକୁ ବି ପିଲାମାନେ ଦେବାକୁ ପଛାଉ ନାହାନ୍ତି। ଏମିତି…
ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୦୨୨: ଅଧିକାଂଶ ଯୁବତୀ ଯୁବକ
ଇସ୍ଲାମାବାଦ,୨୬।୩: କରୋନା ଭାଇରସ ଏବେ ବିଶ୍ୱ ପାଇଁ ଚିନ୍ତାର କାରଣ । ଏବେ ସୁଦ୍ଧା କରୋନା ଭାଇରସରେ ପ୍ରାୟ ୧୯୫ ଦେଶକୁ ବ୍ୟାପିଥିବା ଖବର ମିଳିଥିବା ବେଳେ ଚାଇନା ପରେ ଇଟାଲିରେ ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି। ପାକିସ୍ତାନ…
ରାଜ୍ କପୁରଙ୍କ ଶାକାହାରୀ ରହସ୍ୟ
ବଲିଉଡ୍ର ଶୋ’ ମ୍ୟାନ୍ ରାଜ କପୁର। କେବଳ ଜଣେ ଅଭିନେତା ନୁହନ୍ତି, ଜଣେ ପ୍ରଯୋଜକ, ନିର୍ଦ୍ଦେଶକ ଭାବରେ ତାଙ୍କର ବେଶ୍ ସୁଖ୍ୟାତି ରହିଛି। ତାଙ୍କ ପ୍ରଯୋଜିତ, ଅଭିନୀତ ଏବଂ ନିର୍ଦ୍ଦେଶିତ ସିନେମାଗୁଡ଼ିକ ଦର୍ଶକମାନଙ୍କୁ କେତେ ପ୍ରଭାବିତ କରିଥିଲା ତାହା କହିବା ବାହୁଲ୍ୟ।…
୧୯୫ ଦେଶରେ କରୋନା: ମୃତ୍ୟୁ ସଂଖ୍ୟା ୨୧ ହଜାର ୨୦୦
ଓ୍ବାଶିଂଟନ,୨୬।୩: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀର ୧୯୫ ଦେଶରେ କରୋନା ସଂକ୍ରମିତ ହୋଇସାରିଛି। ଇତିମଧ୍ୟରେ କରୋନା ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ୨୧ ହଜାର ୨୦୦ରେ ପହଞ୍ଚିଛି। ସେହିପରି ୪ ଲକ୍ଷ ୬୮ ହଜାର…
କେତେବେଳେ ହଁ, କେତେବେଳେ ନା
ଦିଶା ପଟାନି ବୋଧହୁଏ ଦୋଛକିରେ ପଡ଼ିଯାଇଛନ୍ତି। ଟାଇଗର ଶ୍ରଫ୍ଙ୍କ ସହ ଆଫେୟାର୍ସକୁ ନେଇ ସେ ନିକଟରେ ଏପରି ସଫେଇ ଦେଇଛନ୍ତି, ଯାହା ଆଲୋଚନା ପାଇଁ ବେଶ୍ ଖୋରାକ ଯୋଗାଇଛି। ଦିଶା କହିଛନ୍ତି ଯେ, ଟାଇଗରଙ୍କ ସହ ମୋର ପ୍ରେମ ସମ୍ପର୍କ ନାହିଁ,…
କରୋନା ମହାମାରୀ ଯୋଗୁ ଦେଶବ୍ୟାପୀ ଟୋଲ୍ ଆଦାୟ ବନ୍ଦ
ନୂଆଦିଲ୍ଲୀ,୨୬।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଭାରତ ସରକାର ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ୨୧ ଦିନିଆ ଲକ୍ ଡାଉନ୍ ଘୋଷଣା କରିଛନ୍ତି। ସାମାଜିକ ଦୂରତା ବଢ଼ାଇବାକୁ ସରକାରଙ୍କ ପକ୍ଷରୁ ଗୁରୁତ୍ୱ ଦିଆଯାଉଥିବାବେଳେ ଏବେ ଦେଶବ୍ୟାପୀ ଟୋଲ୍ ଆଦାୟ…
କରୋନା ଭାଇରସ: ଚିକିତ୍ସା କରୁଥିବା ଡାକ୍ତରଙ୍କ ପରିବାର ହେଲେ ସଂକ୍ରମିତ
ନୂଆଦିଲ୍ଲୀ,୨୬।୩: କରୋନା, କ୍ୱାରାଣ୍ଟାଇନ୍, ଆଇସୋଲେଶନ। ଏବେ ଏହି ଶବ୍ଦର ବହୁଳ ବ୍ୟବହାର କରାଯାଉଛି। ଆଉ ଏହି ଶବ୍ଦ ଗୁଡିକ ସାଧାରଣ ଜନତା ପାଇଁ ସୃଷ୍ଟି କରିଛି ଭୟ। କରୋନା ଭାଇରସ ଏବେ ବିଶ୍ୱର ମୁଣ୍ଡ ବିଗାଡି ଥିବା ବେଳେ ଭାରତୀୟ ମଧ୍ୟ…
ବ୍ୟାଡ୍ମିଣ୍ଟନ ର଼୍ୟାଙ୍କିଙ୍ଗ୍କୁ ସାମୟିକ ସ୍ଥିର ରଖାଯାଇପାରେ
ନୂଆଦିଲ୍ଲୀ, ୨୬ା୩ (ପି.ଟି.): କରୋନା ଭାଇରସ୍ ବ୍ୟାପିବା ଆଶଙ୍କା ଯୋଗୁ ଟୋକିଓ ଅଲିମ୍ପିକ୍ସକୁ ୨୦୨୧କୁ ଘୁଞ୍ଚାଇ ଦିଆଯାଇଛି। ଫଳ ସ୍ବରୂପ ବିଶ୍ୱ ର଼୍ୟାଙ୍କିଙ୍ଗ ବ୍ୟବସ୍ଥାକୁ ବର୍ତ୍ତମାନ ପାଇଁ ସ୍ଥିର ରଖିବା ଲାଗି ବ୍ୟାଡ୍ମିଣ୍ଟନ ଓ୍ବାଲର୍ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍) ବିଚାର କରିପାରେ। ବିଡବ୍ଲ୍ୟୁଏଫ୍…
ଲକ୍ଡାଉନ୍ ନ ମାନି ୨ ଗିରଫ, ବୋଲେରୋ ସହ ୬ ବାଇକ୍ ଜବତ
ଠାକୁରମୁଣ୍ଡା,୨୬।୩(ଡି.ଏନ୍.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ଦିଗରେ ରାଜ୍ୟ ଓ କେନ୍ଦ୍ର ସରକାର ମିଳିତ ଭାବରେ ପଦକ୍ଷେପ ଆରମ୍ଭ କରିଥିବା ବେଳେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳରେ ଲକ୍ଡାଉନ୍ର ପ୍ରଭାବ ଦେଖିବାକୁ ମିଳିଛି। ଅପରପକ୍ଷରେ କଟକଣା ନ ମାନିବାରୁ ଠାକୁରମୁଣ୍ଡା ପୋଲିସ…
୧୬ ଦିନରେ ଭାରତରେ ୧୬ କରୋନା ମୃତ୍ୟୁ: ସଂକ୍ରମିତଙ୍କ ସଂଖ୍ୟା ୬୫୦ ଟପିଲା
ନୂଆଦିଲ୍ଲୀ,୨୬।୩: କରୋନା ସଂକ୍ରମଣ ସାରା ପୃଥିବୀରେ କୋକୁଆ ଭୟ ସୃଷ୍ଟି କରିଛି। ଭାରତରେ ଅବସ୍ଥା ଧୀରେଧୀରେ ସଙ୍କଟଜନକ ହେବାରେ ଲାଗିଛି। ଗତ ୧୬ ଦିନ ମଧ୍ୟରେ ଦେଶରେ ୧୬ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଇତିମଧ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୫୦…
ପ୍ରଧାନମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡକୁ ୧ କୋଟି ଟଙ୍କା ଦାନ କଲେ ଜନ ସେନା ମୁଖ୍ୟ
ନୂଆଦିଲ୍ଲୀ,୨୬।୩: କରୋନା ଭାଇରସ ଏବେ ବିଶ୍ୱ ପାଇଁ ଏକ ଚ୍ୟାଲେଞ୍ଜ ହୋଇ ଠିଆ ହୋଇଛି। ଭାରତ ମଧ୍ୟ ଏହାସହ ଲଢିବାକୁ ସବୁ ପ୍ରକାର ଉଦ୍ୟମ ଜାରି ରଖିଛି। ଏହା ପରେ ବି ଭାରତରେ ବେଳକୁ ବେଳ କରୋନା ସଂକ୍ରମିତ ଓ ମୃତକଙ୍କ…
ପୁଣେରେ ସଂକ୍ରମିତ ଦମ୍ପତି ହେଲେ ସୁସ୍ଥ
ମୁମ୍ବାଇ,୨୬ା୩: ବିଶ୍ୱବ୍ୟାପୀ କରୋନା ପ୍ରଭାବରେ ଲୋକେ ଆତଙ୍କିତ ଥିବାବେଳେ ଗୁଡ଼ି ପଡ଼ଓ୍ବାରେ ମହାରାଷ୍ଟ୍ରକୁ ଏକ ଖୁସି ଖବର ମିଳିଛି। ମହାରାଷ୍ଟ୍ରର ପୁଣେରେ ପ୍ରଥମ କରୋନା ସଂକ୍ରମିତ ଦମ୍ପତି ଠିକ ହୋଇଯାଇଛନ୍ତି। ଏଥିଲାଗି ଉଭୟଙ୍କୁ ହସ୍ପିଟାଲରୁ ଡିସ୍ଚାର୍ଜ କରିଦିଆଯାଇଛି। ଏହି ଦମ୍ପତି ନାଇଡ଼ୁ…
Archives


